ଜାତୀୟ

ଅଣାୟତ୍ତ କରୋନା ସ୍ଥିତି: ସକ୍ରିୟ ମାମଲା ୩୫ ହଜାର ମୁହାଁ…

ନୂଆଦିଲ୍ଲୀ, ୯।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି ବଢ଼ିଛି। ସେହିପରି ସକ୍ରିୟ…

ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ଅଯୋଧ୍ୟା ଗସ୍ତକୁ ସଞ୍ଜୟ ରାଉତ କହିଲେ ‘ସ୍ପନସର୍ଡ’

ମୁମ୍ବାଇ,୯।୪: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶ ରବିବାର ଉତ୍ତର ପ୍ରଦେଶରେ ପହଞ୍ଚିଛନ୍ତି। ଉଭୟ ନେତା ସେଠାରେ ଥିବା ଅଯୋଧ୍ୟା ଗସ୍ତ କରିବେ। ଅଯୋଧ୍ୟା ଯିବା ପୂର୍ବରୁ ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ସିନ୍ଦେ କହିଛନ୍ତି, ମୁଁ ଅଯୋଧ୍ୟା ଯାଉଛି,…

ପିଏମ୍‌ଏମ୍‌ଓ୍ବାଇରେ ୨୩.୨ ଲକ୍ଷ କୋଟି ମଞ୍ଜୁର

ନୂଆଦିଲ୍ଲୀ,୯।୪: ଗତ ୮ ବର୍ଷ ମଧ୍ୟରେ ଦେଶର ଲକ୍ଷାଧିକ କ୍ଷୁଦ୍ର ଓ ମଧ୍ୟମ ବର୍ଗର ଉଦ୍ୟୋଗୀମାନେ ଉନ୍ନତି କରିଥିବା ବେଳେ ଦେଶର ଅର୍ଥନୀତିରେ ମଧ୍ୟ ପ୍ରମୁଖ ଯୋଗଦାନ ହାସଲ କରିଥିବା ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ମତପ୍ରକାଶ କରିଛନ୍ତି। ବିଶେଷକରି ଉକ୍ତ ଯୋଜନାର…

କର୍ନାଟକ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ ଚାଲ, ପୂର୍ବତନ ଏମପି ଚନ୍ଦ୍ରପ୍ପା ହେଲେ କାର୍ଯ୍ୟକାରୀ ଅଧ୍ୟକ୍ଷ

ବେଙ୍ଗାଲୁରୁ,୯।୪: କର୍ନାଟକ ବିଧାନସଭା ନିର୍ବାଚନର ଠିକ ପୂର୍ବରୁ କଂଗ୍ରେସ ଅନୁସୂଚିତ ଜାତିର ନେତା ଓ ପୂର୍ବତନ ଏମପି ବିଏନ ଚନ୍ଦ୍ରପ୍ପାଙ୍କୁ କାର୍ଯ୍ୟକାରୀ ଅଧ୍ୟକ୍ଷ କରିଛି। କଂଗ୍ରେସ ମହାସଚିବ କେସି ଭେନୁଗୋପାଳ ଚନ୍ଦ୍ରପ୍ପାଙ୍କ ନିଯୁକ୍ତି ସମ୍ପର୍କରେ ସୂଚନା ଦେଇଛନ୍ତି। କର୍ନାଟକ କଂଗ୍ରେସରେ ୫…

କୋଚ୍ଚର ଦମ୍ପତିଙ୍କ ବିରୋଧରେ ସିବିଆଇ ଚାର୍ଜଶିଟ୍‌

ନୂଆଦିଲ୍ଲୀ, ୯।୪: ଆଇସିଆଇସିଆଇ ବ୍ୟାଙ୍କ ଋଣ ଠକେଇ ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଶନିବାର କୋଚ୍ଚର ଦମ୍ପତି ଓ ବେଣୁଗୋପାଳ ଧୁତଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ମୁମ୍ବାଇର ସିଟି ସିଭିଲ୍‌ ଓ ସେସନ୍‌ କୋର୍ଟରେ ଦାଖଲ କରାଯାଇଥିବା ଚାର୍ଜଶିଟ୍‌ରେ…

ପ୍ରିୟଙ୍କା ହୋଇପାରନ୍ତି ପ୍ରଧାନମନ୍ତ୍ରୀ ପ୍ରାର୍ଥୀ: ପ୍ରମୋଦ କ୍ରିଷ୍ଣମ୍‌

ପ୍ରୟାଗରାଜ,୯।୪: ପ୍ରିୟଙ୍କା ଗାନ୍ଧୀ ଭଦ୍ରା କଂଗ୍ରେସର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ହୋଇ ପାରନ୍ତି ବୋଲି ଉତ୍ତରପ୍ରଦେଶର ବରିଷ୍ଠ ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ୍‌ କହିଛନ୍ତି। ପ୍ରୟାଗରାଜଠାରେ ଶନିବାର ଖବରଦାତାଙ୍କ ପ୍ରଶ୍ନର ଉତ୍ତର ଦେବା ଅବସରରେ ସେ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା…

ବାନ୍ଦିପୁର ଟାଇଗର ରିଜର୍ଭ ପହଞ୍ଚିଲେ ନରେନ୍ଦ୍ର ମୋଦି, ଜାରି କରିବେ ବାଘଙ୍କ ସଂଖ୍ୟା ସମ୍ବନ୍ଧିତ ନୂଆ ସଂଖ୍ୟା

ନୂଆଦିଲ୍ଲୀ,୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କର୍ନାଟକର ବାନ୍ଦିପୁର ଟାଇଗର ରିଜର୍ଭ ପହଞ୍ଚିଛନ୍ତି। ସୂଚନାଯୋଗ୍ୟ, ମୋଦି ସେଠାରେ ବାନ୍ଦିପୁର ନ୍ୟାଶନାଲ ପାର୍କରେ ଇଣ୍ଟରନ୍ୟାଶନାଲ ବିଗ କ୍ୟାଟସ୍‌ ଏଲାଏନ୍ସର ଶୁଭାରମ୍ଭ କରିବେ। ଇଣ୍ଟରନ୍ୟାଶନାଲ ବିଗ କ୍ୟାଟସ୍‌ ଏଲାଏନ୍ସ(ଆଇବିସିଏ) ବିଶ୍ୱର ୭ଟି ବଡ ବିଲେଇ…

ପରୀକ୍ଷା ଢାଞ୍ଚାରେ ପରିବର୍ତ୍ତନ ଲାଗି ଏନ୍‌ସିଇଆର୍‌ଟିର ପ୍ରସ୍ତାବ

ନୂଆଦିଲ୍ଲୀ, ୯।୪: ଜାତୀୟ ଶିକ୍ଷା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ (ଏନ୍‌ସିଇଆର୍‌ଟି) ନବମରୁ ଦ୍ୱାଦଶ ଶ୍ରେଣୀ ପିଲାମାନଙ୍କ ପରୀକ୍ଷା ଢାଞ୍ଚାରେ ବଡ଼ ଧରଣର ପରିବର୍ତ୍ତନ ଲାଗି ପ୍ରସ୍ତାବ ରଖିଛି। ୯ମରୁ ୧୨ଶ ଶ୍ରେଣୀ ମଧ୍ୟରେ ପିଲାମାନଙ୍କୁ ୮ଟି ସେମିଷ୍ଟର ବା ବୋର୍ଡ…

ତେଜପୁରରୁ ସୁଖୋଇରେ ଉଡ଼ିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୯।୪: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଆସାମର ତେଜପୁର ବାୟୁସେନା ଷ୍ଟେଶନରୁ ସୁଖୋଇ-୩୦ ଏମ୍‌କେଆଇ ଯୁଦ୍ଧବିମାନରେ ଉଡ଼ିଛନ୍ତି। ସେ ଏକ ମାଧ୍ୟାକର୍ଷଣ ନିରୋଧୀ ସୁଟ୍‌ ପିନ୍ଧିଥିବା ଦେଖାଯାଇଥିଲା। ଭାରତୀୟ ସଶସ୍ତ୍ର ବଳର ସର୍ବୋଚ୍ଚ କମାଣ୍ଡର ରାଷ୍ଟ୍ରପତି ପ୍ରାୟ ୩୦ ମିନିଟ୍‌…

ଉତ୍ତରପୂର୍ବାଞ୍ଚଳରେ ଭାଜପା କେତେ ସଫଳ

ନୂଆଦିଲ୍ଲୀ, (କୁଲଦୀପ ସିଂ) ୯।୪ : କେନ୍ଦ୍ରରେ କ୍ଷମତାସୀନ ଭାରତୀୟ ଜନତା ପାର୍ଟି (ଭାଜପା) ଏପ୍ରିଲ ୬ ତାରିଖରେ ୪୩ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦଳୀୟ କ୍ୟାଡରମାନଙ୍କୁ ସମ୍ବୋଧିତ କରି ଅତ୍ୟଧିକ ଆତ୍ମବିଶ୍ୱାସର…

ସିମ୍‌ କଓ୍ବୋଇସି ଯାଞ୍ଚ ଖୁବ୍‌ଶୀଘ୍ର

ଦେଶରେ ଫେକ୍‌ ସିମ୍‌ କାର୍ଡ ବ୍ୟବହାର କରି ସାଇବର ଅପରାଧ ଘଟାଯାଉଛି। ଗୋଟିଏ ପରିଚୟପତ୍ରରେ ଅନେକ ସିମ୍‌ ମିଳୁଥିବାରୁ ସାଇବର ଅପରାଧୀମାନେ ଏହାର ଫାଇଦା ନେଉଛନ୍ତି। ସିମ୍‌ କାର୍ଡର ଏପରି ଦୁରୁପଯୋଗକୁ ରୋକିବା ପାଇଁ କେନ୍ଦ୍ର ସରକାର ସିମ୍‌ ଆବେଦନର ନିୟମକୁ…

ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ କାର ଦୁର୍ଘଟଣା ଗ୍ରସ୍ତ…

ନୂଆଦିଲ୍ଲୀ,୮।୪ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁଙ୍କ କାର ଶନିବାର ଜମ୍ମୁ-କଶ୍ମୀରର ରାମବନ ଜିଲାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ସୂଚନା ଅନୁଯାୟୀ, ତାଙ୍କ କାର ଏକ ଟ୍ରକ ସହିତ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ କେହି ଆହତ ହୋଇନାହାଁନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?