ଜାତୀୟ

ସୁଦାନରୁ ୨୩୧ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ବିମାନ, ଏବେ ପର୍ଯ୍ୟନ୍ତ ୨୧୦୦ ସୁରକ୍ଷିତ ଉଦ୍ଧାର, ୧୬୦୦ ପହଞ୍ଚିଲେ ଭାରତ

ନୂଆଦିଲ୍ଲୀ,୨୯।୪: ଭାରତ ସରକାର ‘ଅପରେଶନ କାବେରୀ’ ଜରିଆରେ ସୁଦାନରେ ଫସି ରହିଥବା ଭାରତୀୟଙ୍କୁ ଉଦ୍ଧାର କରି ସ୍ବଦେଶ ଫେରାଇ ଆଣୁଛନ୍ତି। ଏହାରି ଭିତରେ ଭାରତୀୟ ବାୟୁସେନାର ଆଉ ଏକ ବିମାନ ୨୩୧ ଭାରତୀୟଙ୍କୁ ନେଇ ନୂଆଦିଲ୍ଲୀ ପହଞ୍ଚିଛି। ଇଣ୍ଡିଗୋ ଏୟାରଲାଇନ୍ସର ଏକ…

ପରୀକ୍ଷା ଫଳ ପ୍ରକାଶ ପାଇବାର ୪୮ ଘଣ୍ଟା ଭିତରେ ୯ ଜଣ ଛାତ୍ର କଲେ ଆତ୍ମହତ୍ୟା

ବିଶାଖାପଟ୍ଟନମ,୨୯।୪: ଆନ୍ଧ୍ର ପ୍ରଦେଶରେ ୯ ଜଣ ଛାତ୍ର ଆତ୍ମହତ୍ୟା କରିଥିବା ଖବର ଆସିଛି। ଆନ୍ଧ୍ର ପ୍ରଦେଶ ବୋର୍ଡ ରିଜଲ୍ଟ ବାହାରିବାର ୪୮ ଘଣ୍ଟା ମଧ୍ୟରେ ଏହି ଛାତ୍ରମାନେ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ପରୀକ୍ଷାରେ ଅସଫଳ ହେବା କାରଣରୁ ଏମାନେ ଏଭଳି…

ମୋଦି ସରନେମ୍‌ ମାମଲାର ଆଜି ଶୁଣାଣି କରିବେ ଗୁଜୁରାଟ ହାଇକୋର୍ଟ

ଗୁଜୁରାଟ,୨୯।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମୋଦିଙ୍କ ସରନେମ୍‌ ଉପରେ ଦେଇଥିବା ଟିପ୍ପଣୀ ମାମଲାର ଆବେଦନକୁ ସୁରଟ କୋର୍ଟ ଖାରଜ କରିଦେଇଥିଲେ। ତେବେ ଏହାକୁ ସେ ଚ୍ୟାଲେଞ୍ଜ କରି ଗୁଜୁରାଟ ହାଇକୋର୍ଟରେ ଯାଚିକା ଦାଏର କରିଥିଲେ। କୋର୍ଟ ଶନିବାର ଏହି ମାମଲାରେ…

ପ୍ରକାଶ ପାଇଲା ଜେଇଇ ମେନ୍‌ ରେଜଲ୍ଟ

ନୂଆଦିଲ୍ଲୀ,୨୯।୪: ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି(ଏନ୍‌ଟିଏ) ପକ୍ଷରୁ ହୋଇଥିବା ମିଳିତ ପ୍ରବେଶିକା ପରୀକ୍ଷା (ଜେଇଇ) ମେନ ସେସନ ୨ର ୨୦୨୩ ଫଳାଫଳ ଶନିବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ଏନ୍‌ଟିଏର ଅଫିସିଆଲ ଓ୍ବେବସାଇଟ୍‌ jeemain.nta.nic.in କୁ ଯାଇ ନିଜର ମାର୍କ ଚେକ୍‌ କରିପାରିବେ। ଏପରିକି…

ଖାର୍ଗେଙ୍କ ବିରୋଧରେ ଫୌଜଦାରି ମାମଲା ପାଇଁ ଭାଜପାର ଦାବି

ନୂଆଦିଲ୍ଲୀ,୨୯ା୪ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଷଧର ସର୍ପ କହିଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିରୋଧରେ ଫୌଜଦାରି ମାମଲା ରୁଜୁ କରିବା ସହ ତାଙ୍କୁ କର୍ନାଟକ ନିର୍ବାଚନ ପ୍ରଚାରରୁ ଦୂରେଇ ରଖିବା ଲାଗି ଭାଜପା ନିର୍ବାଚନ କମିଶନଙ୍କୁ ନିବେଦନ କରିଛି।…

ସୁରକ୍ଷା ବାବଦ ୮ ଲକ୍ଷ ଦେବାକୁ ନଭଲଖାଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୪: ଏଲ୍‌ଗାର ପରିଷଦ-ମାଓବାଦୀ ଲିଙ୍କ୍‌ ମାମଲାରେ ଗୃହବନ୍ଦୀ ଥିବା ସାମାଜିକ କର୍ମୀ ଗୌତମ ନଭଲଖାଙ୍କୁ ପୋଲିସ ସୁରକ୍ଷା ବାବଦ ୮ ଲକ୍ଷ ଟଙ୍କା ଜମା କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଗତବର୍ଷ ନଭେମ୍ବର ୧୦ରେ ନଭଲଖାଙ୍କୁ ଗୃହବନ୍ଦୀ ରଖିବା ପାଇଁ…

ସମଲିଙ୍ଗୀ ବିବାହର ଆଇନଗତ ସ୍ବୀକୃତିକୁ ବିରୋଧ

ନୂଆଦିଲ୍ଲୀ,୨୯ା୪: ସମଲିଙ୍ଗୀ ବିବାହର ବୈଧିକରଣ ଲାଗି ହେଉଥିବା ଉଦ୍ୟମକୁ ବିରୋଧ କରି ୧୨୦ରୁ ଊର୍ଦ୍ଧ୍ୱ ବିଶିଷ୍ଟ ବ୍ୟକ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପତ୍ର ଲେଖିଛନ୍ତି। ସେମାନଙ୍କ ମଧ୍ୟରେ ହାଇକୋର୍ଟର ଅବସରପ୍ରାପ୍ତ ବିଚାରପତି ଓ ପୂର୍ବତନ ପ୍ରଶାସନିକ ଅଧିକାରୀମାନେ ଅଛନ୍ତି। ସମଲିଙ୍ଗୀ ବିବାହ…

ଆତଙ୍କବାଦର ମୂଳୋତ୍ପାଟନ କରିବାକୁ ହେବ

ନୂଆଦିଲ୍ଲୀ,୨୯ା୪: ବିଶ୍ୱର ଆତଙ୍କବାଦର ମୂଳୋତ୍ପାଟନ ଲାଗି ମିଳିତ ଭାବେ କାର୍ଯ୍ୟ କରିବାକୁ ହେବ ବୋଲି ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ପ୍ରତିରକ୍ଷା ମନ୍ତ୍ରୀ ସମ୍ମିଳନୀରେ ଭାରତର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି। ଏଥିସହିତ ଆତଙ୍କବାଦକୁ ସମର୍ଥନ ଯୋଗାଉଥିବା ରାଷ୍ଟ୍ରଗୁଡ଼ିକୁ ଉତ୍ତରଦାୟୀ…

ମଣିପୁରରେ ୧୪୪, ଇଣ୍ଟରନେଟ୍‌ ସେବା ବନ୍ଦ

ଇମ୍ଫାଲ,୨୮ା୪: ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂ ଏକ କାର୍ଯ୍ୟକ୍ରମରେ ଯୋଗଦେବା ପୂର୍ବରୁ ତାଙ୍କ ସଭାମଞ୍ଚରେ ଆନ୍ଦୋଳନକାରୀ ଭଙ୍ଗାରୁଜା କରିବା ସହ ନିଆଁ ଲଗାଇ ଦେଇଛନ୍ତି। ଏହି ଘଟଣା ପରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ସମ୍ପୃକ୍ତ…

ଜେଟ୍‌ ଏୟାରୱେଜ ସିଇଓଙ୍କ ଇସ୍ତଫା

ନୂଆଦିଲ୍ଲୀ,୨୮।୪: ଜେଟ୍‌ ଏୟାରୱେଜର ମନୋନତ ସିଇଓ ସଞ୍ଜୀବ କପୁର ଶୁକ୍ରବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ସେ ସୋମବାର ପର୍ଯ୍ୟନ୍ତ କାର୍ଯ୍ୟ କରିବେ ବୋଲି ଜେଟ୍‌ ଏୟାରୱେଜକୁ ଅଧିଗ୍ରହଣ କରୁଥିବା ଜାଲାନ କାରଲକ୍‌ କନ୍‌ସର୍ଟିୟମ୍‌(ଜେକେସି) ପକ୍ଷରୁ ଏକ ବିବୃତିରେ ଏହି ସୂଚନା…

ଅଭିଯୋଗ ନ ଆସିଲେ ବି ଦାୟର କରନ୍ତୁ ମାମଲା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୪: ସୁପ୍ରିମକୋର୍ଟ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳଗୁଡିକୁ ଶୁକ୍ରବାର ହେଟ୍‌ ସ୍ପିଚ୍‌ ଏବଂ ଘୃଣା ମନ୍ତବ୍ୟ ଉପରେ ମାମଲା ଦାୟର କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟଳୟ କହିଛନ୍ତି ଯେ, ଏହା ଉପରେ କୌଣସି ଅଭିଯୋଗ ଦାଖଲ ହେଉ କି…

ପୂର୍ବତ୍ତନ ଉପ ମୁଖ୍ୟମନ୍ତ୍ରୀଙ୍କୁ ପଥରମାଡ଼

କର୍ନାଟକ, ୨୮।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ସବୁ ଦଳର ପ୍ରଚାର ଜାରି ରହିଛି। ଏହି ମଧ୍ୟରେ ତୁମକୁରରେ ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପ୍ରାର୍ଥୀ ଏବଂ ପୂର୍ବତ୍ତନ ଉପ ମୁଖ୍ୟମନ୍ତ୍ରୀ ଜୀ ପରମେଶ୍ୱରଙ୍କ ଉପରେ ପଥରମାଡ଼ ହୋଇଛି। ସୂଚନା ମୁତାବିକ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?