କାର୍ ମାଡ଼ିଯିବାରୁ ୫ ମହିଳା ମୃତ
ପୁଣେ,୧୫।୨: ମହାରାଷ୍ଟ୍ର ପୁଣେ ଜିଲାରେ ୧୭ ଜଣ ମହିଳାଙ୍କ ଏକ ଗ୍ରୁପ୍ ନାଶିକ-ପୁଣେ ଜାତୀୟ ରାଜପଥ ପାର୍ ହେଉଥିବାବେଳେ ଦ୍ରୁତବେଗରେ ଆସୁଥିବା ଏସ୍ୟୁଭି ସେମାନଙ୍କୁ ଧକ୍କା ଦେଇଥିଲା। ଏହି ଦୁର୍ଘଟଣାରେ ୫ ମହିଳା ପ୍ରାଣ ହରାଇଥିବାବେଳେ ଅନ୍ୟ ୩ ଜଣ ଆହତ…
ଭାଜପାକୁ ମିଳିଛି ୬୧୪ କୋଟି ଚାନ୍ଦା
ନୂଆଦିଲ୍ଲୀ,୧୫ା୨: ଗତ ଆର୍ଥତ୍କ ବର୍ଷରେ ଭାଜପାକୁ ୬୧୪.୬ କୋଟି ଟଙ୍କା ଚାନ୍ଦା ମିଳିଥିବାବେଳେ କଂଗ୍ରେସ ପାଇଛି ୯୫.୪ କୋଟି। ନିର୍ବାଚନ ଉପରେ ନଜର ରଖୁଥିବା ଆସୋସିଏଶନ ଅଫ୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର୍) ରିପୋର୍ଟରୁ ଏହା ଜଣାପଡ଼ିଛି। ୨୦,୦୦୦ ଟଙ୍କାରୁ ଅଧିକ ଚାନ୍ଦାକୁ…
ହାଜତ ମୃତ୍ୟୁରେ ଗୁଜରାଟ ନଂ.୧
ନୂଆଦିଲ୍ଲୀ,୧୫ା୨: ହାଜତ ମୃତ୍ୟୁରେ ଭାଜପା ଶାସିତ ଗୁଜରାଟ ପୁଣି ଥରେ ୧ ନମ୍ବର ସ୍ଥାନ ଅଧିକାର କରିଛି। ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୮୦ ଜଣ ବନ୍ଦୀଙ୍କ ହାଜତ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ପାର୍ଲାମେଣ୍ଟକୁ ଅବଗତ…
ବିବିସି ଅଫିସରେ ଆୟକର ଟିମ୍
ନୂଆଦିଲ୍ଲୀ/ମୁମ୍ବାଇ,୧୫ା୨: ୨୦୦୨ ଗୁଜରାଟ ଦଙ୍ଗା ପାଇଁ ତତ୍କାଳୀନ ମୁଖ୍ୟମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଦାୟୀ କରି ଡକ୍ୟୁମେଣ୍ଟାରି ପ୍ରସାରଣ କରିଥିବା ବ୍ରିଟେନ୍ର ଜାତୀୟ ଟିଭି ଚ୍ୟାନେଲ ବ୍ରିଟିଶ୍ ବ୍ରଡ୍କାଷ୍ଟିଂ କର୍ପୋରେଶନ୍ (ବିବିସି)କୁ ଭାରତର ଆୟକର (ଆଇଟି) ବିଭାଗ ଟାର୍ଗେଟ କରିଛି। ବିବିସିର ନୂଆଦିଲ୍ଲୀ…
ଭାରତ-ପାକିସ୍ତାନରେ ୫୦ ଲକ୍ଷରୁ ଅଧିକ ଲୋକଙ୍କ ଉପରେ ବନ୍ୟା ବିପଦ: ରିପୋର୍ଟ…
ନୂଆଦିଲ୍ଲୀ/ଇସଲାମାବାଦ,୧୪।୨ : ଗତ ବର୍ଷ ଉଭୟ ଭାରତ ଏବଂ ପଡୋଶୀ ଦେଶ ପାକିସ୍ତାନ ଭୟଙ୍କର ବନ୍ୟା ପରିସ୍ଥିତିରେ ଉପୁଜିଥିଲା। ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଏକ ଅନ୍ତର୍ଜାତୀୟ ଅନୁସନ୍ଧାନକାରୀ ଦଳ ଜାଣିବାକୁ ପାଇଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ବିପଦ କାରଣରୁ ଭାରତ…
ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତିଙ୍କ ଆଇଭିଏଫ ପାଇଁ ପାରୋଲ ଆବେଦନ: ସହାନୁଭୂତି ପୂର୍ବକ ବିଚାର ଲାଗି ହାଇକୋର୍ଟଙ୍କୁ କହିଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ,୧୪।୨ : ରାଜସ୍ଥାନ ଜେଲରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଦମ୍ପତି ସନ୍ତାନ ଜନ୍ମ ପାଇଁ ଆଇଭିଏଫ କରିବା ପାଇଁ ପାରୋଲ ମାଗିଛନ୍ତି। ଏ ସମ୍ପର୍କରେ ଏହି ଦମ୍ପତି ରାଜସ୍ଥାନ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ହାଇକୋର୍ଟ ଦମ୍ପତିଙ୍କ ଏହି…
ଏୟାର ଇଣ୍ଡିଆ-ବୋଇଙ୍ଗ୍ ଚୁକ୍ତି: ଆମେରିକାରୁ ୨୨୦ ବିମାନ କିଣିବ ଭାରତ…
ନୂଆଦିଲ୍ଲୀ,୧୪।୨ : ଏୟାର ଇଣ୍ଡିଆ ଏବଂ ବୋଇଙ୍ଗ୍ ମଧ୍ୟରେ ଚୁକ୍ତି ହୋଇଛି। ଚୁକ୍ତି ଅନୁସାରେ ଏୟାର ଇଣ୍ଡିଆ ଆମେରିକାଠାରୁ ୨୨୦ ବୋଇଙ୍ଗ ବିମାନ କିଣିବ। ଏହାକୁ ଆମେରିକା ରାଷ୍ଟ୍ରପତି ଏକ ଐତିହାସିକ ପଦକ୍ଷେପ ବୋଲି କହିଛନ୍ତି। ଏହା ଦୁଇଦେଶ ମଧ୍ୟରେ ସମ୍ପର୍କକୁ…
ବୁଧବାରଠାରୁ ସିବିଏସଇ ଦ୍ୱାଦଶ-ଦଶମ ବୋର୍ଡ ପରୀକ୍ଷା…
ନୂଆଦିଲ୍ଲୀ,୧୪।୨ : କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ)ର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଚଳିତ ବର୍ଷ ଫେବୃଆରୀ ୧୫ ବୁଧବାରଠାରୁ ଆରମ୍ଭ ହେବ। ବୋର୍ଡ ପରୀକ୍ଷା ୫ ଏପ୍ରିଲ ପର୍ଯ୍ୟନ୍ତ ଚାଲିବ। ୩୮ ଲକ୍ଷ ୮୩ ହଜାର…
ଭାଲେଣ୍ଟାଇନ୍ସ ଡେ’ରେ ଦିଲ୍ଲୀରେ ଲିଭ୍ ଇନ ପାର୍ଟନରଙ୍କୁ ହତ୍ୟା, ଢାବା ଫ୍ରିଜ୍ରୁ ମିଳିଲା ମୃତଦେହ…
ନୂଆଦିଲ୍ଲୀ,୧୪।୨ : ଦିଲ୍ଲୀରେ ଭାଲେଣ୍ଟାଇନ୍ସ ଡେ’ରେ ଏକ ବଡ଼ ଘଟଣା ସାମ୍ନାକୁ ଆସିଛି। ପୁଣିଥରେ ରାଜଧାନୀରେ ଶ୍ରଦ୍ଧା ହତ୍ୟା ମାମଲା ପରି ଏକ ଘଟଣା ଘଟିଛି। ଏଠାରେ ପୋଲିସ ୍ଢାବାରୁ ଜଣେ ଯୁବତୀଙ୍କର ମୃତଦେହ ଜବତ କରିଛି। ମୃତଦେହକୁ ଏକ ଫ୍ରିଜରେ…
ଲଗାନ ଫେମ୍ ଜାଭେଦ ଖାନ୍ ଆମରୋହିଙ୍କ ପରଲୋକ…
ମୁମ୍ବାଇ,୧୪।୨ : ହିନ୍ଦୀ ସିନେମାରେ ନିଜ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ବାନ୍ଧି ରଖିଥିବା ଅଭିନେତା ଜାଭେଦ ଖାନ୍ନ୍ ଆମରୋହିଙ୍କର ପରଲୋକ ଘଟିଛି। ୭୦ ବର୍ଷ ବୟସରେ, ଜାଭେଦ ମଙ୍ଗଳବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଅଭିନୟ ଯାତ୍ରାରେ ଜାଭେଦ…
ଦେଶର ସବୁଠାରୁ ପ୍ରଦୂଷିତ ସହର ମୁମ୍ବାଇ: ବିଶ୍ୱର ଶୀର୍ଷ ୧୦ ସହର ତାଲିକାରୁ ଦିଲ୍ଲୀ ହଟିିଲା…
ମୁମ୍ବାଇ,୧୪।୨ : ରାଜଧାନୀ ଦିଲ୍ଲୀକୁ ପଛରେ ପକାଇ ମୁମ୍ବାଇ ଦେଶର ସବୁଠାରୁ ପ୍ରଦୂଷିତ ସହରରେ ପରିଣତ ହୋଇଛି। ବାୟୁ ଗୁଣବତ୍ତା ମନିଟର (ଏକ୍ୟୁଆଇ) ସ୍ବିଜରଲାଣ୍ଡର ଏୟାର ଟ୍ରାକିଂ ଇଣ୍ଡେକ୍ସ ଆଇକ୍ୟୁଏୟାର ଅନୁଯାୟୀ, ଜାନୁଆରୀ ୨୯ ରୁ ଫେବୃଆରୀ ୮ ମଧ୍ୟରେ ମୁମ୍ବାଇ…
ବିମାନରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇଲା ଏଚଏଏଲ…
ବେଙ୍ଗାଲୁରୁ,୧୪।୨ : ମଙ୍ଗଳବାର ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ(ଏଚଏଏଲ) ବେଙ୍ଗାଲୁରୁର ଏରୋ ଇଣ୍ଡିଆ ୨୦୨୩ ରେ ପ୍ରଦର୍ଶିତ ହୋଇଥିବା ‘ହିନ୍ଦୁସ୍ତାନ ଲିଡ ଇନ ଫାଇଟର୍ ଟ୍ରେନର (ଏଚଏଲଏଫଟି) -୪୨’ ରୁ ବଜରଙ୍ଗବାଲୀଙ୍କ ଚିତ୍ର ହଟାଇ ଦେଇଛି। ଏସିଆର ସବୁଠୁ ବଡ ଏୟାର ଶୋ’ର…
Archives


