ପ୍ରୟାଗରାଜ କୋର୍ଟରେ ହାଜର ହେବେ ଅତିକ-ଅଶରଫଙ୍କ ହତ୍ୟାକାରୀ, ପୋଲିସ ମାଗିଛି ୧୪ ଦିନିଆ ରିମାଣ୍ଡ
ପ୍ରୟାଗରାଜ,୧୯।୪: ମାଫିଆ ଅତିକ ଅହମଦ ଓ ତାଙ୍କ ଭାଇ ଅଶରଫଙ୍କ ହତ୍ୟାକରୀଙ୍କୁ କଡା ସୁରକ୍ଷା ବ୍ୟବସ୍ଥାରେ ପ୍ରୟାଗରାଜର ସିଜେଏମ କୋର୍ଟ ନିଆଯାଉଛି। ଏହି କୋର୍ଟରେ ମାମଲା ସହ ଜଡିତ ଓକିଲଙ୍କ ବ୍ୟତୀତ ଅନ୍ୟ କୌଣସି ଓକିଲଙ୍କୁ ପ୍ରବେଶ ଅନୁମତି ଦିଆଯାଇ ନାହିଁ।…
ଦୈନିକ ସଂକ୍ରମଣ ୧୦ ହଜାର ଟପିଲା, ସକ୍ରିୟ ମାମଲା ୬୩ ହଜାରରୁ ଅଧିକ…
ନୂଆଦିଲ୍ଲୀ, ୧୯।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…
ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ଡ୍ରାଇଭର ପୁରସ୍କୃତ
ନୂଆଦିଲ୍ଲୀ,୧୯ା୪ : ଦୀର୍ଘ ୩୪ ବର୍ଷ ଧରି ଦୁର୍ଘଟଣାମୁକ୍ତ ସେବା ପାଇଁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ଡ୍ରାଇଭର ଶେଖ୍ ଦୟାନ ମଙ୍ଗଳବାର ପୁରସ୍କୃତ ହୋଇଛନ୍ତି। ଆସୋସିଏଶନ ଅଫ୍ ଷ୍ଟେଟ୍ ରୋଡ୍ ଟ୍ରାନ୍ସପୋର୍ଟ ଅଣ୍ଡରଟେକିଂ (ଏଏସ୍ଆର୍ଟିୟୁ) ପକ୍ଷରୁ ଏହି ପୁରସ୍କାର…
ମହାନଦୀ ଟ୍ରିବ୍ୟୁନାଲର ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ
ରାୟପୁର,୧୯ା୪ : ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି,…
ଜାତି ଗଣନା, କୋଟା ସୀମା ଉଚ୍ଛେଦ ବିରୋଧୀଙ୍କ ବ୍ରହ୍ମାସ୍ତ୍ର
ନୂଆଦିଲ୍ଲୀ,୧୯ା୪(ପି.ଟି.): ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିରୋଧୀ ଦଳଗୁଡ଼ିକର ମେଣ୍ଟ ଏପର୍ଯ୍ୟନ୍ତ ସ୍ଥିର ହୋଇ ନାହିଁ। ତେବେ ଭାଜପାକୁ କ୍ଷମତାରୁ ହଟାଇବାକୁ ଜାତିଭିତ୍ତିକ ଜନଗଣନା ଏବଂ ସ୍ଥାନ ସଂରକ୍ଷଣ ସୀମା ହ୍ରାସ ଦାବି ଲାଗି ବିରୋଧୀଙ୍କ ମିଳିତ ଦାବି ସେମାନଙ୍କୁ…
ସମଲିଙ୍ଗୀ ବିବାହକୁ ୩୩ ଦେଶରେ ସ୍ବୀକୃତି
ନୂଆଦିଲ୍ଲୀ,୧୯।୪: ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ,…
ପର୍ସନାଲ ଲ’ ଆଧାରରେ ହେବନି ବିଚାର
ନୂଆଦିଲ୍ଲୀ,୧୯।୪(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ବୈଧତା ପ୍ରଦାନ ଲାଗି ହୋଇଥିବା ଆବେଦନଗୁଡ଼ିକର ଶୁଣାଣ ସୁପ୍ରିମକୋର୍ଟଙ୍କ ୫ ଜଣିଆ ସାମ୍ବିଧାନିକ ପୀଠରେ ମଙ୍ଗଳବାର ଆରମ୍ଭ ହୋଇଛି। ତେବେ ବିବାହ ସମ୍ପର୍କିତ ପର୍ସନାଲ ଲ’ ଆଧାରରେ ଉକ୍ତ ଆବେଦନର ବିଚାର କରାଯିବ ନାହିଁ ବୋଲି…
ସିସୋଡିଆଙ୍କ ଜାମିନ ଆବେଦନ ରାୟ ୨୬ ଯାଏ ସଂରକ୍ଷିତ
ନୂଆଦିଲ୍ଲୀ,୧୯।୪(ପି.ଟି.): ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ଜଡ଼ିତ ମନିଲଣ୍ଡରିଂ ମାମଲାରେ ଗିରଫ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନର ରାୟକୁ ଦିଲ୍ଲୀର ଏକ ଅଦାଲତ ଏପ୍ରିଲ ୨୬ ପର୍ଯ୍ୟନ୍ତ ସଂରକ୍ଷିତ ରଖିଛନ୍ତି। ତଦନ୍ତ ପାଇଁ ଆଉ…
୩ ଖଣି ଅଧିକାରୀଙ୍କୁ ବାଲି ମାଫିଆଙ୍କ ଆକ୍ରମଣ
ପାଟନା, ୧୯।୪: ବିହାର ରାଜଧାନୀ ପାଟନାର ବିହତା ବ୍ଲକରେ ଜଣେ ମହିଳାଙ୍କ ସମେତ ୩ ଖଣି ଅଧିକାରୀଙ୍କୁ ବାଲି ମାଫିଆଙ୍କ ଆକ୍ରମଣ ଘଟଣାରେ ପୋଲିସ ୪୪ ଜଣଙ୍କୁ ଗିରଫ କରିଛି। ଏଥିସହ ୫୦ ଗାଡ଼ି ଜବତ କରିଛି। ପାଟନା ଡିଷ୍ଟ୍ରିକ୍ଟ ମାଇନିଂ…
ସିଦ୍ଦାରାମାୟା-ଜୟଶଙ୍କର ମୁହାଁମୁହିଁ
ନୂଆଦିଲ୍ଲୀ,୧୯।୪: ସୁଦାନରେ ୩୧ ଜଣ ହକ୍କି ପିକ୍କି ଆଦିବାସୀ ଫସିରହିଥିବା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ସିଦ୍ଦାରାମାୟା ମଙ୍ଗଳବାର ଟୁଇଟ୍ କରିଛନ୍ତି। ସେଠାରୁ କନ୍ନଡିଗାମାନଙ୍କୁ ସୁରକ୍ଷିତ ଭାବେ ସ୍ବଦେଶ ଫେରାଇ ଆଣିବା ପାଇଁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍.…
ଗଣବଳାତ୍କାରୀଙ୍କୁ କାହିଁକି ମୁକ୍ତ କଲ
ନୂଆଦିଲ୍ଲୀ,୧୯।୪: ଗୁଜରାଟ ଦଙ୍ଗା ବେଳେ ୫ ମାସର ଗର୍ଭବତୀ ଥିବା ବିଲ୍କିସ୍ ବାନୋଙ୍କୁ ବଳାତ୍କାର ଓ ତାଙ୍କ ପରିବାରର ୭ ସଦସ୍ୟଙ୍କୁ ହତ୍ୟାକରି ଆଜୀବନ କାରାଦଣ୍ଡାଦେଶ ଭୋଗୁଥିବା ସମସ୍ତ ୧୧ ଦୋଷୀଙ୍କୁ ଗତ ଅଗଷ୍ଟ ୧୫ରେ ରାଜ୍ୟ ସରକାର ଜେଲରୁ ମୁକ୍ତ…
ସୁଦାନରେ ସାମରିକ ସଂଘର୍ଷ: ୨୦୦ ନିହତ
ଖାର୍ତୁମ/ନୂଆଦିଲ୍ଲୀ,୧୯।୪: ଉତ୍ତର-ପୂର୍ବ ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ସେନା ଜେନେରାଲ ଓ ବିଦ୍ରୋହୀ ଅର୍ଦ୍ଧସାମରିକ ବଳ ମଧ୍ୟରେ ୪ ଦିନ ହେଲା ଘମାଘୋଟ ଲଢ଼େଇ ଚାଲିଛି। ଗୁଳି ବିନିୟମ ଜାରି ରହିଥିବା ଦେଖି ରାଜଧାନୀ ଖାର୍ତୁମ ସମେତ ଦେଶର ବିଭିନ୍ନ ଭାଗରେ ଲକ୍ଷ…
Archives


