ଜାତୀୟ

ଏୟାର ଇଣ୍ଡିଆ କମ୍ପାନୀ ଉପରେ ଲାଗିଲା ୩୦ ଲକ୍ଷ ଜରିମାନା

ନୂଆଦିଲ୍ଲୀ,୨୦।୧: ବିମାନରେ ଜଣେ ମହିଳାଙ୍କ ଉପରେ ପରିସ୍ରା କରିବା ଅଭିଯୋଗରେ ଡିଡିସିଏ ଏୟାର ଇଣ୍ଡିଆ କମ୍ପାନୀ ଉପରେ ୩୦ ଲକ୍ଷ ଟଙ୍କା ଜରିମାନା ଲଗାଇଛି। ଏଥିସହ ସଠିକ୍‌ କର୍ତ୍ତବ୍ୟ ପାଳନ ବିଫଳ ଯୋଗୁ ବିମାନର ପାଇଲଟ-ଇନ-କମାଣ୍ଡର ଲାଇସେନ୍ସକୁ ୩ ମାସ ପାଇଁ…

ଥଣ୍ଡା ଭୟ: ଶେଷରେ ଜ୍ୟାକେଟ୍‌ ପିନ୍ଧିଲେ ରାହୁଲ

ନୂଆଦିଲ୍ଲୀ,୨୦।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱାଧୀନ ଭାରତ ଯୋଡୋ ଯାତ୍ରା ଶୁକ୍ରବାର ଜମ୍ମୁର କାଠୁଆରେ ଚାଲିଛି। ଦେଶର ବିଭିନ୍ନ ସ୍ଥାନରେ ଶୀତଲହରୀ ଚାଲିଥିବାବେଳେ ରାହୁଲ ଗାନ୍ଧୀ କେବଳ ଟି-ଶର୍ଟ ପିନ୍ଧି ଉତ୍ତର ଭାରତରେ ଯାତ୍ରା କରୁଥିଲେ, କିନ୍ତୁ ଆଜି ପ୍ରଥମ…

ଋଣ ଦୁର୍ନୀତି ମାମଲାରେ ବେଣୁଗୋପାଳଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୦।୧: ଭିଡିଓକନ୍‌ ପ୍ରତିଷ୍ଠାତା ବେଣୁଗୋପାଳ ଧୁତଙ୍କୁ ବମ୍ବେ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଶୁକ୍ରବାର ବମ୍ବେ ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ୨୦୨୨ ଡିସେମ୍ବର ୨୬ରେ ଧୁତଙ୍କୁ ସିବିଆଇ ଗିରଫ କରିଥିଲା।…

ଦେଶରେ ଆଜି ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪୫ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ…

ନୂଆ ଆଶା ସହ ବର୍ଷ ଆରମ୍ଭ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ସରକାରୀ ବିଭାଗ ତଥା ସଂଗଠନରେ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ଏହି ଅବସରରେ ମୋଦି କହିଛନ୍ତି, ଏହା ହେଉଛି ୨୦୨୩ ବର୍ଷର ପ୍ରଥମ ରୋଜଗାର ମେଳା। ଉଜ୍ଜ୍ୱଳ ଭବିଷ୍ୟତ…

‘ବନ୍ଦ ଘରେ ହେଉଥିଲା ମହିଳା ରେସଲରଙ୍କ ଶୋଷଣ’

ନୂଆଦିଲ୍ଲୀ,୨୦।୧:ଭାରତୀୟ ରେସଲିଂ ଫେଡେରେଶନର ସଭାପତି ତଥା ଭାଜପା ବ୍ରିଜ ଭୂଷଣ ଶରଣ ସିଂ ମହିଳା ରେସଲରଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଅଲିମ୍ପିଆନ ଭିନେଶ ଫୋଗତଙ୍କ ନେତୃତ୍ୱରେ ଯନ୍ତରମନ୍ତରଠାରେ ଭାଜପା ଏମ୍‌ପି ବ୍ରଜଭୂଷଣଙ୍କ ବିରୋଧରେ ପ୍ରଦର୍ଶନ ଶୁକ୍ରବାର ଜାରି ରହିଛି।…

ଦିଲ୍ଲୀ-ଏନ୍‌ସିଆର ସମେତ ଉତ୍ତର ଭାରତରେ ଶୀତଲହରୀରୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ-ଏନ୍‌ସିଆର ସମେତ ଉତ୍ତର ଭାରତରେ ଶୀତ ଲହରୀରୁ ଆଶ୍ୱସ୍ତି ମିଳିଛି। ଆସନ୍ତା କିଛି ଦିନ ଥଣ୍ଡା ହ୍ରାସ ପାଇବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଗୁରୁବାର ଦିଲ୍ଲୀର ସର୍ବନିମ୍ନ ତାପମାତ୍ରା ୫.୬ଡିଗ୍ରୀ ରହିଥିଲା। ସେହିପରି ଉତ୍ତର ମଧ୍ୟପ୍ରଦେଶର କିଛି…

୨୪ଘଣ୍ଟା ମଧ୍ୟରେ ଡବ୍ଲୁଏଫ୍‌ଆଇରୁ ପଦରୁ ଇସ୍ତଫା ଦିଅନ୍ତୁ ବ୍ରଜଭୂଷଣ: କ୍ରୀଡା ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୨୦।୧: ଭାରତୀୟ ରେସଲିଂ ଫେଡେରେଶନର ଅଧ୍ୟକ୍ଷ ବ୍ରଜଭୂଷଣ ଶରଣ ସିଂଙ୍କ ଅଡ଼ୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ଯୌନ ନିର୍ଯାତନା ଓ ଜନ୍ତର ମନ୍ତରରେ କୁସ୍ତିଯୋଦ୍ଧାଙ୍କ ବିରୋଧ ପ୍ରଦର୍ଶନ ପରେ ଏବେ ବ୍ରଜଭୂଷଣଙ୍କ ଉପରେ ଇସ୍ତଫା ନେଇ ଚାପ ପଡ଼ିଛି। ଅନ୍ୟପଟେ…

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ସଞ୍ଜୟ ରାଉତ

ନୂଆଦିଲ୍ଲୀ,୨୦।୧: ଶିବସେନା ଏମ୍‌ପି ସଞ୍ଜୟ ରାଉତ ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ଭାରତ ଯୋଡୋ ଯାତ୍ରାରେ ସାମିଲ ହୋଇଛନ୍ତି। ଏହି ସମୟରେ ସେ କହିଛନ୍ତି, ଭାରତ ଯୋଡୋ ଯାତ୍ରାର ଲକ୍ଷ୍ୟ ହେଉଛି ରାଷ୍ଟ୍ରକୁ ଏକଜୁଟ୍‌ କରିବା। ବର୍ତ୍ତମାନ ଦେଶର ପରିସ୍ଥିତି…

ରାହୁଲ ଗାନ୍ଧୀଙ୍କୁ ଶଙ୍କରାଚାର୍ଯ୍ୟଙ୍କ ସହ ତୁଳନା କଲେ ଫାରୁକ ଅବଦୁଲ୍ଲା

ଶ୍ରୀନଗର,୨୦।୧: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ‘ଭାରତ ଯୋଡୋ ଯାତ୍ରା’ ଜମ୍ମୁରେ ପ୍ରବେଶ କରିଛି। ଏହି ଅବସରରେ ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଶଙ୍କରାଚାର୍ଯ୍ୟଙ୍କ ପରେ ରାହୁଲ ହେଉଛନ୍ତି…

ଆଜି ୭୧,୦୦୦ ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭିଡିଓ କନଫରେନ୍ସିଂ ଜରିଆରେ ସରକାରୀ ବିଭାଗ ଏବଂ ସଂଗଠନଗୁଡ଼ିକରେ ପ୍ରାୟ ୭୧,୦୦୦ ନିଯୁକ୍ତି ପତ୍ର ବଣ୍ଟନ କରିବେ। ନିଯୁକ୍ତି ପତ୍ର ‘ରୋଜଗାର ମେଳା’ ଅଧୀନରେ ୧୦ ଲକ୍ଷ କର୍ମଚାରୀଙ୍କୁ ବଣ୍ଟାଯିବ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ (ପିଏମଓ)…

ବଢିଲା ବ୍ରଜଭୂଷଣଙ୍କ ଅଡୁଆ: ସଫେଇରେ ସନ୍ତୁଷ୍ଟ ନାହାନ୍ତି ସରକାର

ନୂଆଦିଲ୍ଲୀ,୨୦।୧: ରେସଲିଂ ଫେଡେରେସନ ଅଫ ଇଣ୍ଡିଆର ଅଧ୍ୟକ୍ଷ ତଥା ଭାଜପା ଏମ୍‌ପି ବ୍ରଜଭୂଷଣ ଶରଣ ସିଂଙ୍କ ସମସ୍ୟା ବଢିବାକୁ ଲାଗିଛି। ଅନେକ ଅନ୍ତର୍ଜାତୀୟ ସ୍ତରର ରେସ୍‌ଲର୍‌ଙ୍କ ଗୁରୁତର ଅଭିଯୋଗ ଉପରେ ବ୍ରଜଭୂଷଣଙ୍କ ସ୍ପଷ୍ଟୀକରଣରେ ସରକାର ସନ୍ତୁଷ୍ଟ ନୁହଁନ୍ତି। ଏହି ଅଭିଯୋଗର ତଦନ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri