ନିର୍ବାଚନ ଆୟୋଗଙ୍କ ବଡ଼ ପଦକ୍ଷେପ ପରେ ପ୍ରଶ୍ନ ଉଠାଇଲେ CJP ମୁଖ୍ୟ ଦୀପକେ, କହିଲେ, ‘ଏପର୍ଯ୍ୟନ୍ତ ଏହା କାହିଁକି କରାଯାଇନଥିଲା?’
ନୂଆଦିଲ୍ଲୀ,୨୬।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ପୁଣିଥରେ ନିର୍ବାଚନ ଆୟୋଗଙ୍କୁ ଟାର୍ଗେଟ କରିଛନ୍ତି। ଶନିବାର (୨୬ ସେପ୍ଟେମ୍ବର) ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ପ୍ରଶ୍ନ ଉଠାଇଥିଲେ ଯେ ଭୋଟର ପଞ୍ଜୀକରଣ ଅଭିଯାନ କାହିଁକି…
ଗୋବିନ୍ଦାଙ୍କୁ ଫେରାଇ ଆଣିବାକୁ କୋମଲ ରାଣୀଙ୍କ ବିରୁଦ୍ଧରେ ମୁହଁ ଖୋଲିଲେ ସୁନିତା! ହାତଯୋଡି କଲେ ନିବେଦନ, ଭିଡ଼ିଓ ଦେଖିଲେ…
ମୁମ୍ବାଇ,୨୬।୯: ଗୋବିନ୍ଦା ଏବଂ ସୁନିତା ଆହୁଜାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ବିବାଦ ଚାଲିଆସୁଛି। ଖବର ଅନୁଯାୟୀ, ସୁନିତା ଅଭିଯୋଗ କରିଛନ୍ତି ଯେ ଗୋବିନ୍ଦାଙ୍କର କୋମଲ ରାଣୀ ସ୍ବର୍ଣ୍ଣକାରଙ୍କ ସହ ସମ୍ପର୍କ ରହିଛି, ଯାହା ଫଳରେ ସେମାନଙ୍କ ବୈବାହିକ ଜୀବନ ଭାଙ୍ଗିବାକୁ…
ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମରେ ଅଭାବନୀୟ ଘଟଣା: ୪ର୍ଥ ମହଲାରୁ ଖସି ଶିଷ୍ୟଙ୍କ ମୃତ୍ୟୁ, ଗୁପ୍ତାଙ୍ଗ କଟା, ମୁଣ୍ଡରେ ଗଭୀର ଆଘାତ
ନୂଆଦିଲ୍ଲୀ,୨୬।୯: ବୃନ୍ଦାବନର ପ୍ରସିଦ୍ଧ ସନ୍ଥ ପ୍ରେମାନନ୍ଦ ମହାରାଜଙ୍କ ଶିଷ୍ୟ ରସିକ ଦୁଲାରୀ ଶରଣ ଆଶ୍ରମର ଚତୁର୍ଥ ମହଲାରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। ଘଟଣାଟି ବୃନ୍ଦାବନ ଅଞ୍ଚଳର ଗୁରୁ କୃପା କୁଞ୍ଜରେ ଘଟିଛି। କୁହାଯାଉଛି ଯେ ଶୁକ୍ରବାର ସକାଳ ପ୍ରାୟ ୧୦ଟା ୩୦…
ପାର୍ୱଣ ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍କା! ବୋନସକୁ ନେଇ ଆସିଲା ଖରାପ ଖବର
ନୂଆଦିଲ୍ଲୀ,୨୬।୯: ପାର୍ୱଣ ଋତୁ ପୂର୍ୱରୁ କର୍ମଚାରୀମାନେ ବୋନସକୁ ଅପେକ୍ଷା କରି ରହିଛନ୍ତି। ବିଭିନ୍ନ ସରକାରୀ ଏବଂ ଘରୋଇ ସଂସ୍ଥା ବୋନସ ଘୋଷଣା ମଧ୍ୟ କରୁଛନ୍ତି। ଏହି ସମୟରେ ପ୍ରତିରକ୍ଷା ମନ୍ତ୍ରଣାଳୟ (Defense Ministry) ଅଧୀନରେ କାର୍ଯ୍ୟ କରୁଥିବା TCL ଅର୍ଥାତ ଟ୍ରୁପ…
ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଓମ ବିର୍ଲାଙ୍କ ବାସଭବନ ସାମ୍ନାରେ ନତମସ୍ତକ ହେଲେ ମେୟର, ରାଜନୀତିରେ ଚହଳ
ନୂଆଦିଲ୍ଲୀ,୨୬।୯: ରାଜସ୍ଥାନର କୋଟା ନଗର ନିଗମର ନୂଆ ମେୟର ଭାବେ ଭାଜପାର ଅନୁସୂୟା ଗୋସ୍ବାମୀ ନିର୍ବାଚିତ ହେବାର କିଛି ଘଣ୍ଟା ପରେ ଏକ ଭିଡିଓ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଆସିଛି। ଭିଡିଓରେ ଅନୁସୂୟା ଗୋସ୍ବାମୀ ଲୋକସଭା ବାଚସ୍ପତି ଓମ ବିର୍ଲାଙ୍କ ବାସଭବନ…
ରିପୋର୍ଟରେ ବଡ଼ ଖୁଲାସା: ଦଳ ବଦଳାଇଛନ୍ତି ୧୧୧ ଏମ୍ପି, ବିଧାୟକ
ନୂଆଦିଲ୍ଲୀ,୨୬ା୯: ୨୦୨୨ରୁ ୨୦୨୬ ମଧ୍ୟରେ ପାର୍ଲାମେଣ୍ଟ କିମ୍ବା ରାଜ୍ୟ ବିଧାନସଭା ନିର୍ବାଚନ ଜିତିବା ପରେ ୧୧୧ ଏମ୍ପି ଏବଂ ବିଧାୟକ ଦଳ ବଦାଇଛନ୍ତି। ସର୍ବାଧିକ ଦଳବଦଳ ନାଗାଲାଣ୍ଡ ଏବଂ ପଶ୍ଚିମବଙ୍ଗରେ ହୋଇଥିବା ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ଏବଂ ନ୍ୟାଶନାଲ…
ପ୍ରଶାନ୍ତ କିଶୋରଙ୍କୁ ଜୋରଦାର ଝଟ୍କା: ପ୍ରାର୍ଥୀ ଘୋଷଣାର ୨୪ ଘଣ୍ଟାରେ…
ପାଟନା,୨୬।୯: ବିହାର ବିଧାନ ପରିଷଦ ନିର୍ବାଚନ ପୂର୍ବରୁ ପ୍ରଶାନ୍ତ କିଶୋରଙ୍କ ଦଳ ଜନ ସୁରଜକୁ ଝଟକା ଲାଗିଛି। ତିରହୁତ ଶିକ୍ଷକ ନିର୍ବାଚନମଣ୍ଡଳୀ ପାଇଁ ଦଳର ପ୍ରାର୍ଥୀ ଘୋଷଣା ହେବାର ମାତ୍ର ୨୪ ଘଣ୍ଟା ମଧ୍ୟରେ ଶିକ୍ଷକ ନେତା ଭୂଷଣ ଝା ଜନ…
ଭଜନ କ୍ଲବିଂରେ ସାମିଲ ପ୍ରଧାନମନ୍ତ୍ରୀ ମୋଦି: ରାମ ଭଜନରେ ବଜାଇଲେ ଡଫଲି
ନୂଆଦିଲ୍ଲୀ,୨୬।୯: ଦିଲ୍ଲୀର ଦୀନ ଦୟାଲ ଉପାଧ୍ୟାୟ ପାର୍କରେ ଆୟୋଜିତ ‘ଭଜନ କ୍ଲବିଂ’ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଏହି ସ୍ବତନ୍ତ୍ର ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମ ସମୟରେ…
ଦୁର୍ଗାପୂଜା ପୂର୍ବରୁ ସରକାରୀ କର୍ମଚାରୀଙ୍କୁ ବଡ଼ ଖୁସି! ଜାଣନ୍ତୁ କେତେ ପ୍ରତିଶତ ବଢ଼ିବ DA
ନୂଆଦିଲ୍ଲୀ,୨୬।୯: ଯଦି ଆପଣ କିମ୍ବା ଆପଣଙ୍କ ପରିବାରର କେହି କେନ୍ଦ୍ର ସରକାରୀ କର୍ମଚାରୀ (Central Government Employee) କିମ୍ବା ପେନସନଭୋଗୀ ଅଛନ୍ତି, ତେବେ ପାର୍ବଣ ଋତୁରେ ଆପଣଙ୍କ ପାଇଁ ଏକ ବଡ଼ ଖୁସି ଖବର ଆସିଛି। ଦୁର୍ଗାପୂଜା ଓ ଦଶହରା ପାଇଁ…
ଅଭିଜିତ ଦୀପକେ, ସୌରଭ ଦାସଙ୍କ ସମେତ ୩ ଜଣଙ୍କୁ ହାଇକୋର୍ଟ ଦେଲେ ଅଲ୍ଟିମେଟମ୍: ୨୪ ଘଣ୍ଟା ମଧ୍ୟରେ…
ନୂଆଦିଲ୍ଲୀ,୨୬।୯: ଦିଲ୍ଲୀ ହାଇକୋର୍ଟ କକରୋଚ ଜନତା ପାର୍ଟିର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏବଂ ଦଳର ଅନ୍ୟ ତିନି ନେତା ଆଶୁତୋଷ ରାଙ୍କା, ରତ୍ନା ସିଂହ ଓ ସୌରଭ ଦାସଙ୍କୁ ଏକ ମାମଲାରେ ନୋଟିସ ଜାରି କରିଛନ୍ତି। ଜଣେ ମହିଳାଙ୍କ ଆବେଦନ ଉପରେ…
ଦେଶରେ ବ୍ୟାଙ୍କ ହଡ଼ତାଳ, ହେଲେ ଖୋଲା ରହିବ ଏହି ବ୍ୟାଙ୍କ
ନୂଆଦିଲ୍ଲୀ,୨୬।୯: ସେପ୍ଟେମ୍ବର ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସରକାରୀ କ୍ଷେତ୍ରର ବ୍ୟାଙ୍କଗୁଡ଼ିକର ଦେଶବ୍ୟାପୀ ୩ ଦିନିଆ ହଡ଼ତାଳ ଡାକ ମଧ୍ୟରେ ସାଧାରଣ ଲୋକ ଓ ଗ୍ରାମାଞ୍ଚଳର ଖାତାଧାରୀଙ୍କ ପାଇଁ ଆସିଛି ବଡ଼ ଆଶ୍ୱସ୍ତି। ଏହି ହଡ଼ତାଳରେ ସମବାୟ ବ୍ୟାଙ୍କଗୁଡ଼ିକ ସାମିଲ ହେବେ…
୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର କୃଷି-ବନୀକରଣ ୭୦% ହ୍ରାସ ଘଟିପାରେ
ନୂଆଦିଲ୍ଲୀ, ୨୬ା୯: କ୍ରମାଗତ ଜଳବାୟୁ ଉଷ୍ମତା ଯୋଗୁ ୨୦୫୦ ସୁଦ୍ଧା ଉତ୍ତରାଖଣ୍ଡର ଛୋଟ ଛୋଟ କୃଷି-ବନୀକରଣ ଅଞ୍ଚଳରେ ୭୦ ପ୍ରତିଶତ ପର୍ଯ୍ୟନ୍ତ ହ୍ରାସ ଦେଖାଦେଇପାରେ ଏବଂ ବଡ଼ ପାର୍ବତ୍ୟ କୃଷି କ୍ଷେତ୍ରଗୁଡ଼ିକରେ ୧୦-୨୦ ପ୍ରତିଶତର ଏକ ମଧ୍ୟମ ଧରଣର ହ୍ରାସ ଘଟିପାରେ…

