ଜାତୀୟ

ଝାଡଖଣ୍ଡ ରାଜ ଭବନରେ ଗୁପ୍ତ ସୁଡ଼ଙ୍ଗ…

ରାଞ୍ଚି,୨୮।୫ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତିନି ଦିନିଆ ଝାଡଖଣ୍ଡ ଗସ୍ତରେ ଥିଲେ। ଏହି ସମୟରେ ସେ ରାଜ ଭବନ ରାଞ୍ଚିରେ ରହୁଥିଲେ ସେ ୬ ବର୍ଷ ଧରି ଝାଡଖଣ୍ଡର ରାଜ୍ୟପାଳ ରହିଆସିଛନ୍ତି। ଏହି କାରଣରୁ, ଏହି ବିଲ୍ଡିଂରେ ରହିବା ପାଇଁ…

ସଂସଦ ଭବନ ପରେ ଏବେ ରାମ ମନ୍ଦିର ପାଳି,ଗ୍ରାଉଣ୍ଡ ଫ୍ଲୋର ପ୍ରସ୍ତୁତ, ଟ୍ରଷ୍ଟ ଜାରି କଲା ଫଟୋ

ନୂଆଦିଲ୍ଲୀ,୨୮।୫: ସଂସଦର ନୂଆ ଭବନ ଉଦଘାଟନ ପରେ ଏବେ ପାଳି ରାମ ମନ୍ଦିରର। ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ ଯେଉଁ ଗତିରେ ଚାଲୁଛି ଦେଖିଲେ ଲାଗୁଛି ଅଯୋଧ୍ୟାରେ ରାମ ମନ୍ଦିରର ଗ୍ରାଉଣ୍ଡ ଫ୍ଲୋର କାମ ଶେଷ ହୋଇଗଲାଣି।ନିର୍ମାଣସ୍ଥଳର ତାଜା ଫଟୋରୁ…

ହସ୍ପିଟାଲରେ ସତ୍ୟେନ୍ଦ୍ରଙ୍କୁ ଭେଟିଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ରବିବାର ଦଳର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ହସ୍ପିଟାଲରେ ଭେଟିଛନ୍ତି। କେଜ୍‌ରିଓ୍ବାଲ ଏନେଇ ଟୁଇଟର ଆକାଉଣ୍ଟରେ ସାକ୍ଷାତ ସମୟର କିଛି ଫଟୋ ଶେୟାର କରିଛନ୍ତି। ଯେଉଁଥିରେ କେଜ୍‌ରିଓ୍ବାଲ ସତ୍ୟେନ୍ଦ୍ରଙ୍କୁ ଆଲିଙ୍ଗନ କରିବା ସହ ହାତ ମିଳାଉଥିବାର…

‘ଯେତେବେଳେ ଭାରତ ଆଗକୁ ବଢୁଛି, ସେତେବେଳେ ବିଶ୍ୱ ଆଗକୁ ବଢୁଛି’, ନୂଆ ସଂସଦରେ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ନୂଆ ସଂସଦ ଭବନ ଉଦଘାଟନର ଦ୍ୱିତୀୟ ଭାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାରେ କିଛି ମୁହୂର୍ତ୍ତ ଅମର ହୋଇଯାଇଥାଏ। ମେ ୨୮ ହେଉଛି ସେମିତି ଏକ ଦିନ। ମୋଦି କହିଛନ୍ତି, ଏହା କେବଳ ଏକ ଭବନ…

ଚନ୍ଦ୍ରାବାବୁ ନାଇଡୁଙ୍କ ପୁଅ ନାରା ଲୋକେଶଙ୍କ ପାଇଁ ଅଗ୍ନିପରୀକ୍ଷା…

ଅମରାବତୀ,୨୮।୫ : ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଏକ ବର୍ଷରୁ କମ ସମୟ ବାକି ଅଛି। ତେଲୁଗୁ ଦେଶମ ପାର୍ଟି (ଟିଡିପି) ସଭାପତି ଏନ. ଚନ୍ଦ୍ରାବାବୁ ନାଇଡୁଙ୍କ ପୁଅ ନାରା ଲୋକେଶ ବର୍ତ୍ତମାନ ନିଜକୁ ଜଣେ ଦକ୍ଷ ନେତା ଭାବରେ ପ୍ରମାଣ…

ନୂଆ ସଂସଦ ଭବନ ସହିତ କଫିନ ଫଟୋ: ରାଜନୈତିକ ବିବାଦ ଘନେଇଲା…

ପାଟନା,୨୮।୫ : ଲାଲୁ ଯାଦବଙ୍କ ରାଷ୍ଟ୍ରୀୟ ଜନତା ଦଳ ଏକ ବିବାଦୀୟ ଟୁଇଟ କରିଛି। ଏଥିରେ ନୂତନ ସଂସଦ ଭବନ ସହିତ କଫିନର ଫଟୋ ମଧ୍ୟ ରହିଛି। ଏହା ପରେ ଭାଜପା ପକ୍ଷରୁ କଡ଼ା ସମାଲୋଚନା କରାଯାଇଛି। ଏନେଇ ବିହାର ରାଜନୀତିରେ…

୨ ମାସରେ ଗଲାଣି ୬ ଚିତାଙ୍କ ଜୀବନ

ନୂଆଦିଲ୍ଲୀ,୨୮।୫: ମଧ୍ୟପ୍ରଦେଶ କୁନୋ ଜାତୀୟ ଉଦ୍ୟାନରେ କିଛି ଦିନ ତଳେ ମହିଳା ଚିତା ‘ଜ୍ୱାଲା’ ୪ ଟି ଛୁଆ ଜନ୍ମ କରିଥିଲା। ଗୁରୁବାର ୨ ଚିତା ଶାବକଙ୍କ ମୃତ୍ୟୁ ଘଟିଥିବା ବେଳେ ପୂର୍ବରୁ ଆଉ ଏକ ଚିତା ଶାବକର ମୃତ୍ୟୁ ଘଟିଥିଲା।…

ନୂଆ ସଂସଦରେ ଡାକ ଟିକଟ, ୭୫ ଟଙ୍କିଆ ମୁଦ୍ରା ଜାରି କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିଛନ୍ତି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ଲୋକ ସଭାରେ ବାଚସ୍ପତିଙ୍କ ଆସନ ନିକଟରେ ଐତିହାସିକ ରାଜଦଣ୍ଡ ‘ସେଙ୍ଗୋଲ’ ସ୍ଥାପନ କରିଛନ୍ତି। ସଂସଦ ଗୃହର ଉଦ୍‌ଘାଟନ ପରେ ପ୍ରଧାନମନ୍ତ୍ରୀ ନୂତନ ସଂସଦ ଭିତରେ…

ଆଫଗାନିସ୍ତାନରେ ଭୂକମ୍ପ: ଦିଲ୍ଲୀ ସମେତ ଉତ୍ତର ଭାରତରେ କମ୍ପନ ଅନୁଭୂତ

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀରୁ ଜମ୍ମୁ-କଶ୍ମୀର ପର୍ଯ୍ୟନ୍ତ ଅନେକ ସ୍ଥାନରେ ରବିବାର ୫.୨ ତୀବ୍ରତାର ଭୂକମ୍ପ ଝଟକା। ଦିଲ୍ଲୀ, ହରିୟାଣା ସମେତ ଜମ୍ମୁ, ପୁଞ୍ଛ, ରାଜୋରୀ, ଶ୍ରୀନଗରରେ ପୂର୍ବାହ୍ନ ୧୧.୩୦ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଏନେଇ ନ୍ୟାଶନାଲ ଫର ସେସମୋଲୋଜି ପକ୍ଷରୁ ସୂଚନା…

ସଂସଦ ଭବନର ଉଦ୍‌ଘାଟନୀକୁ ରାଜ୍ୟାଭିଷେକ ବୋଲି ଭାବୁଛନ୍ତି ପ୍ରଧାନମନ୍ତ୍ରୀ: ରାହୁଲ

ନୂଆଦିଲ୍ଲୀ,୨୮।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ନୂଆ ସଂସଦ ଭବନର ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମକୁ କଂଗ୍ରେସ ସମେତ ୧୯ ଦଳ ବିରୋଧ କରିଛନ୍ତି। ତେବେ ଉଦ୍‌ଘାଟନ ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀଙ୍କୁ ଟାର୍ଗେଟ୍‌ କରି କହିଛନ୍ତି ଯେ,…

କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ଗାଜିପୁର ସୀମାରେ ପହଞ୍ଚିଲେ ଟିକାୟତ

ନୂଆଦିଲ୍ଲୀ,୨୮।୫: ଜାତୀୟ ରାଜଧାନୀ ଦିଲ୍ଲୀରେ କୁସ୍ତିଯୋଦ୍ଧାଙ୍କ ଲଢେଇ ଜାରି ରହିଛି। ଏହି ସମୟରେ ଚାଷୀ ନେତା ରାକେଶ ଟିକାୟତ ଗାଜିପୁର ସୀମାରେ ପହଞ୍ଚି ଏହି ପ୍ରତିବାଦରେ ସମ୍ପୃକ୍ତ କୃଷକ ଏବଂ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ଗାଜିପୁର ସୀମାରେ ଚାଷୀଙ୍କୁ ସମ୍ବୋଧିତ କରିବାବେଳେ…

ଜନ୍ତର ମନ୍ତରରେ ଉତ୍ତେଜନା, କେତେଜଣ କୁସ୍ତିଯୋଦ୍ଧା ଅଟକ, ବଜରଙ୍ଗ ପୁନିଆ କହିଲେ ଆମକୁ ଗୁଳି କର

ନୂଆଦିଲ୍ଲୀ,୨୮।୫: ଦିଲ୍ଲୀର ଜନ୍ତର ମନ୍ତରରେ ନୂଆ ସଂସଦ ଭବନ ସାମ୍ନାରେ ରେସଲରମାନେ ମହାପଞ୍ଚାୟତ କରିବାକୁ ଯାଉଥିବା ସମୟରେ ପୋଲିସ ସେମାନଙ୍କୁ ଅଟକାଇ ଦେଇଛି। ଏହାପରେ ସେଠାରେ ଉତ୍ତେଜନା ପରିସ୍ଥିତି ଉପୁଜିଛି। କୁସ୍ତିଯୋଦ୍ଧାମାନେ ପୋଲିସ ବାରିକେଡକୁ ପାର ହୋଇ ଯିବାକୁ ଚେଷ୍ଟା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?