ଜାତୀୟ

ଏଲନ ମସ୍କଙ୍କ ଟେସଲା କମ୍ପାନୀକୁ ନିବେଶ ପାଇଁ ଅନୁମତି ଦେଲେ କର୍ନାଟକ ସରକାର

ବେଙ୍ଗାଲୁରୁ,୨୩।୬:କର୍ନାଟକର ସିଦ୍ଧରମୈୟା ସରକାର ବିଶ୍ୱର ବୃହତ୍ତମ ବୈଦ୍ୟୁତିକ କାର ନିର୍ମାତା ଟେସଲାକୁ ରାଜ୍ୟରେ ନିବେଶ ପାଇଁ ଆମନ୍ତ୍ରଣ କରିଛି। ଏନେଇ ସୂଚନା ଦେଇଛନ୍ତି କର୍ନାଟକର ଉଦ୍ୟୋଗ ମନ୍ତ୍ରୀ ଏମ୍‌.ବି ପାଟିଲ୍‌। ସେ କହିଛନ୍ତି, ଏଲନ ମସ୍କଙ୍କ ଟେସଲା କମ୍ପାନୀ ପାଇଁ ଭାରତରେ…

ରାହୁଲଙ୍କ ଲମ୍ବା ଦାଢିକୁ ନେଇ କହିଲେ ଲାଲୁ, ବିବାହ କରନ୍ତୁ…

ପାଟନା,୨୩।୬:୨୦୨୪ଲୋକସଭା ନିର୍ବାଚନ ନେଇ ବିରୋଧି ମେଣ୍ଟ ଦେଖିବାକୁ ମିଳିଛି। ଏନେଇ ବିହାରର ପାଟନାରେ ବିରୋଧୀ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଆଗାମୀ ରଣନୀତି ନେଇ ସୁଦୃଢ ରୋଡ ମ୍ୟାପ ପ୍ରସ୍ତୁତ ହୋଇଛି ବୋଲି ବିରୋଧୀ ଦଳ ଗଣମାଧ୍ୟମରେ ପ୍ରକାଶ କରିଛeନ୍ତି।…

ପାଟନାରୁ ଯାହା ଆରମ୍ଭ ହୁଏ ତାହା ଜନ ଆନ୍ଦୋଳନର ରୂପ ନିଏ; ବିରୋଧି ଦଳ ବୈଠକ ପରେ କହିଲେ ମମତା

ପାଟନା,୨୩।୬: ବିହାରର ରାଜଧାନୀ ପାଟନାରେ ଶୁକ୍ରବାର ୧୭ଟି ବିରୋଧୀ ଦଳର ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକ ଶେଷ ହେବା ପରେ ସମସ୍ତ ଦଳର ମୁଖ୍ୟ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ…

ପୂର୍ବ ଇମ୍ଫାଲର ଦୁଇଟି ଅଞ୍ଚଳରେ ଗୁଳିକାଣ୍ଡ

ଇମ୍ଫାଲ,୨୩।୬: ମଣିପୁରର ପୂର୍ବ ଇମ୍ଫାଲର ୟେଙ୍ଗଙ୍ଗପୋକପ ଜିଲାର ନୁଇଟି ଅଞ୍ଚଳରେ ଗୁଳିକାଣ୍ଡ ଘଟିଛି। ଶୁକ୍ରବାର ଅପରାହ୍ନରେ ଉରାଙ୍ଗପଟ ଏବଂ ଗ୍ବାଲଟବି ଗ୍ରାମରେ କିଛି ବୁନ୍ଧୁକଧାରୀ ଗୁଳି ଚଳାଇଥିଲେ। ଏହି ଗାଁରେ ନିୟୋଜିତ ସୁରକ୍ଷା ବାହିନୀର ସୈନ୍ୟମାନେ ବନ୍ଧୁକଧାରୀଙ୍କୁ କଡା ଜବାବ ଦେଇଥିଲେ।…

ଏକାଠି ଚାଲିବାକୁ ମିଳିଲା ସହମତି: ନୀତୀଶ

ପାଟନା,୨୩।୬: ବିହାରର ପାଟନାରେ ବିରୋଧୀ ଦଳର ବୈଠକ ଶେଷ ହେବା ପରେ ଗଣମାଧ୍ୟମକୁ ସମ୍ବୋଧିତ କରି ନୀତୀଶ କୁମାର କହିଛନ୍ତି, ଏହା ଏକ ଭଲ ସାକ୍ଷାତ ଥିଲା। ଆଉ ସମସ୍ତେ ଏକାଠି ଚାଲିବାକୁ ସହମତି ପ୍ରକାଶ କରିଛନ୍ତି। ଆସନ୍ତା ମାସରେ ମଲ୍ଲିକାର୍ଜୁନ…

ବିମାନରେ ବସି ହାଇଜ୍ୟାକ୍‌ ବିଷୟରେ କଥା ହେଉଥିଲେ ଯାତ୍ରୀ, କର୍ମଚାରୀଙ୍କ ଅଭିଯୋଗରେ ହେଲେ ଗିରଫ

ଭିଷ୍‌ତରା ଏୟାର ଲାଇନ୍ସର ବିମାନ ଉଡ଼ାଣ ସମୟରେ ରିତେଶ ସଞ୍ଜୟକୁକର ଜୁନେଜା ନାମକ ଜଣେ ପୁରୁଷ ଯାତ୍ରୀଙ୍କୁ ବିମାନ କର୍ମଚାରୀ ସଦସ୍ୟଙ୍କ ଅଭିଯୋଗରେ ଗିରଫ କରାଯାଇଛି। ସେ ହାଇଜ୍ୟାକ୍‌ ବିଷୟରେ କଥା ହେଉଥିବାର ବିମାନ କର୍ମଚାରୀମାନେ ଶୁଣିବାକୁ ପାଇଥିଲେ। କର୍ମଚାରୀଙ୍କ ଅଭିଯୋଗ…

ବିରୋଧୀ ଦଳ ବୈଠକରେ କଂଗ୍ରେସକୁ ଟାର୍ଗେଟ କଲେ ମମତା

ପାଟନା,୨୩।୬: ପାଟନାରେ ବିରୋଧୀ ମେଳି ପାଇଁ ବୈଠକ ଚାଲିଛି। ବହୁ ବିରୋଧୀ ଦଳ ଗୋଷ୍ଠୀ ଏଥିରେ ସାମିଲ ଅଛନ୍ତି। ତେବେ ଏମଧ୍ୟରେ ମମତା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ପଶ୍ଚିମବଙ୍ଗରେ କଂଗ୍ରେସର ମନୋଭାବକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗରେ…

ଚାଇନା ସହ ଉତ୍ତେଜନା ମଧ୍ୟରେ ଭାରତୀୟ ବାୟୁସେନାର ‘ପ୍ରଳୟ’, ରାଫେଲ-ସୁଖୋଇ ଦେଖାଇବେ ଶକ୍ତି

ନୂଆଦିଲ୍ଲୀ,୨୩।୬: ଚାଇନା ସହ ଚାଲିଥିବା ଉତ୍ତେଜନା ମଧ୍ୟରେ ଭାରତୀୟ ବାୟୁସେନା ପୁର୍ବୋତ୍ତର ଭାରତରେ ଏକ ବଡ ଏକ୍ସରସାଇଜ କରିବାକୁ ଯାଉଛି। ଏହି ଓ୍ବାର ଏକ୍ସରସାଇଜକୁ ‘ପ୍ରଳୟ’ ନାମ ଦିଆଯାଇଛି। ବାୟୁସେନା ସହ ଜଡିତ ସୂତ୍ରର ସୂଚନା ଅନୁଯାୟୀ, ‘ପ୍ରଳୟ’ ସମସ୍ତ ଏହାରବେସରୁ…

ସ୍ବିସ୍‌ ବ୍ୟାଙ୍କରେ ୧୧ପ୍ରତିଶତ ହ୍ରାସ ପାଇଛି ଭାରତୀୟଙ୍କ ଜମା ରାଶି

ସ୍ବିଜରଲ୍ୟାଣ୍ଡ/ନୂଆଦିଲ୍ଲୀ,୨୩।୬: ସ୍ବିସ୍‌ ବ୍ୟାଙ୍କରେ ଭାରତୀୟ ନାଗରିକ ଓ ଫାର୍ମା କମ୍ପାନୀ ଦ୍ୱାରା ଜମା ରାଶି ୨୦୨୨ମସିହାରେ ୧୧ପ୍ରତିଶତ ହ୍ରାସ ପାଇଛି। ତାହା ୩୦,୦୦୦କୋଟି ଟଙ୍କା ହୋଇ ଯାଇଛି। ଏଥିରେ ଭାରତର ଅନେକ ଶାଖା ଏବଂ ଅନ୍ୟାନ୍ୟ ବିତ୍ତୀୟ ପ୍ରତିଷ୍ଠାନଗୁଡିକର ଜମାରାଶି ମଧ୍ୟ…

ଅଗଷ୍ଟରେ ଲଞ୍ଚ ହେବ ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ ‘ଗଗନଯାନ ମିଶନ’

ନୂଆଦିଲ୍ଲୀ,୨୩।୬: ଅଗଷ୍ଟରେ ଲଞ୍ଚ ହେବ ଗଗନଯାନ ମିଶନ। ଏନେଇ ସୂଚନା ଦେଇଛନ୍ତି ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଆଇଏସଆରଓ) ଅଧ୍ୟକ୍ଷ ଏସ ସୋମନାଥ। ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି, ଅଗଷ୍ଟ ଶେଷରେ ଭାରତର ପ୍ରଥମ ମାନବ ମହାକାଶ ଅଭିଯାନ ‘ଗଗନଯାନ’ ଲଞ୍ଚ…

ବିରୋଧୀ ଦଳ ବୈଠକରେ ବଡ଼ ନିଷ୍ପତ୍ତି! ନୀତୀଶ କୁମାର ହେବେ ସଂଯୋଜକ

ପାଟନା,୨୩।୬: ୨୦୨୪ ସାଧାରଣ ନିର୍ବାଚନ ପାଇଁ ବିହାରର ରାଜଧାନୀ ପାଟନାରେ ସମସ୍ତ ବିରୋଧୀ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ରଣନୀତିକ ବୈଠକ ଅନୁଷ୍ଠିତ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ପ୍ରକାଶ ଯେ, ୨୦୨୪ରେ ବିରୋଧୀ ଦଳର ନେତୃତ୍ୱକୁ ନେଇ ନୀତୀଶ କୁମାରଙ୍କୁ ବିରୋଧୀ ଏକତାର…

‘ବିରୋଧୀ ଯେତେ ଏକଜୁଟ ହୁଅନ୍ତୁ ନା କାହିଁକି, ମୋଦି ହିଁ ୨୦୨୪ରେ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ’

ନୂଆଦିଲ୍ଲୀ,୨୩।୬: ୨୦୨୪ ନିର୍ବାଚନ ପାଇଁ ବିହାରର ପାଟନାରେ ଶୁକ୍ରବାର ବିରୋଧୀ ଦଳର ବୈଠକ ଅନୁଷ୍ଠିତ ହୋଇଛି। ଏହାକୁ ନେଇ ବର୍ତ୍ତମାନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ୨୦୨୪ରେ ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଜମ୍ମୁରେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?