ନିର୍ବାଚନ ଫଳାଫଳ ନେଇ ଆମେ ଖୁସି ନୁହଁ, ଆମ ଘରକୁ ଆସନି: ଶିବକୁମାର…
ବେଙ୍ଗାଲୁରୁ,୨୧।୫ : କର୍ନାଟକରେ ସିଦ୍ଦାରାମାୟା ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଚେୟାରରେ ବସିଥିବାବେଳେ ଡି.କେ ଶିବକୁମାରଙ୍କୁ ଉପମୁଖ୍ୟ ମୁଖ୍ୟମନ୍ତ୍ରୀ ପଦରେ ସନ୍ତୁଷ୍ଟ ହେବାକୁ ପଡିଛି। କର୍ନାଟକ ବିଧାନସଭା ନିର୍ବାଚନ ୨୦୨୩ ରେ କଂଗ୍ରେସ ଏକକ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ ଶିବକୁମାର…
କୌଣସି ଭାଜପା ନେତାଙ୍କର ଆତଙ୍କବାଦୀ ଆକ୍ରମଣରେ ହୋଇନାହିଁ ମୃତ୍ୟୁ: ସିଦ୍ଦାରାମାୟା…
ବେଙ୍ଗାଲୁରୁ,୨୧।୫ : କର୍ନାଟକର ନୂତନ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ରାଜୀବ ଗାନ୍ଧୀଙ୍କ ମୃତ୍ୟୁ ବାର୍ଷିକୀରେ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବଳ ଆତଙ୍କବାଦ ଉପରେ କଥାବାର୍ତ୍ତା କରୁଛନ୍ତି, କିନ୍ତୁ ଆଜି ପର୍ଯ୍ୟନ୍ତ ଆତଙ୍କବାଦୀ ଆକ୍ରମଣରେ କୌଣସି ଭାଜପା…
ଜି-୭ ସମ୍ମିଳନୀରେ ପରିବେଶର ବାର୍ତ୍ତା ଦେଲେ ମୋଦି, ପିନ୍ଧିଲେ ସ୍ବତନ୍ତ୍ର ଜ୍ୟାକେଟ୍
ନୂଆଦିଲ୍ଲୀ/ଟୋକିଓ,୨୧ା୫: ଜି-୭ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ ଗସ୍ତରେ ଅଛନ୍ତି। ଏହି ସମୟରେ ସେ ନିଜ ପୋଷାକ ମାଧ୍ୟମରେ ପରିବେଶର ବାର୍ତ୍ତା ବାଣ୍ଟିଛନ୍ତି। ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ରିସାଇକ୍ଲିଡ୍ ସାମଗ୍ରୀରେ ନିର୍ମିତ ଏକ ସ୍ବତନ୍ତ୍ର ଜ୍ୟାକେଟ୍…
ଏକାଠି ହେବେ ୩ ରାଜ୍ୟର ଖାପ ନେତା, ଧାରଣାରେ ବସିଥିବା ରେସଲରଙ୍କ ପାଇଁ ଗଠନ କରିବେ କମିଟି
ଚଣ୍ଡିଗଡ଼,୨୧।୫: ଚୌବିସି ସର୍ଭ ଖାପ ପଞ୍ଚାୟତର ପ୍ରଧାନ ମେହର ସିଂ ନମ୍ବରଦାରଙ୍କ ଆହ୍ବାନରେ ହରିୟାଣା, ଉତ୍ତର ପ୍ରଦେଶ ଓ ରାଜସ୍ଥାନର ଖାପ ପ୍ରତିନିଧି ରବିବାର ମେହମର ଐତିହାସିକ ଚୌବିସି ଚବୁତରାରେ ପହଞ୍ଚିବେ। ଏମାନଙ୍କ ସଂଖ୍ୟା ପ୍ରାୟ ୧୫୦୦ ହୋଇପାରେ। ଜନ୍ତର ମନ୍ତରରେ…
‘ଉଦ୍ଧବଙ୍କ ଫାର୍ମ ହାଉସରେ ଟଙ୍କାର ଗୋଦାମ, ସେହିଠାରେ ରହିଛି ୨୦୦୦ଟଙ୍କିଆ ନୋଟ’, ନିତେଶ ରାଣାଙ୍କ ଅଭିଯୋଗ
ମୁମ୍ବାଇ,୨୧।୫: ଭାରତୀୟ ଜନତା ପାର୍ଟି(ଭାଜପା)ର ବିଧାୟକ ନିତେଶ ରାଣେ ଶିବସେନା(ଉଦ୍ଧବ ବାଲାସାହେବ ଠାକରେ)ର ସୁପ୍ରିମୋ ଉଦ୍ଧବ ଠାକରେଙ୍କ ଉପରେ ବଡ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି ଉଦ୍ଧବ ଠାକରେଙ୍କ କର୍ଜତ ଫାର୍ମ ହାଉସରେ ଅଣ୍ଡରଗ୍ରାଉଣ୍ଡ ଟଙ୍କାର ଗୋଦାମ କରାଯାଇଛି, ଯାହାର ଯାଞ୍ଚ…
ନୂଆ ପାର୍ଲାମେଣ୍ଟ ବିଲଡିଂର ଉଦଘାଟନ ରାଷ୍ଟ୍ରପତି କରିବା ଉଚିତ ପ୍ରଧାନମନ୍ତ୍ରୀ ନୁହେଁ: ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୧।୫: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ସେ କହିଛନ୍ତି ପାର୍ଲାମେଣ୍ଟ ବିଲଡିଂର ଉଦ୍ଘାଟନ ମହାମହିମ ରାଷ୍ଟ୍ରପତି କରିବା ଉଚିତ, ପ୍ରଧାନମନ୍ତ୍ରୀ ନୁହେଁ। ସୂଚନାଯୋଗ୍ୟ, ୨୮ ମେ’ରେ ନବ ନିର୍ମିତ ପାର୍ଲାମେଣ୍ଟ…
ବିଦେଶରେ ମୋଦିଙ୍କୁ ପ୍ରଶଂସା
ନୂଆଦିଲ୍ଲୀ/ଟୋକିଓ,୨୧ା୫: ଜାପାନର ହିରୋସିମାଠାରେ ଚାଲିଥିବା ଜି-୭ ବୈଠକରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇଥିଲେ। ଏଠାରେ ସେ ଅନେକ ଦେଶର ବଡ଼ ବଡ଼ ନେତାଙ୍କୁ ଭେଟିଥିଲେ। ଜୋ- ବାଇଡେନଙ୍କଠାରୁ ଆରମ୍ଭ କରି ୟୁକ୍ରେନ ରାଷ୍ଟ୍ରପତି ଜେଲେନ୍ସ୍କିଙ୍କ ସହ ମଧ୍ୟ ମୋଦିଙ୍କର…
ନିର୍ଦ୍ଧାରିତ ସମୟର ଅଧଘଣ୍ଟା ପୂର୍ବରୁ କେଜରିଓ୍ବାଲଙ୍କୁ ଭେଟିବାକୁ ପହଞ୍ଚିଲେ ନୀତୀଶ କୁମାର, ସାଙ୍ଗରେ ଅଛନ୍ତି ତେଜସ୍ବୀ ଯାଦବ
ନୂଆଦିଲ୍ଲୀ,୨୧।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ଦିଲ୍ଲୀ ଗସ୍ତ କରିଛନ୍ତି। ଏହି ସମୟରେ ସେ ଆମ ଆଦମୀ ପାର୍ଟି (ଏଏପି)ସଂଯୋଜକ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ଭେଟିବାକୁ ପହଞ୍ଚିଛନ୍ତି। ତାଙ୍କ ସହ ତେଜସ୍ବୀ ଯାଦବ, ସଞ୍ଜୟ ଝା, ମନୋଜ…
ବିଦେଶ ଗସ୍ତରେ ମୋଦିଙ୍କୁ ମିଳିବ ‘ଦୁର୍ଲଭ’ ସମ୍ମାନ, ହାତ ଗଣତି ନେତାଙ୍କୁ ମିଳିଥାଏ ଏହି ସମ୍ମାନ
ନୂଆଦିଲ୍ଲୀ,୨୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩ଟି ଦେଶର ଗସ୍ତ କାର୍ଯ୍ୟକ୍ରମକୁ ନେଇ ପ୍ରଥମେ ଜାପାନରେ ପହଞ୍ଚିଛନ୍ତି। ସେଠାରେ ସେ ଜାପାନର ହିରୋଶିମା ସହରରେ ଆୟୋଜିତ ଜି-୭ ଶିଖର ସମ୍ମିଳନୀରେ ଯୋଗ ଦେଇଛନ୍ତି। ଏହାପରେ ମୋଦି ହିନ୍ଦ ପ୍ରଶାନ୍ତ ମହାସାଗର ସ୍ଥିତ ଦେଶ…
କେଜରିଓ୍ବାଲଙ୍କୁ ଭେଟିବେ ନୀତୀଶ
ନୁଆଦିଲ୍ଲୀ,୨୧।୫: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରବିବାର ସକାଳ ୧୧ଟା ୩୦ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କୁ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ସାକ୍ଷାତ୍ କରିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଏପ୍ରିଲରେ ନୀତୀଶ କୁମାର ଅରବିନ୍ଦ କେଜରିଓ୍ବାଙ୍କୁ ସାକ୍ଷାତ୍ କରିଥିଲେ।…
ବଜାରରେ ରେନୋ କାଇଗରର ପରିବର୍ଦ୍ଧିତ ରେଞ୍ଜ
ନୂଆଦିଲ୍ଲୀ,୨୧।୫: ଅନ୍ତଃରାଷ୍ଟ୍ରୀୟ ଅଟୋମୋବାଇଲ କମ୍ପାନୀ ରେନୋଲ୍ଟ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍(ରେନୋ)ର ଲୋକପ୍ରିୟ ଏବଂ ପ୍ରମୁଖ ଭାରିଆଣ୍ଟ ରେନୋ କାଇଗରର ପରିବର୍ଦ୍ଧିତ ରେଞ୍ଜକୁ ନିକଟରେ ବଜାର ପ୍ରବେଶ କରାଯାଇଛି। ସେହିଭଳି ବର୍ତ୍ତମାନ ରେନୋ କାଇଗରର ଆର୍ଏକ୍ସଟି(ଓ) ଏମ୍ଟି ଭାରିଆଣ୍ଟ ବଜାରରେ ଉପଲବ୍ଧ ହେଉଛି।…
ଅଭିଷେକଙ୍କୁ ୬ ଘଣ୍ଟା ଜେରା
କୋଲକାତା,୨୦।୫:ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର ତୃଣମୂଳ କଂଗ୍ରେସ ନେତା ଅଭିଷେକ ବାନାର୍ଜୀଙ୍କୁ ୬ ଘଣ୍ଟା ଜେରା କରିଛି। କୋଲକାତା ନିଜାମ ପ୍ୟାଲେସ୍ସ୍ଥିତ ସିବିଆଇ କାର୍ଯ୍ୟାଳୟକୁ ଯିବା ପୂର୍ବରୁ ଅଭିଷେକ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋକୁ ଏକ…

