ଜାତୀୟ

ଭାରତ-ନେପାଳ ସୀମାରେ ଲଗାତାର ୪୫ ମିନିଟ ଧରି ଗୁଳି ଚାଳନା କଲେ ଯବାନ: ଫରଓ୍ବାର୍ଡ ପୋଷ୍ଟରେ ହଇଚଇ

କିଶନଗଞ୍ଜ,୧୨।୧: ବିହାର କିଶନଗଞ୍ଜର ଭାରତ-ନେପାଳ ସୀମାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ମୁତୟନ ଥିବା ସଶସ୍ତ୍ର ସୀମା ସୁରକ୍ଷା ବଳ ଯବାନ ଅଭୟ କୁମାର ଲଗାତର ୪୫ ମିନିଟ ଧରି ଆକାଶକୁ ଗୁଳିଚାଳନା କରିଥିଲେ। ଅପରାହ୍ନ ୩ଟାରେ ଘଟିଥିବା...

ଗୁଡ଼ିରେ ମୋଦି-ଶାହା ଯୋଡି

ଲୁଧିଆନା,୧୨।୧: ମକର ସଂକ୍ରାନ୍ତି ଓ ଲୋରି ପାଖେଇ ଆସୁଥିବା ବେଳେ ପଞ୍ଜାବର ଲୁଧିଆନାରେ ଉତ୍ସବର ମାହୋଲ ଦେଖିବାକୁ ମିଳିଛି। ଏଠାରେ ବିକ୍ରି କରାଯାଉଥିବା ଗୁଡିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଯୋଡି ଦେଖିବାକୁ ମିଳିଛି। କିଛି...

ସିଏଏକୁ ନେଇ ମୋଦିଙ୍କୁ ଧନ୍ୟବାଦ ଦେବାକୁ ଲେଖାହେଲା ୫.୫ ଲକ୍ଷ ଚିଠି

ଅହମ୍ମଦାବାଦ,୧୨।୧: ନାଗରିକତା ସଂଶୋଧନ ଆଇନ(ସିଏଏ)କୁ ନେଇ ଦେଶର ବିଭିନ୍ନ ଭାଗରେ ବିରୋଧ ପ୍ରଦର୍ଶନ ଚାଲିଥିବା ବେଳେ ଅହମ୍ମଦାବାଦରେ ଦେଖିବାକୁ ମିଳିଛି ଏକ ନିଆରା ଦୃଶ୍ୟ। ଅହମ୍ମଦାବାଦବାସୀ ସିଏଏକୁ ସମର୍ଥନ ଜଣାଇବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବାକୁ ପ୍ରାୟ ୫.୫...

ତ୍ରାଲ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୧୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ତ୍ରାଲ୍‌ରେ ରବିବାର ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ସୁରକ୍ଷାକର୍ମୀଙ୍କ ପକ୍ଷରୁ ଘେରାବନ୍ଦୀ ଆରମ୍ଭ କରାଯାଇଥିଲା। ଆତଙ୍କବାଦୀଙ୍କୁ ଆତ୍ମସମର୍ପଣ...

ଜନ୍ମଦିନରେ ଆମେଠିରେ ରହିବେ ପ୍ରିୟଙ୍କା

ଲକ୍ଷ୍ନୌ,୧୨।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ରବିବାର ୪୮ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୨ ଜାନୁୟାରୀ ୧୨ରେ ସେ ନୂଆଦିଲ୍ଲୀଠାରେ ଜନ୍ମଗ୍ରହଣ କରିଥିଲେ। ଜନ୍ମଦିନରେ ପ୍ରିୟଙ୍କା ଆମେଠିରେ ରହିବେ। ଏଠାରେ ସେ ଦଳୀୟ ସଦସ୍ୟଙ୍କ ଗହଣରେ ଜନ୍ମଦିନ ପାଳନ...

ପାଲଘର ବିସ୍ଫୋରଣ: ମୃତକଙ୍କୁ ୫ଲକ୍ଷ ଟଙ୍କା ଦେବେ ସରକାର

ପାଲଘର,୧୨।୧: ମହାରାଷ୍ଟ୍ର ପାଲଘର ଜିଲା ତାରାପୁରରେ ଶନିବାର ଏକ ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ୭ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କା ଅନୁଦାନ ରାଶି ପ୍ରଦାନ କରିବେ ବୋଲି ରବିବାର ପାଲଘର ଜିଲାପାଳ କୈଳାଶ...

ବେଲୁର ମଠରେ ମୋଦି

କୋଲକାତା,୧୨।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କରିଛନ୍ତି। ଦ୍ୱିତୀୟ ଦିନ ଅର୍ଥାତ୍‌ ରବିବାର ହାଓ୍ବଡାରେ ଥିବା ରାମକ୍ରିଷ୍ଣ ପରମହଂସଙ୍କ ବେଲୁର ମଠ ଗସ୍ତ କରି ସେଠାରେ ସେ ରାମକ୍ରିଷ୍ଣ ପରମହଂସଙ୍କୁ ପ୍ରଣିପାତ କରିବା...

ବିବେକାନନ୍ଦଙ୍କ ବାଣୀ ପ୍ରେରଣା ଯୋଗାଉଛି: ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୧: ସ୍ବାମୀ ବିବେକାନନ୍ଦଙ୍କ ଜୟନ୍ତୀ ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ରବିବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ବିବେକାନନ୍ଦଙ୍କ ୧୫୭ ତମ ଜୟନ୍ତୀ ଅବସରରେ ରାଷ୍ଟ୍ରପତି କହିଛନ୍ତି ଯେ, ଯୁଗ ଯୁଗ ଧରି ସ୍ବାମୀ...

ବିଦେଶୀ ପୁଞ୍ଜିନିବେଶ ପାଇଁ ଦ୍ୱାର ଖୋଲିବାକୁ ପିଏମ୍‌ଓର ଯୋଜନା: ଆଣବିକ ଶକ୍ତିରେ ଏଫ୍‌ଡିଆଇକୁ ମିଳିପାରେ ଅନୁମତି

ନୂଆଦିଲ୍ଲୀ,୧୨ା୧(ଆଇଏଏନ୍‌ଏସ୍‌): ଆଣବିକ ଶକ୍ତି କ୍ଷେତ୍ରରେ ଭାରତକୁ ବିଶ୍ୱର ଏକ ପ୍ରମୁଖ ପକ୍ଷ ଭାବେ ଗଢ଼ି ତୋଳିବା ପାଇଁ ମୋଦି ସରକାର ଯୋଜନା କରୁଛନ୍ତି। ଏଥିପାଇଁ ଏହି କ୍ଷେତ୍ର ଲାଗି ପ୍ରତ୍ୟକ୍ଷ ବିଦେଶୀ ପୁଞ୍ଜିନିବେଶ (ଏଫ୍‌ଡିଆଇ)ର ଦ୍ୱାର ଖୋଲିବାକୁ ସରକାର ଚିନ୍ତା...

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ମମତା: ସିଏଏ,ଏନ୍‌ଆର୍‌ସି ପ୍ରତ୍ୟାହାର କର

କୋଲକାତା,୧୨ା୧(ପି.ଟି.): ପଶ୍ଚିମବଙ୍ଗ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶନିବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରାଜଭବନରେ ଭେଟିଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନର ବିଭିନ୍ନ ପ୍ରସଙ୍ଗ ଉପରେ ପୁନର୍ବିଚାର କରିବା ସହ ସିଏଏ, ଏନ୍‌ଆର୍‌ସି ଏବଂ ଏନ୍‌ପିଆର୍‌ ପ୍ରତ୍ୟାହାର କରିନେବା ପାଇଁ...

ଆତଙ୍କବାଦୀଙ୍କ ସହ ଧରାପଡ଼ିଲେ ଡିଏସ୍‌ପି: ପାଇଥିଲେ ରାଷ୍ଟ୍ରପତି ମେଡାଲ

ଶ୍ରୀନଗର,୧୨ା୧(ପି.ଟି.): ରାଷ୍ଟ୍ରପତି ମେଡାଲ ପାଇଥିବା ଜମ୍ମୁ-କଶ୍ମୀରର ଜଣେ ପୋଲିସ ଅଫିସର ଶନିବାର ଦୁଇଜଣ ଆତଙ୍କବାଦୀଙ୍କ ସହ ଧରାପଡିଛନ୍ତି। ସମ୍ବେଦନଶୀଳ ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ପୋଷ୍ଟିଂ ହୋଇଥିବା ଡିଏସ୍‌ପି ଦାବିନ୍ଦର ସିଂ ହିଜ୍‌ବୁଲ ମୁଜାହିଦ୍ଦିନ ଆତଙ୍କବାଦୀମାନଙ୍କ ସହ ଏକ କାର୍‌ରେ ଦିଲ୍ଲୀ...

ସିଡବ୍ଲ୍ୟୁସି ବୈଠକରେ ମୋଦି, ଶାହାଙ୍କୁ ସୋନିଆଙ୍କ ଟାର୍ଗେଟ: ଏନ୍‌ପିଆର୍‌ ଏକ ଛଦ୍ମବେଶୀ ଏନ୍‌ଆର୍‌ସି

ନୂଆଦିଲ୍ଲୀ,୧୨ା୧(ପି.ଟି.): ଲୋକଙ୍କୁ ଧର୍ମ ଆଧାରରେ ବିଭାଜନ ପାଇଁ ଉଦ୍ଦିଷ୍ଟ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ପ୍ରତ୍ୟାହାର କରି ଜାତୀୟ ଜନସଂଖ୍ୟା ପଞ୍ଜିକା (ଏନ୍‌ପିଆର୍‌)କୁ କେନ୍ଦ୍ର ସରକାର ବନ୍ଦ କରନ୍ତୁ ବୋଲି ଶନିବାର କଂଗ୍ରେସ କାର୍ଯ୍ୟକାରୀ କମିଟି (ସିଡବ୍ଲ୍ୟୁସି) ବୈଠକରେ ଦାବି...

‘ତେବେ ବିଳମ୍ବ କାହିଁକି’

ଅଜମେର,୧୨ା୧: ଭାରତୀୟ ସେନା ପ୍ରସ୍ତୁତ ହୋଇ ରହିଥିବାବେଳେ ପିଓକେକୁ ଫେରାଇ ଆଣିବାରେ ବିଳମ୍ବ କାହିଁକି ବୋଲି ଶନିବାର ଅଜମେର ଦରଘା ମୁଖ୍ୟ ଦିଓ୍ବାନ ଜୈନୁଲ ଆବେଦିନ ଅଲି ଖାନ କହିଛନ୍ତି। ପିଓକେକୁ କଶ୍ମୀର ସହିତ ମିଶ୍ରଣ କରାଇ ‘ଅଖଣ୍ଡ କଶ୍ମୀର’ର...

୨ ବିସ୍ଫୋରଣରେ ୧୪ ମୃତ

ବଡ଼ୋଦରା/ପାଲଘର,୧୨ା୧(ପି.ଟି.): ଗୁଜରାଟ ଓ ମହାରାଷ୍ଟ୍ରରେ ଶନିବାର ଦୁଇଟି ବିସ୍ଫୋରଣରେ ୧୪ ଜଣଙ୍କ ଜୀବନ ଯାଇଛି ଓ ଅନେକ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରା ଜିଲାରେ ଥିବା ଏକ ଅକ୍ସିଜେନ୍‌ ଉତ୍ପାଦନ କାରଖାନାରେ ବିସ୍ଫୋରଣ ଘଟି ୮ ଜଣଙ୍କ ମୃତ୍ୟୁ ହେବା...

ମମତାଙ୍କୁ ଭେଟିଲେ ମୋଦି

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ପଶ୍ଚିମବଙ୍ଗ ଗସ୍ତ କାର୍ଯ୍ୟକ୍ରମରେ ଶନିବାର ସନ୍ଧ୍ୟାରେ କୋଲକାତାରେ ପହଞ୍ଚିଛନ୍ତି। ସେଠାରେ ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିଛନ୍ତି। ଏହି ସାକ୍ଷାତ୍‌କାର ସମୟରେ ପଶ୍ଚିମବଙ୍ଗ ସିଏଏ, ଏନ୍‌ପିଆର୍‌ ଓ ଏନ୍‌ଆର୍‌ସକୁ ବିରୋଧ...

୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ ହେବ ଜଲିକାଟୁ

ମଦୁରେ,୧୧।୧: ତାମିଲନାଡୁରେ ପୋଙ୍ଗଲ ଅବସରରେ ଖେଳାଯାଉଥିବା ଜଲିକାଟୁ ମଦୁରେ ଜିଲାରେ ୧୫ରୁ ୩୧ ଜାନୁୟାରୀ ମଧ୍ୟରେ ଆୟୋଜିତ କରାଯିବ ବୋଲି ସୂଚନା ମିଳିଛି। ମଦୁର ଜିଲାପାଳ କହିଛନ୍ତି ପାଲମେଡୁ ଓ ଅଲଙ୍ଗନଲ୍ଲୁରରେ ଆୟୋଜିତ ଜଲିକାଟୁରେ ୨୧ ବର୍ଷରୁ କମ୍‌ ବୟସର...

‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’: ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କ ମତାମତ ଲୋଡ଼ିଲେ ସରକାର

ନୂଆଦିଲ୍ଲୀ,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା-୨୦୨୦’ କାର୍ଯ୍ୟକ୍ରମ ଜାନୁୟାରୀ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଛାତ୍ରୀଛାତ୍ର-ଶିକ୍ଷକ-ଅଭିଭାବକଙ୍କଠାରୁ ମତାମତ ଲୋଡ଼ାଯାଇଛି। ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଦେବାକୁ ଯାଉଥିବା ଛାତ୍ରୀଛାତ୍ରଙ୍କ ମନୋବଳ ବଢ଼ାଇବା ଲାଗି ପ୍ରଧାନମନ୍ତ୍ରୀ...

କୋଲକାତାରେ ମୋଦିଙ୍କ ଗସ୍ତକୁ ବିରୋଧ

କୋଲକାତା,୧୧।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ଦିନିଆ ଗସ୍ତରେ ଶନିବାର ପଶ୍ଚିମବଙ୍ଗ ଯିବେ। ଏହାପୂର୍ବରୁ ଛାତ୍ର ସଂଗଠନ ଷ୍ଟୁଡେଣ୍ଟ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆ (ଏସ୍‌ଏଫ୍‌ଆଇ) ତାଙ୍କ ଗସ୍ତକୁ ବିରୋଧ କରିଛି। ଶତାଧିକ ଛାତ୍ର କେନ୍ଦ୍ରସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ଏନ୍‌ଆରସିକୁ...