ଜାତୀୟ

୨୨ ପାକିସ୍ତାନୀ କଏଦୀଙ୍କୁ ମୁକ୍ତ କଲା ଭାରତ

ନୂଆଦିଲ୍ଲୀ,୨୦।୫: ଭାରତ ସରକାର ୨୨ଜଣ ପାକିସ୍ତାନୀ କଏଦୀଙ୍କୁ ଜେଲଦଣ୍ଡ ଶେଷ ହେବା ପରେ ଶୁକ୍ରବାର ମୁକ୍ତ କରିଛନ୍ତି। ବିଏସ୍‌ଏଫ୍‌ ଯବାନଙ୍କ ଦ୍ୱାରା ଅଟ୍ଟାରୀ-ବାଘା ସୀମାରେ ଥିବା ସଂଯୁକ୍ତ ଚେକ୍‌ ପୋଷ୍ଟ(ଜେସିପି)ରେ କଏଦୀଙ୍କୁ ପାକିସ୍ଥାନୀ ଅଧିକାରୀଙ୍କୁ ହସ୍ତାନ୍ତର କରାଯାଇଛି। ତେବେ ପାକିସ୍ତାନୀ ହାଇ…

ସିଦ୍ଦାରାମାୟା, ଶିବକୁମାରଙ୍କ ସମେତ ଏହି ୮ ବିଧାୟକ ନେବେ ଶପଥ

ବେଙ୍ଗାଲୁରୁ,୨୦।୫: କିଛି ଘଣ୍ଟା ମଧ୍ୟରେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦାରାମାୟା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ଗ୍ରହଣ କରିବେ। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ନେତାମାନଙ୍କୁ ଆମନ୍ତ୍ରଣ କରିଛନ୍ତି। ଶନିବାର କର୍ନାଟକର…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପଶ୍ଚିମବଙ୍ଗରେ ସ୍କ୍ରିନିଂ ହେଉନାହିଁ ‘ଦ କେରଲା ଷ୍ଟୋରି’

କୋଲକାତା,୨୦।୫: ପଶ୍ଚିମବଙ୍ଗରେ ‘ ଦ କେରଲା ଷ୍ଟୋରି’ ସ୍କ୍ରିନିଂକୁ ସୁପ୍ରିମକୋର୍ଟ ଅନୁମତି ଦେଇଥିଲେ ମଧ୍ୟ ବିବାଦୀୟ ଫିଲ୍ମକୁ ସ୍କ୍ରିନିଂ କରିବାକୁ କୌଣସି ସିନେମା ହଲ ରାଜି ହୋଉନାହାନ୍ତି। ନିକଟରେ ସାମ୍ପ୍ରଦାୟିକ ଅଶାନ୍ତି ଭୟରେ ରାଜ୍ୟ ସରକାର ଏହି ଚଳଚ୍ଚିତ୍ର ଉପରେ ପ୍ରତିବନ୍ଧକ…

କଶ୍ମୀରରେ ଜି -୨୦ ବୈଠକକୁ ବିରୋଧ କରୁଛି ଚାଇନା

ଶ୍ରୀନଗର/ବେଜିଂ,୨୦।୫: ଭାରତ ଏଥର ଜି -୨୦ର ଅଧ୍ୟକ୍ଷତା କରୁଛି। ଏହି କ୍ରମରେ ଭାରତ ୨୨ ମେ’ରୁ ଜୁନ ୧୪ ତାରିଖ ପର୍ଯ୍ୟନ୍ତ କଶ୍ମୀରର ଶ୍ରୀନଗରରେ ଜି -୨୦ ବୈଠକ ଆୟୋଜନ କରିବାକୁ ଯାଉଛି। ଭାରତର ଏହି ଆୟୋଜନକୁ ଚାଇନା ତୀବ୍ର ବିରୋଧ…

ମାନିଲେ ସିସୋଡିଆ

ନୂଆଦିଲ୍ଲୀ,୨୦।୫: ଦିଲ୍ଲୀ ଅବକାରୀ ନୀତି ଅନିୟମିତତା ମାମଲାରେ ଜେଲରେ ବନ୍ଦଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ତଥା ଦିଲ୍ଲୀର ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆ ଡିଜିଟାଲ ତଥ୍ୟ ନଷ୍ଟ କରିଥିବା ମାନି ଯାଇଛନ୍ତି। ରିପୋର୍ଟ ଅନୁଯାୟୀ ସିସୋଡିଆ ସିବିଆଇ ସାମ୍ନାରେ ସ୍ବୀକାର…

ସିଦ୍ଦାରାମାୟା, ଶିବକୁମାରଙ୍କ ଶପଥ ଗ୍ରହଣ ଉତ୍ସବରେ ଦେଖିବାକୁ ମିଳିବ ବିରୋଧୀ ଏକତା

ନୂଆଦିଲ୍ଲୀ,୨୦।୫: କର୍ନାଟକ ବିଧାନସଭା ନିର୍ବାଚନରେ ସ୍ପଷ୍ଟ ବହୁମତ ମିଳିବା ପରେ ଶନିବାର କଂଗ୍ରେସ ରାଜ୍ୟରେ ସରକାର ଗଠନ କରିବାକୁ ଯାଉଛି। କିଛି ଘଣ୍ଟା ମଧ୍ୟରେ ସିଦ୍ଦାରାମାୟା ମୁଖ୍ୟମନ୍ତ୍ରୀ ଓ ଡିକେ ଶିବକୁମାର ଉପ ମୁଖ୍ୟମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ…

ଏସ୍‌ସିଙ୍କ ନିଷ୍ପତ୍ତି ପରେ ଦିଲ୍ଲୀରେ ଅଧିକାରୀଙ୍କ ସ୍ଥାନାନ୍ତର ପାଇଁ ଅଧ୍ୟାଦେଶ ଜାରି କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୦।୫: କେଜ୍‌ରିଓ୍ବାଲ ସରକାର ଏବଂ ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣରଙ୍କ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ଏକ ନୂତନ ଅଧ୍ୟାଦେଶ ପାରିତ କରିଛନ୍ତି। ଏହି ଅଧ୍ୟାଦେଶ ସହାୟତାରେ ବର୍ତ୍ତମାନ ଦିଲ୍ଲୀ ସରକାରଙ୍କ ଅଧିକାରକୁ କଡ଼ାକଡ଼ି କରାଯାଇଛି। ଅଧ୍ୟାଦେଶ ଜାରି କରିବା…

ସାରା ବିଶ୍ୱରେ ପୁଣି ମୋଦିଙ୍କ ଚର୍ଚ୍ଚା, ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ପଛରେ ପକାଇଲେ ଏହି ସୁପରପାଓ୍ବାର୍ସଙ୍କୁ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୦।୫: ଗ୍ଲୋବାଲ ଲିଡର ଆପ୍ରୁଭାଲରେଟିଂରେ ଏଥର ବି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟପରେ ଦେଖିବାକୁ ମିଳିଛି। ଆମେରିକା ସ୍ଥିତ କନସଲଣ୍ଟିଂ ଫର୍ମ ‘ମର୍ନିଂ କନସଲ୍ଟ’ର ଏକ ସର୍ଭେ ଅନୁଯାୟୀ ୭୮ ପ୍ରତିଶତ ରେଟିଂ ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ବିଶ୍ୱର ସବୁଠାରୁ ଲୋକପ୍ରିୟ ନେତା…

ଜାପାନରେ ଫୁମିଓ କିଶିଦାଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜି-୭ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଜାପାନର ହିରୋସିମା ଗସ୍ତରେ ଅଛନ୍ତି। ଜାପାନ ପ୍ରଧାନମନ୍ତ୍ରୀ ଫୁମିଓ କିଶିଦାଙ୍କ ନିମନ୍ତ୍ରଣରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ହିରୋସିମାରେ ପହଞ୍ଚିଛନ୍ତି। ଜି-୭ ବୈଠକରେ ଯୋଗଦେବା ପୂର୍ବରୁ ସେ ଫୁମିଓଙ୍କୁ…

ବିଶ୍ୱର ୫୦% ବୃହତ୍‌ ହ୍ରଦରେ କମୁଛି ଜଳସ୍ତର

ନୂଆଦିଲ୍ଲୀ, ୨୦।୫: ବିଶ୍ୱର ବୃହତ୍‌ ହ୍ରଦଗୁଡ଼ିକ ଶୁଖିବାରେ ଲାଗିଛି। ଜଳ ଅପଚୟ ଏବଂ ତାପମାତ୍ରା ବୃଦ୍ଧି ଏହାର ମୁଖ୍ୟ କାରଣ ବୋଲି ଆମେରିକାର ୟୁନିଭର୍ସିଟି ଅଫ୍‌ ଭର୍ଜିନିଆ ବିଶେଷଜ୍ଞଙ୍କ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରେ କୁହାଯାଇଛି। ପାଖାପାଖି ୫୦% ବୃହତ୍‌ ହ୍ରଦ…

ବିହାର ସରକାରଙ୍କୁ ମୂଳ ରେକର୍ଡ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫(ପି.ଟି.): ୧୯୯୪ରେ ବିହାର ଗୋପାଳଗଞ୍ଜ ଜିଲାପାଳ ଜି. କ୍ରିଷ୍ଣେୟାଙ୍କୁ ହତ୍ୟା ମାମଲାରେ ଆଜୀବନ ଜେଲଦଣ୍ଡ ଭୋଗୁଥିବା ପୂର୍ବତନ ଏମ୍‌ପି ଆନନ୍ଦ ମୋହନଙ୍କ ଦଣ୍ଡ କୋହଳ କରାଯାଇ ଅବଧି ପୂର୍ବରୁ ମୁକ୍ତ କରାଯିବା ଘଟଣାରେ ସୁପ୍ରିମକୋର୍ଟ ବିହାର ସରକାରଙ୍କୁ ଜବାବ ମାଗିଛନ୍ତି।…

ଜ୍ଞାନବାପି ଶିବଲିଙ୍ଗର କାର୍ବନ ଡେଟିଂକୁ ସ୍ଥଗିତ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨୦ା୫: ବାରାଣସୀର ଜ୍ଞାନବାପୀ ମସ୍‌ଜିଦ-କାଶୀ ବିଶ୍ୱନାଥ କରିଡର ମଧ୍ୟରେ ରହିଥିବା ଶିବଲିଙ୍ଗର କାର୍ବନ ଡେଟିଂକୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ସ୍ଥଗିତ ରଖିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ଭିଡିଓଗ୍ରାଫି ସର୍ଭେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?