ଜାତୀୟ

ଗ୍ବାଲିଅରରେ ଭୂକମ୍ପ ଝଟ୍‌କା

ଗ୍ବାଲିଅର,୨୪।୩: ମଧ୍ୟପ୍ରଦେଶର ଗ୍ବାଲିଅରରେ ଶୁକ୍ରବାର ଭୂକମ୍ପ ଝଟ୍‌କା ଲାଗିଛି। ଏହାର ତୀବ୍ରତା ରିକ୍ଟର ସ୍କେଲରେ ୪.୦୦ ରହିଛି। କମ୍ପନ ଅନୁଭବ ହେବା ମାତ୍ରେ ଲୋକମାନେ ଭୟଭୀତ ହୋଇ ଘରୁ ବାହାରକୁ ପଳାଇ ଆସିଥିଲେ। ଏପର୍ଯ୍ୟନ୍ତ କ୍ଷୟକ୍ଷତିର କୌଣସି ସୂଚନା ମିଳିନାହିଁ। ନିକଟରେ…

ପୁଣି ଡରାଇଲାଣି କରୋନା: ଦେଶରେ ଆଜି ୧,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୪୯ ନୂଆ କରୋନା ମାମଲା ଚିହ୍ନଟ…

ମିଛ କହିବା ରାହୁଲଙ୍କ ଚରିତ୍ର: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୩: ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୫,୦୦୦ ଟଙ୍କା ଜୋରିମନା ମଧ୍ୟ କରିଛନ୍ତି। ରାହୁଲ ଦୋଷୀ ସାବ୍ୟସ୍ତ ହେବା ପରେ କେନ୍ଦ୍ର…

ବଲିଭିୟା, ମେକ୍ସିକୋ ପରେ କାଶୀରେ ରୋପ ୱେ ହେବ ପବ୍ଲିକ ଟ୍ରାନ୍ସପୋର୍ଟ,ମୋଦି କରିବେ ଉଦ୍ଦଘାଟନ

ନୂଆଦିଲ୍ଲୀ,୨୪ ।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ବନାରସ ଗସ୍ତରେ ଯିବେ । ସେଠାରେ ସେ ପ୍ରାୟ ୧୭୮୦ କୋଟି ଟଙ୍କାର ପ୍ରକଳ୍ପ ଜିଲାବାସୀଙ୍କୁ ହସ୍ତାନ୍ତର କରିବେ । ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଦେଶର ପ୍ରଥମ ସାର୍ବଜନିକ ପରିବହନ ରୋପୱେର…

ମୋଦି ମୋତେ କହିଥିଲେ ‘ସୁର୍ପଣଖା’, ମୁଁ ବି କରିବି ମାନହାନି ମୋକଦ୍ଦମା: ରେଣୁକା

ନୂଆଦିଲ୍ଲୀ,୨୪ ।୩: ମୋଦି ସରନେମକୁ ନେଇ ଆପତ୍ତିଜନକ ଟିପ୍ପଣି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟ ୨ ବର୍ଷର ସଜା ଶୁଣାଇବା ପରେ ପ୍ରାୟ ସମସ୍ତ ବିରୋଧି ଦଳ ଏହାକୁ ବିରୋଧ କରିଛନ୍ତି । ଏସବୁ ଭିତରେ କଂଗ୍ରେସ ନେତା…

ଏମ୍‌ପି ପଦ ହରାଇପାରନ୍ତି ରାହୁଲ

ନୂଆଦିଲ୍ଲୀ,୨୪ା୩:କଂଗ୍ରେସ ନେତା ରହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ମନ୍ତବ୍ୟ ମାମଲାରେ ଗୁରୁବାର ଗୁଜରାଟର ସୁରଟସ୍ଥିତ ଏକ କୋର୍ଟରେ ଦୋଷୀ ସାବ୍ୟସ୍ତ ହେବା ପରେ ତାଙ୍କୁ ୨ ବର୍ଷ ଜେଲ ଦଣ୍ଡାଦେଶ ଦିଆଯାଇଛି। ଅଦାଲତଙ୍କ ଏହି ରାୟ ପରେ ରାହୁଲ ଏମ୍‌ପି…

ପାର୍ଲାମେଣ୍ଟ ପରିସରରେ ବିରୋଧୀଙ୍କ ବିକ୍ଷୋଭ

ନୂଆଦିଲ୍ଲୀ, ୨୪ା୩(ପି.ଟି.):ଆଦାନୀ ଗ୍ରୁପ୍‌ ପ୍ରସଙ୍ଗରେ ଯୁଗ୍ମ ସଂସଦୀୟ କମିଟି (ଜେପିସି) ତଦନ୍ତ ଦାବିକରି ଗୁରୁବାର ବିରୋଧୀ ଦଳଗୁଡ଼ିକ ପକ୍ଷରୁ ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ପାର୍ଲାମେଣ୍ଟ ଭବନର ମୁଖ୍ୟ ପ୍ରବେଶ ପଥ ଗେଟ୍‌ ନଂ.୧ ନିକଟରେ ବିରୋଧୀ ନେତାମାନେ ଏକାଠି…

ତେଜୁଛି ଖଲିସ୍ତାନୀ ସ୍ବର

ଚଣ୍ଡିଗଡ଼/ନୂଆଦିଲ୍ଲୀ/ଲଣ୍ଡନ/ଓ୍ବାଶିଂଟନ, ୨୪ା୩:ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂଙ୍କୁ ଧରିବାକୁ ଯାଇ ପଞ୍ଜାବ ପୋଲିସ ନାକେଦମ ହେଲାଣି। ସପ୍ତାହେ ହେଲା ପୋଲିସ ପକ୍ଷରୁ ତନାଘନା ଜାରି ରହିଛି। ନିଶା ନିବାରଣ କେନ୍ଦ୍ର ଚଳାଇବା ନାଁରେ ଅମ୍ରିତ୍‌ପାଲ ଯୁବବର୍ଗଙ୍କୁ ଅସ୍ତ୍ର ଶିକ୍ଷାଦେବା ସହ ଆତ୍ମଘାତୀ ବୋମା…

ନୂଆ ସାମ୍ବିଧାନିକ ପୀଠରେ ହେବ ଶୁଣାଣି

ନୂଆଦିଲ୍ଲୀ, ୨୪ା୩(ପି.ଟି.):ମୁସଲମାନଙ୍କ ମଧ୍ୟରେ ବହୁବିବାହ ଏବଂ ନିକାହ ହଲାଲାର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକର ଶୁଣାଣି ପାଇଁ ସାନି ୫ ଜଣିଆ ସାମ୍ବିଧାନିକ ପୀଠ ଗଠନ କରିବାକୁ ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଆଇନଜୀବୀ ଅଶ୍ୱିନୀ ଉପାଧ୍ୟାୟ ଏହି ପ୍ରସଙ୍ଗରେ…

ଭୋଟର ପରିଚୟ ପତ୍ର ସହ ଆଧାର ଲିଙ୍କ ଅବଧି ବର୍ଷେ ବଢ଼ିଲା

ନୂଆଦିଲ୍ଳୀ, ୨୪ା୩: ଭୋଟର ପରିଚୟ ପତ୍ର ସହିତ ଆଧାର ଲିଙ୍କ୍‌ ସମୟ ସୀମାକୁ କେନ୍ଦ୍ର ସରକାର ଚଳିତବର୍ଷ ଏପ୍ରିଲ ୧ରୁ ୨୦୨୪ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବଢ଼ାଇ ଦେଇଛନ୍ତି। ଏ ନେଇ କେନ୍ଦ୍ର ଆଇନ୍‌ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।…

ଭୁବନେଶ୍ୱରରେ ମେଟ୍ରୋ ଟ୍ରେନ୍‌ ପାଇଁ ଓଡ଼ିଶାରୁ ପ୍ରସ୍ତାବ ମିଳିନି: କେନ୍ଦ୍ର

ନୂଆଦିଲ୍ଲୀ, ୨୪ା୩:ଭୁବନେଶ୍ୱରରେ ମେଟ୍ରୋ ରେଲ୍‌ ପ୍ରକଳ୍ପ ଲାଗି ଓଡ଼ିଶା ସରକାରଙ୍କ ତରଫରୁ କୌଣସି ପ୍ରସ୍ତାବ ମିଳି ନ ଥିବା କେନ୍ଦ୍ର ଗୃହନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗୁରୁବାର ଲୋକ ସଭାରେ ବିଭାଗୀୟ ରାଷ୍ଟ୍ରମନ୍ତ୍ରୀ କୌଶଲ କିଶୋର ଏହି…

ରାହୁଲ ଗାନ୍ଧୀଙ୍କ ସଜାକୁ ନେଇ ରାଷ୍ଟ୍ରପତିଙ୍କୁ ଭେଟିବ କଂଗ୍ରେସ

ନୂଆଦିଲ୍ଲୀ,୨୪ ।୩: କଂଗ୍ରେସ ମାନହାନିର ଏକ ମାମଲାକୁ ନେଇ ସୁରଟ କୋର୍ଟଙ୍କ ଦ୍ୱାରା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଦିଆଯାଇଥିବା ଦୁଇ ବର୍ଷ ଜେଲ ଦଣ୍ଡ ସଜାର ଶୁଣାଣିକୁ ନେଇ ଆଇନଗତ ଲଢେଇ ଲଢିବା ସହ ଏହାକୁ ଏକ ବଡ ରାଜନୈତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?