ଜାତୀୟ

ଉପରାଷ୍ଟ୍ରପତି-ରାଜ୍ୟପାଳ ପଦବୀରେ ରହିବାକୁ ସହନଶୀଳତାର ମୁଖା ପିନ୍ଧନ୍ତି ମୁସଲମାନ: କେନ୍ଦ୍ରମନ୍ତ୍ରୀଙ୍କ ବିବାଦୀୟ ମନ୍ତବ୍ୟ…

ନୂଆଦିଲ୍ଲୀ,୯।୫ : କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ରମନ୍ତ୍ରୀ ଏସପି ସିଂ ବାଘେଲ ଏପରି କିଛି କହିଛନ୍ତି ଯାହାକୁ ନେଇ ରାଜନୈତିକସ୍ତରରେ ଆଲୋଡ଼ନ ସୃଷ୍ଟି ହୋଇଛି। ଏକ କାର୍ଯ୍ୟକ୍ରମରେ ସେ କହିଥିଲେ, ଉପରାଷ୍ଟ୍ରପତି କିମ୍ବା ରାଜ୍ୟପାଳ ହେବା ପାଇଁ ମୁସଲମାନମାନେ ସହନଶୀଳତାର…

ଏମଭିଏରେ ମୁହାଁମୁହିଁ: ଶରଦ-ଉଦ୍ଧବ ବାକ୍‌ଯୁଦ୍ଧ…

ମୁମ୍ବାଇ,୯।୫ : ’ ମହାରାଷ୍ଟ୍ରରେ ଏନସିପିର ନେତୃତ୍ୱକୁ ନେଇ ଚାଲିଥିବା ବିବାଦ ଶେଷ ହୋଇଥାଇପାରେ, କିନ୍ତୁ ଏହା ରାଜ୍ୟ ରାଜନୀତିରେ ବହୁତ ପ୍ରଭାବ ପକାଇଛି। ଦଳର ପରବର୍ତ୍ତୀ ଅଧ୍ୟକ୍ଷ ଘୋଷଣା ନକରିବା ଏବଂ ତାଙ୍କ ଇସ୍ତଫା ପ୍ରତ୍ୟାହାର ନ କରିବାକୁ ଶରଦ…

୭୫ ବର୍ଷ ପରେ ୟୁନିଫର୍ମ ପରିବର୍ତ୍ତନ କରିବେ ଭାରତୀୟ ସେନା…

ନୂଆଦିଲ୍ଲୀ,୯।୫ : ଦେଶର ସ୍ବାଧୀନତାର ୭୫ ବର୍ଷ ପରେ ଭାରତୀୟ ସେନା ନିଜର ୟୁନିଫର୍ମ ବଦଳାଇବାକୁ ଯାଉଛି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ୟାରେଣ୍ଟ କ୍ୟାଡର ଏବଂ ପୋଷ୍ଟିଂ ନିର୍ବିଶେଷରେ ଫ୍ଲାଗ ର଼୍ୟାଙ୍କର ବ୍ରିଗେଡିୟର୍‌ ଏବଂ ତଦୁର୍ଦ୍ଧ୍ୱ ବରିଷ୍ଠ ଅଧିକାରୀଙ୍କ ପାଇଁ…

ସକ୍ରିୟ ମାମଲା ୨୩ ହଜାରରୁ କମ,ଦୈନିକ ସଂକ୍ରମଣ ୧୫ ଶହ ତଳେ…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ…

ମତଦାନ ପୂର୍ବରୁ ବଜରଙ୍ଗବାଲୀଙ୍କୁ ଦର୍ଶନ କଲେ କର୍ନାଟକ କଂଗ୍ରେସ ଅଧ୍ୟକ୍ଷ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଜାରି କରାଯାଇଥିବା ମନିଫେଷ୍ଟୋରେ ବଜରଙ୍ଗ ଦଳକୁ ନିଷିଦ୍ଧ କରିବାକୁ ପ୍ରତିଶ୍ରୁତି ଦେଇ କଂଗ୍ରେସ ଅଡୁଆରେ ପଡିଛି। ଏହାକୁ ନେଇ ଦଳର ନେତାମାନେ ନିଜର ସ୍ପଷ୍ଟୀକରଣ ଉପସ୍ଥାପନ କରୁଛନ୍ତି। ଅନ୍ୟପକ୍ଷରେ, ଏହାକୁ ଏକ ପ୍ରସଙ୍ଗ କରି…

କର୍ନାଟକ ନିର୍ବାଚନରେ ନୋଟା ବାଛିପାରନ୍ତି ଅଧିକାଂଶ ଭୋଟର: ପୂର୍ବତନ ସିଇସି

ବେଙ୍ଗାଲୁରୁ,୯।୫:କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭୋଟ ଗ୍ରହଣ କରାଯିବ। ଏହାପୂର୍ବରୁ ପୂର୍ବତନ ମୁଖ୍ୟ ନିର୍ବାଚନ କମିଶନର(ସିଇସି) ନାସିମ ଅହମଦ ଜାଇଦିଙ୍କ ଭୋଟିଂକୁ ନେଇ ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ନିର୍ବାଚନରେ ଭୋଟରମାନେ ନୋଟାରେ ଅଧିକ ଭୋଟ…

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସ ବିରୋଧରେ ବଜରଙ୍ଗ ଦଳର ପ୍ରଦର୍ଶନ

ବେଙ୍ଗାଲୁରୁ,୯।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଅର୍ଥାତ୍‌ ୧୦ ମେ’ରେ ଭୋଟ ଗ୍ରହଣ ହେବାକୁ ଯାଉଛି। ଏହାର ଠିକ ଗୋଟିଏ ଦିନ ପୂର୍ବରୁ ମଙ୍ଗଳବାର ବଜରଙ୍ଗ ଦଳ ଓ ବିଶ୍ୱ ହିନ୍ଦୁ ପରିଷଦ ସାରା ଦେଶରେ ହନୁମାନ ଚାଳିଶା ପାଠ…

ସୁପ୍ରିମକୋର୍ଟ ପହଞ୍ଚିଲା ମୁଭି ‘ଦ କେରଲା ଷ୍ଟୋରି’ ବିବାଦ, ୧୫ ମେ’ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’ ଉପରେ ରୋକ ଲଗାଇବାକୁ କେରଳ ହାଇକୋର୍ଟ ମନା କରିବା ପରେ ଆବେଦନକାରୀ ସୁପ୍ରିମକୋର୍ଟ ଅପହଞ୍ଚିଛନ୍ତି। ବରିଷ୍ଠ ଆଇନଜୀବୀ କପିଲ ସିବ୍ବଲ ଏହାର ଶୁଣାଣି ଖୁବଶୀଘ୍ର କରିବାକୁ ଅନୁରୋଧ କରିଛନ୍ତି। ତେବେ ୧୫ ମେ’ରେ…

ଦି କେରଲା ଷ୍ଟୋରି: ସୁପ୍ରିମକୋର୍ଟରେ ପହଞ୍ଚିଲା ମାମଲା, ମେ ୧୫ରେ ଶୁଣାଣି

ନୂଆଦିଲ୍ଲୀ,୯।୫: ରିଲିଜ୍‌ ପରେ ଦି କେରଲା ଷ୍ଟୋରି ବିବାଦ ଘେରରେ ଛନ୍ଦି ହୋଇ ରହିଛି। ତେବେ ଏହି ମଧ୍ୟରେ ଯାଚିକାକର୍ତ୍ତା କେରଳ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟ ମାମଲାର ଶୁଣାଣି ପାଇଁ ପହଞ୍ଚିଛନ୍ତି। ଫିଲ୍ମକୁ ବ୍ୟାନ କରିବା ପାଇଁ ଅଭିଯୋଗରେ…

ଶନିବାର ରାଘବ- ପରିଣୀତିଙ୍କ ନିର୍ବନ୍ଧ

ନୂଆଦିଲ୍ଲୀ,୯।୫: ଆମ ଆଦମୀ ପାର୍ଟି (ଏଏପି) ନେତା ରାଘବ ଚଡ୍ଡା ଏବଂ ଅଭିନେତ୍ରୀ ପରିଣୀତି ଚୋପ୍ରାଙ୍କ ନିର୍ବନ୍ଧ ମେ’୧୩ରେ ହେବ ବୋଲି ଜଣାଯାଇଛି। ସୂଚନାନୁସାରେ, ଏହି ସମାରୋହ ଦିଲ୍ଲୀରେ ଅନୁଷ୍ଠିତ ହେବ ଏବଂ ଏଥିପାଇଁ୧୫୦ ଘନିଷ୍ଠ ବନ୍ଧୁ ଏବଂ ପରିବାର ସଦସ୍ୟଙ୍କୁ…

ଟେକ୍ସାସ ଗୁଳିକାଣ୍ଡରେ ନିହତ ଐଶ୍ୱର୍ଯ୍ୟାଙ୍କ ମୃତ ଦେହ ସ୍ବଦେଶ ପଠାଇବାକୁ ତତ୍ପର ଭାରତୀୟ ଦୂତାବାସ, ପରିବାର ସହ ହେଲା ସିଧା ସମ୍ପର୍କ

ଓ୍ବାଶିଂଟନ/ନୂଆଦିଲ୍ଲୀ,୯।୫: ଟେକ୍ସାସ ରାଜ୍ୟର ଡେଲାସରେ ଶନିବାର ଏକ ମଲରେ ହୋଇଥିବା ଗୁଳିକାଣ୍ଡରେ ଜଣେ ଭାରତୀୟ ମହିଳା ଇଞ୍ଜିନିୟରଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଥିଲା। ସେଠାରେ ଥିବା ଭାରତୀୟ ଦୂତାବାସ କହିଛି ଯେ ୨୬ ବର୍ଷିୟା ଐଶ୍ୱର୍ଯ୍ୟା ଥାଟିକୋଣ୍ଡାଙ୍କ ମୃତ ଶରୀରକୁ…

ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌: ୧୫ ମୃତ

ଭୋପାଳ,୯।୫: ମଧ୍ୟପ୍ରଦେଶର ଖାର୍ଗୋନ ଜିଲାରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବୋରାଡ ନଦୀ ବ୍ରିଜରୁ ମଙ୍ଗବଳାର ଏକ ଯାତ୍ରୀବାହୀ ବସ୍‌ ଖସିପଡିଛି। ଫଳରେ ୧୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ପ୍ରାୟ ୨୦ ଜଣ ଆହତ ହୋଇଛନ୍ତି। ସବିଶେଷ ତଥ୍ୟ ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?