ଜାତୀୟ

ପାଞ୍ଚ ଦିନିଆ ୟୁପି ଗସ୍ତରେ ଯିବେ ମୋହନ ଭାଗବତ

ନୂଆଦିଲ୍ଲୀ,୨୬।୬: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ(ଆରଏସଏସ) ମୁଖ୍ୟ ମୋହନ ଭାଗବତ ଜୁଲାଇରେ ୫ ଦିନିଆ ଉତ୍ତର ପ୍ରଦେଶ ଗସ୍ତରେ ଯାଉଛନ୍ତି। ଜୁଲାଇ ୧ରୁ ୫ ପର୍ଯ୍ୟନ୍ତ ସେ ଉତ୍ତର ପ୍ରଦେଶରେ ରହିବେ। ରାଜଧାନୀ ଲକ୍ଷ୍ନୌରେ ଭାଗବତ ରହିବାର କାର୍ଯ୍ୟକ୍ରମ ରହିଛି। ଏହି…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ହୋଇଥିବା ମର୍ମନ୍ତୁଦ ବସ୍‌ ଦୁର୍ଘଟଣାରେ ଲୋକଙ୍କ ମୃତ୍ୟୁ ଘଟଣାରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗଭୀର ଶୋକ ପ୍ରକାଶ କରିଛନ୍ତି। ରାଷ୍ଟ୍ରପତି ଟୁଇଟ୍‌ କରି କହିଛନ୍ତି, ଗଞ୍ଜାମରେ ଏକ ସଡ଼କ ଦୁର୍ଘଟଣାରେ ଲୋକେ ପ୍ରାଣ…

ଶିନ୍ଦେ ଗ୍ରୁପକୁ ‘ଓ୍ବାଗନର ସେନା’ ସହ ତୁଳନା କଲେ ସଞ୍ଜୟ ରାଉତ

ମୁମ୍ବାଇ,୨୬।୬: ଉଦ୍ଧବ ଠାକରେ ଗ୍ରୁପର ଏମପି ତଥା ପ୍ରବକ୍ତା ସଞ୍ଜୟ ରାଉତ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଗ୍ରୁପକୁ ଟାର୍ଗେଟ କରିଛନ୍ତି। ରାଉତ କହିଛନ୍ତି ପୁଟିନ ହେଉଛନ୍ତି ଏକଛତ୍ରବାଦୀ ଶାସକ। ଓ୍ବେଗନରକୁ ପୁଟିନ ଭଡାଟିଆ ସେନା ଭାବେ ନିଯୁକ୍ତ କରିଥିଲେ।ଯେତେବେଳେ ଏକ…

ଭୁଲରେ ପାକିସ୍ତାନରେ ପହଞ୍ଚିଲା ଇଣ୍ଡିଗୋ ବିମାନ…

ଅମୃତସର,୨୬।୬ : ବିମାନ ଯାତ୍ରା ସମୟରେ ଅନେକ ଥର ଖରାପ ପାଗ କିମ୍ବା ଭୁଲ ଯୋଗୁ ଜାହାଜ ଅନ୍ୟ ଦେଶର ଆକାଶ ମାର୍ଗ ସୀମାକୁ ଉଲ୍ଲଂଘନ କରିଥାଏ। ଏପରି ଏକ ନୂଆ ମାମଲା ଭାରତ ଏବଂ ପାକିସ୍ତାନ ସୀମାରେ ଘଟିଛି। ଖରାପ…

ମଣିପୁରରେ ସୁରକ୍ଷା ବାହିନୀର ବଡ କାର୍ଯ୍ୟାନୁଷ୍ଠାନ, ୧୩୫ ଗିରଫ, ଉଗ୍ରବାଦୀଙ୍କ ୧୨ ବଙ୍କର ଧ୍ୱଂସ…

ଇମ୍ଫାଲ,୨୬।୬ : ମେ ୩ ତାରିଖରୁ ମଣିପୁରରେ ଘଟିଥିବା ହିଂସାକୁ ଦୁଇ ମାସ ପୂରଣ ହେବାକୁ ଯାଉଛି, କିନ୍ତୁ ପରିସ୍ଥିତି ଏବେ ବି ଚିନ୍ତାଜନକ ରହିଛି। ବର୍ତ୍ତମାନ ସୁଦ୍ଧା ଅନେକ ଅଞ୍ଚଳରୁ କ୍ରମାଗତ ଭାବରେ ହିଂସା ଖବର ମିଳୁଛି। ନିକଟରେ ଉଗ୍ରବାଦୀମାନେ…

ଶସ୍ତା ହେବ ଋଣ, ଆରବିଆଇ ଗଭର୍ନର ଦେଲେ ସଙ୍କେତ…

ନୂଆଦିଲ୍ଲୀ,୨୬।୬ : ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ରେପୋ ହାରରେ ସୁଚିନ୍ତିତ ବୃଦ୍ଧି ଏବଂ ଯୋଗାଣ ଶୃଙ୍ଖଳାର ଉନ୍ନତି ପାଇଁ ସରକାର ଗ୍ରହଣ କରିଥିବା ପଦକ୍ଷେପ ଯୋଗୁଁ ଖୁଚୁରା ମୁଦ୍ରାସ୍ଫୀତି ହ୍ରାସ ପାଇଛି। ଏହାକୁ ଆହୁର ୪ ପ୍ରତିଶତକୁ ଆଣିବା…

ଦିଗପହଣ୍ଡି ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୬: ଓଡ଼ିଶାର ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସହାୟତା ରାଶି ଘୋଷଣା କରିଛନ୍ତି। ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଥିବା ବେଳେ ଆହତଙ୍କ…

ଆସାମ ବନ୍ୟା ବିତ୍ପାତ: ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ…

ଗୁଆହାଟୀ,୨୬।୬ : ଆସାମରେ ବନ୍ୟା ପରିସ୍ଥିତି ଦିନକୁ ଦିନ ବିଗିଡିବାରେ ଲାଗିଛି। ରାଜ୍ୟର ୨୨ ଟି ଜିଲାରେ ୫ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି। ସାଧାରଣ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ବନ୍ୟା ଯୋଗୁଁ ଶହ ଶହ ଗାଁ ଜଳମଗ୍ନ ହୋଇଛି।…

ବିଶ୍ୱ ପ୍ରତିଯୋଗିତା ସୂଚକାଙ୍କରେ ଭାରତର ମାନ୍ୟତା ହ୍ରାସ ପାଇଛି, ଅର୍ଥନୈତିକ ପ୍ରଦର୍ଶନ ରହିଛି ଦୁର୍ବଳ…

ନୂଆଦିଲ୍ଲୀ,୨୬।୬ : ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ ଫର ମ୍ୟାନେଜମେଣ୍ଟ ଡେଭଲପମେଣ୍ଟ (ଆଇଏମଡି) ବିଶ୍ୱ ପ୍ରତିଯୋଗିତା ମାନ୍ୟତା ଅନ୍ତର୍ଗତ ବିଶ୍ୱ ପ୍ରତିଯୋଗିତା ସୂଚକାଙ୍କ ପ୍ରକାଶ କରିଛି । ଏହାର ସାମଗ୍ରିକ ର଼୍ୟାଙ୍କିଙ୍ଗରେ ସିଙ୍ଗାପୁର ତୃତୀୟ ସ୍ଥାନରୁ ଚତୁର୍ଥ ସ୍ଥାନକୁ ଖସି ଆସିଛି। ଏଥି ସହିତ…

ରାଜଧାନୀରେ ମହଙ୍ଗା ହୋଇପାରେ ବିଜୁଳି

ନୂଆଦିଲ୍ଲୀ,୨୬।୬: ରାଜଧାନୀ ଦିଲ୍ଲୀରେ ବିଜୁଳି ମହଙ୍ଗା ହୋଇପାରେ। ଦିଲ୍ଲୀ ବିଦ୍ୟୁତ ନିୟମାକ ଆୟୋଗ (ଡିଇଆରସି) ଶକ୍ତି କ୍ରୟ ଚୁକ୍ତି ଉପରେ ଦର ବଢାଇବାକୁ ମଞ୍ଜୁରୀ ଦେଇଛି। ଏହାପରେ ଏବେ ରାଜଧାନୀ ଦିଲ୍ଲୀରେ ବିଜୁଳି ଦାମରେ ୧୦ ପ୍ରତିଶତ ବୃଦ୍ଧି ହୋଇପାରେ ବୋଲି…

ଭାଜପାକୁ ଝଟ୍‌କା ଦେଇପାରନ୍ତି ପଙ୍କଜା: ଅମୋଲ ମିଟକରି

ମୁମ୍ବାଇ,୨୬।୬: ରାଜନୀତିର ଗଳି କନ୍ଦିରେ ଚର୍ଚ୍ଚା ହେଉଛି କି ଭାରତୀୟ ଜନତା ପାର୍ଟି(ଭାଜପା)ର ଜଣେ ନାମୀ ନେତା ପଙ୍କଜା ମୁଣ୍ଡେଙ୍କୁ ବାରମ୍ବାର ଅଣଦେଖା କରାଯାଉଛି। ଇତିମଧ୍ୟରେ ମହାରାଷ୍ଟ୍ରରେ ନିଜର ସ୍ଥିତିକୁ ମଜଭୁତ କରିବାକୁ ଚେଷ୍ଟା କରୁଥିବା ବିଆରଏସ(ଭାରତ ରାଷ୍ଟ୍ର ସମିତି) ପଙ୍କଜାଙ୍କୁ…

ପ୍ରଧାନମନ୍ତ୍ରୀ ପଦ ଲୋଭରେ ବିରୋଧୀ ହୋଇଛନ୍ତି ଏକଜୁଟ: ବିଆରଏସ ନେତା…

ହାଇଦ୍ରାବାଦ,୨୬।୬ : ଜୁନ ୨୩ ରେ, ବିହାରର ରାଜଧାନୀ ପାଟନାରେ ବିରୋଧୀ ଦଳର ଏକ ବୈଠକ ଅନୁଷ୍ଠିତ ହୋଇଥିଲା ଯେଉଁଥିରେ ୨୦୨୪ ଲୋକସଭା ନିର୍ବାଚନରେ ଭାଜପା ବିରୋଧରେ ଏକଜୁଟ ହୋଇ ଲଢ଼ିବାକୁ ଆଲୋଚନା ହୋଇଥିଲା। ତେବେ ବର୍ତ୍ତମାନ ଭାରତ ରାଷ୍ଟ୍ର ସମିତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?