୨୦୨୪ ଗଣତନ୍ତ୍ର ଦିବସ ପରେଡ୍ରେ କେବଳ ସାମିଲ ହେବେ ମହିଳା
ନୂଆଦିଲ୍ଲୀ,୭।୫: ୨୦୨୪ ଗଣତନ୍ତ୍ର ଦିବସରେ ଏକ କିଛି ସ୍ବତନ୍ତ୍ର ହେବାକୁ ଯାଉଛି। ସୂଚନା ଅନୁଯାୟୀ, ୨୦୨୪ ଜାନୁୟାରୀ ୨୬ରେ କର୍ତ୍ତବ୍ୟ ପଥରେ କେବଳ ମହିଳା ପରେଡ୍ କରୁଥିବା ଦେଖିବାକୁ ମିଳିବ। ଏପରିକି ପରେଡ୍ , ମାର୍ଚିଂ ସ୍ବାର୍ଡ ଏବଂ ସାଂସ୍କୃତିକ ଉପସ୍ଥାପନାରେ…
ମଣିପୁରରେ ଲାଗୁ କରିଦିଅ ରାଷ୍ଟ୍ରପତି ଶାସନ: ଥରୁର…
ଇମ୍ଫାଲ,୭।୫ : ଉତ୍ତର-ପୂର୍ବ ମଣିପୁରରେ ହିଂସା ପରେ ପରିସ୍ଥିତି ଚିନ୍ତାଜନକ ରହିଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ହଜାର ହଜାର ସୁରକ୍ଷାକର୍ମୀ ନିୟୋଜିତ ହୋଇଛନ୍ତି। ରାଜ୍ୟରେ ସାମ୍ପ୍ରତିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ବରିଷ୍ଠ କଂଗ୍ରେସ ନେତା ତଥା ଲୋକସଭା ଏମପି ଶଶି…
‘ଦ କେରଲା ଷ୍ଟୋରି’କୁ ଲଗାତାର କରାଯାଉଛି ବିରୋଧ, ତାମିଲନାଡୁ ଥିଏଟର୍ସରେ ସ୍କ୍ରିନିଂ ବନ୍ଦ
ମୁମ୍ବାଇ,୭।୫: ବଲିଉଡ ମୁଭି ‘ଦ କେରଲା ଷ୍ଟୋରି’କୁ ବିରୋଧ କରିବାର ଘଟଣା ଥମିବାର ନାଁ ନେଉନି। ଫିଲ୍ମକୁ କିଛି ରାଜ୍ୟରେ ଭଲ ସମର୍ଥନ ମିଳିଛି, ହେଲେ ତାମିଲନାଡୁରେ ଫିଲ୍ମକୁ ବିରୋଧ କରିବା ଥମିବାର ନାଁ ନେଉନି। ଏବେ ଏହି ଫିଲ୍ମକୁ ବିରୋଧ…
କେଜରିଓ୍ବାଲଙ୍କ ବାସଭବନରେ ୪୫ କୋଟି ନୁହେଁ ଖର୍ଚ୍ଚ ହୋଇଛି ୧୭୧ କୋଟି: କଂଗ୍ରେସ…
ନୂଆଦିଲ୍ଲୀ,୭।୫ : ଭେଟେରାନ କଂଗ୍ରେସ ନେତା ଅଜୟ ମାକେନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଟାର୍ଗେଟ କରିଛନ୍ତି। ଅଜୟ ମାକେନ କହିଛନ୍ତି କେଜରିୱାଲଙ୍କ ବାସଭବନର ପୁନର୍ନିର୍ମାଣରେ ୪୫ କୋଟି ଟଙ୍କା ନୁହେଁ ମୋଟ ୧୭୧ କୋଟି ଟଙ୍କା ଖର୍ଚ୍ଚ ହୋଇଛି। ବାସଭବନକୁ…
ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ଯୋଜନା ପଣ୍ଡ, ପୋଲିସକୁ ମିଳିଲା ୫-୬ କିଲୋ ଆଇଇଡି
ଜମ୍ମୁ,୭।୫: ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ପୋଲିସକୁ ବଡ ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଏକ ଜିଲାରେ ୫ କିଲୋଗ୍ରାମ ଇମ୍ପ୍ରୋଭାଇଜ୍ଡ ଏକ୍ସପ୍ଲୋସିଭ ଡିଭାଇସ(ଆଇଇଡି) ସହ ଜଣେ ଜଣେ ଆତଙ୍କବାଦୀଙ୍କ ସହଯୋଗୀଙ୍କୁ ପୋଲିସ ଗିରଫ କରିଛି। ଆଇଇଡି ଜବତ କରାଯିବ ପରେ ଏକ ବଡ…
କୁସ୍ତିଯୋଦ୍ଧାଙ୍କୁ ସମର୍ଥନ କରି ଦିଲ୍ଲୀରେ ବିକ୍ଷୋଭ କରିବେ ହଜାର ହଜାର ଚାଷୀ
ନୂଆଦିଲ୍ଲୀ,୭।୫:ଦେଶର କୁସ୍ତିଯୋଦ୍ଧାମାନେ ଦିଲ୍ଲୀର ଯନ୍ତରମନ୍ତରରେ କୁସ୍ତି ମହାସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂହଙ୍କ ବିରୋଧରେ ଯୌନ ନିର୍ଯାତନାର ଅଭିଯୋଗ ଆଣି ଆନ୍ଦୋଳନ ଜାରି ରଖିଛନ୍ତି। ତେବେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନକୁ ସଂଯୁକ୍ତ କିଷାନ ମୋର୍ଚ୍ଚା ସମର୍ଥନ କରିଛି। କୁସ୍ତିଯୋଦ୍ଧାଙ୍କ ସମର୍ଥନରେ ବିକ୍ଷୋଭ…
ବାମପନ୍ଥୀ ଇତିହାସ ବନ୍ଦ କରାଯାଉ: ହେମନ୍ତ ବିଶ୍ୱ ଶର୍ମା
ଦିସପୁର,୭।୫: ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା ଟିପୁ ସୁଲତାନ ନିର୍ବାଚନୀ ପ୍ରଚାରରେ ବାମପନ୍ଥୀ ଐତିହାସିକଙ୍କୁ ଟାର୍ଗେଟ କରଛନ୍ତି। ଟିପୁ ସୁଲତାନଙ୍କ ମହିମା ପ୍ରଚାର ଭୁଲ କହି ଶର୍ମା କହିଛନ୍ତି ଯେ, ବାମପନ୍ଥୀ ଇତିହାସକୁ ବନ୍ଦ କରାଯାଉ। ନୂଆ ଭାରତକୁ ଏକ…
‘ସୁପ୍ରିମକୋର୍ଟ କେବଳ ତିଲକ ମାର୍ଗର ନୁହେଁ, ଦେଶର ସର୍ବୋଚ୍ଚ ଅଦାଲତ’, ସିଜେଆଇ
ନୂଆଦିଲ୍ଲୀ,୭।୫: ଦେଶର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ କହିଛନ୍ତି, ଭାରତର ସୁପ୍ରିମକୋର୍ଟ କୌଣସି ତିଲକ ମାର୍ଗର ସୁପ୍ରିମକୋର୍ଟ ନୁହେଁ, ଏହା ସମ୍ପୂର୍ଣ୍ଣ ଦେଶର ସର୍ବୋଚ୍ଚ ନ୍ୟାୟାଳୟ। ଜଷ୍ଟିଶ ଚନ୍ଦ୍ରଚୂଡ ଓଡ଼ିଶାରେ ଏକ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବା ସମୟରେ ରାଜ୍ୟରେ ଦକ୍ଷିଣ ଓ…
‘ଦୋଷୀ ସାବ୍ୟସ୍ତ ହେଲେ ଫାଶୀରେ ଝୁଲିପଡିବି’, ଡବ୍ଲୁଏଫଆଇ ମୁଖ୍ୟ କହିଲେ- ମୁଁ କ’ଣ ରାବଣ, ପ୍ରମାଣ ଦେଖାନ୍ତୁ କୁସ୍ତିଯୋଦ୍ଧା
ନୂଆଦିଲ୍ଲୀ,୭।୫: ଡବ୍ଲୁଏଫଆଇର ଅଧ୍ୟକ୍ଷ ବ୍ରିଜଭୂଷଣ ଶରଣ ସିଂଙ୍କ ଏକ ବଡ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି କି ତାଙ୍କ ବିରୋଧରେ ଆସିଥିବା ଗୋଟିଏ ବି ଅଭିଯୋଗ ପ୍ରମାଣିତ ହେଲେ ସେ ଫାଶୀରେ ଝୁଲି ପଡିବେ। ସୂଚନାଯୋଗ୍ୟ କିଛିଦିନ ହେବ ମହିଳା…
‘ଢୋଲ ବାଜା ସହ ଫୁଲର ବର୍ଷା’… ବେଙ୍ଗାଲୁରୁରେ ମୋଦିଙ୍କ ୧୦ କିଲୋମିଟର ରୋଡ ଶୋ’ ଆରମ୍ଭ
ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ତା’ର ସମସ୍ତ ଶକ୍ତି ଲଗାଇ ଦେଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଲଗାତାର ଦ୍ୱିତୀୟ ଦିନ ବେଙ୍ଗାଲୁରୁରେ ମେଗା ରୋଡ ଶୋ’ରେ ବାହାରିଛନ୍ତି। ଏହି ରୋଡ ଶୋ’ ସମୟରେ ମୋଦି…
୧୪୧ ଆସନ ଜିତିବ କଂଗ୍ରେସ: ଶିବକୁମାର
ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ୧୪୧ ଆସନ ଜିତିବ। ରାଜ୍ୟର ଜନସାଧାରଣ ଆମ ଦଳକୁ କ୍ଷମତାକୁ ଆଣିବେ ବୋଲି ରାଜ୍ୟ କଂଗ୍ରେସ ମୁଖ୍ୟ ଡିି କେ. ଶିବକୁମାର କହିଛନ୍ତି। ଶନିବାର ଏକ ସାକ୍ଷାତକାରରେ ସେ ଏଭଳି ଦୃଢ଼ୋକ୍ତି ପ୍ରକାଶ କରିିଛନ୍ତି।…
ଭାଜପା ଡବଲ ଇଞ୍ଜିନ ନୁହେଁ , ଟ୍ରବଲ ଇଞ୍ଜିନ ସରକାର: କଂଗ୍ରେସ
ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଭାଜପା ବିରୋଧରେ ଜୋରଦାର ବିଜ୍ଞାପନ ଅଭିଯାନ ଜାରି ରଖିଛି। ଶନିବାର ନିର୍ବାଚନ ଆୟୋଗଙ୍କ ଠାରୁ କଂଗ୍ରେସ ନୋଟିସ ପାଇଥିଲେ ମଧ୍ୟ ପୁଣି ଥରେ ବିଜ୍ଞାପନ ମାଧ୍ୟମରେ ଭାଜପା ଉପରେ ଆକ୍ରମଣ କରିଛି। ରବିବାର ପ୍ରକାଶିତ…

