ଜାତୀୟ

ତେଲ ସଂକଟ: ୨୯ ରୁଟ୍‌ ପାଇଁ ବିମାନ ଉଡ଼ାଣରେ ଲାଗିଲା କଟକଣା

ନୂଆଦିଲ୍ଲୀ,୧୩ା୫: ତେଲ ସଂକଟ ନେଇ ଉଡ଼ାଣ କମ୍‌ ପାଇଁ ସୂଚନା ଜାରି କରିଛି ଏୟାର ଇଣ୍ଡିଆ। ୨୯ଟି ଅନ୍ତର୍ଜାତୀୟ ରୁଟ୍‌ରେ ଉଡ଼ାଣ କମ୍‌ ଓ ବାତିଲ ନେଇ ସୂଚନା ଦେଇଛି। ଜୁନ୍‌ରୁ ଅଗଷ୍ଟ ମଧ୍ୟରେ କଟକଣା ନେଇ ବିଧିବଦ୍ଧ ସୂଚନା ଦେଇଛି…

ଚାଷୀଙ୍କ ପାଇଁ ଖୁସି ଖବର, ଧାନର MSP ବଢ଼ାଇଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୩ା୫: କେନ୍ଦ୍ର କ୍ୟାବିନେଟର ବୈଠକରେ ଚାଷୀ, ଭିତ୍ତିଭୂମି ଏବଂ ଶକ୍ତି କ୍ଷେତ୍ର ସହ ଜଡିତ ଅନେକ ପ୍ରମୁଖ ନିଷ୍ପତ୍ତିକୁ ମଞ୍ଜୁରୀ ମିଳିଛି । ୨୦୨୬-୨୭ ଖରିଫ ଋତୁ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ (MSP) ବୃଦ୍ଧିକୁ କ୍ୟାବିନେଟ୍ ଅନୁମୋଦନ କରିଛି ।…

ବସ୍‌ରେ ଯାତ୍ରା କରିବେ ନୀତିନ ଗଡକରୀ, ମୋଦିଙ୍କ ଅପିଲ ପରେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ଼୍ବାନ ପରେ, କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଇନ୍ଧନ ସଂରକ୍ଷଣ ପାଇଁ, ଗଡକରୀ ତାଙ୍କର ସରକାରୀ କାଫଲାର ଆକାର ହ୍ରାସ କରିବେ ଏବଂ ବସ ଯୋଗେ ଯାତ୍ରା କରିବେ। ସେ…

ଭାରତର କେଉଁ ରାଜ୍ୟରେ ବେଶୀ ଖର୍ଚ୍ଚ ହୁଏ ପେଟ୍ରୋଲ? ଲିଷ୍ଟରେ ଓଡ଼ିଶାର ନାଁ ଜାଣିଲେ ହୋଇଯିବେ ତାଜୁବ!

ନୂଆଦିଲ୍ଲୀ,୧୩।୫: ବିଶ୍ୱ ସ୍ତରରେ ଚାଲିଥିବା ଦ୍ୱନ୍ଦ୍ୱ ଏବଂ ଯୋଗାଣ ଶୃଙ୍ଖଳରେ ବାଧା ମଧ୍ୟରେ, ଭାରତରେ ଏକ ସମ୍ଭାବ୍ୟ ଇନ୍ଧନ ସଙ୍କଟ ସମ୍ପର୍କରେ ଆଲୋଚନା ତୀବ୍ର ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ବିଚକ୍ଷଣ ବ୍ୟବହାର ପାଇଁ ଆହ୍ୱାନ ପରେ, ସମସ୍ତେ ଏବେ ଆମ ଦେଶର…

ପଶ୍ଚିମବଙ୍ଗର କେଉଁ ଆସନ ଛାଡ଼ିଲେ, କେଉଁ ଆସନ ରଖିଲେ ନିଜେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ…

କୋଲକାତା,୧୩ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ବିଧାନସଭା ନିର୍ବାଚନରେ ନନ୍ଦୀଗ୍ରାମ ଏବଂ ଭବାନୀପୁର ଉଭୟ ଆସନରେ ବିଜୟୀ ହୋଇଥିଲେ, ଯାହା ପରେ ତାଙ୍କୁ ଗୋଟିଏ ଆସନ ଛାଡ଼ିବାକୁ ପଡ଼ିଛି। ସେ ନନ୍ଦୀଗ୍ରାମ ଆସନ ଛାଡ଼ିଛନ୍ତି ଏବଂ ଭବାନୀପୁରର ବିଧାୟକ ରହିବେ। ସେ…

ମୋଦିଙ୍କ ସୁରକ୍ଷାରେ ପ୍ରତି ଘଣ୍ଟାରେ ଖର୍ଚ୍ଚ ହୁଏ କେତେ ଟଙ୍କା? ସିକ୍ୟୁରିଟି ବଜେଟ ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ତାଙ୍କ ରାଜନୀତି ପାଇଁ ନୁହେଁ ବରଂ ତାଙ୍କର ସରଳ ଜୀବନଶୈଳୀ ଏବଂ ଶୃଙ୍ଖଳିତ ଦୈନନ୍ଦିନ କାର୍ଯ୍ୟ ପାଇଁ ମଧ୍ୟ ଜଣାଶୁଣା। ତଥାପି, ଲୋକମାନେ ତାଙ୍କ ସହିତ ଜଡିତ ପ୍ରଶାସନିକ ଖର୍ଚ୍ଚ ବିଷୟରେ ଜାଣିବାକୁ ସର୍ୱଦା…

CBSEର ଦ୍ୱାଦଶ ପରୀକ୍ଷା ରେଜଲ୍ଟ ପ୍ରକାଶ

ନୂଆଦିଲ୍ଲୀ,୧୩ା୫: ବୁଧବାର ପ୍ରକାଶ ପାଇଛି CBSE ଦ୍ୱାଦଶ ପରୀକ୍ଷା ରେଜଲ୍ଟ। results.cbse.nic.inରେ ରେଜଲ୍ଟ ଉପଲବ୍ଧ। ଡିଜିଲକର୍‌ ଓ ଉମଙ୍ଗ ଆପ୍‌ରେ ମଧ୍ୟ ଛାତ୍ରୀଛାତ୍ର ରେଜଲ୍ଡ ଦେଖିପାରିବେ। ୧୮.୫ ଲକ୍ଷରୁ ଊର୍ଦ୍ଧ୍ବ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ । ସେଥିମଧ୍ୟରୁ ୧୦ ଲକ୍ଷରୁ ଊର୍ଦ୍ଧ୍ବ…

ବଢିବ ପେଟ୍ରୋଲ ଦାମ୍‌! RBI ଗଭର୍ନର ଦେଲେ ବଡ଼ ସଙ୍କେତ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷର ପ୍ରଭାବ ଏବେ ଭାରତର ଅର୍ଥନୀତି ଉପରେ ମଧ୍ୟ ଦେଖାଯାଉଛି। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଗଭର୍ନର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯଦି ଏହି ଉତ୍ତେଜନା ଦୀର୍ଘ ସମୟ ପାଇଁ ଜାରି ରହେ, ତେବେ…

ମମତା ବାଜାର୍ଜୀଙ୍କ ପାଖଲୋକ ଛାଡିଲେ ପଦ, ବଙ୍ଗଳା ରାଜନୀତିରେ ହଲଚଲ!

କୋଲକାତା,୧୩।୫: ପଶ୍ଚିମବଙ୍ଗରେ ସରକାର ପରିବର୍ତ୍ତନ ପରେ, ପଶ୍ଚିମବଙ୍ଗ ମହିଳା କମିଶନର ଅଧ୍ୟକ୍ଷା ଲୀନା ଗଙ୍ଗୋପାଧ୍ୟାୟ ଇସ୍ତଫା ଦେଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ସମାପ୍ତ ହେବା ପୂର୍ୱରୁ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାର ଏହି ସୂଚନାକୁ ଅଧିକାରୀମାନେ ନିଶ୍ଚିତ କରିଛନ୍ତି। ଲୀନା…

ପୁଣି ଅସୁସ୍ଥ ସୋନିଆ ଗାନ୍ଧୀ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୩।୫: ବରିଷ୍ଠ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୋନିଆ ଗାନ୍ଧୀଙ୍କ ସହିତ ତାଙ୍କ ପୁଅ ତଥା ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ ଝିଅ ପ୍ରିୟଙ୍କା…

ବିଜୟଙ୍କ ବଡ଼ ବିଜୟ, ବିଧାନସଭାରେ ପାଇଲେ ୧୪୪ ବିଧାୟକଙ୍କ ସମର୍ଥନ

ଚେନ୍ନାଇ,୧୩।୫: ବିଜୟ ଥାଲାପଥୀ ତାମିଲନାଡୁ ବିଧାନସଭାରେ ଅଗ୍ନି ପରୀକ୍ଷା ଫ୍ଲୋର ଟେଷ୍ଟ ସଫଳତାର ସହ ପାସ କରିଛନ୍ତି। ବିଜୟ ସରକାର ଫ୍ଲୋର ଟେଷ୍ଟରେ 144 ବିଧାୟକଙ୍କ ସମର୍ଥନ ପାଇଥିଲେ, ଯେତେବେଳେ ପ୍ରମୁଖ ବିରୋଧୀ ଦଳଗୁଡ଼ିକ ଭୋଟିଂ ପୂର୍ୱରୁ ଗୃହରୁ ୱାକଆଉଟ କରିଥିଲେ।…

ସୁନା ଉପରେ ଆମଦାନୀ ଶୁଳ୍କ ବଢାଇଲେ ସରକାର, ଏବେ କ’ଣ ପେଟ୍ରୋଲ-ଡିଜେଲର ବି ବଢିବ ଦାମ୍‌? ଜାଣନ୍ତୁ ତାଜା ଅପଡେଟ

ନୂଆଦିଲ୍ଲୀ,୧୩।୫: ପଶ୍ଚିମ ଏସିଆରେ ଚାଲିଥିବା ସଙ୍କଟ ମଧ୍ୟରେ ଏବଂ ବ୍ୟାପକ କଟକଣା ଅଭିଯାନର ଅଂଶ ସୱରୂପ ଆଗାମୀ ବର୍ଷ ପାଇଁ ଅଣ-ଅତ୍ୟାବଶ୍ୟକୀୟ ସୁନା କ୍ରୟ କରିବାରୁ ନିବୃତ୍ତ ରହିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନାଗରିକମାନଙ୍କୁ ଆହ୍ୱାନ କରିବାର ମାତ୍ର ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?