ଜାତୀୟ

ସଙ୍କଟ ଘନେଇଲା: ଦୈନିକ ସଂକ୍ରମଣ ୨ ହଜାର ଟପିଲା, ସକ୍ରିୟ ମାମଲା ୧୧ ହଜାରରୁ ଅଧିକ…

ନୂଆଦିଲ୍ଲୀ, ୨୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେି ଦୈନିକ କରୋନା ସଂକ୍ରମଣ ମାମଲା ସାମାନ୍ୟ କମିଛି। ସେହିପରି ସକ୍ରିୟ…

ଆଜି କର୍ନାଟକ ବିଧାନସଭା ନିର୍ବାଚନ ତାରିଖ ହେବ ଘୋଷଣା

ନୂଆଦିଲ୍ଲୀ,୨୯।୩: ଆଜି କର୍ନାଟକ ବିଧାନସଭା ନିର୍ବାଚନ ତାରିଖ ଘୋଷଣା ହେବ। ପୂର୍ବାହ୍ନ ୧୧.୩୦ରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ନିର୍ବାଚନ ତାରିଖ ଘୋଷଣା କରିବେ। ଏଥିସହ ନିର୍ବାଚନ ଫଳାଫଳ କେବେ ଆସିବ ସେନେଇ ମଧ୍ୟ ସୂଚନା ଦେବେ।  

ଆଜି ପୁଣି କୋର୍ଟରେ ହାଜର ହେବେ ଲାଲୁଙ୍କ ପରିବାର, ମାର୍ଚ୍ଚ ୧୫ରେ ମିଳିଥିଲା ଜାମିନ

ନୂଆଦିଲ୍ଲୀ,୨୯।୩: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ସ୍ତ୍ରୀ ରାବ୍ରି ଦେବୀ, ଆରଜେଡି ଏମ୍‌ପି ତଥା ଲାଲୁଙ୍କ ଝିଅ ମିସା ଭାରତୀଙ୍କ ଜମି ବଦଳରେ ଚାକିରି ଦେବା ମାମଲାରେ ବୁଧବାର ପୁଣି ଦିଲ୍ଲୀର ରୌଜ୍‌ ଏଭିନ୍ୟୁ କୋର୍ଟରେ ଶୁଣାଣି ହେବ। ଏହାପୂର୍ବରୁ…

ଇପିଏସ୍‌ ଏଆଇଏଡିଏମ୍‌କେ ସାଧାରଣ ସମ୍ପାଦକ

ଚେନ୍ନାଇ, ୨୯ା୩(ପି.ଟି.): ତାମିଲନାଡୁର ପୂର୍ବତନ ମୁଖ୍ୟମନ୍ତ୍ରୀ ଏଡ଼ାପ୍ପାଡ଼ି କେ. ପାଲାନିସ୍ବାମୀ (ଇପିଏସ୍‌)ଙ୍କୁ ଏଆଇଏଡିଏମ୍‌କେର ସାଧାରଣ ସମ୍ପାଦକ ନିର୍ବାଚିତ କରାଯାଇଥିବା ମଙ୍ଗଳବାର ଦଳ ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଜୁଲାଇରେ ଦଳର ସାଧାରଣ ପରିଷଦରେ ଗୃହୀତ ପ୍ରସ୍ତାବକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନକୁ…

ରାଜନୀତି ଛାଡ଼ିବା ସଙ୍କେତ ଦେଲେ ଗଡ଼କରୀ

ନାଗପୁର, ୨୯ା୩: ରାଜନୀତି ପ୍ରତି ଆଗ୍ରହ କମୁଥିବା କେନ୍ଦ୍ରମନ୍ତ୍ରୀ ନୀତୀନ ଗଡ଼କରୀ ପୁଣିଥରେ ସଙ୍କେତ ଦେଇଛନ୍ତି। ତାଙ୍କର ଏଭଳି ମନ୍ତବ୍ୟରୁ ଭାଜପା ଶୀର୍ଷ ନେତୃତ୍ୱରେ ସମ୍ଭାବ୍ୟ ଫାଟ ସୃଷ୍ଟି ହୋଇଥିବା ନେଇ ଚର୍ଚ୍ଚା ଜୋର୍‌ ଧରିଛି। ଏହା ବ୍ୟତୀତ ୨୦୨୪ ସାଧାରଣ…

‘ଆଦାନୀଙ୍କୁ ଆଗରେ ରଖି ପୁଞ୍ଜିନିବେଶ କରୁଥିଲେ ମୋଦି’

ନୂଆଦିଲ୍ଲୀ, ୨୯ା୩: ଦିଲ୍ଲୀ ବିଧାନସଭାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଆଦାନୀ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ ବନ୍ଧୁଙ୍କୁ ସୁରକ୍ଷା ଦେବା ପାଇଁ କାହିଁକି ଏତେ ଉଦ୍ୟମ କରୁଛନ୍ତି ବୋଲି କେଜ୍‌ରିଓ୍ବାଲ ପ୍ରଶ୍ନ କରିଛନ୍ତି। ଯଦି…

୭.୩୪ ଲକ୍ଷ କୋଟି ଆଦାୟ ବ୍ୟାଙ୍କ ଋଣରୁ ୫ ବର୍ଷରେ ୧୪% ଅସୁଲ ହୋଇଛି

ନୂଆଦିଲ୍ଲୀ,୨୯ା୩: ୨୦୨୧-୨୨ ଆର୍ଥିକ ବର୍ଷ ପର୍ଯ୍ୟନ୍ତ ୫ ବର୍ଷ ମଧ୍ୟରେ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡ଼ିକ ଡୁବିଥିବା ୭.୩୪ ଲକ୍ଷ କୋଟି ଟଙ୍କା ଋଣରୁ ମାତ୍ର ୧୪ ପ୍ରତିଶତ ଆଦାୟ କରିପାରିଛନ୍ତି। ରାଜ୍ୟ ସଭାରେ ଅର୍ଥ ମନ୍ତ୍ରଣାଳୟ ଉପସ୍ଥାପନ କରିଥିବା ତଥ୍ୟରୁ ଏହା ଜଣାପଡ଼ିଛି।…

ଭାଜପା ଯେତେ ଜିତିବ ସେତେ ବିରୋଧ ଦେଖିବ : ମୋଦି

ନୂଆଦିଲ୍ଲୀ, ୨୯ା୩: ଭାଜପା ଯେତେ ନିର୍ବାଚନ ଜିତିବ ସେତିକି ଅଧିକ ବିରୋଧୀମାନଙ୍କ ଆକ୍ରୋଶରେ ସମ୍ମୁଖୀନ ହେବ ବୋଲି ମଙ୍ଗଳବାର ଭାଜପା ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଟାର୍ଗେଟ୍‌ କରିବା ଲାଗି ବିରୋଧୀ…

ମାନହାନି ମାମଲାରେ ଉଦ୍ଧବ, ସଞ୍ଜୟଙ୍କୁ ସମନ

ନୂଆଦିଲ୍ଲୀ, ୨୯ା୩ : ଏକ ମାନହାନି ମାମଲାରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ, ତାଙ୍କ ପୁଅ ତଥା ପୂର୍ବତନ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେ, ଘନିଷ୍ଠ ସହଯୋଗୀ ସଞ୍ଜୟ ରାଉତଙ୍କୁ ଦିଲ୍ଲୀ ହାଇକୋର୍ଟ ମଙ୍ଗଳବାର ସମନ ଜାରି କରିଛନ୍ତି। ଶିବସେନାର ଏକନାଥ…

ଦିଲ୍ଲୀରେ ମୁହଁ ଲୁଚାଇ ବୁଲୁଛନ୍ତି ଅମ୍ରିତପାଲ

ନୂଆଦିଲ୍ଲୀ, ୨୯ା୩: ଖଲିସ୍ତାନୀ ସମର୍ଥକ ଅମ୍ରିତପାଲ୍‌ ସିଂ ପଞ୍ଜାବରୁ ଫେରାର୍‌ ହେବାର ୭ ଦିନରୁ ଅଧିକ ବିତିଯାଇଥିବାବେଳେ ପୋଲିସ ହାତ ଏବେ ସୁଦ୍ଧା ଖାଲି। ମଙ୍ଗଳବାର ରାଜଧାନୀ ଦିଲ୍ଲୀରୁ ଅମ୍ରିତପାଲ୍‌ଙ୍କ ଏକ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ତାଙ୍କ ମୁଣ୍ଡରେ ପଗଡ଼ି…

ଠକ କିରଣ ପଟେଲଙ୍କ ସ୍ତ୍ରୀ ଗିରଫ

ଅହମଦାବାଦ୍‌, ୨୯ା୩: ଅହମଦାବାଦର ଶିଲାଜ ଅଞ୍ଚଳରେ ଥିବା ଏକ ବଙ୍ଗଳା ହଡ଼ପ କରିବା ଅଭିଯୋଗରେ ଠକ କିରଣ ପଟେଲଙ୍କ ସ୍ତ୍ରୀ ମାଲିନୀ ପଟେଲଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। କିରଣ ନିଜକୁ ରିୟଲଇଷ୍ଟେଟ୍‌ ବିଜ୍‌ନେସ୍‌ମ୍ୟାନ୍‌ର ପରିଚୟ ଦେଇ ବଙ୍ଗଳା ମରାମତି ଲାଗି…

ସାବରକର ମନ୍ତବ୍ୟ: ହସ୍ତକ୍ଷେପ କଲେ ପାଓ୍ବାର

ନୂଆଦିଲ୍ଲୀ, ୨୯ା୩(ପି.ଟି.): ବିନାୟକ ଦାମୋଦର ସାବରକରଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମାଲୋଚନାକୁ ନେଇ ମହାରାଷ୍ଟ୍ର ବିକାଶ ଅଘାଡ଼ି ମେଣ୍ଟ ଭାଙ୍ଗିବା ଆଶଙ୍କା ପ୍ରକାଶ ପାଇଥିଲା। ଏନ୍‌ସିପି ଅଧ୍ୟକ୍ଷ ଶରଦ ପାଓ୍ବାର ଏଥିରେ ହସ୍ତକ୍ଷେପ କରିବା ସହ ଶିବସେନାର ଅସନ୍ତୋଷ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?