ଜାତୀୟ

ଓଡ଼ିଶାରେ ଖୋଲିବ ୭ ସରକାରୀ ନର୍ସିଂ କଲେଜ

ନୂଆଦିଲ୍ଲୀ,୨୭ା୪(ପି.ଟି.): ଦେଶର ମେଡିକାଲ କଲେଜଗୁଡ଼ିକ ନିକଟରେ ସରକାରୀ ନର୍ସିଂ କଲେଜ ଖୋଲିବ। ୧,୫୭୦ କୋଟି ଟଙ୍କା ବ୍ୟୟରେ ୧୫୭ଟି ନର୍ସିଂ କଲେଜ ଖୋଲିବା ପ୍ରସ୍ତାବକୁ ବୁଧବାର କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବ୍ୟ ସୂଚନା ଦେଇଛନ୍ତି। ପ୍ରତି…

ସୁଦାନରୁ ଉଦ୍ଧାର ୩୬୦ ଭାରତୀୟ ଦିଲ୍ଲୀ ପହଞ୍ଚିଲେ

ନୂଆଦିଲ୍ଲୀ,୨୭ା୪ : ଅପରେଶନ କାବେରୀରେ ସୁଦାନରୁ ଉଦ୍ଧାର ହୋଇଥିବା ଭାରତୀୟଙ୍କ ମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୩୬୦ ଜଣ ବୁଧବାର ସନ୍ଧ୍ୟାରେ ନୂଆଦିଲ୍ଲୀରେ ପହଞ୍ଚତ୍ଛନ୍ତି। ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ସେମାନଙ୍କ ପହଞ୍ଚତ୍ବା ସମୟର ଫଟୋ ଟୁଇଟ୍‌ କରିଛନ୍ତି। ସୁଦାନ ସୈନ୍ୟ ଓ…

ତଦନ୍ତ ନ ସାରି ଚାର୍ଜଶିଟ୍‌ ଦାଖଲ ମନା

ନୂଆଦିଲ୍ଲୀ,୨୭ା୪: ଏକ ତଦନ୍ତକାରୀ ସଂସ୍ଥା କୌଣସି ମାମଲାରେ ତଦନ୍ତ ଶେଷ ନ କରି କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିପାରିବ ନାହିଁ ବୋଲି ବୁଧବାର ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସିଆର୍‌ପିସି ଧାରା ୧୬୭ ଅନୁସାରେ ତଦନ୍ତକାରୀ ସଂସ୍ଥା ରିମାଣ୍ଡର ୬୦ ଦିନ…

ବର୍ନଭିଟା ବିଜ୍ଞାପନ ହଟାଇବାକୁ ଏନ୍‌ସିପିସିଆର୍‌ର ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୪(ପି.ଟି.) : ବିଭ୍ରାନ୍ତିକର ବିଜ୍ଞାପନ, ପ୍ୟାକେଜିଂ ଓ ଲେବଲ୍‌ ହଟାଇବା ପାଇଁ ବର୍ନଭିଟାକୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ (ଏନ୍‌ସିପିସିଆର୍‌) ନିର୍ଦ୍ଦେଶ ଦେଇଛି। ମୋଣ୍ଡେଲେଜ୍‌ ଇଣ୍ଡିଆ ମାଲିକାନାରେ ଥିବା ଉକ୍ତ କମ୍ପାନୀର ସ୍ବାସ୍ଥ୍ୟପ୍ରଦ ପାନୀୟରେ ଅତ୍ୟଧିକ ମାତ୍ରାରେ ଶର୍କରା ରହିଥିବା…

ସମଲିଙ୍ଗୀ ବିବାହ ପ୍ରସଙ୍ଗ ପାର୍ଲାମେଣ୍ଟ ଉପରେ ଛଡ଼ାଯାଉ

ନୂଆଦିଲ୍ଲୀ,୨୭ା୪(ପି.ଟି.): ସମଲିଙ୍ଗୀ ବିବାହକୁ ଆଇନଗତ ଅନୁମୋଦନ ଦାବି ଆବେଦନକୁ ନେଇ ଉଠୁଥିବା ପ୍ରଶ୍ନକୁ ପାର୍ଲାମେଣ୍ଟରେ ଆଲୋଚନା ପାଇଁ ଛଡ଼ାଯାଉ ବୋଲି ବୁଧବାର କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ ଅନୁରୋଧ କରିଛନ୍ତି। ଶୁଣାଣିର ପଞ୍ଚମ ଦିନରେ କେନ୍ଦ୍ର ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେଟ୍ଟା…

ଆମ୍ବ ଚୋର ପୋଲିସ ବରଖାସ୍ତ

ଥିରୁଭାନନ୍ତପୁରମ୍‌,୨୭ା୪: କେରଳର ଏକ ଫଳ ଦୋକାନରୁ ଜଣେ ପୋଲିସ କର୍ମଚାରୀ ୧୦ କେ.ଜି. ଆମ୍ବ ଚୋରି କରି ଧରାପଡ଼ିଛନ୍ତି। ପୋଲିସ ବିଭାଗକୁ ଲଜ୍ଜିତ କରିଥିବାରୁ ବୁଧବାର ଏହି ଆମ୍ବ ଚୋରଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ଇଡୁକ୍କି ଏସ୍‌ପିଙ୍କ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।…

ତଲାକ୍‌ ରୋକିବାରେ ବିଫଳ ହୋଇଛି ନିଷେଧାଦେଶ

ନୂଆଦିଲ୍ଲୀ,୨୭ା୪: ୨୦୧୭ର ଶାୟରା ବାନୋ ମାମଲାରେ ସୁପ୍ରିମକୋର୍ଟ ତିନି ତଲାକ୍‌ ପ୍ରଥା ଅବୈଧ ବୋଲି ରୁଲିଂ ଦେବା ଏବଂ ସର୍ବଭାରତୀୟ ମୁସ୍‌ଲିମ୍‌ ପର୍ସନାଲ ଲ’ ବୋର୍ଡର ପ୍ରତିଶ୍ରୁତି ସତ୍ତ୍ୱେ ଦେଶର ବିଭିନ୍ନ ଭାଗରେ ତିନି ତଲାକ୍‌ ଜରିଆରେ ଛାଡ଼ପତ୍ର ଘଟିଚାଲିଛି। ସୁପ୍ରିମକୋର୍ଟଙ୍କ…

୬୪ ବର୍ଷ ପରେ ଦଲାଇ ଲାମାଙ୍କୁ ମିଳିଲା ମାଗାସେସେ ପୁରସ୍କାର

ଧର୍ମଶାଳା,୨୭ା୪ (ପି.ଟି.): ଦୀର୍ଘ ୬୪ ବର୍ଷ ପରେ ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ବୁଧବାର ତାଙ୍କ ବାସଭବନରେ ୧୯୫୯ର ରାମୋନ ମାଗାସେସେ ପୁରସ୍କାର ପ୍ରଦାନ କରାଯାଇଛି। ତିବ୍ବତୀୟମାନଙ୍କ ଧର୍ମର ସୁରକ୍ଷା ପାଇଁ ବୀରତ୍ୱପୂର୍ଣ୍ଣ ସଂଘର୍ଷର ନେତୃତ୍ୱ ନେଉଥିବା ଦଲାଇଲାମାକୁ ଏହା ପ୍ରଥମ…

‘ବିଜୟୀ ହେବେ କୁସ୍ତିଯୋଦ୍ଧା’

ନୂଆଦିଲ୍ଲୀ,୨୭ା୪ : କେନ୍ଦ୍ରର ମୁଣ୍ଡବ୍ୟଥା ସାଜିଥିବା ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ବୁଧବାର ନୂଆଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧାଙ୍କ ସହ ସାମିଲ ହୋଇଛନ୍ତି। ଭାଜପା ଏମ୍‌ପି ତଥା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ…

ଆମେ ବୃଦ୍ଧାବୃଦ୍ଧ ହେଲୁଣୁ, ସନ୍ତାନଙ୍କୁ ବିବାହ ଦେବାକୁ ଚାହୁଁଛୁ କହିଲେ ସମଲିଙ୍ଗୀ ଦମ୍ପତି

ନୂଆଦିଲ୍ଲୀ,୨୬ା୪: ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଏହି ସମୟରେ ସମଲିଙ୍ଗୀ ମାତାପିତା ପ୍ରଧାନ ବିଚାରପତି (CJI) ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କୁ ଏକ ଚିଠି ଲେଖିଛନ୍ତି। ପ୍ରକୃତରେ ୪୦୦ରୁ ଅଧିକ ସମଲିଙ୍ଗୀ ମାତାପିତା ଏକ ଗୋଷ୍ଠୀ ‘ଦ…

ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନର ଶୁଣାଣିରୁ ଓହରିଲେ ହାଇକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ସୁରଟସ୍ଥିତ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ତେବେ ନିମ୍ନ ଅଦାଲତର ଆଦେଶକୁ ଚ୍ୟାଲେଞ୍ଜ କରି ସେ ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ତାଙ୍କ ଆବେଦନର ଶୁଣାଣି କରିବାକୁ ଥିବା ବିଚାରପତି…

ଟିଏମ୍‌ସି ନେତା ଅନୁବ୍ରତ ମଣ୍ଡଳଙ୍କ ଝିଅ ସୁକନ୍ୟାଙ୍କୁ ଗିରଫ କଲା ଇଡି

କୋଲକାତା,୨୬।୪: ଟିଏମ୍‌ସି ନେତା ଅନୁବ୍ରତ ମଣ୍ଡଳଙ୍କ ଝିଅ ସୁକନ୍ୟା ମଣ୍ଡଳଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ)ବୁଧବାର ଗିରଫ କରିଛି। ପ୍ରଥମେ ଅନୁବ୍ରତ ମଣ୍ଡଳଙ୍କୁ ଗୋରୁ ଚୋରା ଚାଲାଣ ମାମଲାରେ ସିବିଆଇ ଏବଂ ପରେ ଇଡି ଗିରଫ କରିଥିଲା। ତେବେ ଏହି ମାମଲାରେ ଇଡି ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?