ଜାତୀୟ

ବଜେଟ ପୂର୍ବରୁ ସରକାରଙ୍କ ଉପହାର: ଶସ୍ତା ହେବ ମୋବାଇଲ ଫୋନ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରରେ ମୋଦି ସରକାରଙ୍କ ଦ୍ୱିତୀୟ କାର୍ଯ୍ୟକାଳର ଶେଷ ବଜେଟ ଫେବୃଆରୀ ୧ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଉପସ୍ଥାପନ କରିବେ। ତେବେ ସରକାର ଆଜି ମୋବାଇଲ ଫୋନ ଇଣ୍ଡଷ୍ଟ୍ରିକୁ ଏକ ଉପହାର ଦେଇଛନ୍ତି। ଏହା ଅଧୀନରେ ସରକାର ମୋବାଇଲ...

ଶିବସେନା ବିଧାୟକ ଅନୀଲ ବାବରଙ୍କ ପରଲୋକ, କ୍ୟାବିନେଟ ବୈଠକ ବାତିଲ କଲେ ମୁଖ୍ୟମନ୍ତ୍ରୀ ଶିନ୍ଦେ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ସାଙ୍ଗଲି ଜିଲାର ଖାନାପୁର-ଅଟପାଡି ବିଧାନସଭା ନିର୍ବାଚନମଣ୍ଡଳୀରୁ ଶିବସେନାର ଶିନ୍ଦେ ଦଳର ବିଧାୟକ ଅନୀଲ ବାବରଙ୍କ ବୁଧବାର ପରଲୋକ ଘଟିଛି। ନିମୋନିଆ କାରଣରୁ ମଙ୍ଗଳବାର ଅପରାହ୍ନରେ ୭୪ ବର୍ଷୀୟ ଅନିଲ ବାବରଙ୍କୁ ସାଙ୍ଗଲିସ୍ଥିତ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।...

ଆଜିଠୁ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩୧।୧(ପି.ଟି.): ପାର୍ଲାମେଣ୍ଟର ବଜେଟ ଅଧିବେଶନ ବୁଧବାର ଆରମ୍ଭ ହେଉଛି। ଚଳିତ ଲୋକ ସଭାର ଏହା ଶେଷ ଅଧିବେଶନ। ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ। ଗୃହକାର୍ଯ୍ୟ ପରିଚାଳନାରେ ସହଯୋଗ ପାଇଁ ସରକାର...

ମଣିପୁରରେ ପୁଣି ହିଂସା: ୨ ମୃତ

ଇମ୍ଫାଲ,୩୧।୧: ମଣିପୁରରେ ପୁଣି ହିଂସା ଦେଖାଦେଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଭାଜପାର ପୂର୍ବତନ ଯୁବ ସଭାପତିଙ୍କ ସମେତ ପାଞ୍ଚ ଜଣ ଆହତ ହୋଇଥିବା ଜଣାପଡିଛି। ପୋଲିସ ସୂତ୍ର ଅନୁଯାୟୀ, ମୃତ୍ୟୁ ସଂଖ୍ୟା ବଢିପାରେ। ସୂତ୍ରରୁ ପ୍ରକାଶ ଯେ...

ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ବିଜୟୀ

ଚଣ୍ଡିଗଡ଼,୩୧।୧: ଚଣ୍ଡିଗଡ଼ ମେୟର ନିର୍ବାଚନରେ ଭାଜପା ପ୍ରାର୍ଥୀ ମନୋଜ ସୋଙ୍କର ବିଜୟୀ ହୋଇଛନ୍ତି। ଇଣ୍ଡିଆ ମେଣ୍ଟରୁ ପ୍ରାର୍ଥୀ ହୋଇଥିବା ଏଏପିର କୁଲଦୀପ କୁମାରଙ୍କୁ ସେ ପରାଜିତ କରିଛନ୍ତି। ମନୋଜଙ୍କୁ ୧୬ ଭୋଟ ମିଳିଥିବାବେଳେ କୁଲଦୀପ୍‌ ୧୨ ଭୋଟ ପାଇଛନ୍ତି ଏବଂ...

୨୪ ଘଣ୍ଟାରେ ହେବ ପ୍ଲାଷ୍ଟିକ୍‌ ରିସାଇକ୍ଲିଂ

ନୂଆଦିଲ୍ଲୀ,୩୧।୧: ଡିଟରଜେଣ୍ଟରେ ଥିବା ଏନ୍‌ଜାଇମ୍‌ ଗୋଟିଏ ଥର ବ୍ୟବହୃତ ବାୟୋପ୍ଲାଷ୍ଟିକ୍‌କୁ ରିସାଇକ୍ଲିଂ (ପୁନଃ ଚକ୍ରଣ) କରିବାରେ ସହାୟକ ହୋଇପାରିବ। ଏଥିପାଇଁ ବୈଜ୍ଞାନିକମାନେ ଏକ ଗୁରୁତ୍ୱପୂର୍ଣ୍ଣ ପଦ୍ଧତି ବିକଶିତ କରିଛନ୍ତି। ସେଲ୍‌ ରିପୋର୍ଟସ ଫିଜିକାଲ ସାଇନ୍ସ ପତ୍ରିକାରେ ଉକ୍ତ ପଦ୍ଧତି ସମ୍ପର୍କରେ...

ସୋରେନଙ୍କ ‘ଲାଲୁ ସୂତ୍ର’

୧୯୯୭ରେ ବହୁଚର୍ଚ୍ଚିତ ଗୋଖାଦ୍ୟ ଦୁର୍ନୀତି ମାମଲାରେ ବିହାରର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ଚୌକି ଛାଡ଼ିବାକୁ ପଡ଼ିଥିଲା। ଲାଲୁଙ୍କ ଇସ୍ତଫା ପରେ ତାଙ୍କ ସ୍ତ୍ରୀ ରାବ୍ରି ଦେବୀ ମୁଖ୍ୟମନ୍ତ୍ରୀ ହୋଇଥିଲେ। ଏହାର ୨୬ ବର୍ଷ ପରେ ପଡ଼ୋଶୀ ଝାଡ଼ଖଣ୍ଡରେ...

ତେଜସ୍ବୀ ଯାଦବଙ୍କୁ ୮ ଘଣ୍ଟା ଯାଏ ପଚରାଉଚରା କଲା ଇଡି, ୬୦ ପ୍ରଶ୍ନର ଉତ୍ତର ମାଗିଲା…

ପାଟନା,୩୦।୧: ଆର୍‌ଜେଡି ନେତା ତେଜସ୍ବୀ ଯାଦବଙ୍କୁ ‘ଲ୍ୟାଣ୍ଡ ଫର୍‌ ଜବ୍‌ ସ୍କାମ୍‌’ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ୮ ଘଣ୍ଟା ଧରି ପଚରାଉଚରା କରିଛି। ମନି ଲଣ୍ଡରିଂ ଆଇନ ଅନୁଯାୟୀ ପଚରାଉଚରା କରାଯିବା ପରେ ମଙ୍ଗଳବାର ଅପରାହ୍ନରେ ସେ ବାହାରିଥିଲେ। ଆର୍‌ଜେଡି ମୁଖ୍ୟ...

ମୁଖ୍ୟମନ୍ତ୍ରୀ ହେବେ କଳ୍ପନା ସୋରେନ ! ରାଜନୈତିକ କଳ୍ପନାଜଳ୍ପନା ଆରମ୍ଭ…

ରାଞ୍ଚି,୩୦।୧ : ଦେଶର ନଜର ଏବେ ଝାଡଖଣ୍ଡର ରାଜନୀତି ଉପରେ ରହିଛି। ଏଠାରେ ସିଏମ ହେମନ୍ତ ସୋରେନଙ୍କ ବିରୋଧରେ ଇଡି ଚଢ଼ାଉ କରାଯାଉଛି। ଜମି ସ୍କାମ ମାମଲାରେ ଅର୍ଥ ହେରଫେର ମାମଲାରେ ଇଡି ତଦନ୍ତ ଚାଲିଛି। ତାଙ୍କୁ ଯେକୌଣସି ସମୟରେ...

ଛତିଶଗଡ ସୀମାରେ ମାଓ ହମଲା: ପାଲଟା ଜବାବ ଦେଲେ ସୁରକ୍ଷାକର୍ମୀ, ୬ ମାଓବାଦୀଙ୍କୁ ଏନକାଉଣ୍ଟର

ମାଲକାନଗିରି,୩୦।୧: ଛତିଶଗଡ ବିଜାପୁର-ସୁକମା ସୀମାରେ ମଙ୍ଗଳବାର ହୋଇଥିବା ମାଓ ଆକ୍ରମଣର ପ୍ରତିଶୋଧ ନେଇଛନ୍ତି ସୁରକ୍ଷାକର୍ମୀ। ସୀମାରେ ଗୁଳି ବିନିମୟରେ ୩ଯବାନ ଶହୀଦ ହୋଇଥିବାବେଳେ ୧୪ଜଣ ଆହତ ହୋଇଥିଲେ। ଏହି ଘଟଣାର ଅଳ୍ପ ସମୟ ମଧ୍ୟରେ ସୁରକ୍ଷାବାହିନୀର ଯବାନମାନେ ୬ଜଣ ମାଓବାଦୀଙ୍କୁ...

ଝାଡ଼ଖଣ୍ଡରେ ଲାଗିବ କି ରାଷ୍ଟ୍ରପତି ଶାସନ…ରାଜନୈତିକ ଅସ୍ଥିରତା ମଧ୍ୟରେ କାହିଁକି ଚର୍ଚ୍ଚାରେ ଅନୁଚ୍ଛେଦ-୩୫୫?

ରାଞ୍ଚି,୩୦।୧: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ମିଳିଛନ୍ତି। ତାଙ୍କ ବାସଭବନରେ ତଦନ୍ତ ଲାଗି ପହଞ୍ଚିଥିବା ଇଡି ଟିମ୍‌ ତାଙ୍କୁ ଖୋଜିଲେ ବି ପାଇ ନ ଥିଲା। ଏବେ ନାଟକୀୟ ଢ଼ଙ୍ଗରେ ସେ ରାଞ୍ଚି ପହଞ୍ଚିଛନ୍ତି। ଏପରିକି ବିଧାୟକମାନଙ୍କ ସହ ବୈଠକ...

ଅସମ୍ଭବ ! ଗୋଟିଏ ଦିନରେ ୬ ନାବାଳିକାଙ୍କୁ ଅଭିଯୁକ୍ତ କରି ପାରିବେନି ବଳାତ୍କାର: ହାଇକୋର୍ଟଙ୍କ ରାୟ…

କୋଚି,୩୦।୧ : ୬ ଜଣ ନାବାଳିକା ଛାତ୍ରୀଙ୍କୁ ଯୌନ ଶୋଷଣ କରିଥିବା ଅଭିଯୋଗର ବିଚାର କରି କୋଝିକୋଡେର ଜଣେ ଶିକ୍ଷକଙ୍କୁ କେରଳ ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। ଅଭିଯୁକ୍ତ ଶିକ୍ଷକଙ୍କୁ ଜାମିନ ପ୍ରଦାନ କରୁଥିବାବେଳେ କୋର୍ଟ କହିଛନ୍ତି ଗୋଟିଏ ଦିନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri