ଯୋଗୀ ନିଜ ଉପରୁ କେତେ ମାମଲା ହଟାଇଛନ୍ତି: ଅଖିଳେଶ
ଲକ୍ଷ୍ନୌ,୨୬ା୪: ଗ୍ୟାଙ୍ଗ୍ଷ୍ଟର ଅତିକ୍ ଅହମ୍ମଦଙ୍କ ମୃତ୍ୟୁ ପରେ ଉତ୍ତର ପ୍ରଦେଶରେ ଦଙ୍ଗାକାରୀମାନଙ୍କ ଅବସାନ ଘଟିଛି ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ୨୦୧୭ ପୂର୍ବର ସମାଜବାଦୀ ପାର୍ଟି (ଏସ୍ପି) ସରକାରକୁ ଟାର୍ଗେଟ କରିଛନ୍ତି। ଏହାର ଜବାବରେ ଏସ୍ପି ମୁଖ୍ୟ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ…
ଲିଙ୍ଗ ନିରୂପଣ ଆଧାରିତ ଗର୍ଭପାତ ଅସମାନତା ବଢ଼ାଇବ: ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୬ା୪(ପି.ଟି.): ଲିଙ୍ଗ ନିରୂପଣ ଆଧାରିତ ଗର୍ଭପାତ ଦେଶରେ ଲିଙ୍ଗଗତ ଅସମାନତା ବଢ଼ାଇବ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ଲୋକଙ୍କ ମାନସିକତାରେ ପରିବର୍ତ୍ତନ ନ ଆସିବା ପର୍ଯ୍ୟନ୍ତ ଏଭଳି ସ୍ଥିତିକୁ ରୋକିବା ଲାଗି କଠୋର ଆଇନ ଆଣିବା ଉପରେ ହାଇକୋର୍ଟ ଗୁରୁତ୍ୱାରୋପ କରିଛନ୍ତି।…
ମାନହାନି ମାମଲା: ଗୁଜରାଟ ହାଇକୋର୍ଟ ଗଲେ ରାହୁଲ
ନୂଆଦିଲ୍ଲୀ,୨୬ା୪ : ‘ସବୁ ଚୋରଙ୍କ ସାଙ୍ଗିଆ ମୋଦି କାହିଁକି’ ମନ୍ତବ୍ୟ ପାଇଁ ମାନହାନି ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଉକ୍ତ ରାୟ ଉପରେ ସ୍ଥଗିତାଦେଶ ପାଇଁ ମଙ୍ଗଳବାର ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ୨୦୧୯ ଲୋକ ସଭା…
ମହାମାରୀର ନୂଆ ରୂପ ‘ଆର୍କଟୁରସ୍’
ନୂଆଦିଲ୍ଲୀ/ଲଣ୍ଡନ,୨୬ା୪: ସମ୍ପ୍ରତି ଭାରତ ସମେତ ବିଶ୍ୱର ବିଭିନ୍ନ ଦେଶରେ କୋଭିଡ୍-୧୯ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ମହାମାରୀର ଏକ ନୂଆ ରୂପକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ଆର୍କଟୁରସ୍ ନାମକ ଏହି ଭୂତାଣୁ ହେଉଛି ଓମିକ୍ରନ୍ ସବ୍-ଭାରିଆଣ୍ଟର ଏକ ଷ୍ଟ୍ରେନ୍। ବିଶ୍ୱ ସ୍ବାସ୍ଥ୍ୟ…
ଶାହା-ଓଓ୍ବାଇସି ମୁହଁ।ମୁହିଁ
ନୂଆଦିଲ୍ଲୀ,୨୬ା୪: ଦକ୍ଷିଣ ଭାରତର ତାମିଲନାଡୁ, କର୍ନାଟକ, ଆନ୍ଧ୍ର ପ୍ରଦେଶ, ତେଲଙ୍ଗାନା ଓ କେରଳରେ ପୂର୍ବ କିମ୍ବା ବର୍ତ୍ତମାନର ରାଜ୍ୟ ସରକାରମାନେ ଭୋଟ ହାତେଇବା ପାଇଁ ସଂଖ୍ୟାଲଘୁ ସମ୍ପ୍ରଦାୟକୁ ଅଧିକ ସୁବିଧା ଦେଉଥିବା ଭାଜପା ପକ୍ଷରୁ ଅଭିଯୋଗ ହୋଇଆସୁଛି। ଏଭଳି ସ୍ଥିତିରେ ସ୍ବରାଷ୍ଟ୍ରମନ୍ତ୍ରୀ…
ମୁସ୍ଲିମ ସଂରକ୍ଷଣ ଉଚ୍ଛେଦ ମେ’ ୯ ପର୍ଯ୍ୟନ୍ତ ସ୍ଥଗିତ
ନୂଆଦିଲ୍ଲୀ,୨୬ା୪: ମେ’ ୧୦ରେ କର୍ନାଟକ ବିଧାନସଭା ନିର୍ବାଚନ ହେବ। ରାଜ୍ୟରେ କ୍ଷମତାସୀନ ଭାଜପା ସରକାର ଏହାକୁ ଦୃଷ୍ଟିରେ ରଖି ଏପ୍ରିଲ ୧୩ରେ ମୁସଲମାନ ସମ୍ପ୍ରଦାୟର ଲୋକଙ୍କୁ ଅନ୍ୟାନ୍ୟ ପଛୁଆ ବର୍ଗ (ଓବିସି) ଶ୍ରେଣୀରେ ଦିଆଯାଉଥିବା ପୂର୍ବର ୪% ସଂରକ୍ଷଣକୁ ଉଚ୍ଛେଦ କରିଥିଲେ।…
ବ୍ରିଜ୍ଭୂଷଣଙ୍କ ନାଁରେ ଏଫ୍ଆଇଆର୍ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୫ା୪: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍ଆଇ) ଅଧ୍ୟକ୍ଷ ତଥା ଭାଜପା ଏମ୍ପି ବ୍ରିଜ୍ଭୂଷଣ ଶରଣ ସିଂଙ୍କ ବିରୋଧରେ ମହିଳା କୁସ୍ତିଯୋଦ୍ଧାମାନେ ଆଣିଥିବା ଯୌନ ଉତ୍ପୀଡ଼ନ ମାମଲାରେ ଦିଲ୍ଲୀ ପୋଲିସର ଭୂମିକା ସନ୍ଦେହ ଘେରରେ। ଏହି ପ୍ରସଙ୍ଗରେ କନ୍ନଟପ୍ଲେସ୍ ଥାନାରେ ଅଭିଯୋଗ ସତ୍ତ୍ୱେ…
ପ୍ରକାଶ ସିଂ ବାଦଲଙ୍କ ପରଲୋକ
ଚଣ୍ଡିଗଡ଼,୨୫ା୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିରୋମଣି ଅକାଳୀ ଦଳ (ଏସ୍ଏଡି)ର ମୁଖ୍ୟ ପ୍ରକାଶ ସିଂ ବାଦଲଙ୍କର ମଙ୍ଗଳବାର ରାତି ୮ଟାରେ ମୋହାଲିର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ତାଙ୍କୁ ୯୫ ବର୍ଷ ହୋଇଥିଲା। ଶ୍ୱାସକ୍ରିୟାରେ ସମସ୍ୟା ଅନୁଭବ କରିବାରୁ…
ଶିଶୁଙ୍କ ବୋଧଶକ୍ତି କମାଇପାରେ ବାୟୁ ପ୍ରଦୂଷଣ
ନୂଆଦିଲ୍ଲୀ,୨୬।୪: ଭାରତରେ ଦୁଇ ବର୍ଷରୁ କମ୍ ବୟସର ଶିଶୁମାନଙ୍କଠାରେ ଦେଖାଦେଉଥିବା ବୋଧଶକ୍ତି ସମସ୍ୟା ସହ ନିମ୍ନମାନର ବାୟୁର ସମ୍ପର୍କ ରହିଥାଇପାରେ ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ୨ ବର୍ଷ ବୟସ ମଧ୍ୟରେ ଶିଶୁମାନଙ୍କର ମସ୍ତିଷ୍କର ସର୍ବାଧିକ ଅଭିବୃଦ୍ଧି ହୋଇଥାଏ। ଏହି ସମୟରେ…
ନାଗରିକଙ୍କ ଅଧିକାର-ସ୍ବାଧୀନତା ରକ୍ଷା କରିବାକୁ ରାଜ୍ୟ ବାଧ୍ୟ: ସୁପ୍ରିମକୋର୍ଟ…
ନୂଆଦିଲ୍ଲୀ,୨୫।୪ : ’ସୁପ୍ରିମକୋର୍ଟ କହିଛନ୍ତି, ସମ୍ବିଧାନ ଅନୁଯାୟୀ ବାଧ୍ୟତାମୂଳକ ଭାବେ ନାଗରିକଙ୍କ ଅଧିକାର ତଥା ସ୍ବାଧୀନତାର ସୁରକ୍ଷା ପାଇଁ ରାଜ୍ୟ ଦାୟିତ୍ୱ ଗ୍ରହଣ କରିବା ଆବଶ୍ୟକ। ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ଜଷ୍ଟିସ ବେଲା ଏମ ତ୍ରିବେଦୀଙ୍କ ନେତୃତ୍ୱରେ ଗଠିତ ଏକ…
୨୦୫୦ ସୁଦ୍ଧା ୮୫-୯୦ କୋଟି ଜନସଂଖ୍ୟା ସହରାଞ୍ଚଳରେ ରହିବେ: କେନ୍ଦ୍ରମନ୍ତ୍ରୀ…
ନୂଆଦିଲ୍ଲୀ,୨୫।୪ : ୨୦୫୦ ସୁଦ୍ଧା ଭାରତରେ ସହରାଞ୍ଚଳରେ ୮୫-୯୦ କୋଟି ଜନସଂଖ୍ୟା ବାସ କରିବେ ବୋଲି ଆଶା କରାଯାଉଛି। ଦେଶରେ ସହରୀକରଣ ଏକ ଦ୍ରୁତ ଗତିରେ ଘଟୁଛି। ସହରାଞ୍ଚଳ ପାଇଁ ଆହ୍ବାନଗୁଡିକ ବଦଳୁଛି।କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂ ପୁରୀ ମଙ୍ଗଳବାର ଏହା…
ବିବାହରେ ସମାନତା ଦାବି ସିଜେଆଇଙ୍କୁ ଚିଠି ଲେଖିଲେ ୪୦୦ ମାତାପିତା
ନୂଆଦିଲ୍ଲୀ,୨୫ା୪: ସମଲିଙ୍ଗୀ ବିବାହକୁ ଆଇନଗତ ମଞ୍ଜୁରୀ ପ୍ରଦାନ ନିମନ୍ତେ ପିଟିଶନଗୁଡ଼ିକର ଶୁଣାଣି କରୁଥିବା ସୁପ୍ରିମକୋର୍ଟର ସାମ୍ବିଧାନିକ ପୀଠର ମୁଖ୍ୟ ପ୍ରଧାନ ବିଚାରପତି ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କୁ ୪୦୦ରୁ ଊର୍ଦ୍ଧ୍ୱ ମାତାପିତାଙ୍କ ଏକ ଗ୍ରୁପ୍ ପତ୍ର ଲେଖି ସେମାନଙ୍କର ଏଲ୍ଜିବିଟିକ୍ୟୁଆଇଏ++ ପିଲାମାନଙ୍କୁ ବିବାହ ସମାନତା…

