ଅନ୍ୟ ସାଂସଦଙ୍କୁ ନିବେଦନ କଲେ ବରୁଣ ଗାନ୍ଧୀ, ଟ୍ରେନ୍ ଦୁର୍ଘଟଣା ଆହତଙ୍କୁ ନିଜର ଗୋଟିଏ ମାସର ଦରମା ଦିଅନ୍ତୁ
ନୂଆଦିଲ୍ଲୀ,୩।୬:ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣା ନେଇ ଜାତୀୟ ଅନ୍ତର୍ଜାତୀୟସ୍ତରରୁ ଅନେକ ପ୍ରତିଷ୍ଠିତ ବ୍ୟକ୍ତି ସମବେଦନା ଜଣାଉଛନ୍ତି। ଏଥିସହ ତାମିଲନାଡୁ ଏବଂ ପଶ୍ଚିମବଙ୍ଗ ପ୍ରଧାନମନ୍ତ୍ରୀ ଏଥିପାଇଁ ମୃତକ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି। ତେବେ ଭାଜପା ସାଂସଦ ବରୁଣ ଗାନ୍ଧୀ…
ବଳାତ୍କାର ପୀଡ଼ିତାଙ୍କ ଜାତକରେ ମାଙ୍ଗଳିକ ଦୋଷ ଅଛି କି ନାହିଁ ଯାଞ୍ଚ୍ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ…
ଲକ୍ଷ୍ନୌ,୩।୬ : ବଳାତ୍କାର ପୀଡିତାଙ୍କ ଜାତକ ଯାଞ୍ଚ୍ କରିବାକୁ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ଗୋବିନ୍ଦ ରାୟ ଛଦ୍ମନାମ ମୋନୁଙ୍କ ଜାମିନ ଆବେଦନ ଶୁଣାଣି ବେଳେ ହାଇକୋର୍ଟର ଜଷ୍ଟିସ ବ୍ରିଜରାଜ ସିଂ ଏହି ନିର୍ଦ୍ଦେଶ ଦେଇଛନ୍ତି।…
ବାହାନଗାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ/ବାହାନଗା,୩ା୬(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଲେଶ୍ବର ଜିଲା ବାହାନଗା ନିକଟରେ ଶୁକ୍ରବାର ଘଟିଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳରେ ଶନିବାର ଅପରାହ୍ନରେ ଆସି ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ପଶ୍ଚିମବଙ୍ଗର ପଶ୍ଚିମ ମେଦିନିପୁର ଜିଲା କଲାଇକୁଣ୍ଡା ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଥିଲେ। ସେଠାରୁ…
କବଚ ସିଷ୍ଟମ କ’ଣ? ବାଲେଶ୍ୱର ଦୁର୍ଘଟଣାରେ ଏହାକୁ ନେଇ ହେଉଛି ଆଲୋଚନା…
ନୂଆଦିଲ୍ଲୀ,୩।୬:ଓଡିଶା ବାଲେଶ୍ୱର ବାହାନଗାରେ ହୋଇଥିବା ଛାତିଥରା ଟ୍ରେନ ଦୁର୍ଘଟଣା ନେଇ ଅନେକ ପ୍ରଶ୍ନ ଉଠିଛି। ଦୁର୍ଘଟଣା କିପରି ଏବଂ କେମିତି ହେଲା ଏନେଇ ଆଲୋଚନା ଏବଂ ସମାଲୋଚନା ମଧ୍ୟ ଲାଗିରହିଛି। ତେବେ ବିରୋଧୀ ଏହାକୁ ସରକାରଙ୍କ ସାଧାରଣ ଲୋକଙ୍କୁ ଅବହେଳା ଏବଂ…
ସକ୍ରିୟ ମାମଲା ୪ ହଜାରରୁ କମ, ଦୈନିକ ସଂକ୍ରମଣ ୩ ଶହ ତଳେ …
ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ ଦେଖିବାକୁ…
‘ଭଗବାନ ଆମକୁ ଦ୍ୱିତୀୟ ଜୀବନ ଦେଲେ‘
କୋଲକାତା,୩ା୬: ଶୁକ୍ରବାର ରାତିରେ ଓଡ଼ିଶାର ବାଲେଶ୍ୱରରେ ଘଟିଥିବା ଏକ ଭୟଙ୍କର ଟ୍ରେନ ଦୁର୍ଘଟଣାରୁ ମୃତ୍ୟୁକୁ ସାମ୍ନା କରି ଗୋଟିଏ ପରିବାରର ମା’-ବାପା ଏବଂ ପୁଅ ଅଳ୍ପକେ ବଞ୍ଚି ଯାଇଛନ୍ତି। ଏହି ଦୁର୍ଘଟଣାରୁ ବର୍ତ୍ତି ସୁରକ୍ଷିତ ଭାବରେ ପଶ୍ଚିମବଙ୍ଗର ନିଜ ଘରକୁ ଫେରିଛନ୍ତି।…
କେବଳ ବିଳାସପୂର୍ଣ୍ଣ ଟ୍ରେନ ଉପରେ ସରକାରଙ୍କ ଧ୍ୟାନ, ସାଧାରଣ ଲୋକଙ୍କୁ ଅବହେଳା, ଏହି କାରଣରୁ ଗଲା ବହୁ ସଂଖ୍ୟକ ଜୀବନ: ସରକାରଙ୍କୁ ଘେରିଲେ ବିରୋଧୀ…
ନୂଆଦିଲ୍ଲୀ,୩।୬ : ଓଡିଶାରେ ଟ୍ରିପଲ ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ ଛୁଇଁଛି। ସେହିପରି ଆହତଙ୍କ ସଂଖ୍ୟା ୯୦୦ ପାଖାପାଖି ରହିଛି। ଏହି ପ୍ରସଙ୍ଗରେ ବିରୋଧୀ ବର୍ତ୍ତମାନ ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। ଏହି ପ୍ରସଙ୍ଗରେ ବିରୋଧୀ ରେଳ ମନ୍ତ୍ରୀଙ୍କ ଇସ୍ତଫା…
ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ମମତା
କୋଲକାତା,୩ା୬: ବାହାନଗା ଟ୍ରେନ୍ ଦୁର୍ଘଟଣାରେ ମୃତାହତଙ୍କ ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସହାୟତା ରାଶି ଘୋଷଣା କରିଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ରାଜ୍ୟର ପ୍ରତି ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପଶ୍ଚିମବଙ୍ଗ ସରକାର ୫ ଲକ୍ଷ ଟଙ୍କା କ୍ଷତିପୂରଣ…
ଆମେରିକା ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବାରେ ବାଜପେୟୀଙ୍କୁ ଟପିଲେ ମୋଦି, ନେଲସନ ମଣ୍ଡେଲାଙ୍କ ହେବେ ସମକ୍ଷକ…
ନୂଆଦିଲ୍ଲୀ,୩।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୁବ ଶୀଘ୍ର ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ଗସ୍ତରେ ଆମେରିକା ସଂସଦର ମିଳିତ ଅଧିବେଶନକୁ ମଧ୍ୟ ସମ୍ବୋଧିତ କରିବେ। ଏଭଳି କରି ସେ ମହାନ ନେତା ନେଲସନ ମଣ୍ଡେଲାଙ୍କ ସମକ୍ଷକ ହେବାକୁ…
ଭାରତରେ ବଡ଼ ଟ୍ରେନ୍ ଦୁର୍ଘଟଣା
୧୯୮୧ରେ ବିହାରର ସହର୍ସା ନିକଟରେ ୯୦୦ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଟ୍ରେନ୍ ଦୁର୍ଘଟଣାଗ୍ରସ୍ତ ହୋଇ ବାଘମତି ନଦୀକୁ ଖସିପଡ଼ିଥିଲା। ଏଥିରେ ୫୦୦ ଜଣଙ୍କର ମୃତ୍ୟୁ ଘଟିଥିଲା। ୧୯୯୫ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରୁଥିବା ପୁରୁଷୋତ୍ତମ ଏକ୍ସପ୍ରେସ୍ ଉତ୍ତର ପ୍ରଦେଶର ଫିରୋଜାବାଦ…
ଅଯୋଧ୍ୟା ପୁଣି ହେବ ଭାଜପାର ‘ଗେମ ଚେଞ୍ଜର’!
ନୂଆଦିଲ୍ଲୀ,୩।୬: ପ୍ରାୟ ୪୦ ମାସ ମଧ୍ୟରେ, ୧୫ ଡିସେମ୍ବର ୨୦୨୩ରେ, ଅଯୋଧ୍ୟାରେ ନିର୍ମାଣ କରାଯାଉଥିବା ରାମ ମନ୍ଦିର ପ୍ରସ୍ତୁତି ଶେଷ ହେବ। ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମଲଲାଙ୍କ ପ୍ରାଣ ପ୍ରତିଷ୍ଠା କରିବେ। ଏହାର ରୂପରେଖ ପ୍ରସ୍ତୁତ ହେଉଛି। ପ୍ରାଣ…
ବାହାନଗାରେ ମମତା: କଲେ ଦୁର୍ଘଟଣାସ୍ଥଳ ପରିଦର୍ଶନ
ଭୁବନେଶ୍ୱର,୩।୪(ବ୍ୟୁରୋ)/କୋଲକାତା: ବାଲେଶ୍ୱର ଜିଲା ବାହାନଗାଠାରେ ହୋଇଥିବା ଟ୍ରେନ୍ ଦୁର୍ଘଟଣାସ୍ଥଳରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ପହଞ୍ଚିଛନ୍ତି। ସେ ହେଲିକପ୍ଟର ଯୋଗେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଏହା ପୂର୍ବରୁ ଘଟଣାସ୍ଥଳରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ…
Archives


