ଜାତୀୟ

କୋର୍ଟଙ୍କ ରାୟ ପରେ ସାମ୍ନାକୁ ଆସିଲା ଭାଜପା ନେତାଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୮।୩: ଉମେଶ ପାଲ ଅପହରଣ ମାମଲାରେ ପ୍ରୟାଗରାଜର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ରାୟ ପ୍ରକାଶ କରିଛନ୍ତି। ୧୭ ବର୍ଷ ପୁରୁଣା ମାମଲାରେ ଅତିକ ଅହମ୍ମଦଙ୍କ ସମେତ ୩ଜଣଙ୍କୁ କୋର୍ଟ ମଙ୍ଗଳବାର ଦୋଷୀ ସାବ୍ୟସ୍ତ କରିଛନ୍ତି। ସେହିପରି ଅତିକଙ୍କ ଭାଇ ଅଶରଫଙ୍କ ସମେତ ୭…

ଅମ୍ରିତ୍‌ପାଲଙ୍କ ସହ ପୂର୍ବତନ ପାକିସ୍ତାନ ଆର୍ମି ମୁଖ୍ୟଙ୍କ ପୁଅ ସହିତ ରହିଛି ଲିଙ୍କ୍‌

ନୂଆଦିଲ୍ଲୀ,୨୮।୩: ପୋଲିସକୁ ଚକ୍‌ମା ଦେଇ ଫେରାର ଥିବା ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂଙ୍କ ସମର୍ଥନରେ ବିଦେଶରେ ଖଲିସ୍ତାନୀ ସମର୍ଥକ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏଭଳିସ୍ଥିତିରେ ଅମ୍ରିତ୍‌ପାଲଙ୍କ ସହ ପାକିସ୍ତାନ ପୂର୍ବତନ ଆର୍ମି ମୁଖ୍ୟ କମର ଜାଭେଦ ବାଜଓ୍ବାଙ୍କ ପୁଅ ସହିତ ଲିଙ୍କ୍‌…

୧୧ ହଜାର ମୁହାଁ ସକ୍ରିୟ ମାମଲା, ୩୨ ଜିଲାରେ ସଂକ୍ରମଣ ହାର ୧୦ ପ୍ରତିଶତ…

ନୂଆଦିଲ୍ଲୀ, ୨୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ…

ଅତିକଙ୍କୁ ଆଜୀବନ ଜେଲ

ପ୍ରୟାଗରାଜ,୨୮।୩: ଉତ୍ତରପ୍ରଦେଶ ପ୍ରୟାଗରାଜର ଏମ୍‌ପି-ଏମ୍‌ଏଲ୍‌ଏ କୋର୍ଟ ମଙ୍ଗଳବାର ଉମେଶ ପାଲଙ୍କ ଅପହରଣ ଏବଂ ହତ୍ୟା ମାମଲାର ଶୁଣାଣି କରିଛନ୍ତି। ବାହୁବଳୀ ଅତିକ ଅହମ୍ମଦଙ୍କ ସମେତ ୩ଜଣ ଅଭିଯୁକ୍ତ ହନିଫ, ଦିନେଶ ପାସିଙ୍କୁ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲା ଗତ…

ମହାରାଷ୍ଟ୍ରରେ ବଢୁଛି କୋଭିଡ୍‌ ସଂକ୍ରମଣ

ମୁମ୍ବାଇ, ୨୮ା୩: ମହାରାଷ୍ଟ୍ରରେ କୋଭିଡ୍‌ ସଂକ୍ରମଣ ବଢୁଥିବାରୁ ମୁମ୍ବାଇର କେତେକ ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର କୋଭିଡ୍‌ ଓ୍ବାର୍ଡ ଖୋଲାଯାଇଛି। ଏପରିକି ହସ୍ପିଟାଲରେ ମାସ୍କ ବ୍ୟବହାର ଏବଂ କୋଭିଡ୍‌ ପରୀକ୍ଷା ବଢ଼ାଇ ଦିଆଯାଇଛି। ଶନିବାର ମହାରାଷ୍ଟ୍ରରେ ୪୩୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ…

ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ପ୍ରତିକ୍ରିୟା ରଖିଲେ ରାହୁଲ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ତାଙ୍କ ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ବର୍ତ୍ତମାନ ରାହୁଲ ଗାନ୍ଧୀ ଏହାକୁ ନେଇ ନିଜର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ନିର୍ଦ୍ଦେଶକୁ ପାଳନ କରିବେ। ଏଥିସହ ଲୋକ ସଭାର ଉପସଚିବଙ୍କୁ…

ଶୁଣାଣି ପାଇଁ ଆଉ କିଛି ନାହିଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୩: ଉତ୍ତରପ୍ରଦେଶରେ ନିଜ ଜୀବନ ପ୍ରତି ବିପଦ ଥିବା ଦର୍ଶାଇ ଅତିକ ଅହମ୍ମଦଙ୍କ ଆବେଦନର ଶୁଣାଣି କରିବାକୁ ମଙ୍ଗଳବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଗୁଜୁରାଟ ଜେଲରୁ ଉତ୍ତରପ୍ରଦେଶକୁ ଅଣାଯାଇଥିବା ଅତିିକ ନିଜ ସୁରକ୍ଷା ପାଇଁ କୋର୍ଟଙ୍କୁ ଅନୁରୋଧ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟ…

୧୧ଟି ଭାଷାରେ ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ପ୍ରକାଶ କଲା ଏଏପି

ନୂଆଦିଲ୍ଲୀ,୨୮।୩: ଆମ ଆଦମୀ ପାର୍ଟି(ଏଏପି) ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ୧୧ଟି ଭାଷାରେ ପ୍ରକାଶ କରିଛି। ତେବେ ୩୦ ମାର୍ଚ୍ଚ ସୁଦ୍ଧା ‘ମୋଦି ହଟାଓ ଦେଶ ବଞ୍ଚାଓ’ର ପୋଷ୍ଟର ସାରା ଦେଶରେ ଲଗାଇବାକୁ ଏଏପି ଯୋଜନା ପ୍ରସ୍ତୁତ କରିଛି। ଦିଲ୍ଲୀରେ…

ରାହୁଲ ଗାନ୍ଧୀ ବିଦେଶରେ, ଦେଶରେ, ସଂସଦରେ ମିଛ କହିଛନ୍ତି, ଇଏ ହେଉଛନ୍ତି ସେହି ବ୍ୟକ୍ତି ଯିଏ…

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ। ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରି କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅପମାନିତ କରିବା ସହ ରାହୁଲ ଗାନ୍ଧୀ…

ଯଦି ରାହୁଲ ଚାହାଁନ୍ତି,ମୋ ବଙ୍ଗଳା ଖାଲି କରିଦେବି: ଖାର୍ଗେ

ନୂଆଦିଲ୍ଲୀ,୨୮।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ପରେ ତାଙ୍କୁ ଏକ ମାସ ମଧ୍ୟରେ ସରକାରୀ ବଙ୍ଗଳା ଖାଲି କରିବାକୁ ଲୋକ ସଭାର ଗୃହ କମିଟି ସୋମବାର ନୋଟିସ ଜାରି କରିଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ…

ଗତ ୨୪ ଘଣ୍ଟାରେ ଦେଶରେ ୧,୫୬୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୮।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୫୬୯ ନୂଆ କରୋନା ମାମଲା ଚିହ୍ନଟ…

ରାହୁଲ ଗାନ୍ଧୀ ବିବାଦ ଉପରେ ନଜର ରଖିଛି ଆମେରିକା

ନ୍ୟୁୟର୍କ/ନୂଆଦିଲ୍ଲୀ,୨୮।୩: ଆମେରିକା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମାମଲା ଉପରେ ନଜର ରଖିଛି ବୋଲି ଆମେରିକାରବୈଦେଶିକ ବିଭାଗର ଉପମୁଖପାତ୍ର ବେଦାନ୍ତ ପଟେଲ କହିଛନ୍ତି। ଆଇନର ଶାସନ ଏବଂ ନ୍ୟାୟିକ ସ୍ବାଧୀନତା ପ୍ରତି ସମ୍ମାନ ହେଉଛି ଯେକୌଣସି ଗଣତନ୍ତ୍ରର ମୂଳଦୁଆ। ଭାରତୀୟ ଅଦାଲତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri