ଜାତୀୟ

ପ୍ରକାଶ ସିଂ ବାଦଲ ଗୁରୁତର

ଚଣ୍ଡିଗଡ଼,୨୧।୪: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂ ବାଦଲଙ୍କ ସ୍ବାସ୍ଥ୍ୟ ବିଗିଡି ଯାଇଛି। ତାଙ୍କୁ ମୋହାଲିର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଜେନରାଲ ଓ୍ବାର୍ଡରୁ ଆଇସିୟୁକୁ ସିପ୍ଟ କରାଯାଇଛି। ପରିବାର ସଦସ୍ୟ ହସ୍ପିଟାଲରେ ପହଞ୍ଚି ତାଙ୍କ ସ୍ବାସ୍ଥ…

ଗୋଧ୍ରା ଟ୍ରେନରେ ନିଆଁ ଲଗାଇବା ମାମଲା: ୮ ଦୋଷୀଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୧।୪: ଗୁଜରାଟ ଗୋଧ୍ରାରେ ସାବରମତି ଏକ୍ସପ୍ରେସରେ ନିଆଁ ଲଗାଇବା ମାମଲାରେ ସୁପ୍ରିମକୋର୍ଟ ୮ଜଣ ଦୋଷୀଙ୍କୁ ଜାମିନ ଦେଇଛନ୍ତି। ସବୁ ଦୋଷୀ ଆଜୀବନ କାରାଦଣ୍ଡ ଭୋଗୁଥିଲେ। ଏହାପୂର୍ବରୁ ସୁପ୍ରିମକୋର୍ଟ ଏହି ମାମଲାର ଦୋଷୀ ସାବ୍ୟସ୍ତ ହୋଇଥିବା କେତେକଙ୍କ ଜାମିନ ଆବେଦନକୁ ଖାରଜ କରି…

‘ଶହୀଦ ଯବାନଙ୍କ ପ୍ରତିଶୋଧ ନିଅ ମୋଦି ସରକାର’, ପୁଞ୍ଛ ଆକ୍ରମଣକୁ ନେଇ ରାଗିଲା ଶିବସେନା-ବିଲାଓ୍ବଲଙ୍କ ଭାରତ ଗସ୍ତକୁ ବିରୋଧ

ମୁମ୍ବାଇ,୨୧।୪: ଜମ୍ମୁ-କଶ୍ମୀରକୁ ଲାଗି ରହିଥିବା ପୁଞ୍ଛ ଜିଲାର ଭିମ୍ବର ଗଳି ଅଞ୍ଚଳରେ ଗୁରୁବାର ୨୦ ଏପ୍ରିଲରେ ଏକ ସେନା ଗାଡି ଉପରକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିଲେ। ଫଳରେ ଏଥିରେ ୫ ଭାରତୀୟ ଶହୀଦ ହୋଇଯାଇଥିଲେ। ଏବେ ଏହାକୁ ନେଇ ଶିବସେନା(ଉଦ୍ଧବ ବାଲା…

ଓକିଲ ପୋଷାକରେ ଆସି କୋର୍ଟ ପରିସରରେ ସ୍ତ୍ରୀଙ୍କୁ ଗୁଳି କଲେ ସ୍ବାମୀ

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଶୁକ୍ରବାର ହୋଇଥିବା ଗୁଳିକାଣ୍ଡ ପରେ ରାଜଧାନୀର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି। ନ୍ୟୁ ଫ୍ରେଣ୍ଡସ କଲୋନିରେ ଏକ ମାମଲାରେ ସାକ୍ଷୀ ଦେବାକୁ ଆସିଥିବା ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ କୋର୍ଟ ଭିତରେ ହିଁ…

ବିହାର ଜାତି ଭିତ୍ତିକ ଜନଗଣନା: ଏପ୍ରିଲ ୨୮ରେ ହେବ ଶୁଣାଣି

ପାଟନା,୨୧।୪: ବିହାର ସରକାରଙ୍କ ଜାତି ଭିତ୍ତିକ ଜନଗଣନା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏହି ଆବେଦନ ଶୁଣାଣି କରିବାକୁ ଏପ୍ରିଲ ୨୮ରେ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଅନେକ ପ୍ରସଙ୍ଗକୁ ଆଲୋକିତ କରିବା ବ୍ୟତୀତ ଜନଗଣନା କେବଳ କେନ୍ଦ୍ର ସରକାରଙ୍କ ଦ୍ୱାରା କରାଯାଇପାରିବ ବୋଲି…

ସାକେତ କୋର୍ଟ ଗୁଳିକାଣ୍ଡ ଘଟଣାରେ ଏଲଜିଙ୍କୁ ଘେରିଲା ଏଏପି

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର ସାକେତ କୋର୍ଟରେ ଗୁଳି ଚାଳନା ପରେ ଜଣେ ମହିଳା ଆହତ ହାଇଛନ୍ତି। ଏବେ ଏହି ଘଟଣାକୁ ନେଇ ଦିଲ୍ଲୀର ଆମ ଆଦମି ପାର୍ଟି(ଏଏପି) ସରକାର ଉପରାଜ୍ୟପାଳ ଭିକେ ସାକ୍ସେନାଙ୍କୁ ଟାର୍ଗେଟ କରିଛନ୍ତି। ଏହି ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ…

ଦେଶରେ କମ ହେଉଛି କରୋନା ସଂକ୍ରମଣ, ଗତ ୨୪ ଘଣ୍ଟାରେ ୧୧,୬୯୨ ନୂଆ ସଂକ୍ରମିତ

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଦୁଇ ଦିନରେ ସବୁଠାରୁ ଅଧିକ ଦେଖାଯାଇଥିଲା। ହେଲେ ଶୁକ୍ରବାର ଏହି ସଂଖ୍ୟା କମ ହୋଇଛି। କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୧୧ହଜାରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ହେଲେ…

ସିଭିଲ ସର୍ଭିସ ଡେ’ର ଉଦ୍‌ଯାପନୀ ଦିବସରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: ୧୬ ତମ ସିଭିଲ ସର୍ଭିସ ଡେ କାର୍ଯ୍ୟକ୍ରମର ଉଦ୍‌ଯାପନୀ ଦିବସର ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଛନ୍ତି। ସକାଳ ୧୧ଟାରୁ ଦିଲ୍ଲୀର ବିଜ୍ଞାନ ଭବନରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମରେ…

କର୍ନାଟକ ନିର୍ବାଚନ: ଦେବନହଲ୍ଲୀରେ ଆଜି ରୋଡ ଶୋ’ କରିବେ ଶାହା

ବେଙ୍ଗାଲୁରୁ,୨୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ବରିଷ୍ଠ ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଅମିତ ଶାହା ଶୁକ୍ରବାର ଦୁଇ ଦିନିଆ କର୍ନାଟକ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ଶାହା ବେଙ୍ଗାଲୁରୁ ଉପକଣ୍ଠରେ ଥିବା ଦେବନହଲ୍ଲୀରେ ଏକ ରୋଡ ଶୋ’…

ଆଜି କୋର୍ଟରେ ହାଜର ହେବେ ଅତିକ୍‌ଙ୍କ ପୁଅ ଉମର

ଲକ୍ଷ୍ନୌ,୨୧।୪: ଗ୍ୟାଙ୍ଗଷ୍ଟର ଅତିକ୍‌ ଅହମ୍ମଦଙ୍କ ପୁଅ ଉମରଙ୍କୁ ଶୁକ୍ରବାର ସିବିଆଇ ସ୍ବତନ୍ତ୍ର କୋର୍ଟରେ ହାଜର କରାଯିବ। ଉମର ବର୍ତ୍ତମାନ ଲକ୍ଷ୍ନୌ ଜେଲରେ ଅଛନ୍ତି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଙ୍କୁ କୋର୍ଟରେ ହାଜର କରାଯିବ ବୋଲି ସୂଚନା ରହିଛି। ଜାଲିଆତି, ଚୋରା ଚାଲାଣ,…

ଦିଲ୍ଲୀର ସାକେତ କୋର୍ଟରେ ଫୁଟିଲା ଗୁଳି ,ମହିଳା ଆହତ

ନୂଆଦିଲ୍ଲୀ,୨୧।୪: ରାଜଧାନୀ ଦିଲ୍ଲୀର କୋର୍ଟ ବି ଏବେ ସୁରକ୍ଷିତ ନୁହେଁ। ଶୁକ୍ରବାର ସକାଳେ ସାକେତ କୋର୍ଟରେ ଫୁଟିଛି ଗୁଳି। ସାକେତ କୋର୍ଟ ପରିସରରେ ଶୁକ୍ରବାର ସକାଳେ ଜଣେ ମହିଳାଙ୍କୁ ଗୁଳି କରାଯାଇଛି। ସାକ୍ଷୀ ଦେବାକୁ ମହିଳା କୋର୍ଟକୁ ଆସିଥିଲେ। ଏନଏସସି ଥାନା…

ବାନ୍ଧବିଙ୍କୁ ସ୍ପେଶାଲ ଟ୍ରିଟମେଣ୍ଟ ଦେବାକୁ କକପିଟକୁ ବନାଇ ଦେଲେ ଲିଭିଂ ରୁମ, ଅଡୁଆରେ ପାଇଲଟ

ନୂଆଦିଲ୍ଲୀ,୨୧।୪: ଏୟାର ଇଣ୍ଡିଆର ଜଣେ ପାଇଲଟ ତାଙ୍କ ମହିଳା ବନ୍ଧୁଙ୍କୁ କକପିଟରେ ପ୍ରବେଶ କରାଇ ଅଡୁଆରେ ପଡି ଯାଇଛନ୍ତି। ଘଟଣା ୨୭ ଫେବୃୟାରୀର ହୋଇଥିବା ବେଳେ ବିମାନଟି ଦୁବଇରୁ ଦିଲ୍ଲୀ ଯାତ୍ରା କରୁଥିବା ଏୟାର ଇଣ୍ଡିଆ ବିମାନ ଥିଲା।ଏୟାର ଇଣ୍ଡିଆ ବିମାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?