ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି
ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର…
କମିଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦର
ନୂଆଦିଲ୍ଲୀ,୧।୪: ଜାତୀୟ ରାଜଧାନୀରେ ହ୍ରାସ ପାଇଲା କମର୍ସିଆଲ ଏଲପିଜି ଗ୍ୟାସ ସିଲିଣ୍ଡର ଦାମ। ୧୯ କିଲୋଗ୍ରାମ ବିଶିଷ୍ଟ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୯୧ଟଙ୍କା ୫୦ ପଇସା ହ୍ରାସ ପାଇଛି। ତେବେ ଘରୋଇ ଏଲପିଜି ଗ୍ୟାସ ବ୍ୟବହାର କରୁଥିବା ଲୋକଙ୍କୁ କୌଣସି…
ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କର୍ନାଟକ ବିଧାନସଭା ନିର୍ବାଚନର ପ୍ରାୟ ଏକ ମାସ ପୂର୍ବରୁ ଏପ୍ରିଲ ୯ ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ମୋଦି ବାନ୍ଦିପୁର ଟାଇଗର ରିଜର୍ଭରେ ମଧ୍ୟ ଏକ ସଫାରି…
କର୍ନାଟକ ମୁଖ୍ୟମନ୍ତ୍ରୀଙ୍କ କାର୍ ଯାଞ୍ଚ କଲେ ନିର୍ବାଚନ ଅଧିକାରୀ
ବେଙ୍ଗାଲୁରୁ, ୧।୪: ମେ’ ୧୦ରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା କର୍ନାଟକରେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ଏଥିସହିତ ସେଠାରେ ଗାଡ଼ିମୋଟର ଯାଞ୍ଚକୁ ଜୋର୍ଦାର କରାଯାଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇ ଚିକ୍କାବାଲ୍ଲାପୁର ଜିଲାର ଏକ ମନ୍ଦିରକୁ ଯାଉଥିବାବେଳେ ତାଙ୍କ…
ମନ୍ଦିର କୂଅ ଭୁଶୁଡ଼ିବା ଘଟଣାରେ ମୃତ୍ୟୁସଂଖ୍ୟା ୩୬
ଭୋପାଳ, ୧।୪: ରାମନବମୀ ପାଳନ ଅବସରରେ ଗୁରୁବାର ଇନ୍ଦୋର ସହରର ପଟେଲ ନଗର ଅଞ୍ଚଳରେ ଥିବା ବେଲେଶ୍ୱର ଝୁଲେଲାଲ ମହାଦେବ ମନ୍ଦିର କୂଅର ସ୍ଲାବ୍ ଭୁଶୁଡ଼ି ପଡ଼ିଥିଲା। ଏହି ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ଶୁକ୍ରବାର ୩୬ରେ ପହଞ୍ଚତ୍ଛି। ମନ୍ଦିର ପରିସରରେ ପ୍ରବଳ ଗହଳି…
ଛତିଶଗଡ଼ରେ ଆଜିଠୁ ବେରୋଜଗାରି ଭତ୍ତା
ନୂଆଦିଲ୍ଲୀ,୧।୪: ଛତିଶଗଡ଼ ସରକାର ଏପ୍ରିଲ ୧ରୁ ରାଜ୍ୟରେ ବେରୋଜଗାରି ଭତ୍ତା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି। ଏହି ଯୋଜନାରେ ଛତିଶଗଡ଼ର ବେକାର ଯୁବତୀଯୁବକମାନଙ୍କୁ ରାଜ୍ୟ ସରକାର ମାସିକ ୨,୫୦୦ ଟଙ୍କା ଲେଖାଏ ଯୋଗାଇଦେବେ। ଏଥିପାଇଁ ରାଜ୍ୟ ବଜେଟରେ ୨୫୦ କୋଟି ଟଙ୍କା…
ଏମ୍ପି ପଦ ଯିବା ପରେ ବି କର୍ନାଟକରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୧।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏପ୍ରିଲ ୯ରେ କର୍ନାଟକ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ରାହୁଲ ଗାନ୍ଧୀ କୋଲାରରେ ଏକ ରାଲିରେ ସମ୍ବୋଧିତ କରିବେ। ଏହାପରେ ୧୧ ଏପ୍ରିଲରେ ୱାୟନାଡ ଯିବେ ବୋଲି ଜଣାପଡିଛି। କୁହାଯାଉଛି ଯେ…
ସବୁଠୁ ଦାମୀ ଆପାର୍ଟମେଣ୍ଟ ବିକ୍ରି, ମୂଲ୍ୟ ଜାଣିଲେ..
ନୂଆଦିଲ୍ଲୀ, ୩୧ା୩: ଭାରତର ସବୁଠୁ ଦାମୀ ଆପାର୍ଟମେଣ୍ଟ ଭାବେ ଦକ୍ଷିଣ ମୁମ୍ବାଇର ମାଲାବାର ହିଲ୍ରେ ଥିବା ଟ୍ରିପ୍ଲେକ୍ସ ଆପାର୍ଟମେଣ୍ଟ ପରିଚିତ। ଏହି ବିଳାସପୂର୍ଣ୍ଣ ଆପାର୍ଟମେଣ୍ଟ ୩୬୯ କୋଟି ଟଙ୍କାରେ ବିକ୍ରି ହୋଇଛି। ଶିଳ୍ପପତି ତଥା ଫେମି କେୟାରର ପ୍ରତିଷ୍ଠାତା ଜେ.ପି. ଟାପାରିଆଙ୍କ…
ରାମ ଭକ୍ତଙ୍କୁ ଆକ୍ରମଣ ବେଳେ ନୀରବଦ୍ରଷ୍ଟା ସାଜିଥିଲେ ରାଜ୍ୟ ସରକାର: ଅନୁରାଗ ଠାକୁର
କୋଲକାତା/ନୂଆଦିଲ୍ଲୀ,୩୧ା୩: ପଶ୍ଚିମବଙ୍ଗର ହାଓଡାର କାଜିପାରା ଅଞ୍ଚଳରେ ଗୁରୁବାର ରାମନବମୀ ଉତ୍ସବ ପାଳନ ବେଳେ ଦୁଇଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଥିଲା।ଅନେକ ଯାନବାହନରେ ନିଅଁା ଲଗାଇ ଦିଆଯାଇଥିଲା। ଉପଦବ୍ରୀମାନେ ଦୋକାନଗୁଡ଼ିକରୁ ଲୁଟ୍ କରିବା ପରେ ଜାଳି ଦେଇଥିଲେ। ଶୁକ୍ରବାର ସମ୍ପୃକ୍ତ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥାକୁ…
କେମିକାଲ ଫ୍ୟାକ୍ଟ୍ରିରେ ବିସ୍ଫୋରଣ: ୪ ମୃତ
ଲକ୍ଷ୍ନୌ, ୩୧।୩: ଉତ୍ତରପ୍ରଦେଶର ବୁଲନ୍ଦଶାହରର ଏକ କେମିକାଲ ଫ୍ୟାକ୍ଟ୍ରିରେ ଶୁକ୍ରବାର ଏକ ବଡ଼ଧରଣର ବିସ୍ଫୋରଣ ଘଟିଛି। ଫଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ କେତେକ ଆହତ ହୋଇଥିବା ଜଣାପଡିଛି। ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।…
ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଝିଅଙ୍କୁ ଖଲିସ୍ଥାନୀର ଧମକ
ଚଣ୍ଡିଗଡ,୩୧।୩: ପଞ୍ଜାବର ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନଙ୍କ ଝିଅଙ୍କୁ ଖଲିସ୍ଥାନୀ ସଂଗଠନ ପକ୍ଷରୁ ଧମକ ମିଳିଛି। ତେବେ ଆମେରିକାରେ ଥିବା ଭାରତୀୟ ଦୂତାବାସକୁ ତାଙ୍କ ସୁରକ୍ଷା ପାଇଁ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷ ସ୍ବାତୀ ମାଲିୱାଲ ଟୁଇଟ୍ କରି ଅନୁରୋଧ କରିଛନ୍ତି। ଭଗବନ୍ତ…
ମୋଦିଙ୍କ ଡିଗ୍ରୀ ମାଗିବା ମାମଲାରେ ଆସିଲା ହାଇକୋର୍ଟଙ୍କ ରାୟ
ନୂଆଦିଲ୍ଲୀ,୩୧ ।୩: ପ୍ରଧାନମନ୍ତ୍ରୀ ମୋଦିଙ୍କ ଡିଗ୍ରୀ ମାଗିବା ମାମଲାର ରାୟ ଶୁକ୍ରବାର ଗୁଜରାଟ ହାଇକୋର୍ଟ ଦେଇଛନ୍ତି । କୋର୍ଟ କେନ୍ଦ୍ରୀୟ ସୂଚନା ଆୟୋଗ(ସିଆଇସି)ର ଏହି ନିର୍ଦ୍ଦେଶକୁ ଖାରଜ କରିଦେଇଛନ୍ତି । ଯେଉଁଥିରେ ଗୁଜରାଟ ୟୁନିଭର୍ସିଟିକୁ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ପ୍ରଧାନମନ୍ତ୍ରୀ…
Archives


