ସଦସ୍ୟତା ଯିବା ପରେ ଏବେ ରାହୁଲଙ୍କୁ ଛାଡ଼ିବାକୁ ପଡ଼ିବ କି ସରକାରୀ ବଙ୍ଗଳା
ନୂଆଦିଲ୍ଲୀ,୨୪।୩: ମୋଦିଙ୍କ ସରନେମ୍କୁ ନେଇ ଦେଇଥିବା ବୀବାଦୀୟ ମନ୍ତବ୍ୟକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ଏହି ମାମଲାରେ ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ଶେଷ ହୋଇଛି। ଲୋକ ସଭା ସଚିବାଳୟ…
ରାହୁଲଙ୍କ ସଦସ୍ୟତା ରଦ୍ଦ ହେବା ପରେ ପ୍ରତିକ୍ରିୟା ରଖିଲେ ଉଦ୍ଧବ ଠାକ୍ରେ: କହିଲେ, ଏହା ଗଣତନ୍ତ୍ରର ହତ୍ୟା
ମୁମ୍ବାଇ,୨୪।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଂସଦର ସଦସ୍ୟତା ରଦ୍ଦ ହେବା ପରେ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶିବସେନା ଅଧ୍ୟକ୍ଷ ଉଦ୍ଧବ ଠାକରେଙ୍କ ପ୍ରଥମ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ସେ କହିଛନ୍ତି, ଏହା ପ୍ରତ୍ୟକ୍ଷ ଭାବେ ଗଣତନ୍ତ୍ରର ହତ୍ୟା। ଶୁକ୍ରବାର…
ରାହୁଲଙ୍କ ସଦସ୍ୟତା ରଦ୍ଦ ହେବା ପରେ ସନ୍ଧ୍ୟା ୫ଟାରେ ଏମାର୍ଜେନ୍ସି ବୈଠକ ଡକାଇଲା କଂଗ୍ରେସ
ନୂଆଦିଲ୍ଲୀ,୨୪।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଶୁକ୍ରବାର ଏକ ବଡ଼ ଝଟ୍କା ଲାଗିଛି। ଲୋକ ସଭା ସଚିବ ରାହୁଲଙ୍କ ଏମ୍ପି ସଦସ୍ୟତାକୁ ରଦ୍ଦ କରିଛନ୍ତି। ସୂଚନା ମୁତାବକ, ଗୁଜରାଟର ସୁରତ କୋର୍ଟରେ ମାନହାନି ମାମଲାରେ ଗୁରୁବାର ରାହୁଲ ଗାନ୍ଧୀଙ୍କୁ ଦୋଷୀ ସାବ୍ୟସ୍ତ…
ଲୋକ ସଭା ସଦସ୍ୟତା ପଦ ରଦ୍ଦ ଏକଛତ୍ରବାଦୀ ଶାସନର ଏକ ଉଦାହରଣ: ଗେହଲୋଟ
ନୂଆଦିଲ୍ଲୀ,୨୪।୩: ମାନହାନୀ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ପଦ ରଦ୍ଦ କରିଦିଆଯାଇଛି। ଯାହାକୁ ନେଇ କଂଗ୍ରେସ ଭାଜପାକୁ ଟାର୍ଗେଟ କରିଛି। ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲୋଟ କହିଛନ୍ତି, ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ରଦ୍ଦ…
ଉଡାଣ ଭରିବାର ମାତ୍ର ୧ମିନିଟ୍ ମଧ୍ୟରେ ଘର ସହ ଧକ୍କା ହେଲା ବିମାନ: ଭିଡିଓ ଭାଇରାଲ
ରାଞ୍ଚି,୨୪।୩: ଝାଡ଼ଖଣ୍ଡର ଧାନବାଦ ଜିଲାରେ ଉଡାଣ ଭରିବାର ମାତ୍ର କିଛି ସମୟ ମଧ୍ୟରେ ଏକ ଗ୍ଲାଇଡର୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ୫୦୦ମିଟର ଦୂର ତଳକୁ ଖସି ଏକ ଘର ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ…
ରାହୁଲ ଗାନ୍ଧୀଙ୍କ ଏମ୍ପି ପଦ ରଦ୍ଦ
ନୂଆଦିଲ୍ଲୀ,୨୪।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଏମ୍ପି ପଦ ରଦ୍ଦ କରିଦିଆଯାଇଛି। ଶୁକ୍ରବାର ଲୋକ ସଭା ସଚିବାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ଜାରି କରାଯାଇଛି। କେରଳର ୱାୟାନାଡ ସଂସଦୀୟ ବିଧାନସଭାନିର୍ବାଚନମଣ୍ଡଳୀରୁ ପ୍ରତିନିଧିତ୍ୱ କରୁଥିବା ଲୋକ ସଭା ସଦସ୍ୟ କଂଗ୍ରେସ ନେତା ରାହୁଲ…
ମୁଁ ଆପଣଙ୍କୁ ଛୁଇଁଦେଲେ, ସେମାନେ କହିବେ ନାକ ପୋଛୁଛି: କାହିଁକି ଖାର୍ଗେଙ୍କୁ ଏମିତି କହିଲେ ରାହୁଲ
ନୂଆଦିଲ୍ଲୀ,୨୪।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ସାଧାରଣତଃ ନିଜର ମଜାଳିଆ ସ୍ବଭାବ ପାଇଁ ଜଣାଶୁଣା। ଶୁକ୍ରବାର ସଂସଦରୁ ବାହାରକୁ ଆସୁଥିବା ବେଳେ ତାଙ୍କ ଏହି ମଜାଳିଆ ଅନ୍ଦାଜ୍ ଦେଖିବାକୁ ମିଳିଥିଲା। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଆଗରେ ଭାଜପାର ସୋସିଆଲ ମିଡିଆ…
୧.୨ କୋଟି ହ୍ବାଟ୍ସଆପ୍, ୧୭ ଲକ୍ଷ ଫେସ୍ବୁକ୍ ୟୁଜର୍ସଙ୍କ ଡାଟା ଚୋରି
ନୂଆଦିଲ୍ଲୀ,୨୪।୩: ଦେଶର ସବୁଠୁ ବଡ ସୋସିଆଲ ମିଡିଆ ଡାଟା ଲିକ୍ର ପର୍ଦ୍ଦାଫାଶ ହୋଇଛି। ଏହି ମାମଲାରେ ୭ ଜଣଙ୍କୁ ମଧ୍ୟ ଗିରଫ କରାଯାଇଛି। ସାଇବର ପୋଲିସ ତଥ୍ୟ ସୂଚନାନୁସାରେ, ଏହି ଡାଟା ଲିକରେ ସରକାରୀ ଏବଂ ଅଣ-ସରକାରୀ ପ୍ରାୟ ୧୬.୮ କୋଟି…
ଜେଲ ଦଣ୍ଡାଦେଶର ଗୋଟିଏ ଦିନ ପରେ ସଂସଦରେ ପହଞ୍ଚିଲେ ରାହୁଲ ଗାନ୍ଧୀ
ନୂଆଦିଲ୍ଲୀ,୨୪।୩: ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ମାନହାନୀ ମାମଲାରେ ଦୁଇ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟଙ୍କ ଏହି ରାୟ ପରେ ରାହୁଲ ଗାନ୍ଧୀ ତାଙ୍କ ଲୋକ ସଭା ସଦସ୍ୟତା ରଦ୍ଦ ହେବାର ଆଶଙ୍କା ମଧ୍ୟରେ ଶୁକ୍ରବାର ସକାଳେ…
ରମଜାନ ଶୁଭେଚ୍ଛା ଜଣାଇଲେ ମୋଦି
ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବିତ୍ର ରମଜାନ ମାସ ଆରମ୍ଭ ଅବସରରେ ଅଭିନନ୍ଦନ ଜଣାଇଛନ୍ତି। ସେ ଟୁଇଟ୍ କରି କହିଛନ୍ତି, ରମଜାନ ଅବସରରେ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଉଛି ଏବଂ ଏହି ପବିତ୍ର ମାସ ସମାଜରେ ଏକତା ଏବଂ ଭାଇଚାରାର ଭାବନା ବିକଶିତ…
‘ରାହୁଲଙ୍କ ଅହଙ୍କାର ବଡ଼, ବୁଝାମଣା ଛୋଟ’
ନୂଆଦିଲ୍ଲୀ,୨୪।୩: ଭାଜପା ସଭାପତି ଜେପି ନଡା ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ରାହୁଲ ଓବିସି ସମ୍ପ୍ରଦାୟକୁ ଅପମାନିତ କରିଥିବା ଅଭିଯୋଗ କରିଛନ୍ତି ନଡା। ନଡା କହିଛନ୍ତି, କଂଗ୍ରେସ ନେତା ରାହୁଲ ଗାନ୍ଧୀ ତଥ୍ୟ ବିଷୟରେ ଅଜ୍ଞାତ ଏବଂ…
ଇଡି-ସିବିଆଇ ବିରୋଧରେ ସୁପ୍ରିମକୋର୍ଟ ଗଲେ ୧୪ ବିପକ୍ଷ ଦଳ
ନୂଆଦିଲ୍ଲୀ,୨୪।୩: ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକର ‘ଅପବ୍ୟବହାର’ ଅଭିଯୋଗ କରି ୧୪ ବିରୋଧୀ ଦଳ ଶୁକ୍ରବାର ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ୧ ଏପ୍ରିଲରେ ଏହି ମାମଲାର ଶୁଣାଣି ହେବ। ବିରୋଧୀ ଦଳ ପକ୍ଷରୁ ବରିଷ୍ଠ ଓକିଲ ଅଭିଷେକ ମନୁ ସିଂଘଭି ଏହି ମାମଲାକୁ ପ୍ରଧାନ…

