ଜାତୀୟ

ଅମୃତ ଉଦ୍ୟାନରେ ସିଜେଆଇଙ୍କ ସମେତ ଅନ୍ୟ ବିଚାରପତି…

ନୂଆଦିଲ୍ଲୀ,୫।୨ : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ବତନ୍ତ୍ର ନିମନ୍ତ୍ରଣ କ୍ରମେ ସୁପ୍ରିମକୋର୍ଟର ବିଚାରପତିମାନେ ଅମୃତ ଉଦ୍ୟାନରେ ରବିବାର ପହଞ୍ଚିଛନ୍ତି। ଏହି ସମୟରେ ଦେଶର ପ୍ରଧାନ ବିଚାରପତି(ସିଜେଆଇ) ଡି.ଓ୍ବାଇ. ଚନ୍ଦ୍ରଚୂଡ଼ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ। ସେ ଉଦ୍ୟାନରେ ରଙ୍ଗୀନ ଫୁଲ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି: ୭ମ ବେତନ କମିଶନରେ ବଢ଼ିବ ୪ ପ୍ରତିଶତ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୫।୨ : କେନ୍ଦ୍ର ସରକାରଙ୍କ ସରକାରୀ କର୍ମଚାରୀଙ୍କ ପାଇଁ ବହୁତ ଭଲ ଖବର ଆସିବାକୁ ଯାଉଛି। କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ହୋଲି ଭେଟି ଦେବାକୁ ଯାଉଛନ୍ତି। କେନ୍ଦ୍ର ସରକାର ଏକ କୋଟିରୁ ଅଧିକ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ…

ଏଏପି ଲଢ଼ିବ ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନ: କଂଗ୍ରେସର ବଢ଼ିଲା ଚିନ୍ତା, ଗୁଜରାଟ ଭଳି ସ୍ଥିତି ହେବା ନେଇ ମନରେ ଛନକା…

ନୂଆଦିଲ୍ଲୀ,୫।୨ : ଆମ ଆଦମୀ ପାର୍ଟି ଏକ ବଡ ଘୋଷଣା କରିଛି। ଚଳିତ ବର୍ଷ ଶେଷରେ ହେବାକୁ ଥିବା ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି ସମସ୍ତ ୨୩୦ ଟି ଆସନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଲୋକମାନଙ୍କୁ ସଂଯୋଗ କରିବା ପାଇଁ…

ସକ୍ରିୟ ମାମଲା ୦.୦୧ ପ୍ରତିଶତ…

ନୂଆଦିଲ୍ଲୀ, ୫।୨: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ  ଦୈନିକ ପଜିଟିଭ୍‌ ହାର ଏକ ପ୍ରତିଶତରୁ କମ ହୋଇଛି ଏବଂ…

ଭାରତ ବିରୋଧରେ ପାକିସ୍ତାନର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ରର ପର୍ଦ୍ଦାଫାଶ: ଲୋନ ଓ୍ବଲ୍ଫ ଆଟାକ୍‌ ପାଇଁ ପ୍ରସ୍ତୁତି…

ହାଇଦ୍ରାବାଦ,୫।୨ : ଭାରତ ବିରୋଧରେ ପାକିସ୍ତାନର ବଡ ଆତଙ୍କବାଦୀ ଷଡଯନ୍ତ୍ରର ପର୍ଦ୍ଦାଫାଶ ହୋଇଛି। ହାଇଦ୍ରାବାଦରେ ଲୋନ ଓଲ୍ଫ ଆଟାକ୍‌ ପାଇଁ ପ୍ରସ୍ତୁତି ଚାଲିଥିଲା। ହାଇଦ୍ରାବାଦରୁ ଗିରଫ ହୋଇଥିବା ଆତଙ୍କବାଦୀଙ୍କୁ ପଚରାଉଚରା ବେଳେ ଏହା ଜଣା ପଡ଼ିଛି। ଆଇଏସଆଇ ଏବଂ ଲଶ୍କର-ଇ-ତୋଏବା ଲିଙ୍କ…

ରାମ ମନ୍ଦିର ଉଡ଼ାଇଦେବାକୁ ଧମକ

ମୋତିହାରି,୫।୨: ଅଯୋଧ୍ୟାର ରାମମନ୍ଦିରକୁ ବିସ୍ଫୋରଣରେ ଉଡ଼ାଇଦେବାକୁ ଧମକ ଦେଇଥିବା ଅଭିଯୋଗରେ ବେଆଇନ ଘୋଷିତ ପପୁଲାର ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ୩ ଜଣ ସନ୍ଦିଗ୍ଧଙ୍କୁ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଶନିବାର ସକାଳେ ବିହାରର ମୋତିହାରି ଜିଲାରେ ଅଟକ ରଖିଛି। ଏନ୍‌ଆଇଏ…

ନିଶାସକ୍ତ ଅବସ୍ଥାରେ ସ୍ତ୍ରୀଙ୍କୁ ପିଟିଲେ କାମ୍ବଲି, ପୋଲିସ ଷ୍ଟେଶନରେ ମାମଲା ରୁଜୁ…

ମୁମ୍ବାଇ,୫।୨ : ପୂର୍ବତନ କ୍ରିକେଟର ବିନୋଦ କାମ୍ବଲି ପୁଣି ଥରେ ବିବାଦରେ ଛନ୍ଦି ହୋଇଛନ୍ତି। ଏବେ ସେ ତାଙ୍କ ସ୍ତ୍ରୀ ଆଣ୍ଡ୍ରେୟା ତାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି। ଆଣ୍ଡ୍ରିଆଙ୍କ ଅଭିଯୋଗ ଆଧାରରେ ମୁମ୍ବାଇର ବାନ୍ଦ୍ରା ପୋଲିସ ଷ୍ଟେଶନରେ କାମ୍ବଲିଙ୍କ ବିରୋଧରେ ଏଫଆଇଆର୍‌…

ଇସ୍ରୋ-ନାସାର ମିଳିତ ମହାକାଶ ଅଭିଯାନ, ଲଞ୍ଚ ପାଇଁ ଭାରତ ଆସିବ ନିସାର ସାଟେଲାଇଟ

ନୂଆଦିଲ୍ଲୀ,୫ ।୨: ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା ନାସା ଓ ଭାରତୀୟ ମହାକାଶ ଗବେଷଣା ସଂସ୍ଥା ଇସ୍ରୋ ଦ୍ୱାରା ମିଳିତ ଭାବେ ନିର୍ମିତ ଉପଗ୍ରହ ନିସାରର ନିର୍ମାଣ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ସୂଚନା ଅନୁଯାୟୀ, ଏହି ଉପଗ୍ରହ ଭାରତ ପହଞ୍ଚିବାକୁ…

ଶିନ୍ଦେଙ୍କୁ ଅଣ-ସାମ୍ବିଧାନିକ ମୁଖ୍ୟମନ୍ତ୍ରୀ କହିଲେ ଆଦିତ୍ୟ…

ମୁମ୍ବାଇ,୪।୨ : ଉଦ୍ଧବ ଠାକରେଙ୍କ ପୁଅ ଆଦିତ୍ୟ ଠାକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କୁ ଜଣେ ଅଣ-ସାମ୍ବିଧାନିକ ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ସହିତ ସେ ଶିନ୍ଦେଙ୍କୁ ବିଧାନସଭା ନିର୍ବାଚନରେ ଲଢ଼େଇ ପାଇଁ ଆହ୍ବାନ ଦେଇଛନ୍ତି। ମୁଁ ମୋ ଆସନରୁ ଇସ୍ତଫା ଦେବି…

୫ ବିଚାରପତିଙ୍କ ନିଯୁକ୍ତିକୁ ମଞ୍ଜୁରୀ: ସୂଚନା ଦେଲେ ଆଇନମନ୍ତ୍ରୀ…

ନୂଆଦିଲ୍ଲୀ,୪।୨ : ସୁପ୍ରିମକୋର୍ଟରେ ପାଞ୍ଚଜଣ ନୂତନ ବିଚାରପତିଙ୍କ ନିଯୁକ୍ତିକୁ କେନ୍ଦ୍ର ସରକାର ଅନୁମୋଦନ କରିଛନ୍ତି। ସେମାନଙ୍କ ମଧ୍ୟରେ ପଙ୍କଜ ମିତଲ (ରାଜସ୍ଥାନ ହାଇକୋର୍ଟର ପ୍ରଧାନ ବିଚାରପତି), ସଞ୍ଜୟ କାରୋଲ (ପାଟନା ହାଇକୋର୍ଟର ପ୍ରଧାନ ବିଚାରପତି), ପି.ଭି ସଞ୍ଜୟ କୁମାର (ମଣିପୁର ହାଇକୋର୍ଟର…

ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ବାବା ରାମଦେବ…

ଜୟପୁର,୪।୨ : ରାଜସ୍ଥାନ ଗସ୍ତରେ ଯାଇଥିବା ଯୋଗ ଗୁରୁ ବାବା ରାମଦେବ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି। ସେ ମୁସଲମାନ ସମାଜ ବିରୋଧରେ ନମାଜ ଉପରେ ମନ୍ତବ୍ୟ ଦେଇଥିଲେ। ବାବାଙ୍କ ବିବାଦୀୟ ମନ୍ତବ୍ୟକୁ ନେଇ ସାରା ଦେଶରେ ରାଜନୀତି ସରଗରମ…

ବଜେଟରେ ତାଲିବାନ ପାଇଁ କାହିଁକି ସହାୟତା, କେନ୍ଦ୍ର ସରକାରଙ୍କୁ କେଜରିଓ୍ବାଲଙ୍କ ପ୍ରଶ୍ନ…

ନୂଆଦିଲ୍ଲୀ,୪।୨ : ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଶନିବାର ଆଫଗାନିସ୍ତାନର ତାଲିବାନ ସରକାରଙ୍କୁ ଦେଶର ବିକାଶ ପାଇଁ କେନ୍ଦ୍ର ବଜେଟରେ ଆର୍ଥିକ ସହାୟତା ପ୍ରଦାନ ଉପରେ ପ୍ରଶ୍ନ କରିଛନ୍ତି। ସେ ଟୁଇଟ କରି ଲେଖିଛନ୍ତି, ଶିକ୍ଷା, ସ୍ବାସ୍ଥ୍ୟ ଏବଂ ଦିଲ୍ଲୀର ପାଣ୍ଠି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri