ଜାତୀୟ

ମା’ପୁଅ, ସମ୍ପର୍କୀୟ ଜୀବନ୍ତ ଦଗ୍ଧ

ଗୁଆହାଟୀ,୮ା୬: ହିଂସା ପ୍ରଭାବିତ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଅଶାନ୍ତି ଲାଗିରହିଛି। ଜଣେ ମହିଳା ନିଜ ୮ ବର୍ଷର ଗୁଳିବିଦ୍ଧ ପୁଅକୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେଉଥିବାବେଳେ ସେମାନଙ୍କ ଆମ୍ବୁଲାନ୍ସରେ ଦୁର୍ବୃତ୍ତମାନେ ନିଅଁା ଲଗାଇଦେଇଛନ୍ତି। ଏଥିରେ ଉଭୟଙ୍କ ସହ ସେମାନଙ୍କ ଜଣେ ସମ୍ପର୍କୀୟଙ୍କ…

ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କୁ ସ୍ପିନୋଜା ପୁରସ୍କାର

ନୂଆଦିଲ୍ଲୀ,୮ା୬: ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଜୋୟିତା ଗୁପ୍ତାଙ୍କୁ ନେଦରଲାଣ୍ଡ୍ସ ସରକାର ସ୍ପିନୋଜା ପୁରସ୍କାର ପ୍ରଦାନ କରିଛନ୍ତି। ନେଦରଲାଣ୍ଡ୍ସର ବିଜ୍ଞାନ କ୍ଷେତ୍ରରେ ଏହାକୁ ସର୍ବୋଚ୍ଚ ସମ୍ମାନ ‘ଡଚ୍‌ ନୋବେଲ ପ୍ରାଇଜ୍‌’ ଭାବେ ବିବେଚନା କରାଯାଏ। ୟୁନିଭର୍ସିଟି ଅଫ୍‌ ଆମଷ୍ଟରଡାମ୍‌ ପକ୍ଷରୁ ଜାରି ଏକ…

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ ଦାବି…

ପୋଲାଭରମ୍‌ ପାଇଁ ୧୨,୯୧୧ କୋଟି ମଞ୍ଜୁର କଲା କେନ୍ଦ୍ର

ନୂଆଦିଲ୍ଲୀ,୮ା୬: ଆନ୍ଧ୍ର ପ୍ରଦେଶର ଗୋଦାବରୀ ନଦୀରେ ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ପାଇଁ ବୁଧବାର କେନ୍ଦ୍ର ସରକାର ୧୨,୯୧୧ କୋଟି ଟଙ୍କା ପ୍ରଦାନ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ଏହି ପାଣ୍ଠିରୁ ୨,୦୦୦…

ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବର୍ଷ ନିମନ୍ତେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୭% ଅର୍ଥାତ୍‌ ୧୪୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ କୁଇଣ୍ଟାଲ ପିଛା ସାଧାରଣ ଧାନର ଏମ୍‌ଏସ୍‌ପି ୨,୦୪୦ ଟଙ୍କାରୁ ୨୧୮୩ ଟଙ୍କା…

‘ମୋଦି, ଅଶ୍ୱିନୀଙ୍କ ନଁ।ରେ ଏଫ୍‌ଆଇଆର୍‌ ହେଉ’

ନୂଆଦିଲ୍ଲୀ,୮ା୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପାଇଁ କଂଗ୍ରେସ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟୀ କରିଛି। ଏଥିସହ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରିଛି। କଂଗ୍ରେସ ମୁଖପାତ୍ର ଅଜୟ କୁମାର…

ଆଖି ବୁଜିଲେ ଗଣବଳାତ୍କାର ପୀଡ଼ିତା

ବସ୍ତି,୭ା୬: ଉତ୍ତର ପ୍ରଦେଶର ଗଉର ଅଞ୍ଚଳରେ ପରିବା କିଣିବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ୩ଜଣ ବ୍ୟକ୍ତି ଗଣବଳାତ୍କାର କରିଥିଲେ। ଝିଅ ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିଥିଲେ। ହେଲେ ସେ ଏକ ନିଛାଟିଆ ସ୍ଥାନରେ ସଜ୍ଞାହୀନ ଅବସ୍ଥାରେ ପଡ଼ିଥିବା…

ବଢ଼ିଲା ଧାନର ସହାୟକ ମୂଲ୍ୟ: କେନ୍ଦ୍ର କ୍ୟାବିନେଟରେ ଅନୁମୋଦିତ

ନୂଆଦିଲ୍ଲୀ,୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରାଯାଇଛି। ପ୍ରସ୍ତାବ ଅନୁମୋଦନ ପରେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ୨୧୮୩ ଟଙ୍କାକୁ ବୃଦ୍ଧି ପାଇଛି। ସେହିପରି ମୁଗଡାଲିର…

ମୁଖତାର ଅନସାରୀଙ୍କ ସହଯୋଗୀ ଗ୍ୟାଙ୍ଗଷ୍ଟର ସଞ୍ଜୀବ ଜୀଭାଙ୍କୁ କୋର୍ଟ ପରିସରରେ ଗୁଳିକରି ହତ୍ୟା

ଲକ୍ଷ୍ମୌ,୭।୬:ପୁଣି ଥରେ ଥରି ଉଠିଛି ଉତ୍ତର ପ୍ରଦେଶ। ଗ୍ୟାଙ୍ଗଷ୍ଟରଙ୍କ ଖୋଲାଖୋଲି ରାଜ ଚାଲୁଥିବା ଉତ୍ତର ପ୍ରଦେଶରେ ଆଉ ଜଣେ ଗ୍ୟାଙ୍ଗଷ୍ଟାର୍‌ଙ୍କୁ ହତ୍ୟା କରାଯାଇଛି। କୁଖ୍ୟାତ ଗ୍ୟାଙ୍ଗଷ୍ଟର ଏବଂ ରାଜନେତା ମୁଖତାର ଅନସାରୀଙ୍କ ଘନିଷ୍ଠ ସହଯୋଗୀ ସଞ୍ଜୀବ ଜୀଭାଙ୍କୁ ଗୁଳି କରି ହତ୍ୟା…

ହିଣ୍ଡେନବର୍ଗ ରିପୋର୍ଟ: ଆଉ ଏକ କମ୍ପାନୀର କଲା ଖୁଲାସା

ଓ୍ବାଶିଂଟନ/ଅବୁଜା,୭।୬:ଶର୍ଟ ସେଲିଂ ଫାର୍ମ ହିଣ୍ଡେନବର୍ଗ ଭାରତୀୟ ବିଲିୟନେୟାର ବ୍ୟବସାୟୀ ଗୌତମ ଆଦାନୀ ଏବଂ ଆଦାନୀ ଗ୍ରୁପ ସମ୍ବନ୍ଧରେ ଚଳିତ ବର୍ଷ ଜାନୁୟାରୀରେ ଏକ ରିପୋର୍ଟ ପ୍ରକାଶ କରିଥିଲା। ଯେଉଁଥି ପାଇଁ ଆଦାନୀ ଷ୍ଟକ୍‌ ମାର୍କେଟ୍‌ରେ ବହୁ କ୍ଷତି ସହିଥିଲେ। ଏଥିପାଇଁ ତାଙ୍କ…

ଭାଜପା-ଜେଜେପି ମେଣ୍ଟରେ ଫାଟ: ଚିନ୍ତାରେ ହରିୟାଣା ସରକାର…

ଚଣ୍ଡିଗଡ଼,୭।୬ : ହରିୟାଣାରେ ଭାଜପା-ଜେଜେପି ମିଳିତ ମଞ୍ଚରେ ବିଦ୍ରୋହର ଖବର ପଦାରେ ପଡ଼ିଛି। ଜନନାୟକ ଜନତା ପାଟି(ଜେଜେପି) ସୁପ୍ରିମୋ ଦୁଶ୍ୟନ୍ତ ଚୌତାଲାଙ୍କ ଉଚାନକାଲାନ ବିଧାନସଭା ଆସନ ନେଇ ବିବାଦ ଦେଖାଦେଇଛି। ହରିୟାଣାର ଭାଜପା ଦାୟିତ୍ୱରେ ଥିବା ବିପ୍ଲବ ଦେବ ଦଳର ନେତା…

ଦେଶରେ ଭାଜପା ବିରୋଧୀ ଲହର: ଶରଦ ପାଓ୍ବାର…

ମୁମ୍ବାଇ,୭।୬ : କର୍ନାଟକ ନିର୍ବାଚନରେ ଭାଜପାର ପରାଜୟ ପରେ ବିରୋଧୀ ୨୦୨୪ ରେ ହେବାକୁ ଥିବା ଲୋକସଭା ନିର୍ବାଚନ ଉପରେ ନଜର ରଖିଛନ୍ତି। ମହାମେଣ୍ଟରୁ ଏଥିପାଇଁ ବିଭିନ୍ନ ରଣନୀତି ଗ୍ରହଣ କରାଯାଉଛି। ସେପଟେ ଏନସିପି ମୁଖ୍ୟ ଶରଦ ପାୱାର ବୁଧବାର ଭାଜପାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?