ଜାତୀୟ

ସ୍ପଷ୍ଟୀକରଣ ମାଗିଲେ ଏନ୍‌ଡିଏର ୩ ସହଯୋଗୀ

ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ବିବାଦ ଚାଲିଆସିଛି। ନିକଟରେ ନିର୍ବାଚନ କମିଶନ (ଇସି)ର ଦୁଇ ସଦସ୍ୟଙ୍କ ସମ୍ମତି ନ ନେଇ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାର ଅନେକ ପ୍ରସଙ୍ଗରେ…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା ଜବାବ ଦେଇଛନ୍ତି। ସମ୍ମିଳନୀରେ ସମ୍ପୃକ୍ତ ଖବରଦାତାଜଣଙ୍କ ଭାରତ ବିରୋଧରେ ପାକିସ୍ତାନରେ ଆତଙ୍କବାଦ ପ୍ରଶ୍ରୟ…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର ବଦହବାଦ ଗାଁର ବିଜୟ କୁମାର ଶର୍ମା ଟିଜିଟି ସଂସ୍କୃତ ଶିକ୍ଷକ ପଦରେ ନିଯୁକ୍ତି…

ବର୍ଷକୁ ମାଗଣାରେ ମିଳିବ ୬ଟା ସିଲିଣ୍ଡର, ସରକାରଙ୍କ ବଡ଼ ଘୋଷଣା; ଜାଣନ୍ତୁ କାହାକୁ ମିଳିବ ଫାଇଦା

ନୂଆଦିଲ୍‌ଲୀ,୨୫।୯: ଏଣିକି ବର୍ଷକୁ ମିଳିବ ୬ଟି ସିଲିଣ୍ଡର। ଏନେଇ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଉମର ଅବଦୁଲ୍ଲା ସରକାର ବିଧାନସଭାରେ ଏକ ବଡ଼ ଘୋଷଣା କରି ଜମ୍ମୁ-କଶ୍ମୀରରେ ବର୍ତ୍ତମାନ ବର୍ଷକୁ ୬ଟି ଏଲପିଜି (LPG) ସିଲିଣ୍ଡର ମାଗଣାରେ ଯୋଗାଇଦେବାକୁ ଘୋଷଣା କରିଛନ୍ତି।…

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କଲେ ନବୀନ, SIR ପ୍ରକ୍ରିୟା ଉପରେ କହିଲେ ଏମିତି କଥା: ରାଜନୀତିରେ ଚହଳ

ଭୁବନେଶ୍ୱର, ୨୫।୯: ନିର୍ବାଚନ କମିଶନ ଏବଂ ଭୋଟର ତାଲିକାର SIR ପ୍ରକ୍ରିୟାକୁ ନେଇ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ତୁରନ୍ତ ଇସ୍ତଫା ଦାବି କରିଛନ୍ତି। ନିର୍ବାଚନ କମିଶନରମାନଙ୍କ…

ସକାଳୁ ସକାଳୁ ପୂର୍ବତନ ବିଧାୟକଙ୍କୁ ଉଠାଇନେଲା ପୋଲିସ, ମମତାଙ୍କ ଘନିଷ୍ଠ ଥିଲେ..

କୋଲକାତା,୨୫।୯: ତୃଣମୂଳ କଂଗ୍ରେସର ସମସ୍ୟା କମିବାର ନାଁ ନେଉନାହିଁ । ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ପୂର୍ବତନ ବିଧାୟକ ଅଜିତ ମାଇତିଙ୍କୁ ଠକେଇ ମାମଲାରେ ପୋଲିସ ଗିରଫ କରିଛି । ଶୁକ୍ରବାର ସକାଳେ ପିଙ୍ଗଲା ପୋଲିସ ଖଡ଼ଗପୁରସ୍ଥିତ ତାଙ୍କ ଘରେ ପହଞ୍ଚି ତାଙ୍କୁ…

ସପ୍ତାହରେ ବ୍ୟାଙ୍କ୍‌ରେ ୫ଦିନ ଓ଼୍ବାର୍କିଂ ଡେ? ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୨୫।୯: ସପ୍ତାହକୁ ୫ ଦିନ କାର୍ଯ୍ୟଦିବସ (5-Day Work Week) ସମେତ ଅନ୍ୟ କିଛି ଦାବିକୁ ନେଇ ବ୍ୟାଙ୍କ ୟୁନିଅନଗୁଡ଼ିକ ସେପ୍ଟେମ୍ୱର ୨୮ ରୁ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ରିପୋର୍ଟ ଅନୁସାରେ, ଏହି ସମୟରେ ଅର୍ଥ ମନ୍ତ୍ରଣାଳୟର ଜଣେ ସୂତ୍ରରୁ…

୩୦ ତାରିଖରେ ନୁହେଁ ଆଜି ଆସିବ ସାଲାରୀ ଟଙ୍କା, ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା କଲେ ସରକାର

ନୂଆଦିଲ୍‌ଲୀ,୨୫।୯: ସରକାରୀ କର୍ମଚାରୀଙ୍କ ପାଇଁ ସେପ୍ଟେମ୍ୱର ମାସ ଦୁଇଗୁଣ ଖୁସି ନେଇ ଆସିଛି। ସାଧାରଣତଃ ମାସର ଶେଷ ତାରିଖ ଅର୍ଥାତ ୩୦ କିମ୍ୱା ୩୧ ତାରିଖରେ ମିଳୁଥିବା ଦରମା ଏଥର ୫ ଦିନ ପୂର୍ୱରୁ, ଅର୍ଥାତ ୨୫ ସେପ୍ଟେମ୍ୱରରେ ହିଁ କର୍ମଚାରୀଙ୍କ…

ଦେଶବ୍ୟାପୀ ଆନ୍ଦୋଳନ ଘୋଷଣା କଲା CJP: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଦୀପକେ କହିଲେ- କାଲି ସୁଦ୍ଧା…

ନୂଆଦିଲ୍ଲୀ,୨୫।୯: ନିର୍ବାଚନ କମିଶନ ଓ ଭୋଟର ତାଲିକାର SIR କୁ ନେଇ ବିବାଦ ମଧ୍ୟରେ କକ୍ରୋଚ ଜନତା ପାର୍ଟି (CJP) ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି କରିଛି। CJP ସଂଯୋଜକ ଅଭିଜିତ ଦୀପକେ ଘୋଷଣା କରିଛନ୍ତି ଯେ…

ଗବେଷକ ପ୍ରସ୍ତୁତ କଲେ ନିର୍ଭୁଲ୍‌ ଆଟୋମିକ୍‌ ଘଡ଼ି

ନୂଆଦିଲ୍ଲୀ,୨୫।୯(ପି.ଟି.): ସିଙ୍ଗାପୁର ଜାତୀୟ ବିଶ୍ୱବିଦ୍ୟାଳୟ (ଏନ୍‌ୟୁଏସ୍‌)ର ଗବେଷକମାନେ ‘ଲୁଟେଟିୟମ’ ନାମକ ବିରଳ ମୃତ୍ତିକା ଧାତୁ ବ୍ୟବହାର କରି ବିଶ୍ୱର ସବୁଠାରୁ ନିର୍ଭୁଲ ଓ ସ୍ଥିର ଅଟୋମିକ୍‌ ଘଡ଼ି ନିର୍ମାଣ କରିବାରେ ସଫଳତା ହାସଲ କରିଛନ୍ତି । ଏହି ନୂତନ ଅଟୋମିକ୍‌ (ଆଣବିକ)…

୮ମ ବେତନ କମିଶନକୁ ନେଇ ଆସିଲା ବଡ଼ ଖବର: ଏମାନଙ୍କୁ ମିଳିବ ୧.୫୨ ଲକ୍ଷ ଟଙ୍କା…

ନୂଆଦିଲ୍ଲୀ,୨୫।୯: ୮ମ ବେତନ କମିଶନକୁ ନେଇ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଛି। ନୂଆ ବେତନ ବ୍ୟବସ୍ଥା ଲାଗୁ ହେଲେ ଦରମା କେତେ ବଢ଼ିବ, ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହାରି ମଧ୍ୟରେ ଏକ ଆକଳନ ଅନୁସାରେ, ଲେଭଲ-୮…

କେବଳ ଭାରତ ନୁହେଁ, ୧୧ ଦେଶରେ ବି ଲାଗିବ UPI ଚାର୍ଜ: ଅର୍ଥ ମନ୍ତ୍ରଣାଳୟରୁ ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୨୫।୯: ଭାରତରେ UPI ପେମେଣ୍ଟ ଉପରେ ପ୍ରସ୍ତାବିତ ନୂଆ Merchant Discount Rate (MDR)କୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ୧୫ ଅକ୍ଟୋବର ୨୦୨୬ରୁ ଲାଗୁ ହେବାକୁ ଥିବା MDRକୁ ନେଇ ଦେଶର ବିଭିନ୍ନ ବ୍ୟବସାୟୀ ସଂଗଠନ ଅସନ୍ତୋଷ ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?