ଜାତୀୟ

୪୮ଘଣ୍ଟାରେ ମହଙ୍ଗା ମାଡ଼: ଏବେ ପେଟ୍ରୋଲ-ଗ୍ୟାସ୍‌ର ପାଳି, ପେଟ୍ରୋଲିୟମ ମନ୍ତ୍ରୀ ଦେଲେ ବଡ଼ ସୂଚନା…

ନୂଆଦିଲ୍ଲୀ,୧୪।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ଏବଂ ବିଶ୍ୱ ତୈଳ ବଜାରରେ ବୃଦ୍ଧି ପାଉଥିବା ଅନିଶ୍ଚିତତା ମଧ୍ୟରେ, ଭାରତ ସରକାର ଗତ 48 ଘଣ୍ଟା ମଧ୍ୟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସରକାର ସୁନା ଏବଂ ରୂପା ଉପରେ ଆମଦାନୀ ଶୁଳ୍କ…

ରାଜଧାନୀରେ ଲଜ୍ଜା: ଚଳନ୍ତା ବସ୍‌ରେ ମହିଳାଙ୍କୁ ଗଣବଳାତ୍କାର, ପୀଡ଼ିତା କହିଲେ ୨ ଘଣ୍ଟା ଧରି…

ନୂଆଦିଲ୍ଲୀ,୧୪ା୫: ରାଜଧାନୀ ଦିଲ୍ଲୀର ରାଣୀବାଗ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଚଳନ୍ତା ସ୍ଲିପର ବସ୍‌ରେ ଜଣେ ୩୦ ବର୍ଷୀୟା ମହିଳାଙ୍କୁ ଗଣବଳାତ୍କାର କରାଯାଇଛି। ପୀଡ଼ିତା ପୋଲିସକୁ କହିଛନ୍ତି ଯେ, ସେ ବିଳମ୍ବିତ ରାତିରେ କାମରୁ ଘରକୁ ଫେରୁଥିଲେ। ସେ ରାସ୍ତାକଡ଼ରେ…

ଖୁସି ଖବର, ବନ୍ଦ ହେବ ନାହିଁ LPG ସପ୍ଲାଇ, ଭାରତ ପ୍ରସ୍ତୁତ କଲା 40,000 କୋଟି ଟଙ୍କାର ପ୍ଲାନ

ନୂଆଦିଲ୍ଲୀ,୧୪।୫: ଭାରତରେ ଏକ ଲୋକପ୍ରିୟ କଥା ଅଛି ଯେ ଭବିଷ୍ୟତର ସମାଧାନ ପ୍ରାୟତଃ ଏକ ସଙ୍କଟ ଭିତରେ ଲୁଚି ରହିଛି; କେବଳ ଏହାକୁ ଖୋଜିବା ଆବଶ୍ୟକ। ଇରାନ ସହିତ ସଂଘର୍ଷ ଯୋଗୁ ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି କରିଡର ଭାବରେ ପ୍ରସିଦ୍ଧ ହର୍ମୁଜ…

LPG-କ୍ଷୀର ପରେ ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା, ଏହି ଜିନିଷର ବଢିଗଲା ଦାମ୍‌…

ନୂଆଦିଲ୍ଲୀ,୧୪।୫: ଏଲପିଜି ଗ୍ୟାସ ସିଲିଣ୍ଡର, ଅମୂଲ ଏବଂ ମଦର ଡେରୀ କ୍ଷୀରର ମୂଲ୍ୟ ବୃଦ୍ଧି ପରେ, ସାଧାରଣ ଲୋକଙ୍କୁ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ପ୍ରକୃତରେ, ମୁମ୍ୱାଇରେ ସିଏନଜି ଏବେ ମହଙ୍ଗା ହୋଇଛି। ମୁମ୍ୱାଇରେ ସିଏନଜିର ମୂଲ୍ୟ କିଲୋଗ୍ରାମ ପିଛା…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ ଓ଼୍ବାର୍କ ର୍ଫମ ହୋମ୍‌ ନୀତି କାର୍ଯ୍ୟକାରୀ କରିଛନ୍ତି। କେବଳ 50% ଗ୍ରୁପ ସି…

ପେଟ୍ରୋଲ ଅଭାବ ଭିତରେ ଭୁବନେଶ୍ୱରରେ ବଦଳିଲା ତେଲଦର! ଜାଣନ୍ତୁ କ’ଣ ହୋଇଛି ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୫: ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ପ୍ରତିଦିନ ତେଲର ନୂଆ ଦର…

ଏତିକି ଟଙ୍କା ଯାଏ କିଣିପାରିବେ ପେଟ୍ରୋଲ, ପେଟ୍ରୋଲ-ଡିଜେଲ ନିୟମରେ ସରକାର କଲେ ବଡ଼ ପରିବର୍ତ୍ତନ!

ନୂଆଦିଲ୍ଲୀ,୧୪।୫: କେରଳରେ ପେଟ୍ରୋଲ ଏବଂ ଡିଜେଲ କ୍ରୟ ସମ୍ୱନ୍ଧୀୟ ନୂତନ ନିୟମାବଳୀ ଜାରି କରାଯିବା ସମ୍ପର୍କରେ ଖବର ପ୍ରକାଶ ପାଇଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, କେରଳର ଇନ୍ଧନ ଦୋକାନଗୁଡ଼ିକରେ ଇନ୍ଧନର ଏକକ ବିକ୍ରୟ ଉପରେ କିଛି କଟକଣା ଲାଗୁ କରାଯାଇଛି ବୋଲି…

ସଙ୍କଟ ମଧ୍ୟରେ ଭାରତ ପାଇଁ ଆସିଲା ଖୁସି ଖବର: ହର୍ମୁଜରେ…

ନୂଆଦିଲ୍ଲୀ,୧୪।୫: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଭାରତ ପାଇଁ ଆଉ ଏକ ଖୁସି ଖବର ଆସିଛି। LPG ଟ୍ୟାଙ୍କର୍‌ MV ସନ୍‌ସାଇନ ହର୍ମୁଜ ପ୍ରଣାଳୀ ପାର କରି ଏବେ ଭାରତ ଅଭିମୁଖେ ଯାଉଛି। ଭାରତୀୟ ନୌସେନା ଏବଂ ଅନ୍ୟାନ୍ୟ ଏଜେନ୍ସି ଜାହାଜକୁ…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫: ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି। ଦଳୀୟ ସୂତ୍ରରୁ ସୂଚନା ମିଳିଛି ଯେ ଗୁରୁବାର ଥିରୁଭାନନ୍ତପୁରମରେ ବିଧାୟକ ଦଳର ଏକ…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ ପ୍ରକାରର କ୍ଷୀର ପାଇଁ ପ୍ରତି ଲିଟର ପିଛା ୨ ଟଙ୍କା ବୃଦ୍ଧି ଘୋଷଣା…

ମହଙ୍ଗା ମାଡ଼! ବଢ଼ିଲା ଅମୂଲ କ୍ଷୀର ଦାମ୍, ଲିଟର ପିଛା….

ନୂଆଦିଲ୍ଲୀ,୧୩ା୫: ସାଧାରଣ ଜନତାଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି । ଦେଶର ପ୍ରମୁଖ ଦୁଗ୍ଧ କମ୍ପାନୀ ଅମୂଲ ସାରା ଦେଶରେ କ୍ଷୀରର ମୂଲ୍ୟ ପ୍ରତି ଲିଟର ୨ ବୃଦ୍ଧି ହୋଇଛି । କମ୍ପାନୀ ଘୋଷଣା କରିଛି ଯେ ନୂତନ ଦର…

ପ୍ରତୀକ ଯାଦବଙ୍କ ମୃତ୍ୟୁକୁ ନେଇ ବଡ଼ ଖୁଲାସା, ପୋଷ୍ଟମର୍ଟମ ରିପୋର୍ଟ….

ଲକ୍ଷ୍ନୌ,୧୩।୫: ଭାଜପାର ନେତ୍ରୀ ଏବଂ ମହିଳା କମିଶନର ଉପାଧ୍ୟକ୍ଷ ଅପର୍ଣ୍ଣା ଯାଦବଙ୍କ ସ୍ୱାମୀ ପ୍ରତୀକ ଯାଦବଙ୍କ ପୋଷ୍ଟମର୍ଟମ୍ ରିପୋର୍ଟ ସାମ୍ନାକୁ ଆସିଛି । ରିପୋର୍ଟରେ ସମାଜବାଦୀ ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବଙ୍କ ସାନ ଭାଇଙ୍କ ମୃତ୍ୟୁର କାରଣ ସ୍ପଷ୍ଟ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?