ଜାତୀୟ

ମୋଦି ସରକାରଙ୍କ ବଡ଼ ନିଷ୍ପତ୍ତି: ଜେଲ୍‌ରୁ ବାହାରିବେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୧୪।୩: ଲଦାଖରେ ହିଂସା ଘଟଣାରେ ଗିରଫ ହୋଇଥିବା ସାମାଜିକ କର୍ମୀ ତଥା ଇଞ୍ଜିନିୟର ସୋନମ ୱାଙ୍ଗଚୁକଙ୍କୁ ଜେଲ୍‌ରୁ ମୁକ୍ତି ଦେବାକୁ ମୋଦି ସରକାର ନିଷ୍ପତ୍ତି ନେଇଛନ୍ତି। ସରକାର ଜାତୀୟ ସୁରକ୍ଷା ଆଇନ (NSA) ଅନୁଯାୟୀ, ତାଙ୍କ ଅଟକକୁ ତୁରନ୍ତ ପ୍ରତ୍ୟାହାର କରିଛନ୍ତି।…

LPG ସଙ୍କଟକୁ ନେଇ ମୋଦିଙ୍କ ବଡ଼ ବୟାନ, ମିଳିବ…

ନୂଆଦିଲ୍ଲୀ,୧୪।୧: ଆସାମର ସିଲଚରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ ବିଶ୍ୱ ଉତ୍ତେଜନା ଏବଂ ଯୁଦ୍ଧ ଭଳି ପରିସ୍ଥିତି ମଧ୍ୟରେ, କେନ୍ଦ୍ର ସରକାର ନାଗରିକଙ୍କ ଉପରେ ପ୍ରଭାବ ସର୍ୱନିମ୍ନ ରଖିବା ପାଇଁ…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ ନୋଟିସରେ ଲୋକ ସଭାର ୧୩୦ ଏବଂ ରାଜ୍ୟ ସଭାର ୬୩ ଏମ୍‌ପି ସ୍ବାକ୍ଷର…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର ସକାଳେ ପଞ୍ଜାବର ବର୍ନାଲା ଜିଲା ଅନ୍ତର୍ଗତ ସେହନାଠାରେ ଘରୋଇ ଏଲ୍‌ପିଜି ସିଲିଣ୍ଡର ପାଇଁ…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌ ପୁରୀଙ୍କଠାରୁ ଜବାବ ମାଗିଛନ୍ତି। ପ୍ରଥମେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପିମାନେ ସଂସଦ ଭବନ…

ଭାରତ ପାଇଁ ‘ହୋର୍ମୁଜ ଦ୍ୱାର’ ଖୋଲିଲା ଇରାନ, ନିଭାଇଲା ବନ୍ଧୁତା, LPG ସଙ୍କଟରୁ ମିଳିବ ମୁକ୍ତି !

ନୂଆଦିଲ୍ଲୀ,୧୩।୩: ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଚିନ୍ତା ବଢୁଥିବା ବେଳେ ଇରାନ ଭାରତକୁ ବନ୍ଧୁତାର ହାତ ବଢ଼ାଇଛି। ହୋର୍ମୁଜ ଷ୍ଟ୍ରେଟ୍‌ରେ ଫସି ରହିଥିବା ଭାରତର ଦୁଇଟି ଏଲ୍‌ପିଜି ଟ୍ୟାଙ୍କରକୁ ସୁରକ୍ଷିତ ଭାବେ ବାହାରିବାକୁ ଇରାନ ଅନୁମତି ଦେଇଛି। ଏହି ଘଟଣାର…

ଯାତ୍ରୀଙ୍କୁ ‘ଇଣ୍ଡିଗୋ’ର ଝଟ୍‌କା: ବିମାନ ଟିକେଟ ଉପରେ ଲାଗିଲା ‘ଫ୍ୟୁଏଲ ସରଚାର୍ଜ’, ମାର୍ଚ୍ଚ ୧୪ରୁ…

ନୂଆଦିଲ୍ଲୀ,୧୩।୩: ବିଶ୍ୱ ବଜାରରେ ବିମାନ ଇନ୍ଧନ (ATF) ଦର ଅହେତୁକ ଭାବେ ବୃଦ୍ଧି ପାଇବା ପରେ ଇଣ୍ଡିଗୋ ନିଜର ଭଡ଼ା ବୃଦ୍ଧି କରିବା ନିଷ୍ପତ୍ତି ନେଇଛି। ପଶ୍ଚିମ ଏସିଆରେ ଚାଲିଥିବା ଭୂ-ରାଜନୈତିକ ଉତ୍ତେଜନା ଏବଂ ଇରାନ ସହ ଜଡ଼ିତ ସଂଘର୍ଷ କାରଣରୁ…

ଚାଷୀଙ୍କ ପାଇଁ ବଡ଼ ଖୁସିଖବର, ପିଏମ୍‌ କିଷାନର ୨୨ତମ କିସ୍ତି ଜାରି, ଆପଣଙ୍କ ଆକାଉଣ୍ଟକୁ ଆସି ନ ଥିଲେ…

ନୂଆଦିଲ୍ଲୀ,୧୩।୩: କେନ୍ଦ୍ର ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ‘ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି’ (PM-KISAN) ଯୋଜନା ଅଧୀନରେ ଦେଶର କୋଟି କୋଟି ଚାଷୀଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଏହି ଯୋଜନାର ୨୨ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ…

‘ହୋର୍ମୁଜ ଷ୍ଟ୍ରେଟ୍‌’ରେ ଭାରତର ଦବଦବା! ଇରାନ ରାଷ୍ଟ୍ରଦୂତ ଦେଲେ ବଡ଼ ସଂକେତ, କିଛି ସମୟରେ ବଡ଼ ଘୋଷଣା…  

ନୂଆଦିଲ୍ଲୀ,୧୩।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ବଢୁଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଭାରତ ପାଇଁ ଏକ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ପାରସ୍ୟ ଉପସାଗରରେ ଜାରି ରହିଥିବା ଉତ୍ତେଜନା ଏବଂ ସାମୁଦ୍ରିକ ସୁରକ୍ଷାକୁ ନେଇ ଚିନ୍ତା ପ୍ରକଟ ହେଉଥିବା ବେଳେ,…

ରାଗ କେମିତି ନିୟନ୍ତ୍ରଣ କରିବି ଜାଣିପାରୁନାହିଁ…ସଂସଦରେ ଭାବପ୍ରବଣ ହୋଇପଡ଼ିଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୩।୩: ସଂସଦର ଉଭୟ ଗୃହରେ ବିରୋଧୀଙ୍କ ହଟ୍ଟଗୋଳ ଜାରି ରହିଛି। ଆଜି ଲୋକ ସଭାର ଦୃଶ୍ୟ ଅତ୍ୟନ୍ତ ଉତ୍ତେଜନାପୂର୍ଣ୍ଣ ଥିଲା। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ Supplementary Demands for Grantsର ଉତ୍ତର ଦେବାକୁ ଛିଡା ହୋଇଥିବାବେଳେ ବିରୋଧୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା…

କଂଗ୍ରେସ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କଲେ ଶିବକୁମାର

ବେଙ୍ଗାଲୁରୁ,୧୩।୩: ଓଡ଼ିଶା କଂଗ୍ରେସର ୮ଜଣ ବିଧାୟକ ବେଙ୍ଗାଲୁରୁରେ ଥିବା ସ୍ପଷ୍ଟ କରିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ଏହି ଅବସରରେ ଶିବକୁମାର ପ୍ରତିକ୍ରିୟା ଦେଇ କହିଛନ୍ତି, ଘୋଡ଼ା ବେପାର ଆଶଙ୍କା ଥିବାରୁ ଓଡ଼ିଶା କଂଗ୍ରେସର ୮ ବିଧାୟକ ବେଙ୍ଗାଲୁରୁ ଆସିଛନ୍ତି। ବିଧାୟକମାନଙ୍କୁ…

ପେଟ୍ରୋଲ, ଗ୍ୟାସକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌: ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ କହିଲେ…

ନୂଆଦିଲ୍ଲୀ,୧୩।୩: ଏଣିକି ପେଟ୍ରେଲ୍‌ ଏବଂ ଗ୍ୟାସ କଳାବଜାର କରୁଥିଲେ ହୋଇଯାନ୍ତୁ ସାବଧାନ। ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଳାବଜାର ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ହେବ ବୋଲି ସୂଚନା ଦେଇଛନ୍ତି,ପେଟ୍ରୋଲିୟମ ମନ୍ତ୍ରଣାଳୟ ଯୁଗ୍ମ ସଚିବ ସୁଜାତା ଶର୍ମା। କଳାବଜାର କିମ୍ବା ବେଆଇନ ଭାବେ ଗଚ୍ଛିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri