କର୍ପୋରେଟର କିଣାବିକା ଆରୋପ ପ୍ରତ୍ୟାରୋପ ଆଣିଲେ ଭାଜପା-ଏଏପି, କ୍ରସ ଭୋଟିଂ ପାଇଁ ୫୦ ଲକ୍ଷ ଅଫର…
ନୂଆଦିଲ୍ଲୀ,୧୦।୧୨ : ଦିଲ୍ଲୀ ଏମସିଡି ନିର୍ବାଚନରେ ଏଏପି ଭାଜପାର ୧୫ ବର୍ଷା ଶାସନକୁ ସମାପ୍ତ କରିଛି। ଏଭଳି ପରିସ୍ଥିତିରେ ଉଭୟ ପକ୍ଷ ଏବେ ପରସ୍ପର ବିରୋଧରେ ଆରୋପ ପ୍ରତ୍ୟାରୋପ ଆଣିଛନ୍ତି। ଭାଜପା ମିଡ଼ିଆ ସେଲ ଦାୟିତ୍ୱରେ ଥିବା ହରିଶ ଖୁରାନାଙ୍କ କହିବାନୁସାରେ,…
ମାଣ୍ଡୁସ ବିପର୍ଯ୍ୟୟ, ୪ ମୃତ-୪୦୦ରୁ ଅଧିକ ଗଛ ଭାଙ୍ଗିଲା…
ଚେନ୍ନାଇ,୧୦।୧୨ : ଗତକାଲି ବିଳମ୍ବିତ ରାତିରେ ତାମିଲନାଡୁର ମାଲାପୁରମ ଉପକୂଳରେ ସାଇକ୍ଲୋନିକ ଝଡ ମାଣ୍ଡୁସ ଲ୍ୟାଣ୍ଡଫଲ କରିଥିଲା। ବିଳମ୍ବିତ ରାତିରୁ ରାଜ୍ୟ ଉପକୂଳବର୍ତ୍ତୀ ଅଞ୍ଚଳରେ ମଧ୍ୟମରୁ ପ୍ରବଳ ବର୍ଷା ଜାରି ରହିଛି। ଏହା ବ୍ୟତୀତ ମଧ୍ୟମରୁ ପ୍ରବଳ ବର୍ଷା ମଧ୍ୟ ଆନ୍ଧ୍ରପ୍ରଦେଶର…
ସନ୍ଧ୍ୟା ୫ଟାରେ ବିଧାୟକ ଦଳ ବୈଠକ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ନାମରେ ଲାଗିପାରେ ମୋହର
ଶିମଲା,୧୦ ।୧୨: ହିମାଚଳ ପ୍ରଦେଶ ବିଧାନସଭା ନିର୍ବାଚନରେ କଂଗ୍ରେସକୁ ବହୁମତ ମିଳିବା ପରେ ଏବେ ମୁଖ୍ୟମନ୍ତ୍ରୀ ଆସନକୁ ନେଇ ଟଣାଓଟରା ଜାରି ରହିଛି । ଶୁକ୍ରବାର ବସିଥିବା ବିଧାୟକ ଦଳର ବୈଠକରେ ମୁଖ୍ୟମନ୍ତ୍ରୀ ବାଛିବାକୁ ଦଳ ସୁପ୍ରିମୋଙ୍କୁ ଦାୟିତ୍ୱ ଦିଆଯାଇଛି ।…
ସକ୍ରିୟ ମାମଲା କମିଲା…
ନୂଆଦିଲ୍ଲୀ, ୧୦।୧୨: ଦେଶରେ କରୋନା ମହାମାରୀ ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ ସକ୍ରିୟ ମାମଲା କମି ୫ ହଜାର ତଳେ ରହିଛି। ସେହିପରି ସୁସ୍ଥତା ହାର ବୃଦ୍ଧି ପାଇ ୯୮.୮୦ ପ୍ରତିଶତ ରହିଛି। ସେହିପରି…
ବାଜିଲା ମୋହର: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ
ଅହମ୍ମଦାବାଦ,୧୦।୧୨: ଗୁଜରାଟର ନୂଆ ମୁଖ୍ୟମନ୍ତ୍ରୀ ହେବେ ଭୂପେନ୍ଦ୍ର ପଟେଲ। ଶନିବାର ବସିଥିବା ବିଧାୟକ ଦଳ ବୈଠକରେ ତାଙ୍କ ନାମ ସର୍ବସମ୍ମତିକ୍ରମେ ପାରିତ ହୋଇଛି। ଆସନ୍ତା ସୋମବାର ଦିନ ୨ଟାରେ ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ପ୍ରଚଣ୍ଡ ବହୁମତ ପରେ ୧୨ ଡିସେମ୍ବରରେ ଗୁଜରାଟରେ ସପ୍ତମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି ଭାଜପା
ଅହମଦାବାଦ,୧୦ ।୧୨: ଗୁଜରାଟ ବିଧାନସଭା ନିର୍ବାଚନରେ ୧୫୬ ଆସନରେ ବିଜୟୀ ହୋଇ ପ୍ରଚଣ୍ଡ ବହୁମତ ପରେ ଏବେ ଭାରତୀୟ ଜନତା ପାର୍ଟି(ଭାଜପା) ୧୨ ଡିସେମ୍ବରରେ ୭ମ ଥର ଲାଗି ସରକାର ଗଠନ କରିବାକୁ ଯାଉଛି । ଦଳର ନେତା ଭୁପେନ୍ଦ୍ର ପଟେଲ…
ଅଟକ ପରେ ଅନଶନରେ ବସିଲେ ଶର୍ମିଲା
ହାଇଦ୍ରାବାଦ,୧୦ା୧୨: ଓ୍ବାଇଏସ୍ଆର୍ ତେଲଙ୍ଗାନା ପାର୍ଟି ଅଧ୍ୟକ୍ଷା ଓ୍ବାଇଏସ୍ ଶର୍ମିଲାଙ୍କୁ ଶୁକ୍ରବାର ପୋଲିସ ଅଟକ ରଖିବା ପରେ ସେ ଅନଶନରେ ବସିବା ସହ ରାଜ୍ୟରେ ଗଣତନ୍ତ୍ରର ସୁରକ୍ଷା ପାଇଁ ଦାବି କରିଛନ୍ତି। ଓ୍ବାରାଙ୍ଗଲ୍ ପୋଲିସ ତାଙ୍କୁ ପଦଯାତ୍ରା ପାଇଁ ଅନୁମତି ନ ଦେବାରୁ…
ହିମାଚଳ ପ୍ରଦେଶରେ ଏଏପିକୁ ଶକ୍ତ ଧକ୍କା
କୁଲୁ,୧୦ା୧୨: ହିମାଚଳପ୍ରଦେଶ ବିଧାନସଭା ନିର୍ବାଚନରେ ଆମ୍ ଆଦ୍ମୀ ପାର୍ଟି (ଏଏପି) ପ୍ରଥମ ଥର ପ୍ରତିଦ୍ୱନ୍ଦ୍ୱିତା କରିଥିବାବେଳେ ରାଜ୍ୟର ତୃତୀୟ ତଥା ଶ୍ରେଷ୍ଠ ବିକଳ୍ପ ଦଳ ଭାବେ ନିଜକୁ ଉପସ୍ଥାପିତ କରିଥିଲା। ତେବେ ନିର୍ବାଚନ ଫଳାଫଳ ଏହି ଦଳ ପାଇଁ ଶକ୍ତ ଧକ୍କା…
ରାଜ୍ୟ ସଭାରେ ୟୁସିସି ବିଲ୍କୁ ବିରୋଧ
ନୂଆଦିଲ୍ଲୀ,୧୦ା୧୨(ପି.ଟି.): ରାଜ୍ୟ ସଭାରେ ଶୁକ୍ରବାର ବିରୋଧୀ ଦଳଗୁଡ଼ିକର ପ୍ରତିବାଦ ମଧ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍ (ୟୁସିସି) ବିଲ୍, ୨୦୨୦ ଆଗତ କରାଯାଇଛି। ୟୁସିସି ବା ସମାନ ନାଗରିକ ସଂହିତା ପ୍ରସ୍ତୁତି ନିମନ୍ତେ ଏକ କମିଟି ଗଠନ ପାଇଁ ଏହାକୁ ଏକ ପ୍ରାଇଭେଟ୍…
ଆଫତାବଙ୍କୁ ଫାଶୀ ମିଳୁ: ଶ୍ରଦ୍ଧାଙ୍କ ବାପା
ମୁମ୍ବାଇ,୧୦ା୧୨: ଦିଲ୍ଲୀରେ ଲିଭ୍-ଇନ୍-ପାର୍ଟନର ଶ୍ରଦ୍ଧା ଓ୍ବାଲ୍କରଙ୍କୁ ହତ୍ୟାକରି ୩୫ ଖଣ୍ଡ କରିଥିବା ଆଫତାବ ପୁନାଓ୍ବାଲାଙ୍କୁ ଫାଶୀ ଦିଆଯାଉ ବୋଲି ଶ୍ରଦ୍ଧାଙ୍କ ବାପା ବିକାଶ ଓ୍ବାଲ୍କର ଶୁକ୍ରବାର ଦାବି କରିଛନ୍ତି। ଏହି ହତ୍ୟାକାଣ୍ଡରେ ଆଫତାବଙ୍କ ସହ ଅନ୍ୟ ଯେଉଁମାନେ ସମ୍ପୃକ୍ତ ସେମାନଙ୍କ ବିରୋଧରେ…
କଲେଜିୟମ ତଥ୍ୟ ଦେଇହେବନି: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୦ା୧୨: ସୂଚନା ଅଧିକାର ଆଇନ ବଳରେ କଲେଜିୟମର ୨୦୧୮ ଡିସେମ୍ବର ୧୨ ତାରିଖ ବୈଠକର ସବିଶେଷ ବିବରଣୀ ପ୍ରଦାନ ଲାଗି ହୋଇଥିବା ଆବେଦନକୁ ସୁପ୍ରିମକୋର୍ଟ ଶୁକ୍ରବାର ଖାରଜ କରିଦେଇଛନ୍ତି। ବହୁସଦସ୍ୟ ବିଶିଷ୍ଟ କଲେଜିୟମର ପରୀକ୍ଷାମୂଳକ ନିଷ୍ପତ୍ତିକୁ ସର୍ବସାଧାରଣରେ ପ୍ରକାଶ କରାଯାଇପାରିବ ନାହିଁ…
ତାଣ୍ଡବ ରଚିଲା ‘ମାଣ୍ଡୋସ୍’ ଆନ୍ଧ୍ର-ପ୍ରଦେଶ, ତାମିଲନାଡୁରେ ପବନ ସାଙ୍ଗକୁ ପ୍ରବଳ ବର୍ଷା, ସ୍କୁଲ କଲେଜ ବନ୍ଦ
ତାମିଲନାଡୁ/ଚେନ୍ନାଇ,୧୦ ।୧୨: ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିଝଡ଼ ‘ମାଣ୍ଡୋସ’ ଏବେ ଦକ୍ଷିଣ ରାଜ୍ୟରେ ତା’ର ପ୍ରଭାବ ଦେଖାଇଛି । ଆନ୍ଧ୍ର ପ୍ରଦେଶ, ତାମିଲ ନାଡୁ ଓ ପୁଡୁଚେରୀ ରାଜ୍ୟରେ ମାଣ୍ଡୋସ ଯୋଗୁ ପ୍ରବଳ ବର୍ଷା ସାଙ୍ଗକୁ ପବନ ବହୁଛି । ପାଣିପାଗ…
Archives


