ଜାତୀୟ

୧୯୮୮ ପରଠୁ ପଦ ହରାଇଲେଣି ୪୨ ଏମ୍‌ପି

ନୂଆଦିଲ୍ଲୀ,୮ା୫: ଲୋକ ସଭାରୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଦ୍ୟ ଅଯୋଗ୍ୟତା ଜନ ପ୍ରତିନିଧି ଆଇନର ନିୟମ ଉପରେ ବିତର୍କ ସୃଷ୍ଟି କରିଛି, ଯାହା ବଳରେ ୧୯୮୮ ମସିହାରୁ ଅଦ୍ୟାବଧି ୪୨ ଏମ୍‌ପି ନିଜ ପଦ ହରାଇଲେଣି। ୨୦୦୪ ମେ’ ୧୭ରୁ…

ବ୍ରିଜ୍‌ଭୂଷଣଙ୍କୁ ଗିରଫ କର: କେନ୍ଦ୍ରକୁ ୧୦ ଦିନିଆ ମହଲତ

ନୂଆଦିଲ୍ଲୀ,୮ା୫: ଯୌନ ନିର୍ଯାତନା ମାମଲାରେ ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ଶରଣ ସିଂଙ୍କୁ ୧୦ ଦିନ ମଧ୍ୟରେ ଗିରଫ କର। ନଚେତ୍‌ ଦେଶବ୍ୟାପୀ ଆନ୍ଦୋଳନ କରାଯିବ। ନୂଆଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧା ଓ ସେମାନଙ୍କ…

ସେନା ଗାଡି ଦୁର୍ଘଟଣାଗ୍ରସ୍ତ: ଜଣେ ଯବାନ ମୃତ

ଶ୍ରୀନଗର,୭।୫: ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଏକ ସେନା ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବିଏସଏଫ୍‌ ଯବାନଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ରବିବାର ମାନକୋଟ ସେକ୍ଟରରେ ଏହି ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି। ଆହତମାନଙ୍କୁ ନିକଟସ୍ଥ ଆର୍ମି…

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ବାଚନ କମିଶନରଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ

ନୂଆଦିଲ୍ଲୀ, ୭ା୫ କଂଗ୍ରେସ ଭୋଟବ୍ୟାଙ୍କ ପାଇଁ ଆତଙ୍କବାଦୀଙ୍କୁ ସୁରକ୍ଷା ଦେଉଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇ ଲକ୍ଷ୍ମଣରେଖା ଉଲ୍ଲଂଘନ କରିଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି କଂଗ୍ରେସ ନିର୍ବାଚନ କମିଶନଙ୍କ ଦ୍ୱାରସ୍ଥ ହୋଇଛି। ଶୁକ୍ରବାର କର୍ନାଟକର ବେଲାରୀରେ ଏକ…

ଏଲଓସିରେ ମୁତୟନ ହେବେ ଟେରିଟୋରିଆଲ ଆର୍ମି ମହିଳା ଅଧିକାରୀ: ପ୍ରତିରକ୍ଷା ମନ୍ତ୍ରଣାଳୟ ମଞ୍ଜୁରୀ…

ନୂଆଦିଲ୍ଲୀ,୭।୫ : ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଟେରିଟୋରିଆଲ ଆର୍ମିର ମହିଳା ଅଧିକାରୀଙ୍କୁ ଟେରିଟୋରିଆଲ ଆର୍ମି(ଟିଏ)ର ଇଞ୍ଜିନିୟର ରେଜିମେଣ୍ଟ ସହିତ ଭାରତ ପାକିସ୍ତାନର ଏଲଓସି ଗ୍ରୁପ ହେଡକ୍ୱାର୍ଟରରେ ଷ୍ଟାଫ ଅଫିସର ତଥା ନୂଆଦିଲ୍ଲୀରେ ଟେରିଟେରାଲ ଆର୍ମି ଡାଇରେକ୍ଟୋରେଟ ଜେନେରାଲ ଭାବରେ ପୋଷ୍ଟ…

ସୁଦାନରୁ ଫେରିଥିବା ହକ୍କି-ପିକ୍କି ଜନଜାତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ଶିବାମୋଗାରେ ହକ୍କି-ପିକ୍କି ଜନଜାତିର ସଦସ୍ୟଙ୍କୁ ଭେଟିଛନ୍ତି। ଏହି ଲୋକମାନଙ୍କୁ ‘ଅପରେଶନ କାବେରୀ’ ଅଧୀନରେ ସୁରକ୍ଷିତ ଭାବେ ସୁଦାନରୁ ଅଣାଯାଇଥିଲା। ତେବେ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବାରୁ ହକ୍କି ପିକ୍କି ଜନଜାତିର ସଦସ୍ୟମାନେ ପ୍ରଧାନମନ୍ତ୍ରୀ…

ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍‌: ୮ ମୃତ, ୧୫ ଆହତ

ଲକ୍ଷ୍ନୌ,୭।୫: ଉତ୍ତରପ୍ରଦେଶର ମୋରାଦାବାଦର ଦଳପଟପୁର-କାଶୀପୁର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଏକ ଶିଶୁ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ…

ମେ’୨୧ ସୁଦ୍ଧା ବ୍ରଜଭୂଷଣଙ୍କୁ ଗିରଫ କରିବାକୁ ଦାବି

ନୂଆଦିଲ୍ଲୀ,୭।୫: ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ମୁଖ୍ୟ ବ୍ରଜଭୂଷଣ ଶରଣ ସିଂଙ୍କ ବିରୋଧରେ ଦିଲ୍ଲୀରେ ଯନ୍ତରମନ୍ତରରେ କୁସ୍ତିଯୋଦ୍ଧା ଧାରଣାରେ ବସିଛନ୍ତି। ଏହି ସମୟରେ କୁସ୍ତିଯୋଦ୍ଧାଙ୍କ ସପକ୍ଷରେ ଦିଲ୍ଲୀରେ ଚାଷୀ ନେତା ରାକେଶ ଟିକାୟତ ପହଞ୍ଚିଛନ୍ତି। ଏହି ଘଟଣାକୁ ନେଇ ଚାଷୀ ନେତା…

ଭାରତ ସୀମାରେ ୧୦ ମିନିଟ୍‌ ପର୍ଯ୍ୟନ୍ତ ଅଟକି ରହିଲା ପାକିସ୍ତାନ ବିମାନ

ନୂଆଦିଲ୍ଲୀ,୭।୫: ପାକିସ୍ତାନ ଏୟାରଲାଇନ୍ସର ଏକ ବିମାନ ହଠାତ୍‌ ଭାରତ ବାୟୁସୀମାରେ ପ୍ରବେଶ କରିଛି। ଏନେଇ ଭାରତରେ ଉତ୍ତେଜନା ଦେଖାଦେଇଥିବା ଜଣାପଡିଛି। ଏହି ପାକିସ୍ତାନୀ ବିମାନ ପ୍ରାୟ ଦଶ ମିନିଟ୍‌ ପର୍ଯ୍ୟନ୍ତ ଭାରତ ସୀମାରେ ଅଟକି ରହିଥିଲା। ବିମାନ ଭାରତରେ ପ୍ରବେଶ କରିବା…

ମୋଦିଙ୍କ ଜ୍ୟାକେଟ ପ୍ରସିଦ୍ଧି ହାସଲ କରିଛି, ଦିନରେ ୪ ଥର କରନ୍ତି ପରିବର୍ତ୍ତନ: ଖାର୍ଗେଙ୍କ କଟାକ୍ଷ…

ବେଙ୍ଗାଲୁରୁ,୭।୫ : ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ତିନି ଦିନରୁ କମ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ରାଜନୈତିକ ଦଳ ଏବଂ ନେତାମାନେ ସେମାନଙ୍କର ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ…

ସରକାରଙ୍କୁ ଘେରିଲେ ଚାଷୀ ନେତା

ନୂଆଦିଲ୍ଲୀ,୭।୫: ଡବ୍ଲ୍ୟୁଏଫ୍‌ଆଇ ମୁଖ୍ୟ ତଥା ଭାଜପା ସାଂସଦ ବ୍ରିଜଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ଉତ୍ପୀଡ଼ନ ଅଭିଯୋଗକୁ ନେଇ ଭାରତର କେତେକ ବରିଷ୍ଠ କୁସ୍ତିଯୋଦ୍ଧା ଦିଲ୍ଲୀର ଯନ୍ତରମନ୍ତରଠାରେ ଆନ୍ଦୋଳନ କରୁଛନ୍ତି। ଏହି ଆନ୍ଦୋଳନକୁ ରବିବାର ୧୪ ଦିନ ବିତିଯାଇଥିଲେ ମଧ୍ୟ ଦୋଷୀଙ୍କ…

ଜନ୍ତର ମନ୍ତରେ ଟିକେଟ ବଣ୍ଟା ଯାଉନି ଯାହାକୁ ନେଇ ରାଜନୀତି ହେବ: ରାକେଶ ଟିକାଏତ

ନୂଆଦିଲ୍ଲୀ,୭।୫: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ରେସଲର ପ୍ରୋଟେଷ୍ଟ ଜାରି ରହିଛି। ଦେଶର ଏହି ମହିଳା ଖେଳାଳିଙ୍କ ସମର୍ଥନରେ ଧିରେ ଧିରେ ଲୋକଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଥିରେ ମୁଖ୍ୟତଃ ପଞ୍ଜାବ ଓ ହରିୟାଣାର ଲୋକେ ଏକାଠି ହେଉଛନ୍ତି। ରବିବାର ଏଠାରେ କୃଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?