ବିପଦ ଡାକୁଛି କୋଭିଡ୍ର ୪ ନୂଆ ଭାରିଆଣ୍ଟ: କେନ୍ଦ୍ର କହିଲା ପ୍ରସ୍ତୁତ ରୁହ…
ନୂଆଦିଲ୍ଲୀ,୫ା୬: ଅଦୃଶ୍ୟ ଭୂତାଣୁ କୋଭିଡ୍-୧୯ ପୁଣି କଡ଼ ଲେଉଟାଇଛି। ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ସଂକ୍ରମଣ ବଢ଼ିବାରେ ଲାଗିଥିବାବେଳେ ଏହାର ମୁକାବିଲା ପାଇଁ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ପ୍ରସ୍ତୁତି ଚଳାଇବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ୍, ଭେଣ୍ଟିଲେଟର...
ବିଶ୍ୱ ପରିବେଶ ଦିବସ: ପ୍ଲାଷ୍ଟିକ୍ ଆଉ କାଳ ନ ହେଉ
ଘରଦ୍ୱାର, ରାସ୍ତାଘାଟ, ମାଟିପଥର, ଗଛଲତା, ପାହାଡ଼ପର୍ବତ, ନଦୀଝରଣା, ମଣିଷ, ପଶୁପକ୍ଷୀ ଓ ଜୀବାଣୁଭୂତାଣୁ – ଏମାନଙ୍କୁ ନେଇ ଆମ ‘ପରିବେଶ’ ଗଠିତ। କିନ୍ତୁ ପରିବେଶ କହିଲେ ଆମେ ବୁଝୁ ବାୟୁ-ପାଣି-ମାଟି (ବା-ପା-ମା)। ପିତାମାତା ଆମକୁ ଜନ୍ମ ଦିଅନ୍ତି, କିନ୍ତୁ ବାୟୁ-ପାଣି-ମାଟି...
ବେଙ୍ଗାଲୁରୁ ଦଳାଚକଟା ମୃତ୍ୟୁ ଉପରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିକ୍ରିୟା: “ହୃଦୟ…”
ବେଙ୍ଗାଲୁରୁ,୪।୬: ବେଙ୍ଗାଲୁରୁର ଏମ୍ ଚିନ୍ନାସ୍ୱାମୀ ଷ୍ଟାଡିୟମ ନିକଟରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ର ପ୍ରଥମ ଆଇପିଏଲ ଟାଇଟଲ ବିଜୟ ଉତ୍ସବ ସମୟରେ ଘଟିଥିବା ଏକ ଦଳାଚକଟା ଘଟଣାରେ ଅତି କମରେ ସାତ ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଅନେକେ...
୧ ମାର୍ଚ୍ଚ ୨୦୨୭ ରୁ ଆରମ୍ଭ ହୋଇପାରେ ଜନଗଣନା
ନୂଆଦିଲ୍ଲୀ,୪।୬: ଭାରତରେ ଆଗାମୀ ଜନଗଣନା ୨୦୨୭ ମାର୍ଚ୍ଚ ୧ ତାରିଖରୁ ଆରମ୍ଭ ହୋଇପାରେ ବୋଲି ସୂଚନା ମିଳିଛି। ସୂତ୍ରରୁ ପ୍ରକାଶ ଯେ, ଏହି ଜନଗଣନା ୨୦୨୭ ମସିହାରୁ ଆରମ୍ଭ ହୋଇ ୨୦୨୮ ପର୍ଯ୍ୟନ୍ତ ଚାଲିପାରେ। ଏହା ପୂର୍ବରୁ ୨୦୨୧ରେ ଜନଗଣନା...
ରାତି ଅନିଦ୍ରା ହୋଇ କିପରି ଅପରେଶନ ସିନ୍ଦୁର ଟ୍ରାକ୍ କରୁଥିଲେ ପ୍ରଧାନମନ୍ତ୍ରୀ, ଖୁଲାସା କଲେ ମନ୍ତ୍ରୀ
ନୂଆଦିଲ୍ଲୀ,୪ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅପରେଶନ ସିନ୍ଦୁର ବିମାନ ଆକ୍ରମଣକୁ ରାତିସାରା ନୀରିକ୍ଷଣ କରୁଥିଲେ। ଏଥିସହିତ ପାକିସ୍ତାନର ପରମାଣୁ ବ୍ଲାକମେଲକୁ ଖାତିର ନ କରି କିପରି ଆତଙ୍କବାଦୀ ଆଡ୍ଡା ଉପରେ ଭାରତ ଆକ୍ରମଣ କଲା, ତାହାକୁ କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର...
୫୦୦ ଟଙ୍କିଆ ନୋଟ୍କୁ ନେଇ ବଡ଼ ଅପ୍ଡେଟ୍: ସରକାର ଜାରି କଲେ ଏହି…
ନୂଆଦିଲ୍ଲୀ,୪ା୬: ଗୋଟିଏ ସପ୍ତାହ ଧରି ଗଣମାଧ୍ୟମରେ ୫୦୦ ଟଙ୍କିଆ ନୋଟ ବନ୍ଦ ହେବାର ଖବର ପ୍ରସାରିତ ହେଉଛି। କୁହାଯାଉଥିଲା ଯେ, ଆଗାମୀ ଦିନରେ ସରକାର ଏହାକୁ ବନ୍ଦ କରିପାରନ୍ତି। ଏହା ପଛରେ କାରଣ ଦର୍ଶାଯାଇଛି ଯେ, RBI ନିର୍ଦ୍ଦେଶାବଳୀ, ଯେଉଁଥିରେ...
ପାକିସ୍ତାନକୁ ଗୁପ୍ତ ତଥ୍ୟ ଦେବା ଅଭିଯୋଗରେ ଜ୍ୟୋତି ମାଲହୋତ୍ରାଙ୍କ ପରେ ଗିରଫ ହେଲେ ଆଉ ଜଣେ ୟୁଟ୍ୟୁବର
ଚଣ୍ଡିଗଡ଼,୪।୬: ଜ୍ୟୋତି ମାଲହୋତ୍ରାଙ୍କ ପରେ ଆଉ ଜଣେ ୟୁଟ୍ୟୁବରଙ୍କୁ ଭାରତ ସହ ବିଶ୍ୱାସଘାତକତା କରିବା ଅଭିଯୋଗରେ ଗିରଫ କରାଯାଇଛି। ସେ ପାକିସ୍ତାନ ପାଇଁ ଗୁପ୍ତଚର କରୁଥିବା ସନ୍ଦେହ କରାଯାଉଛି। ପୋଲିସ ତାଙ୍କୁ ପଞ୍ଜାବର ରୂପନଗରରୁ ଗିରଫ କରିଛି। କୁହାଯାଉଛି ଯେ...
୨୦୪୭ ସୁଦ୍ଧା କେମିତି ବିକଶିତ ହେବ ଭାରତ ? ବଡ ବୟାନ ଦେଲେ ପୂର୍ବତନ ଆରବିଆଇ ଗଭର୍ଣ୍ଣର
ନୂଆଦିଲ୍ଲୀ,୩।୬: ପୂର୍ବତନ ଆରବିଆଇ ଗଭର୍ଣ୍ଣର ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ରଘୁରାମ ରାଜନ ଏକ ସାକ୍ଷାତକାରରେ କହିଛନ୍ତି, “ମୁଁ ବହୁ ଦିନ ଧରି ଜୋର ଦେଇ କହୁଛି—ଯଦି ଆମେ ୨୦୪୭ ସୁଦ୍ଧା ବିକଶିତ ଦେଶ ହେବାକୁ ଚାହୁଁ, ତେବେ ଆମକୁ ୮,...
ଶେଷରେ ଜଣାପଡିଗଲା, ଭାରତ ସହ ୪ ଦିନିଆ ସଂଘର୍ଷରେ ପାକିସ୍ତାନ ହରାଇଛି ୬ ଯୁଦ୍ଧ ବିମାନ, ୨ ସର୍ଭିଲାନ୍ସ ବିମାନ
ନୂଆଦିଲ୍ଲୀ,୩।୬: ପାକିସ୍ତାନର ବାୟୁସେନା ସାମର୍ଥ୍ୟକୁ ଏକ ବଡ଼ ଆଘାତ ଦେଇ ଭାରତୀୟ ବାୟୁସେନା ଗତ ମାସରେ ହୋଇଥିବା ୪ ଦିନିଆ ସଂଘର୍ଷରେ ୬ଟି ଯୁଦ୍ଧ ବିମାନ, ୨ଟି ଉଚ୍ଚ ମୂଲ୍ୟର ନିରୀକ୍ଷଣ ବିମାନ, ୧ଟି ସି-୧୩୦ ପରିବହନ ବିମାନ, ୩୦ରୁ...
ବିଚ୍ ରାସ୍ତାରେ ହାଇଡ୍ରାମା: ପ୍ରଥମେ ଅଟୋବାଲକୁ ଗୋଡ଼ରୁ ଚପଲ କାଢ଼ି କଶିପକାଇଲେ ମହିଳା ପରେ…
ବିଚ୍ ରାସ୍ତାରେ ହାଇ ଡ୍ରାମା ।(ଭିଡିଓ କରିବ ତ’କର) ଏମିତି କହି ଅଟୋ ଡ୍ରାଇଭରଙ୍କୁ ଚପଲରେ ପିଟିଲେ ମହିଳା । ଭିଡିଓ ଭାଇରାଲ ପରେ ଡ୍ରାଇଭରଙ୍କ ଗୋଡ଼ ତଳେ ପଡ଼ି ମାଗିଲେ କ୍ଷମା। ସେପଟେ ଅଟୋ ଡ୍ରାଇଭରଙ୍କୁ ଦୁର୍ବ୍ୟବହାର ଅଭିଯୋଗରେ...
ଟ୍ରମ୍ପ୍ ଦେଲେ ନିର୍ଦ୍ଦେଶ, ”ନରେନ୍ଦର ସରେଣ୍ଡର”, ପାକିସ୍ତାନ ସହିତ ଯୁଦ୍ଧ ବିରତିକୁ ନେଇ ରାହୁଲ ଗାନ୍ଧୀଙ୍କ ତାଚ୍ଛଲ୍ୟ
ଭୋପାଳ, ୩।୬: କଂଗ୍ରେସ ନେତା ତଥା ଲୋକସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ମଙ୍ଗଳବାର ଭୋପାଳରେ ଏକ କାର୍ଯ୍ୟକର୍ତ୍ତା ସମ୍ମିଳନୀରେ ଭାରତ-ପାକିସ୍ତାନ ଅସ୍ତ୍ରବିରତି ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସରକାରଙ୍କୁ ତୀବ୍ର ଆକ୍ରମଣ କରିଛନ୍ତି। ରାହୁଲ...
ମେଲୋନିଙ୍କୁ ସାହାଯ୍ୟ ମାଗିଲା ପାକିସ୍ତାନ, ଭାରତକୁ ବିପଦ!
ଇସଲାମବାଦ,୩।୬: ଭାରତ ସହିତ ସମ୍ପର୍କ ସୁଧାରିବାକୁ ଆଶା ରଖିଥିବା ପାକିସ୍ତାନ ଏବେ ଇଟାଲୀ ଆଡକୁ ଦୃଷ୍ଟି ଦେଇଛି। ପାକିସ୍ତାନର ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଆତାଉଲ୍ଲାହ ତାରାର ଇଟାଲୀକୁ ଏକ ସମ୍ଭାବ୍ୟ ’ଶାନ୍ତି ସ୍ଥାପନକାରୀ’ ଦେଶ ଭାବରେ ବର୍ଣ୍ଣନା କରିଛନ୍ତି।...
Archives


