‘ବିପର୍ଯ୍ୟୟ’ର କାଟାଗୋରି ଡାଉନଗ୍ରେଡ, ହେଲେ ଏବେବି ରହିଛି ବିପଦ
ନୂଆଦିଲ୍ଲୀ,୧୩।୬: ସାଇକ୍ଲୋନିକ ଷ୍ଟର୍ମ ‘ବିପର୍ଯ୍ୟୟ’ ଭାରତ ଉପକୂଳରେ ପହଞ୍ଚିବାକୁ ଆଉ ଦୁଇ ଦିନ ବାକି ଅଛି, କିନ୍ତୁ ଏବେଠାରୁ ସେ ତା’ର ଏହାର ରୂପ ଦେଖାଉଛି। ମୁମ୍ବାଇରୁ କେରଳ ଉପକୂଳ ପର୍ଯ୍ୟନ୍ତ ସମୁଦ୍ରରେ ଘୂର୍ଣ୍ଣିବଳୟ ବୃଦ୍ଧି ପାଉଛି। ଗୁଜୁରାଟରେ ଏହି ଘୂର୍ଣ୍ଣିବଳୟର…
କୋଓ୍ବିନ୍ ତଥ୍ୟ ପ୍ରଘଟ
ନୂଆଦିଲ୍ଲୀ, ୧୩।୬: କୋଓ୍ବିନ୍ ପ୍ଲାଟ୍ଫର୍ମରେ ଦିଆଯାଇଥିବା ଆଧାର ନମ୍ବର, ପାନ୍ କାର୍ଡ ଆଦି ବ୍ୟକ୍ତିଗତ ଡେଟା ସର୍ବସାଧାରଣରେ ପ୍ରଘଟ ହୋଇଛି। ଭାରତୀୟମାନଙ୍କ ବ୍ୟକ୍ତିଗତ ତଥ୍ୟ ଯଥା ଆଧାର କାର୍ଡ ଓ ପାନ୍ କାର୍ଡ ବିବରଣୀ ‘ଟେଲିଗ୍ରାମ୍’ ମେସେଜିଂ ଆପ୍ରେ ଉପଲବ୍ଧ ହେଉଛି।…
ଖୁଚୁରା ମୁଦ୍ରାସ୍ଫୀତି ୪.୨୫%କୁ ହ୍ରାସ
ନୂଆଦିଲ୍ଲୀ, ୧୩ା୬: ଭାରତର ଖୁଚୁରା ମୁଦ୍ରାସ୍ଫୀତି ମେ’ ମାସରେ ୪.୨୫ ପ୍ରତିଶତକୁ ହ୍ରାସ ପାଇଛି, ଯାହାକି ଗତ ୨୫ ମାସ ମଧ୍ୟରେ ସର୍ବନିମ୍ନ। ଏହା ଭାରତୀୟ ରିଜର୍ଭ ବ୍ୟାଙ୍କର ଧାର୍ଯ୍ୟ ଲକ୍ଷ୍ୟ ୪ ପ୍ରତିଶତ ମୁଦ୍ରାସ୍ଫୀତିର ନିକଟତର ହୋଇଛି। ଖାଦ୍ୟ ସାମଗ୍ରୀ…
ସରକାରୀ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ
ଭୋପାଳ,୧୩।୬: ମଧ୍ୟପ୍ରଦେଶ ଭୋପାଳରେ ଥିବା ବହୁ ମହଲା ବିଶିଷ୍ଟ ସରକାରୀ କାର୍ଯ୍ୟାଳୟ ସାତପୁରା ଭବନରେ ସୋମବାର ଅଗ୍ନିକାଣ୍ଡ ଘଟିଛି। ୮ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ବିଲ୍ଡିଂ ଜଳୁଥିବାବେଳେ ନିଆଁ ଛାତ ପର୍ଯ୍ୟନ୍ତ ବ୍ୟାପିଯାଇଛି। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…
ଓଡ଼ିଶାକୁ ୫,୩୫୬ କୋଟି ପଠାଇଲା କେନ୍ଦ୍ର
ନୂଆଦିଲ୍ଲୀ, ୧୩ା୬: ଟିକସ ଅର୍ଥ ହସ୍ତାନ୍ତରଣ ବାବଦକୁ କେନ୍ଦ୍ର ସରକାର ସୋମବାର ଓଡ଼ିଶାକୁ ତୃତୀୟ କିସ୍ତିରେ ୫,୩୫୬ କୋଟି ଟଙ୍କା ପଠାଇଛନ୍ତି। ରାଜ୍ୟ ସରକାର ବିକାଶମୂଳକ ଖର୍ଚ୍ଚ ଓ ପୁଞ୍ଜି ବ୍ୟୟକୁ ତ୍ୱରାନ୍ବିତ କରିବାରେ ଏହା ସହାୟକ ହେବ। ଅର୍ଥ ମନ୍ତ୍ରଣାଳୟ…
ମଣିପୁରକୁ ସର୍ବଦଳୀୟ ପ୍ରତିନିଧି ପଠାଅ: କଂଗ୍ରେସ
ନୂଆଦିଲ୍ଲୀ, ୧୩ା୬: ହିଂସା ପ୍ରବଣ ମଣିପୁରରେ ଶାନ୍ତି ଫେରାଇ ଆଣିବାକୁ ହେଲେ ସେଠାକୁ ସର୍ବଦଳୀୟ ପ୍ରତିନିଧି ପଠାଇବାକୁ ସୋମବାର କଂଗ୍ରେସ ଦାବି କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତି ମାସରେ ମନ୍ କୀ ବାତ୍ କରୁଥିବାବେଳେ ଅନ୍ତତଃ ଥରେ ‘ମଣିପୁର କୀ…
କର୍ନାଟକରେ ଭାଜପା-ଜେଡିଏସ ମଧ୍ୟରେ ହୋଇପାରେ ମେଣ୍ଟ, ଜାଣନ୍ତୁ କ’ଣ କହିଲେ କୁମାରସ୍ବାମୀ
ବେଙ୍ଗାଲୁରୁ,୧୨।୬: ସମସ୍ତ ମୁଖ୍ୟ ଦଳ ଲୋକ ସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବିରୋଧୀ ଦଳର ବଡ ନେତାମାନେ ସମସ୍ତ ବିରୋଧୀ ଦଳକୁ ଏକଜୁଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି ସମୟରେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ ନେତା…
ରାପିଡୋ, ଉବରକୁ ସୁପ୍ରିମକୋର୍ଟର ଝଟକା, ବାଇକ-ଟ୍ୟାକ୍ସି ଉପରେ ଲାଗୁରହିବ ପ୍ରତିବନ୍ଧକ
ନୂଆଦିଲ୍ଲୀ,୧୨।୬: ବାଇକ-ଟ୍ୟାକ୍ସି ଏଗ୍ରିଗେଟର୍ସ ରାପିଡୋ ଏବଂ ଉବରକୁ ସୁପ୍ରିମକୋର୍ଟ ଏକ ବଡ଼ ଝଟକା ଦେଇଛନ୍ତି। ଦିଲ୍ଲୀ ସରକାରଙ୍କ ଦ୍ୱାରା ଗାଇଡଲାଇନ ନ ଆସିବା ପର୍ଯ୍ୟନ୍ତ ଦିଲ୍ଲୀରେ ଓଲା, ଉବର ଓ ରାପିଡୋ ଭଳି କମ୍ପାନି ଚଳାଉଥିବା ଦୁଇ ଚକିଆ ଟ୍ୟାକ୍ସିକୁ ନିଷିଦ୍ଧ…
କର୍ନାଟକ ପରେ ମଧ୍ୟପ୍ରଦେଶରେ ୫ ଗ୍ୟାରେଣ୍ଟି ଘୋଷଣା କଲା କଂଗ୍ରେସ, ସରକାରକୁ ଆସିଲେ ମିଳିବ ଏହି ସୁବିଧା
ଭୋପାଳ,୧୨।୬: କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ଚଳିତ ବର୍ଷ ଶେଷରେ ହେବାକୁ ଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଅଭିଯାନ କରିଛନ୍ତି। ପ୍ରିୟଙ୍କା ସୋମବାର ଜବଲପୁରରେ କଂଗ୍ରେସର ନିର୍ବାଚନୀ ପ୍ରଚାର ଆରମ୍ଭ କରିଛନ୍ତି। ଏହି ସମୟରେ ପ୍ରିୟଙ୍କା ଗାନ୍ଧୀ…
ଜୁଲାଇ ୪ରେ ହେବ ଭାରତୀୟ କୁସ୍ତି ସଂଘର ନିର୍ବାଚନ
ନୂଆଦିଲ୍ଲୀ,୧୨।୬: କୁସ୍ତିଯୋଦ୍ଧାଙ୍କ ଦ୍ୱାରା କୁସ୍ତି ମହାସଂଘ ଉପରେ କରାଯାଇଥିବା ଗୁରୁତର ଅଭିଯୋଗ ପରେ ଅଲିମ୍ପିକ ଆସୋସିଏଶନ ସୋମବାର ଡବ୍ଲୁଏଫଆଇର ଅଧ୍ୟକ୍ଷ ନିର୍ବାଚନ ପାଇଁ ତାରିଖ ଘୋଷଣା କରିଛି। ଆସନ୍ତା ଜୁଲାଇ ୪ ରେ ନିର୍ବାଚନ ହେବ ବୋଲି ଜଣାପଡିଛି। ସୂଚନାନୁସାରେ, ବ୍ରଜ୍ଭୂଷଣ…
ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି
ନୂଆଦିଲ୍ଲୀ,୧୨।୬: ସୋମବାର ବମ୍ବେ ହାଇକୋର୍ଟରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିରୋଧରେ ଦେଇଥିବା ମନ୍ତବ୍ୟ ମାମଲାରେ ଗୁଜରାଟ କୋର୍ଟରେ ହାଜର ହେବା ପାଇଁ ଦିଆଯାଇଥିବା ମଧ୍ୟବର୍ତ୍ତୀକାଳୀନ ଅବଧିକୁ କୋର୍ଟ ଅଗଷ୍ଟ ୨ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।…
ମଙ୍ଗଳବାର ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଯୁକ୍ତି ମେଳା ଅଧୀନରେ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନିଯୁକ୍ତି ମେଳାର କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଥିରେ ନୂତନ…
Archives


