ୟୁକ୍ରେନ ଯୁଦ୍ଧ ପରେ ବିଶ୍ୱ ଶିଖିଲା ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭଶୀଳତା ଜରୁରୀ: ପ୍ରତିରକ୍ଷା ମନ୍ତ୍ରୀ
ନୂଆଦିଲ୍ଲୀ,୩୦।୩: ୟୁକ୍ରେନ୍ ଯୁଦ୍ଧ ପରେ ସମଗ୍ର ବିଶ୍ୱ ବୁଝିଛି, ଦେଶ ଯେତେ ବଡ଼ ଏବଂ ବିକଶିତ ହେଲେ ମଧ୍ୟ ଏହାର କୌଣସି ଫରକ ପଡ଼ିବ ନାହିଁ। ଯଦି ଶକ୍ତି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ନୁହେଁ, ତେବେ ଏହାର ବିକାଶରେ ବାଧା ସୃଷ୍ଟି ହୋଇପାରେ…
ମୋଦିଙ୍କ ଫଟୋ ନିକଟରେ ହୃଦୟର କଥା କହିଲେ କୃଷକ
ବେଙ୍ଗାଲୁରୁ,୩୦।୩: କର୍ନାଟକର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଜଣେ କୃଷକ ବସ୍ରେ ଲାଗିଥିବା ପ୍ରଧାନମନ୍ତ୍ରୀ ମୋଦିଙ୍କ ଫଟୋ ସହିତ କଥାବାର୍ତ୍ତା କରୁଥିବା ଦେଖିବାକୁ ମିଳିଛି। କୃଷକ ଜଣଙ୍କ ମୋଦିଙ୍କୁ ବହୁତ ପ୍ରଶଂସା କରିଥିଲେ ଏବଂ ଫଟୋକୁ ଚୁମ୍ବନ…
ୟୁପିଏ ସରକାର ଅମଳରେ ମୋଦିଙ୍କୁ ଫସାଇବାକୁ ସିବିଆଇ ପକାଇଥିଲା ଚାପ: ଅମିତ ଶାହା
ନୂଆଦିଲ୍ଲୀ,୩୦ା୩: କେନ୍ଦ୍ରର ମୋଦି ସରକାର ସିବିଆଇ ଏବଂ ଇଡିକୁ ହାତମୁଠାରେ ରଖିଥିବା ଅଭିଯୋଗ କରୁଛନ୍ତି ବିରୋଧୀ। ଏନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି ଯେ, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ସରକାର ସମୟରେ ଗୁଜରାଟରେ ହୋଇଥିବା ନକଲି ଏନ୍କାଉଣ୍ଟର ମାମଲାରେ…
ପୁଣି ଆତଙ୍କ: ଦୈନିକ ସଂକ୍ରମଣ ୩ ହଜାର ଟପିଲା, ସକ୍ରିୟ ମାମଲା ୧୫ ହଜାର ମୁହାଁ…
ନୂଆଦିଲ୍ଲୀ, ୩୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ…
ରାହୁଲଙ୍କ ସଦସ୍ୟତା ରଦ୍ଦ ମାମଲା: ପ୍ରତିକ୍ରିୟା ପ୍ରକାଶ କଲା ଜର୍ମାନୀ
ବର୍ଲିନ୍/ନୂଆଦିଲ୍ଲୀ,୩୦।୩: ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ବାତିଲ ଉପରେ ଜର୍ମାନୀ ପ୍ରତିକ୍ରିୟା ପ୍ରକାଶ କରିଛି। ଜର୍ମାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି ଯେ, ରାହୁଲଙ୍କ ବିରୋଧରେ ନିଆଯାଇଥିବା କୌଣସି କାର୍ଯ୍ୟ ନ୍ୟାୟିକ ସ୍ବାଧୀନତା ମଧ୍ୟରେ ଏବଂ ତାଙ୍କର ମୌଳିକ ଅଧିକାରକୁ ଦୃଷ୍ଟିରେ…
ରାମ ନବମୀର ଶୁଭକାମନା ଜଣାଇଲେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ,୩୦।୩ : ଗୁରୁବାର ସାରା ଦେଶରେ ରାମ ନବମୀ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି। ରାଷ୍ଟ୍ରପତି ଟୁଇଟ କରି କହିଛନ୍ତି ରାମ…
ଭାଜପା ନେତା ଅମିତ ମାଲବିୟଙ୍କୁ ମିଳିଲା ଲିଗାଲ ନୋଟିସ, କଂଗ୍ରେସ ନେତାଙ୍କ ବିରୋଧରେ କରିଥିଲେ ଟୁଇଟ
ନୂଆଦିଲ୍ଲୀ,୩୦ ।୩: ଯୁବ କଂଗ୍ରେସର ରାଷ୍ଟ୍ରୀୟ ଅଧ୍ୟକ୍ଷ ବିଭି ଶ୍ରୀନିବାସ ବୁଧବାର ଦେଇଥିବା ବିବାଦୀୟ ଟିପ୍ପଣିକୁ ନେଇ ଭାରତୀୟ ଜନତା ପାର୍ଟି(ଭାଜପା)ର ଆଇଟି ସେଲ ମୁଖ୍ୟ ଅମିତ ମାଲବିୟଙ୍କୁ ଲିଗାଲ ନୋଟିସ ପଠାଯାଇଛି । ଏହି ନୋଟିସରେ ଅମିତ ମାଲବିୟଙ୍କ ଉପରେ…
ଲୋକ ସଭା ସଦସ୍ୟତା ଫେରିପାଇଲେ ମହମ୍ମଦ ଫୈଜଲ
ନୂଆଦିଲ୍ଲୀ,୩୦ା୩: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍ସିପି) ନେତା ମହମ୍ମଦ ଫୈଜଲ ବୁଧବାର ନିଜ ଲୋକ ସଭା ସଦସ୍ୟତା ଫେରିପାଇଛନ୍ତି। ସୁପ୍ରିମକୋର୍ଟରେ ଫୈଜଲଙ୍କ ଆବେଦନ ଶୁଣାଣିର କିଛି ଘଣ୍ଟା ପୂର୍ବରୁ ଲୋକ ସଭା ସେକ୍ରେଟାରି ଜେନେରାଲ ଉତ୍ପଳ କୁମାର ସିଂ ଏକ ବିଜ୍ଞପ୍ତି…
ନିର୍ଣ୍ଣାୟକ ହେବ କର୍ନାଟକ ଲଢ଼େଇ
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୩୦ା୩: କର୍ନାଟକ ବିଧାନସଭାର ୨୨୪ ଆସନ ପାଇଁ ମେ’ ୧୦ରେ ଭୋଟ ଗ୍ରହଣ କରାଯିବ ବୋଲି ବୁଧବାର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଘୋଷଣା କରିଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସିଇସି କୁମାର କହିଛନ୍ତି, ଭୋଟରମାନେ ସପ୍ତାହାନ୍ତ ଛୁଟିରେ…
ଜମାକାରୀଙ୍କ ଟଙ୍କା ଫେରସ୍ତ ପାଇଁ ସାହାରାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ,୩୦ା୩ : ସୁପ୍ରିମକୋର୍ଟ ଜମାକାରୀଙ୍କ ଅର୍ଥ ଫେରସ୍ତ ପାଇଁ ସେଣ୍ଟ୍ରାଲ ରେଜିଷ୍ଟ୍ରାର ଅଫ୍ କୋ-ଅପରେଟିଭ୍ ସୋସାଇଟିଜ ଆକାଉଣ୍ଟକୁ ୫,୦୦୦ କୋଟି ଟଙ୍କା ସ୍ଥାନାନ୍ତର କରିବା ଲାଗି ବୁଧବାର ସାହାରା ଗ୍ରୁପ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍ ଏମ୍.ଆର. ଶାହା ଏବଂ ସି.ଟି. ରବିକୁମାରଙ୍କୁ…
‘ସନାତନକୁ କୌଣସି ପ୍ରମାଣପତ୍ରର ଆବଶ୍ୟକତା ନାହିଁ’: ଆରଏସଏସ ମୁଖ୍ୟ
ନୂଆଦିଲ୍ଲୀ,୩୦ ।୩: ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ(ଆରଏସଏସ)ର ମୁଖ୍ୟ ମୋହନ ଭାଗବତ ବୁଧବାର ହରିଦ୍ୱାରରେ କହିଛନ୍ତି, ସନାତନ ଧର୍ମର ପ୍ରମାଣପତ୍ରର କୌଣସି ଆବଶ୍ୟକତା ନାହିଁ । କାରଣ ଏହା ସମୟ ଅନୁସାରେ ପ୍ରମାଣିତ ହୋଇଛି । ସନ୍ୟାସ ଦିକ୍ଷାର ଏକ କାର୍ଯ୍ୟକ୍ରମରେ…
ପୂର୍ଣ୍ଣକାଳୀନ ମୁଖ୍ୟ ପ୍ରଶାସକ ନିଯୁକ୍ତି ହେଲାନି, ସୁପ୍ରିମକୋର୍ଟ କ୍ଷୁବ୍ଧ
ନୂଆଦିଲ୍ଲୀ,୩୦ା୩ : ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ଶୃଙ୍ଖଳିତ ଦର୍ଶନ ଓ ଉତ୍ତମ ବ୍ୟବସ୍ଥା ନିମନ୍ତେ ସୁପ୍ରିମକୋର୍ଟ ୪ ନଭେମ୍ବର ୨୦୧୯ରେ ୨୨ଟି ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନ ଏହାକୁ କେତେ ଅନୁପାଳନ କରିଛନ୍ତି ସେନେଇ ସର୍ବୋଚ୍ଚ…

