ଜାତୀୟ

ତିହାର ଜେଲରେ ବିରୋଧୀ ଗ୍ୟାଙ୍ଗ୍‌ ଆକ୍ରମଣରେ ତାଜପୁରିୟା ନିହତ

ନୂଆଦିଲ୍ଲୀ,୩ା୫ : ଦିଲ୍ଲୀର ତିହାର ଜେଲରେ ମଙ୍ଗଳବାର ସକାଳେ ବିରୋଧୀ ଗ୍ୟାଙ୍ଗ୍‌ ଆକ୍ରମଣରେ ଗ୍ୟାଙ୍ଗ୍‌ଷ୍ଟର ଟିଲ୍ଲୁ ତାଜପୁରିୟା ନିହତ ହୋଇଛନ୍ତି। ତାଙ୍କ ମୃତଦେହରେ ୯୨ କ୍ଷତଚିହ୍ନ ଥିବା ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡ଼ିଛି। ଜେଲରେ କଡ଼ା ସୁରକ୍ଷା ମଧ୍ୟରେ ଗ୍ୟାଙ୍ଗଷ୍ଟର ଯୋଗେଶ ତୁଣ୍ଡା…

‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ: ସିପିଆଇଏମ୍‌

କୋଝିକୋଡ୍‌/ନୂଆଦିଲ୍ଲୀ,୩ା୫: ସୁଦୀପ୍ତୋ ସେନଙ୍କ ନିର୍ଦ୍ଦେଶିତ ତଥା ଭିପୁଲ ଅମୃତଲାଲ ଶାହଙ୍କ ପ୍ରଯୋଜିତ ବିବାଦୀୟ ହିନ୍ଦୀ ଫିଲ୍ମ ‘ଦି କେରଲା ଷ୍ଟୋରି’ ଭାଜପା ପ୍ରାୟୋଜିତ। ଏହା କେରଳରେ ଲୋକଙ୍କୁ ବିଭାଜିତ କରି ପରସ୍ପର ମଧ୍ୟରେ ଶତ୍ରୁଭାବ ସୃଷ୍ଟି ଉଦ୍ଦେଶ୍ୟରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ…

ଦିଲ୍ଲୀରେ ରାଜନୈତିକ ବିସ୍ଫୋରଣକୁ ଅପେକ୍ଷା

ମୁମ୍ବାଇ/ନୂଆଦିଲ୍ଲୀ,୩ା୫: ଏପ୍ରିଲ ୧୯ରେ ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେ କହିଥିଲେ, ୧୫ ଦିନ ମଧ୍ୟରେ ଦୁଇଟି ବଡ଼ ବିସ୍ଫୋରଣ ଘଟିବାକୁ ଯାଉଛି, ଗୋଟିଏ ଦିଲ୍ଲୀରେ ଓ ଅନ୍ୟଟି ମହାରାଷ୍ଟ୍ରରେ। ପାଓ୍ବାରଙ୍କ ପୁତୁରା ଅଜିତ ପାଓ୍ବାର ଭାଜପା ଆଡ଼କୁ…

୩୯% ଭାରତୀୟ ପରିବାର ଅନ୍‌ଲାଇନ ଠକେଇର ଶିକାର

ନୂଆଦିଲ୍ଲୀ,୩ା୫: ଗତ ୩ ବର୍ଷ ମଧ୍ୟରେ ଭାରତର ପ୍ରାୟ ୩୯% ପରିବାର ଅନ୍‌ଲାଇନ୍‌ରେ ଆର୍ଥିକ ଠକେଇର ଶିକାର ହୋଇଥିବା ଏକ ସର୍ଭେରୁ ଜଣାପଡ଼ିଛି। ଲୋକାଲ୍‌ ସର୍କଲ ପକ୍ଷରୁ କରାଯାଇଥିବା ଏହି ସର୍ବେକ୍ଷଣରେ ସାମିଲ ପରିବାରଗୁଡ଼ିକ ମଧ୍ୟରୁ ମାତ୍ର ୨୪% ସେମାନଙ୍କ ଅର୍ଥ…

ଗଣତନ୍ତ୍ରରେ ଜନସାଧାରଣ ହିଁ ଶକ୍ତିଶାଳୀ: ମମତା…

କୋଲକାତା,୨।୫ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ମୁଖ୍ୟ ମମତା ବାନାର୍ଜୀ କହିଛନ୍ତି, ଗଣତନ୍ତ୍ରରେ ଜନସାଧାରଣ ହିଁ ଶକ୍ତିଶାଳୀ। ସେମାନଙ୍କ ଅପେକ୍ଷା କେହି ଅଧିକ ଶକ୍ତିଶାଳୀ ନୁହନ୍ତି। ୨୦୨୧ ବିଧାନସଭା ନିର୍ବାଚନରେ ସମଗ୍ର ବିଶ୍ୱ ଏହା ଦେଖିଛି। ମମତା ବାନାର୍ଜୀ…

ବିଲକିସ ବାନୋ ମାମଲା: ଗୁଜରାଟ-କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ଉପରେ ପୁନର୍ବିଚାର କରିବେ ନାହିଁ…

ନୂଆଦିଲ୍ଲୀ,୨।୫ : ୨୦୦୨ ଗୁଜରାଟ ଦଙ୍ଗାର ବିଲକିସ ବାନୋ ମାମଲାରେ ୧୧ ଜଣ ଦୋଷୀଙ୍କୁ ମୁକ୍ତ କରିବା ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି, ଗୁଜରାଟ ଏବଂ…

୨ ଦିନ ବିମାନ ଉଡ଼ାଣ ବନ୍ଦ କଲା ଗୋ ଫାଷ୍ଟ ସମସ୍ୟା ପାଇଁ ଇଞ୍ଜିନ କମ୍ପାନୀକୁ ଦାୟୀ କଲା

ମୁମ୍ବାଇ,୨ା୫(ପି.ଟି.) : ଆର୍ଥିକ ସଙ୍କଟ ଯୋଗୁ ଗୋ ଫାଷ୍ଟ ଏୟାରଲାଇନ ବୁଧବାର ଓ ଗୁରୁବାର ଏହାର ବିମାନ ଉଡ଼ାଣ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି। ଆମେରିକାର ଇଞ୍ଜିନ ନିର୍ମାଣକାରୀ ସଂସ୍ଥା ପ୍ରାଟ୍‌ ଆଣ୍ଡ୍‌ ହ୍ବିଟ୍‌ନେରୁ ସ୍ପେୟାର ଇଞ୍ଜିନ ନ ମିଳିବାରୁ ଉକ୍ତ…

ଦେଶବ୍ୟାପୀ ଏନ୍‌ଆର୍‌ସି ସମୟର ଆବଶ୍ୟକତା: ବିଶ୍ୱଶର୍ମା

ବେଙ୍ଗାଲୁରୁ,୨ା୫(ଆଇଏଏନ୍‌ଏସ୍‌): ସରକାରୀ ଯୋଜନା ଯୋଗ୍ୟ ବ୍ୟକ୍ତିବିଶେଷଙ୍କ ପାଖରେ ପହଞ୍ଚାଇବାକୁ ସୁନିଶ୍ଚିତ କରିବା ନିମନ୍ତେ ନାଗରିକମାନଙ୍କ ଜାତୀୟ ପଞ୍ଜିକା (ଏନ୍‌ଆର୍‌ସି) ସାରା ଦେଶରେ ଲାଗୁ ହେବା ଆବଶ୍ୟକ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ମଙ୍ଗଳବାର କହିଛନ୍ତି। କର୍ନାଟକରେ ନିର୍ବାଚନ ପ୍ରଚାରରେ ଥିବା…

ରାଜନୈତିକ ଦଳର ଷ୍ଟାର ପ୍ରଚାରକଙ୍କୁ ସଂଯମତା ରକ୍ଷା କରିବାକୁ ନିର୍ବାଚନ ଆୟୋଗଙ୍କ ପରାମର୍ଶ…

ନୂଆଦିଲ୍ଲୀ,୨।୫ : ବିଧାନସଭା ନିର୍ବାଚନ ପାଇଁ କର୍ନାଟକରେ ପ୍ରଚାର ଚାଲିଛି। ରାଜ୍ୟରେ ଅନେକ ରାଲି କରାଯାଉଛି। ବିଭିନ୍ନ ଦଳର ନେତାମାନେ ମଧ୍ୟ ଭିନ୍ନ ଭିନ୍ନ ବିବୃତ୍ତି ଦେଉଛନ୍ତି। ସେସବୁ ମଧ୍ୟରେ ବହୁ ଉତ୍ତେଜନାମୂଳକ ଏବଂ ବିବାଦୀୟ ବକ୍ତବ୍ୟ ମଧ୍ୟ ସାମ୍ନାକୁ ଆସିଛି।…

ରାହୁଲଙ୍କୁ ହାଇକୋର୍ଟରେ ଝଟ୍‌କା: ମଧ୍ୟବର୍ତ୍ତୀକାଳୀନ ସୁରକ୍ଷା ମନା…

ଅହମଦାବାଦ,୨।୫ : ମଙ୍ଗଳବାର ଗୁଜରାଟ ହାଇକୋର୍ଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ହୋଇଥିବା ବଦନାମ ମାମଲାରେ ଦାଖଲ ହୋଇଥିବା ଅପରାଧିକ ସଂଶୋଧନ ଆବେଦନ ଉପରେ ଶୁଣାଣି ହୋଇଥିଲା। କୋର୍ଟ ମଧ୍ୟବର୍ତ୍ତୀକାଳୀନ ସୁରକ୍ଷାକୁ ମନା କରିଥିବାବେଳେ ଦୋଷୀ ସାବ୍ୟସ୍ତ ହେବା ପାଇଁ…

କର୍ନାଟକରେ କଂଗ୍ରେସର ଲହର, ଭାଜପା ଉପରେ ଲୋକେ ଅସନ୍ତୁଷ୍ଟ: ଗେହଲୋଟ…

ବେଙ୍ଗାଲୁରୁ,୨।୫ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କନର୍ର୍ାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ପାଇଁ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ସେ ଟୁଇଟ କରି କହିଛନ୍ତି, ମୁଁ କର୍ନାଟକରେ ଏକ କଂଗ୍ରେସ ଲହର ଦେଖୁଛି, କାରଣ ଲୋକମାନେ ଭଜାପାର ମନଗଢ଼ା କଥା…

ମମତାଙ୍କୁ ଝଟ୍‌କା: ସରକାରୀ କର୍ମଚାରୀଙ୍କ ନବାନ୍ନ ଅଭିଯାନ କାର୍ଯ୍ୟକ୍ରମକୁ ସ୍ବୀକୃତି ଦେଲେ ହାଇକୋର୍ଟ…

କୋଲକାତା,୨।୫ : ମହଙ୍ଗା ଭତ୍ତା (ଡିଏ) ଦାବି କରୁଥିବା ପଶ୍ଚିମବଙ୍ଗ ସରକାରୀ କର୍ମଚାରୀମାନଙ୍କୁ କଲିକତା ହାଇକୋର୍ଟ ସେମାନଙ୍କ ନାବାନ୍ନ ଅଭିଯାନର ମାର୍ଗ ବଦଳାଇବାକୁ ଅନୁମତି ଦେଇଛନ୍ତି। କଲିକତା ହାଇକୋର୍ଟର ବିଚାରପତି ରାଜଶେଖର ମନ୍ଥା ସରକାରୀ କର୍ମଚାରୀଙ୍କ ନବାନ୍ନ ଅଭିଯାନ କାର୍ଯ୍ୟକ୍ରମକୁ ସ୍ବୀକୃତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?