ଜାତୀୟ

ବିରୋଧୀ ଏକତା ବଢ଼ାଇବାକୁ ଗୁରୁତ୍ୱ

ନୂଆଦିଲ୍ଲୀ,୨୩।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ସୋମବାର ଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ଖାର୍ଗେଙ୍କ ବାସଭବନରେ ହୋଇଥିବା ଏହି ସାକ୍ଷାତ ଅବସରରେ ବିରୋଧୀ ଏକତା ଉପରେ ଗୁରୁତ୍ୱାରୋପ କରାଯାଇଥିବା ଏବଂ ଆଗାମୀ ଦିନରେ…

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ ତାଙ୍କ ଡେପୁଟି ବା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ…

ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍‌ ଚାଲିନି

ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍‌ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର ଜିଲାର ଲାଡ୍‌ନୁନ୍‌ଠାରେ ରାଜସ୍ଥାନ ଭାଜପା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ…

ଗୁଜରାଟ ଦଙ୍ଗା ଡକ୍ୟୁମେଣ୍ଟାରି: ବିବିସିକୁ ହାଇକୋର୍ଟ ସମନ

ନୂଆଦିଲ୍ଲୀ, ୨୩ା୫: ୨୦୦୨ ଗୁଜରାଟ ଦଙ୍ଗା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବ୍ରିଟିଶ ବ୍ରଡ୍‌କାଷ୍ଟିଂ କର୍ପୋରେଶନ (ବିବିସି)ର ଡକ୍ୟୁମେଣ୍ଟାରି ବିରୋଧରେ କରାଯାଇଥିବା ମାନହାନି ମାମଲାରେ ଦିଲ୍ଲୀ ହାଇକୋର୍ଟ ସୋମବାର ଏହାକୁ ସମନ ଜାରି କରିଛନ୍ତି। ଗୁଜରାଟର ଏନ୍‌ଜିଓ ଜଷ୍ଟିସ୍‌ ଫର୍‌…

ଆସାମରୁ ଏଏଫ୍‌ଏସ୍‌ପିଏ ସମ୍ପୂର୍ଣ୍ଣ ଉଠିବ

ନୂଆଦିଲ୍ଲୀ, ୨୩ା୫: ଆସାମ ଆଇନ ଶୃଙ୍ଖଳା ସ୍ଥିତିରେ କ୍ରମାଗତ ଭାବେ ଉନ୍ନତି ଘଟୁଛି। ଚଳିତ ବର୍ଷ ଶେଷ ସୁଦ୍ଧା ସମଗ୍ର ରାଜ୍ୟରୁ ସଶସ୍ତ୍ର ବଳ ସ୍ବତନ୍ତ୍ର କ୍ଷମତା ଆଇନ (ଏଏଫ୍‌ଏସ୍‌ପିଏ) ପ୍ରତ୍ୟାହୃତ ହେବ ବୋଲି ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ସୋମବାର…

ଅଧ୍ୟାଦେଶ ବିରୋଧରେ ରାଲି କରିବ ଏଏପି

ନୂଆଦିଲ୍ଲୀ, ୨୩ା୫: ସେବା ଅଧିକାରୀ ନିଯୁକ୍ତି ଓ ବଦଳି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏଏପି ସରକାର ସପକ୍ଷରେ ରାୟ ଦେଇଥିବାବେଳେ ଏହାକୁ ଅକାମୀ କରିଦେବା ଲାଗି କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଛନ୍ତି। ରାଜ୍ୟ ସଭାରେ ଉକ୍ତ ଅଧ୍ୟାଦେଶକୁ ଗୃହୀତ କରାଇ ନ ଦେବା…

ବିଷ୍ଣୋଇ ଗ୍ୟାଙ୍ଗ୍‌ର ୪ ଶୁଟର ଗିରଫ

ଚଣ୍ଡିଗଡ଼, ୨୩ା୫: ଗ୍ୟାଙ୍ଗ୍‌ଷ୍ଟର ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ୍‌ର ୪ ଜଣ ଶୁଟରଙ୍କୁ ପଞ୍ଜାବ ପୋଲିସ୍‌ର ଆଣ୍ଟି-ଗ୍ୟାଙ୍ଗ୍‌ଷ୍ଟର ଟାସ୍କଫୋର୍ସ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମେହଫୁଜ୍‌ ଓରଫ ବିଶାଲ ଖାନ୍‌, ମନ୍‌ଜିତ ସିଂ, ଅଙ୍କିତ୍‌ ଏବଂ ଗୋଲ୍ଡି। ମେହଫୁଜ୍‌ ଓ ମନ୍‌ଜିତଙ୍କ…

ଫିଲ୍ମ ପର୍ଯ୍ୟଟନ ବୃଦ୍ଧିକୁ ଗୁରୁତ୍ୱ

ଶ୍ରୀନଗର, ୨୩।୫: ଜମ୍ମୁ ଓ କଶ୍ମୀରର ଶ୍ରୀନଗରସ୍ଥିତ ଶେର-ଇ-କଶ୍ମୀର ଅନ୍ତର୍ଜାତୀୟ ସମ୍ମେଳନ କେନ୍ଦ୍ରରେ ସୋମବାର ଅତି କଡ଼ା ସୁରକ୍ଷା ମଧ୍ୟରେ ଜି୨୦ ପର୍ଯ୍ୟଟନ କାର୍ଯ୍ୟଗୋଷ୍ଠୀ ବୈଠକ ଆରମ୍ଭ ହୋଇଛି। ଜମ୍ମୁ ଓ କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ହେବା ପରେ…

୧୨୧କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ କଲା ଇଡି

ନୂଆଦିଲ୍ଲୀ, ୨୩ା୫(ପି.ଟି.): ଛତିଶଗଡ଼ ମଦ ଦୁର୍ନୀତି ମାମଲାର ମନିଲଣ୍ଡରିଂ ଦିଗ ଉପରେ ତଦନ୍ତ କରୁଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ରାୟପୁର ମେୟରଙ୍କ ବଡ଼ଭାଇ ଅନଓ୍ବର ଧେବାର ଏବଂ ଛତିଶଗଡ଼ ରାଜ୍ୟ ମାର୍କେଟିଂ କର୍ପୋରେଶନ ଲିଃର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ଆଇଏଏସ୍‌ ଅଫିସର…

ସିବିଆଇ ତଦନ୍ତ ବିରୋଧରେ ସୁପ୍ରିମକୋର୍ଟ ଗଲେ ଅଭିଷେକ

ନୂଆଦିଲ୍ଲୀ, ୨୩ା୫: ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାର ସିବିଆଇ ତଦନ୍ତ ବିରୋଧରେ ବରିଷ୍ଠ ଟିଏମ୍‌ସି ନେତା ଅଭିଷେକ ବାନାର୍ଜୀ ସୋମବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥାର ଜେରା ବିରୋଧରେ ତାଙ୍କ ଆବେଦନର ଶୁଣାଣି କରିବାକୁ ସର୍ବୋଚ୍ଚ ଅଦାଲତ ରାଜି…

ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍‌ଏସ୍‌ଏସ୍‌ ସରକାରରେ…

ଅଧ୍ୟାଦେଶ ବିରୋଧରେ ରାଲି କରିବ ଏଏପି

ନୂଆଦିଲ୍ଲୀ, ୨୨ା୫: ସେବା ଅଧିକାରୀ ନିଯୁକ୍ତି ଓ ବଦଳି ପ୍ରସଙ୍ଗରେ ସୁପ୍ରିମକୋର୍ଟ ଏଏପି ସରକାର ସପକ୍ଷରେ ରାୟ ଦେଇଥିବାବେଳେ ଏହାକୁ ଅକାମୀ କରିଦେବା ଲାଗି କେନ୍ଦ୍ର ସରକାର ଅଧ୍ୟାଦେଶ ଆଣିଛନ୍ତି। ରାଜ୍ୟ ସଭାରେ ଉକ୍ତ ଅଧ୍ୟାଦେଶକୁ ଗୃହୀତ କରାଇ ନ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?