ମଝି ଆକାଶରେ ଅଟକିଗଲା ଶହଶହ ଯାତ୍ରୀଙ୍କ ଜୀବନ, ଟେକ୍ ଅଫ୍ର କିଛି ମିନିଟ୍ ଘଟିଲା ଏମିତି…
ନୂଆଦିଲ୍ଲୀ,୨୨।୧୨: ସୋମବାର ଦିଲ୍ଲୀରୁ ମୁମ୍ବାଇ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ ଉଡ଼ାଣ ଆରମ୍ଭ କରିବାର କିଛି ସମୟ ପରେ ଦିଲ୍ଲୀ ଫେରିବାକୁ ବାଧ୍ୟ ହୋଇଥିଲା। ବିମାନର ଗୋଟିଏ ଇଞ୍ଜିନରେ ଯାନ୍ତ୍ରିକ ସମସ୍ୟା ଦେଖାଦେବା ପରେ ପାଇଲଟମାନେ ସୁରକ୍ଷାକୁ ପ୍ରାଥମିକତା ଦେଇଥିଲେ…
ରୁଷିଆ ପୋଲିସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଭାରତୀୟ ଯୁବକ: ମୋଦିଙ୍କୁ କଲେ ଏମିତି ନିବେଦନ
ନୂଆଦିଲ୍ଲୀ,୨୨।୧୨: ରୁଷିଆ ଏବଂ ୟୁକ୍ରେନ ଦୀର୍ଘ ସମୟ ଧରି ଯୁଦ୍ଧ ଚାଲିଛି। ଦୁଇ ଦେଶ ମଧ୍ୟରେ ଯୁଦ୍ଧବିରାମ ପାଇଁ ମଧ୍ୟସ୍ଥତା ପାଇଁ ପ୍ରୟାସ ଜାରି ରହିଛି। ଗୁଜରାଟର ଜଣେ ଯୁବକଙ୍କ ଏକ ଭିଡିଓ ସାମ୍ନାକୁ ଆସିଛି। ସେ ବର୍ଣ୍ଣନା କରିଛନ୍ତି, କିପରି…
ଘରୁ ଖାଦ୍ୟ ନେଇଗଲେ ଆତଙ୍କବାଦୀ: ଜଙ୍ଗଲକୁ ଘେରାବନ୍ଦୀ
ଜମ୍ମୁ,୨୨ା୧୨:ଜମ୍ମୁ-କଶ୍ମୀରର ଉଧାମପୁର ଜିଲା ଅନ୍ତର୍ଗତ ଏକ ଗ୍ରାମରେ ଆତଙ୍କବାଦୀମାନେ ଜଣକ ଘରେ ପଶି ଖାଦ୍ୟ ନେଇ ଜଙ୍ଗଲ ମଧ୍ୟକୁ ଖସି ପଳାଇଥିବା ସୂଚନା ମିଳିଛି। ସେମାନଙ୍କୁ ଧରିବା ପାଇଁ ସୁରକ୍ଷା ବଳ ତଲାସି ଅଭିଯାନ ଚଳାଇଥିବା ରବିବାର ଜଣେ ଅଧିକାରୀ କହିଛନ୍ତି।…
ଭାଜପାକୁ ନେଇ ଗୁମର ଖୋଲିଦେଲେ RSS ନେତା ମୋହନ ଭାଗବତ: ଦେଶରେ ହଲଚଲ
ନୂଆଦିଲ୍ଲୀ,୨୨ା୧୨:ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍ଏସ୍ଏସ୍)ର କୌଣସି ରାଜନୈତିକ କାର୍ଯ୍ୟସୂଚୀ ନାହିଁ। ଭାଜପା ଚଷମାରେ ଏହି ସଂଗଠନକୁ ଦେଖିବା ବଡ଼ ଭୁଲ୍ ବୋଲି ଆର୍ଏସ୍ଏସ୍ ମୁଖ୍ୟ ମୋହନ ଭାଗବତ କହିଛନ୍ତି। କୋଲକାତାରେ ରବିବାର ‘ଆର୍ଏସ୍ଏସ୍ ୧୦୦ ବ୍ୟାଖ୍ୟାନ ମେଳା’ କାର୍ଯ୍ୟକ୍ରମରେ ଭାଗବତ କହିଛନ୍ତି,…
ମହାରାଷ୍ଟ୍ର ପୌର ନିର୍ବାଚନ: ମହାମେଣ୍ଟର ବଡ଼ ବିଜୟ
ମୁମ୍ବାଇ,୨୧ା୧୨: ମହାରାଷ୍ଟ୍ର ନଗର ପରିଷଦ ଓ ପଞ୍ଚାୟତ ନିର୍ବାଚନରେ ଶାସକ ମହାମେଣ୍ଟ ବିପୁଳ ବିଜୟ ଲାଭ କରିଥିବା ବେଳେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଛି। ୨୮୮ଟି ମହାରାଷ୍ଟ୍ର ନଗର ପରିଷଦ ଏବଂ ପଞ୍ଚାୟତ ନିର୍ବାଚନ ଫଳାଫଳ ଘୋଷିତ ହୋଇଥିବା ବେଳେ…
VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…
ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ କରିଛନ୍ତି। ରାଷ୍ଟ୍ରପତିଙ୍କ ସମ୍ମତି କ୍ରମେ ବିଲ୍ ଆଇନରେ ପରିଣତ ହୋଇଛି । ପୂର୍ବରୁ ଏହା…
କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…
ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି ରେଳ ବିଭାଗର ବର୍ଦ୍ଧିତ ଖର୍ଚ୍ଚ। ଗତ ଦଶନ୍ଧି ମଧ୍ୟରେ ରେଳବିଭାଗ ଏହାର ନେଟ୍ଓ୍ବର୍କ ଏବଂ…
ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍ ପାଇଁ ଦେବାକୁ ପଡିବ ଏତେ ଟଙ୍କା
ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର 26 ତାରିଖରୁ ଭଡ଼ା ବୃଦ୍ଧି ହେବାକୁ ଯାଉଛି। ଏହି ବୃଦ୍ଧି ମୁଖ୍ୟତଃ ଦୂରଗାମୀ ଯାତ୍ରାକୁ…
‘ଭାଜପା ପାଇଁ ସେକ୍ୟୁଲାରିଜମ ଶବ୍ଦ ସେତିକି ପିତା ଯେମିତି ନିମ୍ବର ଫଳ’, କାହିଁକି ଏମିତି କହିଲେ ଷ୍ଟାଲିନ? ଜାଣନ୍ତୁ…
ଚେନ୍ନାଇ,୨୧।୧୨: ଚେନ୍ନାଇରେ ଖ୍ରୀଷ୍ଟମାସ ପାଳନ ଅବସରରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା)କୁ କଡ଼ା ଟାର୍ଗେଟ କରିଥିଲେ। ସେ ଅଭିଯୋଗ କରିଥିଲେ ଯେ ଭାଜପା ଧର୍ମନିରପେକ୍ଷତା ବା ସେକ୍ୟୁଲାରିଜମର ଧାରଣାକୁ ଗ୍ରହଣ କରେ ନାହିଁ…
ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍! ଭାରତ ସଂସଦୀୟ ଇତିହାସରେ ପ୍ରଥମ?
ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ ପ୍ରତିବର୍ଷ ଫେବୃଆରୀ ୧ ତାରିଖ ସକାଳ ୧୧ଟାରେ ବଜେଟ ଉପସ୍ଥାପନ ହୋଇଆସୁଛି। କିନ୍ତୁ, ଏହି…
BSF କନଷ୍ଟେବଳ ନିଯୁକ୍ତିରେ ଅଗ୍ନିବୀରଙ୍କୁ ମିଳିବ ୫୦ ପ୍ରତିଶତ ସଂରକ୍ଷଣ, ଗୃହ ମନ୍ତ୍ରଣାଳୟ ଜାରି କଲା ନୋଟିଫିକେଶନ
ନୂଆଦିଲ୍ଲୀ,୨୧।୧୨: କେନ୍ଦ୍ର ସରକାର ସୀମା ସୁରକ୍ଷା ବାହିନୀର ନିଯୁକ୍ତି ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣି ସାଧାରଣ ଡ୍ୟୁଟି କ୍ୟାଡର ସହିତ ଜଡିତ ନିୟମଗୁଡ଼ିକୁ ସଂଶୋଧନ କରିଛନ୍ତି। ସୀମା ସୁରକ୍ଷା ବାହିନୀ ଆଇନ, ୧୯୬୮ ଅନୁଯାୟୀ ପ୍ରଦତ୍ତ କ୍ଷମତା ବ୍ୟବହାର କରି…
୧୧ ବିମାନବନ୍ଦର ଲିଜ୍ରେ ନେବ ଆଦାନୀ
ନୂଆଦିଲ୍ଲୀ,୨୧ା୧୨: କେନ୍ଦ୍ର ସରକାର ଦେଶର କେତେକ ସରକାରୀ ବିମାନବନ୍ଦରକୁ ଘରୋଇ କମ୍ପାନୀକୁ ଲିଜ୍ ଦେବା ପାଇଁ ଯୋଜନା କରୁଥିବାବେଳେ ଆଦାନୀ ଏଣ୍ଟରପ୍ରାଇଜେସ୍ ୧୧ଟି ଏୟାରପୋର୍ଟ ପାଇଁ ବିଡ୍ ଦାଖଲ କରିବାକୁ ଯାଉଛି। ସେହି ଏୟାରପୋର୍ଟ ମଧ୍ୟରେ ଅମୃତସର ଏବଂ ବାରାଣସୀ ରହିିଛି।…
Archives


