କଥା ଶୁଣିଲେନି ଭାଉଜ, ଚା’ କରିବାକୁ ମନା କରିବାରୁ ପିଟିପିଟି ମାରିଦେଲେ ଦିଅର
ଭୋପାଳ,୨୦।୩: ମଧ୍ୟପ୍ରଦେଶର ସଲାମତପୁର ପୋଲିସ ଷ୍ଟେସନ ଅଧୀନରେ ଥିବା ଖୋହା ଗାଁରେ ଭାଉଜଙ୍କୁ ହତ୍ୟା କରିଛନ୍ତି ନିଜ ଦିଅର। ରିପୋର୍ଟ ଅନୁସାରେ, ଖୋହା ବାସିନ୍ଦା ଖେମଚାନ୍ଦ ମାଲବ୍ୟ ସକାଳେ କ୍ଷେତରେ କାମ କରିବା ପାଇଁ ଘରୁ ବାହାରିଥିଲେ। ତାଙ୍କ ସ୍ତ୍ରୀ ପୂଜା…
୬ବର୍ଷ ପରେ ଭାରତ-ଚାଇନା ସୀମାରେ ବଡ଼ ହଲଚଲ, ହେବ କି ଯୁଦ୍ଧ?
ନୂଆଦିଲ୍ଲୀ,୨୦।୩: ଭାରତ ଏବଂ ଚାଇନା ମଧ୍ୟରେ ବାଣିଜ୍ୟ ସମ୍ପର୍କିତ ଏକ ନୂତନ ସୂଚନା ସାମ୍ନାକୁ ଆସିଛି। ଉଭୟ ଦେଶ ଉତ୍ତରାଖଣ୍ଡର ଲିପୁଲେଖ ସୀମାକୁ ପୁନର୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଗତ ଛଅ ବର୍ଷ ଧରି ବନ୍ଦ ରହିଛି। କୋଭିଡ-୧୯ ମହାମାରୀ…
ADR ରିପୋର୍ଟ, ୭୩ ରାଜ୍ୟ ସଭା ସଦସ୍ୟଙ୍କ ନାମରେ ଆପରାଧିକ ମାମଲା
ନୂଆଦିଲ୍ଲୀ,୨୦।୩(ପି.ଟି.): ରାଜ୍ୟ ସଭାର ମୋଟ ସଦସ୍ୟ ସଂଖ୍ୟାର ପ୍ରାୟ ୩୨ ପ୍ରତିଶତଙ୍କ ନାମରେ ଆପରାଧିକ ମାମଲା ରହିଥିଲାବେଳେ ୧୪ ପ୍ରତିଶତ ଅରବପତି ବୋଲି ଆସୋସିଏଶନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ (ଏଡିଆର୍) ରିପୋର୍ଟରୁ ଜଣାପଡ଼ିଛି । ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ…
ଏଚ୍ଡିଏଫ୍ସି ବ୍ୟାଙ୍କ ଅଧ୍ୟକ୍ଷଙ୍କ ଇସ୍ତଫା
ନୂଆଦିଲ୍ଲୀ,୨୦।୩: ଏଚ୍ଡିଏଫ୍ସି ବ୍ୟାଙ୍କର ପାର୍ଟଟାଇମ୍ ଅଧ୍ୟକ୍ଷ ଅତନୁ ଚକ୍ରବର୍ତ୍ତୀ ବୁଧବାର ଅଚାନକ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ବ୍ୟାଙ୍କର ପ୍ରଶାସନ, ମନୋନୟନ ଓ ବେତନ କମିଟି ଅଧ୍ୟକ୍ଷଙ୍କୁ ପତ୍ର ଲେଖି ଅତନୁ ଦର୍ଶାଇଛନ୍ତି, ଗତ ୨ ବର୍ଷ ହେଲା ସେ…
ଆଧାର ଅପ୍ଡେଟ୍ ସମୟସୀମା ଧାର୍ଯ୍ୟ କର, UIDAIକୁ ସିଇସିଙ୍କ ପରାମର୍ଶ
ନୂଆଦିଲ୍ଲୀ,୨୦।୩(ପି.ଟି.): ଆଧାର ସଂକ୍ରାନ୍ତ ବିବରଣୀ ଅପ୍ଡେଟ୍ (ଅଧୁନାତନ)ରେ ବିଳମ୍ବ ଘଟୁଥିବାରୁ କେନ୍ଦ୍ରୀୟ ସୂଚନା ଆୟୋଗ(ସିଇସି) ଏ ନେଇ ସମୟସୀମା ଧାର୍ଯ୍ୟ କରିବାକୁ ଏକକ ପରିଚୟପତ୍ର କର୍ତ୍ତୃପକ୍ଷ (ୟୁଆଇଡିଏଆଇ)ଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହିତ ଅଭିଯୋଗ ସମାଧାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଉପରେ ଆୟୋଗ…
ମମତାଙ୍କ ପାଇଁ ଭାଜପାର ‘ଚକ୍ରବ୍ୟୁହ’: ଏପଟେ ଶୁଭେନ୍ଦୁ, ସେପଟେ ହୁମାୟୁନଙ୍କ ମୁସଲିମ୍ କାର୍ଡ, ଅସୁବିଧା…
କୋଲକାତା,୧୯।୩: ପଶ୍ଚିମବଙ୍ଗ ରାଜନୀତିରେ ଗୁରୁବାର ଏକ ବଡ଼ ଧରଣର ହଲଚଲ ଦେଖିବାକୁ ମିଳିଛି। ଆଗାମୀ ବିଧାନସଭା ନିର୍ବାଚନ ପାଇଁ ଭବାନୀପୁର ଆସନ ଏବେ ହଟ୍ସ୍ପଟ ପାଲଟିଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ଭାଜପା ପୁଣିଥରେ ଶୁଭେନ୍ଦୁ ଅଧିକାରୀଙ୍କୁ ମଇଦାନକୁ ଓହ୍ଲାଇ ଏକ…
ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…
ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି ରହିଥିଲେ ସୁଦ୍ଧା ଆନ୍ତର୍ଜାତୀୟ ବଜାରର ପ୍ରଭାବ ଯୋଗୁ ଉଭୟ ଧାତୁର ମୂଲ୍ୟ ଅନେକ…
ଶେୟାର ମାର୍କେଟ୍ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ
ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ପ୍ରାରମ୍ଭିକ କାରବାରରେ, ଉଭୟ ବେଞ୍ଚମାର୍କ ସୂଚକାଙ୍କ ୨ ପ୍ରତିଶତରୁ ଅଧିକ ହ୍ରାସ…
ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍ କରିପାରେ ପାକ୍…
ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ ଆମେରିକାର ଗୁଇନ୍ଦା ସଂସ୍ଥାଗୁଡ଼ିକର ଏକ ସାମ୍ପ୍ରତିକ ରିପୋର୍ଟରୁ ଆସିଛି। ଏହି ରିପୋର୍ଟ ପ୍ରକାଶ…
ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର
ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା ସଚେତନତାକୁ ଅଧିକ ପ୍ରଭାବୀ କରିବେ ବାଲୁକା ଶିଳ୍ପୀ ସୁଦର୍ଶନ। ବାଲୁକା କଳା ମଧ୍ୟରେ…
ଘନେଇଲା ୩ୟ ବିଶ୍ୱଯୁଦ୍ଧର ଭୟ: ଯୁଦ୍ଧକୁ ଡେଇଁବେ ଭାରତ-ପାକିସ୍ତାନ?
ନୂଆଦିଲ୍ଲୀ,୧୯।୩: “ତୃତୀୟ ବିଶ୍ୱ” ବା ଥାର୍ଡ ଓ଼୍ବାଲର୍ଡ ଏହା ପ୍ରାୟତଃ ପଛୁଆତା କିମ୍ୱା ଦାରିଦ୍ର୍ୟ ସହିତ ଜଡିତ ଏକ ଶବ୍ଦ; ତଥାପି, ଆପଣ କ’ଣ ଜାଣନ୍ତି ଯେ ଏହି ଶବ୍ଦଟି ଏକ ଆର୍ଥିକ ସଙ୍କଟରୁ ଉତ୍ପନ୍ନ ହୋଇନଥିଲା, ବରଂ ଏକ ଭୟଙ୍କର…
ଯୁଦ୍ଧରେ ଭାରତକୁ ସମର୍ଥନ… ଯୁଦ୍ଧ ଭିତରେ ପୁଟିନ୍ଙ୍କ ବଡ଼ ବୟାନ, ଟ୍ରମ୍ପ ଛାନିଆ!
ନୂଆଦିଲ୍ଲୀ,୧୯।୩: ଇସ୍ରାଏଲ ଇରାନ ଉପରେ ଆକ୍ରମଣକୁ ତୀବ୍ର କରୁଥିବାରୁ, ମଧ୍ୟପ୍ରାଚ୍ୟରେ ସଂଘର୍ଷ କ୍ରମଶଃ ଭୟଙ୍କର ହେବାରେ ଲାଗିଛି। ଇସ୍ରାଏଲ ଏକ ଇରାନୀ ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ କରିବା ପରେ, ଇରାନ ଆରବ ରାଷ୍ଟ୍ରଗୁଡ଼ିକରେ ତୈଳ ଏବଂ ଗ୍ୟାସ ସୁବିଧାକୁ ଟାର୍ଗେଟ…
Archives


