ଉତ୍ତରପ୍ରଦେଶ, ହିମାଚଳରେ ଭୂକମ୍ପ
ଲକ୍ଷ୍ନୌ,୨୧।୧: ଉତ୍ତରପ୍ରଦେଶର ସହାରନପୁରରେ ଭୂକମ୍ପ ଝଟକା। ଶନିବାର ସକାଳ ପ୍ରାୟ ୭.୪୩ ମିନିଟ୍ରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ୨.୯ ଥିବା ବେଳେ ଏହାର ୧୦ କିଲୋମିଟର ଥିବା ନେଇ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର…
ସରକାର ଲୋକଙ୍କ ଧ୍ୟାନ ହଟାଇ ଲୁଟ୍ କରୁଛନ୍ତି: ରାହୁଲ
ଲଖନପୁର,୨୧।୧: କଂଗ୍ରେସର ଭାରତ ଯୋଡ଼ୋ ଯାତ୍ରା ଶେଷ ପର୍ଯ୍ୟାୟରେ ଜମ୍ମୁ-କଶ୍ମୀରରେ ପ୍ରବେଶ କରିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଏଠାରେ ଏକ ସଭାକୁ ସମ୍ବୋଧନ କରିବା ଅବସରରେ କେନ୍ଦ୍ର ସରକାରଙ୍କୁ ସମାଲୋଚନା କରିଛନ୍ତି। କେନ୍ଦ୍ର ସରକାରକୁ ସେ ଗଣଲୁଟେରା କରିଛନ୍ତି।…
ଖାଇକୁ ଖସିଲା ବସ୍: ୫ ମୃତ,୧୫ ଆହତ
ଶ୍ରୀନଗର,୨୧।୧: ଜମ୍ମୁ-କଶ୍ମୀରରେ ଏକ ମିନି ବସ୍ ଭାରସାମ୍ୟ ହରାଇ ଖାଇକୁ ଖସିପଡିଛି। ଫଳରେ ଜଣେ ମହିଳାଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କାଠୁଆ ଜିଲାର ବିଲ୍ଲାଓ୍ବାର…
ପଶ୍ଚିମବଙ୍ଗରେ ପୁଣିଥରେ ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥରମାଡ
କୋଲକାତା,୨୧ ।୧: ପଶ୍ଚିମବଙ୍ଗରେ ବନ୍ଦେ ଭାରତ ଟ୍ରେନ୍ ଉପରେ ପୁଣିଥରେ ପଥରମାଡ ହୋଇଛି । ଘଟଣା ଦାଲକୋଲା ଷ୍ଟେଶନରେ ଶୁକ୍ରବାର ଯେତେବେଳେ ନୂଆ ହାୱଡା-ନ୍ୟୁ ଜଲପାଇଗୁଡି ବନ୍ଦେ ଭାରତ ଏକ୍ସପ୍ରେସ ଉପରକୁ ପଥରମାଡ ହୋଇଥିଲା । ଟ୍ରେନ୍ ଦାଲକୋତ ଷ୍ଟେଶନ ଛାଡୁଥିବା…
‘ଯଦି ଚମତ୍କାରୀ ଶକ୍ତି ଅଛି ତେବେ ପ୍ରମାଣ କରନ୍ତୁ ଧିରେନ୍ଦ୍ର ଶାସ୍ତ୍ରୀ’: କଂଗ୍ରେସ
ନୂଆଦିଲ୍ଲୀ,୨୧ ।୧: ବାଗେଶ୍ୱର ଧାମର ପୀଠାଧିସ୍ୱର ଧିରେନ୍ଦ୍ର କୃଷ୍ଣ ସ୍ୱାମୀ ଏବେ ବିବାଦରେ ଫସି ଯାଇଛନ୍ତି । ଧିରେନ୍ଦ୍ର ଶାସ୍ତ୍ରୀଙ୍କ ଉପରେ ଅବିଶ୍ୱାସର ପ୍ରଚାର ପ୍ରସାର କରିବା ଓ ଏହାକୁ ପ୍ରୋତ୍ସାହନ ଦେବାର ଅଭିଯୋଗ ହୋଇଛି । ତାଙ୍କ ବିରୋଧରେ ପୋଲିସରେ…
ଇଜିପ୍ଟ ରାଷ୍ଟ୍ରପତିଙ୍କ ଗସ୍ତ ବେଳେ ୬ ଚୁକ୍ତି ସ୍ବାକ୍ଷର ହେବ
ନୂଆଦିଲ୍ଲୀ,୨୧।୧: ଆସନ୍ତା ସାଧାରଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ରୂପେ ଇଜିପ୍ଟ ରାଷ୍ଟ୍ରପତି ଅବ୍ଦେଲ ଫତ୍ତାହ ଏଲ୍-ସିସି ଯୋଗଦେବେ। ସେ ଜାନୁୟାରୀ ୨୪ରେ ନୂଆଦିଲ୍ଲୀରେ ପହଞ୍ଚତ୍ବେ। ଭାରତର ସାଧାରଣତନ୍ତ୍ର ଦିବସରେ ଯୋଗଦେବାରେ ଅଲ୍-ସିସି ହେଉଛନ୍ତି ଇଜିପ୍ଟର ପ୍ରଥମ ରାଷ୍ଟ୍ରପତି ତଥା ମଧ୍ୟପ୍ରାଚ୍ୟର ପଞ୍ଚମ…
କାର୍ ବନେଟ୍ରେ ୧ କି.ମି. ଘୋଷାଡ଼ିଲେ ମହିଳା
ନୂଆଦିଲ୍ଲୀ,୨୧।୧: ଦୁର୍ଘଟଣା ପରେ ଯାତ୍ରୀଙ୍କୁ ଗାଡ଼ିରେ ଘୋଷାଡ଼ିନେବା ଘଟଣା ଗତ କିଛିଦିନ ହେଲା ବାରମ୍ବାର ଘଟିଚାଲିଛି। ବେଙ୍ଗାଲୁରୁରେ ଶୁକ୍ରବାର ଜଣେ ମହିଳା ତାଙ୍କ କାର୍ ବନେଟରେ ଜଣେ ବ୍ୟକ୍ତିଙ୍କୁ ଝୁଲାଇ ୧ କିଲୋମିଟର ପର୍ଯ୍ୟନ୍ତ ନେଇଯିବା ଘଟଣାରେ ଉତ୍ତେଜନା ପ୍ରକାଶ ପାଇଛି।…
ବିହାର ଜାତିଗତ ଜନଗଣନା: ହସ୍ତକ୍ଷେପ କରିବେନି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧।୧(ପି.ଟି.): ବିହାରରେ ଜାତିଭିତ୍ତିକ ଜନଗଣନା ଲାଗି ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ମନା କରିଦେଇଛନ୍ତି। ଆବେଦନଗୁଡ଼ିକ ଶୁଣାଣି ଯୋଗ୍ୟ ନୁହେଁ କହି ଜଷ୍ଟିସ୍ ବି.ଆର୍. ଗଭାଇ ଏବଂ ବିକ୍ରମ ନାଥଙ୍କ ଖଣ୍ଡପୀଠ…
ବହୁବିବାହ, ନିକା ହଲାଲାକୁ ଚ୍ୟାଲେଞ୍ଜ: ସାମ୍ବିଧାନିକ ପୀଠରେ ଶୁଣାଣି ହେବ
ନୂଆଦିଲ୍ଲୀ,୨୧।୧(ପି.ଟି.): ମୁସଲମାନଙ୍କ ବହୁବିବାହ ଏବଂ ନିକା ହଲାଲା ପ୍ରଥାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ପାଇଁ ସୁପ୍ରିମକୋର୍ଟ ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ କରିବେ ବୋଲି ଶୁକ୍ରବାର କହିଛନ୍ତି। ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟଙ୍କ ପକ୍ଷରୁ ଦାଏର…
ମମତାଙ୍କ କାର୍ଟୁନ୍: ୧୧ ବର୍ଷ ପରେ ପ୍ରଫେସର ଦୋଷମୁକ୍ତ
କୋଲକାତା,୨୧।୧: ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ ଏବଂ ଦଳୀୟ ନେତା ମୁକୁଲ ରାୟଙ୍କ ବ୍ୟଙ୍ଗଚିତ୍ର ଶେୟାର କରିଥିବା ଯାଦବପୁର ୟୁନିଭର୍ସିଟି ପ୍ରଫେସର ଅମ୍ବିକେଶ ମହାପାତ୍ର ୧୧ ବର୍ଷର ଆଇନଗତ ଲଢ଼େଇ ପରେ ଦୋଷମୁକ୍ତ ହୋଇଛନ୍ତି। କାର୍ଟୁନ ଶେୟାର କରି ମର୍ଯ୍ୟାଦା…
୨୯ ଫୁଟ୍ ମୋବାଇଲ ଟାଓ୍ବାର ଚୋରି
ପାଟନା,୨୧।୧: ବିହାରର ପାଟନାରେ ଏକ ଡକାୟତ ଗ୍ୟାଙ୍ଗ୍ ନିଜକୁ ଟେଲିକମ୍ କମ୍ପାନୀର କର୍ମଚାରୀ ପରିଚୟ ଦେଇ ୨୯ ଫୁଟ୍ ଉଚ୍ଚତାର ଏକ ମୋବାଇଲ ଟାଓ୍ବାରକୁ ଚୋରିକରି ନେଇଯାଇଛି। ଚୋରି ସମ୍ପର୍କରେ କେହି କୌଣସି ଆଭାସ ପାଇ ନ ଥିଲେ। ୫ଜି ସେବା…
ବ୍ରିଜ୍ ଭୂଷଣଙ୍କ ବିରୋଧରେ ତଦନ୍ତ ନିର୍ଦ୍ଦେଶ
ନୂଆଦିଲ୍ଲୀ,୨୧ା୧: ଯୌନ ଉତ୍ପୀଡ଼ନ ଓ ହତ୍ୟା ଧମକ ଅଭିଯୋଗ ଭାଜପା ଏମ୍ପି ତଥା ରେସଲିଂ ଫେଡେରେଶନ୍ ଅଫ୍ ଇଣ୍ଡିଆ (ଡବ୍ଲ୍ୟୁଏଫ୍ଆଇ) ଅଧ୍ୟକ୍ଷ ବ୍ରିଜ୍ ଭୂଷଣ ଶରଣ ସିଂଙ୍କୁ ମହଙ୍ଗା ପଡ଼ିଛି। ତାଙ୍କ ବିରୋଧରେ ଆଗତ ଅଭିଯୋଗଗୁଡ଼ିକର ତଦନ୍ତ ପାଇଁ ଶୁକ୍ରବାର ଏକ…
Archives


