ବିଜୟୀ ସରକାର ଉପରେ ଲାଗି ରହିଛି ସସପେନ୍ସ! ରାଜ୍ୟପାଳଙ୍କୁ AAMK ବିଧାୟକଙ୍କ ସମର୍ଥନ ପତ୍ର ଦାଖଲ କଲା TVK, ଥାନାରେ ପହଞ୍ଚିଲା…
ଚେନ୍ନାଇ,୯।୫: ବିଧାନସଭା ନିର୍ବାଚନ ଫଳାଫଳ ପରଠାରୁ ତାମିଲନାଡୁରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଅଭିନେତାରୁ ରାଜନେତା ହୋଇଥିବା ଜୋସେଫ ବିଜୟ ଶନିବାର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବାର କାର୍ଯ୍ୟକ୍ରମ ରହିଛି, କିନ୍ତୁ ରାଜ୍ୟରେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଏଏମଏମକେର ସାଧାରଣ ସମ୍ପାଦକ ଟିଟିଭି…
ହାନ୍ତା ଭାଇରସ୍ ସଂକ୍ରମିତ କ୍ରୁଜ୍ ଜାହାଜରେ ୨ ଭାରତୀୟ
ଲଣ୍ଡନ/ନୂଆଦିଲ୍ଲୀ,୯ା୫: ହାନ୍ତା ଭାଇରସ୍ ସଂକ୍ରମିତ ହୋଇଥିବା ଡଚ୍ର କ୍ରୁଜ୍ ଜାହାଜ ଏମ୍ଭି ହୋଣ୍ଡିଅସ୍ର କ୍ରିଉ ସଦସ୍ୟଙ୍କ ମଧ୍ୟରେ ଅନୂ୍ୟନ ୨ ଜଣ ଭାରତୀୟ ଥିବା ଜଣାପଡ଼ିଛି। ଜାହାଜରେ ହାନ୍ତା ଭାଇରସ୍ ୫ ଜଣଙ୍କୁ ସଂକ୍ରମିତ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା…
ବିଜୟଙ୍କୁ ମନା, ଶୁଭେନ୍ଦୁ ନୂଆ ମୁଖ୍ୟମନ୍ତ୍ରୀ
ତାମିଲନାଡୁରେ ସରକାର ଗଠନ ନେଇ କୌଣସି ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇପାରୁ ନାହିଁ। ଟିଭିକେ ମୁଖ୍ୟ ବିଜୟ ରାଜ୍ୟପାଳଙ୍କ ନିକଟରେ ନିଜର ସଂଖ୍ୟାଗରିଷ୍ଠତା ପ୍ରମାଣ ଦେଇପାରି ନ ଥିବାରୁ ଶେଷ ମୂହୂର୍ତ୍ତରେ ଅନିଶ୍ଚିତତା ବୃଦ୍ଧି ପାଇଛି। ୨୩୪ ଆସନ ବିଶିଷ୍ଟ ବିଧାନସଭାରେ ସରକାର…
ତୃତୀୟ ଥର ପାଇଁ ରାଜ୍ୟପାଳଙ୍କୁ ଭେଟିଲେ ବିଜୟ, ସରକାର ଗଠନ ପାଇଁ ଦାବି,କାଲି ହୋଇପାରେ…
ଚେନ୍ନାଇ,୮ା୫: ତାମିଲାଗା ଭେଟ୍ଟ୍ରି କାଝାଗମ୍ (ଟିଭିକେ) ମୁଖ୍ୟ ବିଜୟ ବାମଦଳର ସମର୍ଥନ ହାସଲ କରିବା ପରେ ଶୁକ୍ରବାର ସନ୍ଧ୍ୟାରେ ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଲୋକ ଭବନରେ ଭେଟି ତାମିଲନାଡୁରେ ସରକାର ଗଠନ ପାଇଁ ଦାବି ଜଣାଇଛନ୍ତି। ଟିଭିକେକୁ ସିପିଆଇ ଏବଂ…
ପଶ୍ଚିମବଙ୍ଗର ହେଭିଓ୍ବେଟ୍ ନେତା, ହେଲେ ପାଖରେ ୧ ଗ୍ରାମର ସୁନା ନାହିଁ…ଜାଣନ୍ତୁ କେତେ ସମ୍ପତ୍ତିର ମାଲିକ ଶୁଭେନ୍ଦୁ ଅଧିକାରୀ?
କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ରାଜ୍ୟରେ ଏବେ ‘ଶୁଭେନ୍ଦୁ ସରକାର’ ଗଠନ ହେବାକୁ ଯାଉଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ଦିନ ଶୁଭେନ୍ଦୁଙ୍କ ନାମ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛନ୍ତି। ଅମିତ ଶାହ ଏବଂ…
ପରାଜୟ ପାଇଁ ଅନ୍ୟକୁ ଦୋଷ ନ ଦେଇ କଂଗ୍ରେସ ଆତ୍ମଚିନ୍ତନ କରୁ: ଶାହା
କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ସମ୍ବୋଧିତ କରି ବିରୋଧୀଙ୍କ ଭୋଟ ଚୋରି ଅଭିଯୋଗକୁ ନେଇ ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ନିଜ ପରାଜୟ ଲୁଚାଇବା ପାଇଁ ରାହୁଲ ସବୁବେଳେ ଅଭିଯୋଗ କରୁଛନ୍ତି।…
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରି ବଡ଼ ବୟାନ ଦେଲେ ଶାହା, ସବୁଠୁ ବଡ଼ ବିଜୟ…
କୋଲକାତା,୮।୫: କୋଲକାତାରେ ଭାଜପା ବିଧାୟକ ଦଳ ବୈଠକରେ ପଶ୍ଚିମବଙ୍ଗ ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଭାଜପା ବିଧାୟକ ଦଳ ନେତା ଭାବେ ଶୁଭେନ୍ଦୁ ଅଧିକାରୀଙ୍କ ନାଁ ଘୋଷଣା କରିଛନ୍ତି। ଫଳରେ ଶୁଭେନ୍ଦୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ହେବା…
ବଙ୍ଗଳାର ନୂଆ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ହେଉ ହେଉ ଶୁଭେନ୍ଦୁଙ୍କ ପ୍ରଥମ ପ୍ରତିକ୍ରିୟା, ରାଜନୀତିରେ ହଲଚଲ
କୋଲକାତା,୮।୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂତନ ମୁଖ୍ୟମନ୍ତ୍ରୀ ହେବେ। ଭାଜପା ବିଧାୟକ ଦଳର ବୈଠକରେ ତାଙ୍କୁ ନେତା ଭାବରେ ନିର୍ୱାଚିତ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ପଦ ପାଇଁ ତାଙ୍କ ପଦୋନ୍ନତି ଘୋଷଣା ପରେ, ଶୁଭେନ୍ଦୁ ଅଧିକାରୀ କହିଥିଲେ ଯେ ବଙ୍ଗଳାରେ ଭାଜପା ସରକାର…
ପଶ୍ଚିମବଙ୍ଗକୁ ମିଳିଲା ଆଉ ଜଣେ ଅବିବାହିତ ମୁଖ୍ୟମନ୍ତ୍ରୀ, ବିବାହ କରିନାହାନ୍ତି ଶୁଭେନ୍ଦୁ, ତାଙ୍କ ପୂର୍ବରୁ ୪…
କୋଲକାତା, ୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି। ଭାରତୀୟ ଜନତା ପାର୍ଟି (ଭାଜପା) ଶୁଭେନ୍ଦୁ ଅଧିକାରୀଙ୍କୁ ରାଜ୍ୟର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଦିନେ ମମତା ବାନାର୍ଜୀଙ୍କ ଅତି ନିକଟତର ଥିବା ଶୁଭେନ୍ଦୁ, ଏବେ…
ବଙ୍ଗଳାର ସିଏମ ହେବାପରେ ଶୁଭେନ୍ଦୁଙ୍କୁ ମାସକୁ ମିଳିବ କେତେ ଦରମା? କାଲିଠୁ ବଙ୍ଗର ଧରିବେ ମଙ୍ଗ
କୋଲକାତା,୮।୫: ପଶ୍ଚିମବଙ୍ଗ ରାଜନୀତିରେ ଏକ ନୂତନ ଯୁଗର ଆରମ୍ଭ ହେଉଛି। ଏକ ଐତିହାସିକ ବିଜୟ ପରେ, ଭାରତୀୟ ଜନତା ପାର୍ଟି (ବିଜେପି) ଶୁଭେନ୍ଦୁ ଅଧିକାରୀଙ୍କୁ ତାଙ୍କ ବିଧାୟକ ଦଳର ନେତା ଭାବରେ ମନୋନୀତ କରିଛି, ଏହା ଦ୍ୱାରା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଭାବରେ…
ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…
କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ। ଏନେଇ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କ ନାଁ ଉପରେ…
ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ
କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…

