ଜାତୀୟ

ଟିଲ୍ଲୁ ହତ୍ୟାକାଣ୍ଡର ଦ୍ୱିତୀୟ ଭିଡିଓ ଆସିଲା ସାମ୍ନାକୁ

ନୂଆଦିଲ୍ଲୀ,୫।୫: ତିହାର ଜେଲ ଭିତରେ ସୁନିଲ ଓରଫ ଟିଲ୍ଲୁ ତାଜପୁରିୟାଙ୍କ ହତ୍ୟାକାଣ୍ଡର ଆଉ ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ପ୍ରଥମ ଭିଡିଓରେ ଯେତେବେଳେ ସୁରକ୍ଷାକର୍ମୀଙ୍କ ଅନୁପସ୍ଥିତିରେ ଅଭିଯୁକ୍ତ ଟିଲ୍ଲୁଙ୍କୁ ଆକ୍ରମଣ କରୁଥିବା ନଜର ଆସିଥିଲା, ଦ୍ୱିତୀୟ…

ରାଜୌରିରେ ଆତଙ୍କବାଦୀଙ୍କ ସହ ମୁହାଁମୁହିଁରେ ୫ ଯବାନ ଶହୀଦ, ଜଣେ ହସ୍ପିଟାଲରେ ଭର୍ତ୍ତି; ଅପରେଶନ ଜାରି

ରାଜୌରି,୫।୫: ଜମ୍ମୁ ସଂଭାଗର ରାଜୌରି ଜିଲାର କଂଡି ଅଞ୍ଚଳରେ ଶୁକ୍ରବାର ଆତଙ୍କବାଦୀ ଓ ସୁରକ୍ଷାକର୍ମୀଙ୍କ ମଧ୍ୟରେ ସଂଘର୍ଷ ଜାରି ରହିଛି। ଉଭୟ ପକ୍ଷରୁ ଗୁଳିବିନିମୟ ଚାଲିଛି। ଏହି ଘଟଣା ସମ୍ପର୍କରେ ସେନା ଏକ ବୟାନ ଜାରି କରି କହିଛି କି ଏନକାଉଣ୍ଟର…

ମୋରେନାରେ ଜମି ବିବାଦକୁ ନେଇ ଗୁଳିକାଣ୍ଡ, ୬ ଜଣଙ୍କୁ ହତ୍ୟା, ୨ ଗୁରୁତର

ମୋରେନା,୫।୫: ମଧ୍ୟ ପ୍ରଦେଶର ମୋରେନାରେ ଜମି ବିବାଦକୁ ନେଇ ୬ ଜଣଙ୍କୁ ଗୁଳି କରିହତ୍ୟା କରାଯାଇଥିବା ଜଣାପଡିଛି। ଏହି ଗୁଳିକାଣ୍ଡରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଗୁରୁତର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଜିଲାର ସିଂହୋନିଆ ଥାନା ଅନ୍ତର୍ଗତ…

ଭୋଟ ବ୍ୟାଙ୍କ ପାଇଁ କେରଲା ଷ୍ଟୋରିକୁ ବିରୋଧ କରୁଛି କଂଗ୍ରେସ

ବେଲାରୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କର୍ନାଟକର ବେଲାରୀରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ ଫିଲ୍ମ ଦି କେରଲା ଷ୍ଟୋରି’ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ବର୍ଷ ମଧ୍ୟରେ…

କର୍ନାଟକରେ ହନୁମାନ ଚାଳିସା ପଢିଲେ ସ୍ମୃତି ଇରାନୀ

ବେଙ୍ଗାଲୁରୁ,୫।୫: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ଭାଜପା ଏବଂ କଂଗ୍ରେସ ମଧ୍ୟରେ ହନୁମାନଙ୍କୁ ନେଇ ରାଜନୀତି ଜାରି ରହିଛି। ତେବେ ଏହି ମଧ୍ୟରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କର୍ନାଟକରେ କଂଗ୍ରେସ ସରକାରଙ୍କୁ ଟାର୍ଗେଟ କରିଛନ୍ତି।…

ଏସସିଓରେ ଭାରତ ଆତଙ୍କବାଦ କଥା ଉଠାଇବାରୁ ବିଲାଓ୍ବଲ କହିଲେ, କୁଟନୈତିକ ଲାଭ ପାଇଁ ଏହାକୁ ଅସ୍ତ୍ର କରା ନ ଯାଉ

ପଣଜି,୫।୫: ଗୋଆରେ ଚାଲିଥିବା ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ)ର ବହିର୍ବାପ୍ୟାର ମନ୍ତ୍ରୀଙ୍କ ବୈଠକରେ ଭାରତ ଆତଙ୍କବାଦ ଉପରେ କଡା ପ୍ରହାର କରିଛି। ଏହାରି ଭିତରେ ସିଧାସିଧା ଭାବେ କଥାଟି ପାକିସ୍ତାନର ବର୍ହିବ୍ୟାପାର ମନ୍ତ୍ରୀ ବିଲାଓ୍ବଲ ଜୁଟ୍ଟୋଙ୍କୁ ଯାଇ ଲାଗିଛି। ପାକିସ୍ତାନର ବର୍ହିବ୍ୟାପାର ମନ୍ତ୍ରୀ…

କଂଗ୍ରେସକୁ ମୋଦିଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୫ା୫: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବେଲାରୀରେ ଭାଜପାର ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ବଜରଙ୍ଗ ଦଳ ଉପରେ ନିଷେଧାଦେଶ ପ୍ରସଙ୍ଗରେ ସେ ପୁଣି ଥରେ କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ମୋଦି କହିଛନ୍ତି, ‘କଂଗ୍ରେସ…

‘ମୋର ବଜରଙ୍ଗ ବାଲି ବୟାନକୁ ନେଇ… କମ୍ପୁଛି କଂଗ୍ରେସର ପାଦ’: ମୋଦି

ନୂଆଦିଲ୍ଲୀ,୫।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର କହିଛନ୍ତି କଂଗ୍ରେସର ପାଦ କମ୍ପୁଛି। ସେ କହିଛନ୍ତି, ମୋର ବଜରଙ୍ଗ ବାଲି ବୟାନକୁ ନେଇ କଂଗ୍ରେସକୁ ସମସ୍ୟା ହୋଇଛି। ନିଜ ଭୋଟ ବ୍ୟାଙ୍କ ପାଇଁ କଂଗ୍ରେସ ଆତଙ୍କବାଦ ସାମ୍ନାରେ ନଇଁ ପଡିଛି। ଭୋଟ ବ୍ୟାଙ୍କ…

‘ଭାଜପା କାହିଁକି ଭୟ କରୁଛି…’ଜାତି ଜନଗଣନା ଉପରେ ରୋକ ଲାଗିବା ପରେ ପ୍ରତିକ୍ରିୟା ରଖିଲେ ଆରଜେଡି ସୁପ୍ରିମୋ

ପାଟନା,୫।୫: ବିହାରରେ ଚାଲିଥିବା ଜାତିଭିତ୍ତିକ ଜନଗଣନା ଉପରେ ପାଟନା ହାଇକୋର୍ଟ ଗୁରୁବାର ସ୍ଥଗିତାଦେଶ ଜାରି କରିଛନ୍ତି। ଏହାର ପରବର୍ତ୍ତୀ ଶୁଣାଣି ଜୁଲାଇ ୩ରେ ହେବ ବୋଲି କୋର୍ଟ କହିଛନ୍ତି। କୋର୍ଟଙ୍କ ଏହି ନିଷ୍ପତ୍ତି ପରେ ବିହାରରେ ରାଜନୀତି ଆରମ୍ଭ ହୋଇଯାଇଛି। ଏହି…

ଶରଦ ପାଓ୍ବାରଙ୍କ ନିକଟରେ ହିଁ ରହିବ ପାଓ୍ବାର, ଏନସିପି ବୈଠକରେ ଦ୍ୱିତୀୟ ଥର ଅଧ୍ୟକ୍ଷ ହେବାର ପ୍ରସ୍ତାବ ପାସ!

ମୁମ୍ବାଇ,୫।୫: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି)ର ମୁଖ୍ୟ ଶରଦ ପାଓ୍ବାରଙ୍କ ପକ୍ଷରୁ ପଦରୁ ଇସ୍ତଫା ଦେବା ଘୋଷଣା ପରେ ମୁମ୍ବାଇରେ ଏନସିପି କୋର କମିଟିର ବୈଠକ ଚାଲିଛି। ଏହି ସମୟରେ ଏନସିପି ନେତା ପ୍ରଫୁଲ୍ଲ ପଟେଲ ନୂଆ ଅଧ୍ୟକ୍ଷ ନିର୍ବାଚନ ସମୟରେ ପୁଣିଥରେ…

କର୍ନାଟକ ଯାତ୍ରା ରଦ୍ଦ କଲେ ଶାହା

ନୂଆଦିଲ୍ଲୀ,୫।୫: ମଣିପୁରରେ ଉପୁଜିଥିବା ହିଂସା ପରେ ସେଠାକାର ପରିସ୍ଥିତି ସମ୍ପୂର୍ଣ୍ଣ ବିଗିଡି ଯାଇଛି। ଏହା ଉପରେ ନଜର ରଖିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ତାଙ୍କର କର୍ନାଟକ ଗସ୍ତକୁ ରଦ୍ଦ କରି ଦେଇଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା…

‘ଯେ କୌଣସି ପରିସ୍ଥିତିରେ ଆତଙ୍କବାଦକୁ ରୋକିବାକୁ ପଡିବ’, ଏସସିଓ ମଞ୍ଚରେ ଚାଇନା-ପାକିସ୍ତାନ ସାମ୍ନାରେ ବାର୍ତ୍ତା ରଖିଲା ଭାରତ

ପଣଜି,୫।୫: ଗୋଆରେ ଏସସିଓ ବର୍ହିବ୍ୟାପରା ମନ୍ତ୍ରୀଙ୍କ ବୈଠକ ଆରମ୍ଭ ହୋଇଛି। ଏହି ଦୁଇ ଦିବସୀୟ ବୈଠକରେ ବର୍ହିବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକ ଏମିତି ସମୟରେ ଆୟୋଜନ କରାଯାଇଛି ଯେତେବେଳେ ୟୁକ୍ରେନ ଯୁଦ୍ଧକୁ ନେଇ ପଶ୍ଚିମ ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?