ଜାତୀୟ

ହିଟଲର ଆଉ ଷ୍ଟାଲିନଙ୍କ ସହ ମୋଦିଙ୍କୁ ତୁଳନା କଲା କଂଗ୍ରେସ

ନୂଆଦିଲ୍ଲୀ,୧୧ ।୩: କଂଗ୍ରେସ ନେତା ଜୟରାମ ରମେଶ ‘ନରେନ୍ଦ୍ର ମୋଦି ଷ୍ଟାଡିୟମ’ର ନାମକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି । ସେ ମୋଦିଙ୍କୁ ଟାର୍ଗେଟ କରି ତାଙ୍କ ସମୟର ଏକ ଛତ୍ରବାଦୀ ଶାସକଙ୍କର ଏକ ତାଲିକା ଟୁଇଟରରେ ଶେୟାର…

ସିବିଆଇ ସମ୍ମୁଖରେ ଶନିବାର ବି ହାଜର ହେବେନି ତେଜସ୍ବୀ

ନୂଆଦିଲ୍ଲୀ,୧୧।୩: ଜମି ବଦଳରେ ଚାକିରି ଦେବା ଦୁର୍ନୀତି ମାମଲାରେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବ ଓ ତାଙ୍କ ପରିବାରର ଅଡୁଆ ବେଳକୁ ବେଳ ବଢ଼ିବାରେ ଲାଗିଛି। ଇତିମଧ୍ୟରେ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ (ସିବିଆଇ) ବିହାରର…

ଗୋଶାଳାକୁ ଆର୍ଥତ୍କ ସହାୟତା ପାଇଁ ପ୍ରସ୍ତାବ

ନୂଆଦିଲ୍ଲୀ,୧୧ା୩: ଦେଶର ଗୋଶାଳାଗୁଡ଼ିକ ଆର୍ଥତ୍କ ସହାୟତା ଯୋଗାଇଦେବାକୁ ନୀତି ଆୟୋଗ କମିଟି ପ୍ରସ୍ତାବ ଦେଇଛି। ଏପରିକି କୃଷିରେ ବ୍ୟବହାର ପାଇଁ ଗୋବର ଏବଂ ଗୋମୂତ୍ର ପ୍ରସ୍ତୁତ ଜୈବ ସାର, ଜୈବ କୀଟନାଶକ, ମୃତ୍ତିକା ଉର୍ବରକ ସାମଗ୍ରୀ ବିକ୍ରି ବଢ଼ାଇବା ନିମନ୍ତେ ସହଯୋଗ…

ବୋମାଇ କର୍ନାଟକ ଭାଜପା ପ୍ରଚାର କମିଟି ଅଧ୍ୟକ୍ଷ

ନୂଆଦିଲ୍ଲୀ, ୧୧ା୩(ପି.ଟି.): ଚଳିତ ବର୍ଷ ଶେଷ ଭାଗରେ କର୍ନାଟକ ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମାଇଙ୍କୁ ଭାଜପା ପ୍ରଚାର କମିଟି ଅଧ୍ୟକ୍ଷ ନିଯୁକ୍ତ କରାଯାଇଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଶୁକ୍ରବାର ବୋମାଇଙ୍କୁ ଏହି ଦାୟିତ୍ୱ ପ୍ରଦାନ…

ନାଗାଲାଣ୍ଡ ବିଧାନସଭା ବିରୋଧୀ ଶୂନ୍ୟ

ଗୁଆହାଟୀ, ୧୧ା୩: ନାଗାଲାଣ୍ଡ ବିଧାନସଭା ଦ୍ୱିତୀୟ ଥର ପାଇଁ ବିରୋଧୀ ଦଳ ଶୂନ୍ୟ ହୋଇଛି। ଶରଦ ପାଓ୍ବାରଙ୍କ ଏନ୍‌ସିପି ସମେତ ରାଜ୍ୟର ସମସ୍ତ ରାଜନୈତିକ ଦଳ ମୁଖ୍ୟମନ୍ତ୍ରୀ ନେଫିଉ ରିଓଙ୍କୁ ସମର୍ଥନ ଜଣାଇଛନ୍ତି। ସେମାନଙ୍କୁ ସରକାରରେ ସାମିଲ କରାଯିବ କିମ୍ବା ଏହାକୁ…

ଅଧା ରାତି ପର୍ଯ୍ୟନ୍ତ ଚାଲିଲା ଲାଲୁଙ୍କ ପରିବାର ପରିସରରେ ଇଡିର ଚଢାଉ, ପାଟନାରୁ ଦିଲ୍ଲୀ-ଏନସିଆର ପର୍ଯ୍ୟନ୍ତ ୨୦ ସ୍ଥାନରେ ଚଢାଉ

ପାଟନା/ନୂଆଦିଲ୍ଲୀ,୧୧ ।୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଚାକିରି ବଦଳରେ ଜମି ‘ଘୋଟାଲା’ ମାମଲାରେ ମନି ଲଣ୍ଡରିଂ ଯାଞ୍ଚ ମାମଲାରେ ଶୁକ୍ରବାର ନୂଆଦିଲ୍ଲୀ, ମୁମ୍ବାଇ ଓ ବିହାରରେ ପ୍ରାୟ ୨୦ଟି ସ୍ଥାନରେ ଚଢାଉ କରିଛି । ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ…

ପ୍ରାକୃତିକ ବିପର୍ଯ୍ୟୟ କ୍ଷତି ହ୍ରାସ ଲାଗି ପ୍ରଯୁକ୍ତି ବ୍ୟବହାର ଉପରେ ମୋଦିଙ୍କ ଗୁରୁତ୍ୱ

ନୂଆଦିଲ୍ଲୀ, ୧୧ା୩(ପି.ଟି.): ପ୍ରାକୃତିକ ବିପର୍ଯ୍ୟୟଜନିତ କ୍ଷୟକ୍ଷତି ହ୍ରାସ କରିବା ନିମନ୍ତେ ପ୍ରତିକ୍ରିୟା ପରିବର୍ତ୍ତେ ସକ୍ରିୟ ଦୃଷ୍ଟିଭଙ୍ଗୀ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁତ୍ୱାରୋପ କରିଛନ୍ତି। ଏଥିସହିତ ବିପର୍ଯ୍ୟୟ ପରିଚାଳନାରେ ଭବିଷ୍ୟତ ପ୍ରଯୁକ୍ତିର ବ୍ୟବହାର ଉପରେ ସେ ଜୋର୍‌ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର…

ଗୋମାଂସ ନେବା ସନ୍ଦେହରେ ପିଟି ହତ୍ୟା

ସିଓ୍ବାନ, ୧୧ା୩: ବିହାରର ସରନ୍‌ ଜିଲାରେ ଗୋମାଂସ ନେଉଥିବା ସନ୍ଦେହରେ ଜଣେ ୫୬ ବର୍ଷୀୟ ବ୍ୟକ୍ତିଙ୍କୁ କେତେଜଣ ପିଟି ମାରିଦେଇଛନ୍ତି। ଗତ ମଙ୍ଗଳବାର ଏହି ଭିଡ଼ହିଂସା ଘଟିଥିବାବେଳେ ପୋଲିସ ଏପର୍ଯ୍ୟନ୍ତ ୩ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ସରପଞ୍ଚ ସୁଶୀଲ…

କେନ୍ଦ୍ରର ସିବିଆଇ, ଇଡି ଅସ୍ତ୍ର

ନୂଆଦିଲ୍ଲୀ, ୧୧ା୩: ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି କେନ୍ଦ୍ରରେ କ୍ଷମତାସୀନ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା) ବିରୋଧୀଙ୍କୁ ଟାର୍ଗେଟ ପାଇଁ କେନ୍ଦ୍ରୀୟ ତଦନ୍ତକାରୀ ଏଜେନ୍ସିଗୁଡ଼ିକର ଦୁରୁପଯୋଗ କରୁଥିବା ଅଭିଯୋଗ ନୂଆ ନୁହେଁ। କିନ୍ତୁ ସମ୍ପ୍ରତି ତିନୋଟି ରାଜ୍ୟରେ କ୍ଷମତାସୀନ ଦଳର…

ମୋଦି-ଆଲବାନିସ୍‌ ଆଲୋଚନା: ଉଠିଲା ମନ୍ଦିର ଆକ୍ରମଣ ପ୍ରସଙ୍ଗ

ନୂଆଦିଲ୍ଲୀ, ୧୧ା୩: ଭାରତ ଗସ୍ତରେ ଥିବା ଅଷ୍ଟେଲିଆ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନିସ୍‌ଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବିଭିନ୍ନ ପ୍ରସଙ୍ଗରେ ଦ୍ୱିପାକ୍ଷିକ ଆଲୋଚନା କରିଥିଲେ। ଏହି ଅବସରରେ ମୋଦି ଅଷ୍ଟ୍ରେଲିଆରେ ନିକଟରେ ହିନ୍ଦୁ ମନ୍ଦିରଗୁଡ଼ିକ ଉପରେ ହୋଇଥିବା ଆକ୍ରମଣ ପ୍ରସଙ୍ଗ…

ଧ୍ରୁବ ହେଲିକପ୍ଟର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୧ ।୩: ଦୁଇ ଦିନ ପୂର୍ବରୁ ମୁମ୍ବାଇ ସମୁଦ୍ର କୂଳରେ ଦୁର୍ଘଟଣା ହେବା ପରେ ଭାରତୀୟ ସେନା ଧ୍ରୁବ ହେଲିକପ୍ଟରର ଉଡାଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି । ଏହା ଏବେ ଜାରି ରହିବ ଯେପର୍ଯ୍ୟନ୍ତ ହେଲିକପ୍ଟର ଦୁର୍ଘଟଣାର କାରଣ ଜଣାପଡିନାହିଁ ।…

ଲାଲୁଙ୍କ ପରିବାର ପରିସରରେ ଇଡିର ଚଢାଉ, ରାଗିଲେ ଖାର୍ଗେ

ନୂଆଦିଲ୍ଲୀ,୧୧ ।୩: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପରିବାରର କିଛି ପରିସରରେ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଛି । ଏବେ ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ରର ମୋଦି ସରକରଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri