ଜାତୀୟ

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାକୁ ଧମକ ଦେଲେ ୟେଦୁରପ୍ପା

ବେଙ୍ଗାଲୁରୁ,୧୫।୧: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ ୟେଦୁରପ୍ପା ଏବଂ ଲିଙ୍ଗାୟତ ସମୁଦାୟର ଧର୍ମ ପ୍ରଚାରକ ବଚ୍ଚନାନନ୍ଦ ସ୍ବାମୀଙ୍କ ମଧ୍ୟରେ ଏକ ମଞ୍ଚ ଉପରେ ଯୁକ୍ତିତର୍କ ହୋଇଛି। ଏଥିରେ ଉତ୍‌କ୍ଷିପ୍ତ ହୋଇ ୟେଦୁରପ୍ପା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ ବୋଲି ଧମକ ଦେଇଛନ୍ତି।...

ମାୟାବତୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଅଖିଳେଶ

ଲକ୍ଷ୍ନୌ,୧୫।୧: ବହୁଜନ ସମାଜ ପାର୍ଟି(ବିଏସ୍‌ପି) ସୁପ୍ରିମୋ ମାୟାବତୀ ବୁଧବାର ୬୪ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ସମାଜବାଦୀ ପାର୍ଟି(ଏସପି)ଅଧ୍ୟକ୍ଷ ଅଖିଳେଶ ଯାଦବ ଟୁଇଟ୍‌ ଯୋଗେ ମାୟାବତୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ବିଏସ୍‌ପି ଏବଂ ଏସ୍‌ପି ମଧ୍ୟରେ...

ଭାରତ ଆସି ପାରନ୍ତି ଇମ୍ରାନ୍‌: ନିମନ୍ତ୍ରଣ ଦେବେ ମୋଦି ସରକାର !

ନୂଆଦିଲ୍ଲୀ,୧୫।୧: ଚଳିତ ବର୍ଷ ଶେଷରେ ଭାରତରେ ସାଙ୍ଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ଶିଖର ସମ୍ମିଳନୀ ଅନୁଷ୍ଠିତ ହେବ। ଭାରତ ସମେତ ପାକିସ୍ତାନ, ଚାଇନା, କାଜାକସ୍ତାନ, କିରଗିଜ୍‌ସ୍ତାନ,ରୁଷିଆ, ତାଜକ୍‌ସ୍ତାନ ଏବଂ ଉଜ୍‌ବେକିସ୍ତାନ ଆଦି ୮ଟି ରାଷ୍ଟ୍ର ଏହାର ସଦସ୍ୟ ରହିଛନ୍ତି। ପାକିସ୍ତାନ...

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନର ଷଡ଼ଯନ୍ତ୍ର ହୋଇଛି ବିଫଳ: ସେନାଧ୍ୟକ୍ଷ

ନୂଆଦିଲ୍ଲୀ,୧୫।୧: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନର ପକ୍ଷରୁ ହୋଇଥିବା ଷଡ଼ଯନ୍ତ୍ର ବିଫଳ ହୋଇଛି। ୭୨ତମ ସେନା ଦିବସ ପାଳନ ଅବସରରେ ସେନାଧ୍ୟକ୍ଷ ଜେନେରାଲ ମନୋଜ ମୁକୁନ୍ଦ ନରାଓ୍ବଣେ ଏହା କହିଛନ୍ତି। ଭାରତୀୟ...

ଦିଲ୍ଲୀ ନିର୍ବାଚନ: କେଜରିଓ୍ବାଲଙ୍କ ଟକ୍କର ଦେଉଥିବା ସ୍ବାମିଜୀଙ୍କ ପାଖରେ ଅଛି ମାତ୍ର ୯ ଟଙ୍କା

ନୂଆଦିଲ୍ଲୀ,୧୫।୧: ଦିଲ୍ଲୀ ନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାକୁ ଲାଗିଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ହଟାଇବା ପାଇଁ ଉଭୟ ଭାଜପା ଏବଂ କଂଗ୍ରେସ ଯୋଜନା କରୁଛନ୍ତି। ଏହି ସମୟରେ ଭେଙ୍କଟେଶ୍ୱର ମହା ସ୍ବାମିଜୀ (ଦୀପକ) କେଜରିଓ୍ବାଲଙ୍କ ବିପକ୍ଷରେ ନିର୍ବାଚନ ଲଢିବେ...

ସ୍କୁଲ ଯିବା ପାଇଁ ୧୦ କିମି ରାସ୍ତା ମରାମତି କଲେ ୮୫ ଛାତ୍ରୀଛାତ୍ର: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଔରଙ୍ଗାବାଦ୍‌,୧୫।୧: ପାଠପଢ଼ାକୁ ସମାଜ ମଙ୍ଗଳ କାର୍ଯ୍ୟରେ ଲଗାଇବା ଅତି ଗୁରୁତ୍ୱପୂର୍ଣ୍ଣ। କେତେକ ଏଥିରେ ଅସଫଳ ରହିଥାନ୍ତି। ତେବେ ମହାରାଷ୍ଟ୍ରର ଔରଙ୍ଗାବାଦ୍‌ ଜିଲାର ଡଭଣ୍ଡି ଗାଁରେ ସ୍କୁଲକୁ ଯିବା ପାଇଁ ରାସ୍ତା ଖରାପ ଥିବାରୁ ୮୫ ଜଣ ଛାତ୍ରୀଛାତ୍ର କାହାର ସହାୟତା...

ଅଣ୍ଟା ପର୍ଯ୍ୟନ୍ତ ବରଫ: ଗର୍ଭବତୀ ମହିଳାଙ୍କୁ ଡାକ୍ତରଖାନାରେ ପହଞ୍ଚାଇଲେ ୧୦୦ ଯବାନ

ଶ୍ରୀନଗର,୧୫।୧: ଆମକୁ ସୁରକ୍ଷିତ ଏବଂ ସୁଖରେ ରଖିବା ପାଇଁ ଯବାନଙ୍କ ତ୍ୟାଗର ତୁଳନା ନାହିଁ। ସମସ୍ତଙ୍କ ସୁରକ୍ଷା ପାଇଁ ନିଜ ଜୀବନକୁ ବାଜି ଲଗାଇ ଦେଇଥାନ୍ତି ଭାରତୀୟ ସେନା। ଏହାର ଏକ ସଦ୍ୟତମ ଉଦାହରଣ ଦେଖିବାକୁ ମିଳିଛି ଜମ୍ମୁ-କଶ୍ମୀରରେ। ଏଠାରେ...

ନିର୍ଭୟା ଦୋଷୀଙ୍କୁ ଫାଶୀ: ଜାନୁୟାରୀ ୨୦ରେ ଜେଲ୍‌ରେ ପହଞ୍ଚିବେ ଘାତକ ପଓ୍ବନ; ୬୦ ହଜାର ମିଳିବ ପାରିଶ୍ରମିକ

ନୂଆଦିଲ୍ଲୀ,୧୫।୧: ତିହାର ଜେଲ୍‌ରେ ନିର୍ଭୟା ଦୋଷୀଙ୍କୁ ୨୨ ଜାନୁୟାରୀରେ ଫାଶୀ ଦିଆଯିବ। ଏଥିପାଇଁ ଘାତକ ପଓ୍ବନ ଜାନୁୟାରୀ ୨୦ରେ ଜେଲ୍‌ରେ ପହଞ୍ଚିବେ। ୪ ଦୋଷୀ ଅକ୍ଷୟ ଠାକୁର, ପଓ୍ବନ ଗୁପ୍ତା, ବିନୟ ଶର୍ମା ଏବଂ ମୁକେଶ ସିଂଙ୍କୁ ଫାଶୀ ଦେବା...

ଭାରତୀୟ ସେନା ଦିବସ: ଶାନ୍ତି, ସୁରକ୍ଷା ଓ ଏକତା ସୁନିଶ୍ଚିତ କରେ ସେନା

ପରମବୀର ଚକ୍ର କ୍ୟାପଟେନ ବିକ୍ରମ ବାତ୍ରା ଥରେ କହିଥିଲେ, ‘ମୁଁ ତ୍ରିରଙ୍ଗା ଉଡ଼ାଇ ଫେରିପାରେ କିମ୍ବା ସେଥିରେ ଆଚ୍ଛାଦିତ ହୋଇ ଫେରିପାରେ, କିନ୍ତୁ ମୁଁ ନିଶ୍ଚିତ ଫେରିବି’। ତାଙ୍କର ଏହି ଉକ୍ତିରୁ ଜଣାପଡେ ଦେଶର ପ୍ରକୃତ ବୀର ହେଉଛନ୍ତି ସେନାର...

ଭାରତୀୟ ବେଶଭୂଷାରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ନୂଆଦିଲ୍ଲୀ,୧୫।୧: ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି ତଥା ଆମାଜନ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ ୩ ଦିନିଆ ଭାରତ ଗସ୍ତରେ ଆସି ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଏଠାରେ ସେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜଘାଟକୁ ଯାଇ...

ଫାଶୀ ପୂର୍ବରୁ ଜେଲ୍‌ରେ ରୋଜଗାର: ଅକ୍ଷୟ କରିଛନ୍ତି ଅଧିକ; ମୁକେଶ କରି ନାହାଁନ୍ତି କିଛି କାମ

ନୂଆଦିଲ୍ଲୀ,୧୫।୧: ନିର୍ଭୟା ମାମଲାର ୪ ଦୋଷୀଙ୍କୁ ଜାନୁୟାରୀ ୨୨ରେ ସକାଳ ୭ଟାରେ ଫାଶୀ ଦିଆଯିବ। ଏନେଇ ତିହାର ଜେଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି। ଦୋଷୀଙ୍କୁ ଜେଲ୍‌ ନମ୍ବର ୩ରେ ଫାଶୀ ଦିଆଯିବ। ଜେଲ୍‌ରେ ଥିବା ସମୟରେ ଅକ୍ଷୟ...

ଜନ୍ମଦିନରେ ଭାଜପାକୁ ଟାର୍ଗେଟ୍‌ କଲେ ମାୟାବତୀ: ମୋଦିଙ୍କ ଶାସନରେ ଅର୍ଥ ବ୍ୟବସ୍ଥା ଶଯ୍ୟାଶାୟୀ, ଗରିବ କିଂକର୍ତ୍ତବ୍ୟମୂଢ଼

ଲକ୍ଷ୍ନୌ, ୧୫।୧: ବିଏସ୍‌ପି ମୁଖ୍ୟ ମାୟାବତୀ ବୁଧବାର ନିଜର ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କ ଜନ୍ମଦିବସକୁ ଜନସାଧାରଣଙ୍କ କଲ୍ୟାଣ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ମାୟାବତୀ ଭାଜପା ସହିତ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ଦେଶର ସ୍ଥିତି...

ପିତାଙ୍କୁ ଦେଖି କାନ୍ଦିଲେ ନିର୍ଭୟା ଦୋଷୀ ବିନୟ ଶର୍ମା

ନୂଆଦିଲ୍ଲୀ,୧୫।୧: ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଦୋଷୀମାନେ କରିଥିବା ଶେଷ ପ୍ରୟାସ ବି ଫେଲ ମାରିଛି। ଆସନ୍ତା ୨୨ ତାରିଖ ସକାଳ ୭ଟାରେ ଫାଶୀ ପାଇବାକୁ ଥିବା ନିର୍ଭୟା ଦୋଷୀ ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିସନ ଦାଖଲ କରିଥିଲେ। ହେଲେ...

ଜାମିଆ ପରିଦର୍ଶନ କଲେ ଏନ୍‌ଏଚ୍‌ଆର୍‌ସି ଟିମ୍‌

ନୂଆଦିଲ୍ଲୀ,୧୫ା୧: ମଙ୍ଗଳବାର ଜାତୀୟ ମାନବ ଅଧିକାର କମିଶନଙ୍କ ଏକ ଟିମ୍‌ ଜାମିଆ ମିଲିଆ ଇସ୍‌ଲାମିଆ ପରିଦର୍ଶନ କରି ପୋଲିସ କାର୍ଯ୍ୟାନୁଷ୍ଠାନରେ ଆହତ ହୋଇଥିବା ଛାତ୍ରୀଛାତ୍ରଙ୍କ ପ୍ରତିକ୍ରିୟା ରେକର୍ଡ କରିଛନ୍ତି। ଗତ ମାସରେ ସିଏଏକୁ ବିରୋଧ କରି ଉକ୍ତ ବିଶ୍ୱବିଦ୍ୟାଳୟରେ ହିଂସା...

ଭାରତରେ ଇରାନ ବହିର୍ବ୍ୟାପାର ମନ୍ତ୍ରୀ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଇରାନର ବହିର୍ବ୍ୟାପାର ମନ୍ତ୍ରୀ ଜଭାଦ୍‌ ଜରିଫ୍‌ ୩ ଦିନିଆ ଭାରତ ଗସ୍ତରେ ଆସି ମଙ୍ଗଳବାର ନୂଆଦିଲ୍ଲୀରେ ପହଞ୍ଚିଛନ୍ତି। ଇରାନ-ଆମେରିକା ମଧ୍ୟରେ ତିକ୍ତତା ବଢ଼ୁଥିବାବେଳେ ଜରିଫ୍‌ଙ୍କ ଭାରତ ଗସ୍ତ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ମନେହୁଏ। ବୁଧବାର ଜରିଫ୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ...

ଆମେରିକାରେ ଭାରତର ରାଷ୍ଟ୍ରଦୂତ ହେବେ ସାନ୍ଧୁ

ନୂଆଦିଲ୍ଲୀ,୧୫ା୧(ପି.ଟି.): ଶ୍ରୀଲଙ୍କାରେ ଭାରତର ହାଇକମିଶନର ଭାବେ କାର୍ଯ୍ୟରତ ତରନ୍‌ଜିତ ସିଂ ସାନ୍ଧୁ ଆମେରିକାରେ ପରବର୍ତ୍ତୀ ରାଷ୍ଟ୍ରଦୂତ ଭାବେ କାର୍ଯ୍ୟ କରିବେ। ଆମେରିକାରେ ଭାରତର ରାଷ୍ଟ୍ରଦୂତ ଥିବା ହର୍ଷବର୍ଦ୍ଧନ ଶ୍ରୀଙ୍ଗ୍‌ଲା ନୂଆଦିଲ୍ଲୀରେ ବହିର୍ବ୍ୟାପାର ମନ୍ତ୍ରଣାଳୟର ସଚିବ ଭାବେ ଦାୟିତ୍ୱ ନେବେ। ଏହି...

ଦିଲ୍ଲୀରେ ହେବ ତ୍ରିମୁଖୀ ଲଢ଼େଇ

ନୂଆଦିଲ୍ଲୀ,୧୫ା୧(ପି.ଟି.): ମଙ୍ଗଳବାରଠାରୁ ଦିଲ୍ଲୀ ବିଧାନସଭା ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ନିର୍ବାଚନ ଅଧିକାରୀଙ୍କ ପକ୍ଷରୁ ଏନେଇ ନୋଟିସ ଜାରି କରାଯାଇଛି। ଫେବୃୟାରୀ ୮ରେ ଏଠାରେ ଭୋଟଗ୍ରହଣ କରାଯିବ। ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ଲାଗି...

ଭାଜପାକୁ ହତ୍ୟାକାରୀ କହିଲେ ମଣିଶଙ୍କର

ନୂଆଦିଲ୍ଲୀ,୧୫ା୧: ଭାଜପା ହତ୍ୟାକାରୀ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ବିଭାଜିତ କରି ମୁସ୍‌ଲିମ ସମୁଦାୟ ପାଇଁ ଅସୁବିଧା ସୃଷ୍ଟି କରୁଛନ୍ତି ବୋଲି ବିବାଦୀୟ ମନ୍ତବ୍ୟ ଦେଇ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି ବରିଷ୍ଠ କଂଗ୍ରେସ ନେତା ମଣିଶଙ୍କର ଆୟାର। ଦିଲ୍ଲୀର ଶାହିନ...