ଜାତୀୟ

ରାହୁଲଙ୍କ ଦଣ୍ଡାଦେଶ ବିରୋଧରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ନୂଆଦିଲ୍ଲୀ,୨୪।୩: ୨୦୧୯ ସାଧାରଣ ନିର୍ବାଚନ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ଏହି ମାମଲାରେ ରାହୁଲଙ୍କୁ ୨ ବର୍ଷର ଜେଲ ଦଣ୍ଡାଦେଶ ହୋଇଛି। ଏହାପରେ ରାହୁଲଙ୍କୁ…

ଭାରତ ଗସ୍ତରେ ଆସିଥିବା ଅଜୟ ବଙ୍ଗା କରୋନା ପଜିଟିଭ

ନୂଆଦିଲ୍ଲୀ,୨୪ ।୩: ବିଶ୍ୱ ବ୍ୟାଙ୍କର ଅଧ୍ୟକ୍ଷ ପଦ ପାଇଁ ନୋମିନେଟ ହୋଇଥିବା ଭାରତୀୟ ଅଜୟ ବଙ୍ଗା ବିଶ୍ୱ ଗସ୍ତର ଶେଷ ପର୍ଯ୍ୟାୟରେ ଦୁଇ ଦିନିଆ ଭାରତ ଗସ୍ତରେ ନୂଆଦିଲ୍ଲୀ ପହଞ୍ଚି ସାରିଛନ୍ତି । ହେଲେ ନୂଆଦିଲ୍ଲୀ ପହଞ୍ଚିବା ପରେ ସେ ନିୟମିତ…

କନ୍ନଡ ଅଭିନେତା ଚେତନଙ୍କୁ ମିଳିଲା ଜାମିନ

ବେଙ୍ଗାଲୁରୁ,୨୩।୩: ହିନ୍ଦୁତ୍ୱକୁ ନେଇ ବିବାଦୀୟ ଟୁଇଟ ପ୍ରସଙ୍ଗରେ ଗିରଫ ହୋଇଥିବା କନ୍ନଡ ଅଭିନେତା ଚେତନ କୁମାରଙ୍କୁ ଆଶ୍ୱସ୍ତି ମିଳିଛି। ଗୁରୁବାର ବେଙ୍ଗାଲୁରୁର ୧୩ ଏସିଏମ୍‌ଏମ୍‌ କୋର୍ଟ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତିି। ଦୁଇ ଜଣ ଜାମିନଦାର ଏବଂ ୨୫ ହଜାର ବ୍ୟକ୍ତିଗତ…

ପାଓ୍ବାରଙ୍କ ଘରେ ବସିଲା ବିରୋଧୀ ନେତାଙ୍କ ବୈଠକ: ସାମିଲ ହେଲାନି ଟିଏମ୍‌ସି

ନୂଆଦିଲ୍ଲୀ,୨୩।୩: ଇଭିଏମ୍‌ ପ୍ରସଙ୍ଗକୁ ନେଇ ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବାରଙ୍କ ବାସଭବନରେ ଗୁରୁବାର ବିରୋଧି ନେତାଙ୍କ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ସମାଜବାଦୀ ପାର୍ଟିର ରାଜ୍ୟ ସଭା ଏମ୍‌ପି ତଥା ପ୍ରସିଦ୍ଧ ଓକିଲ କପିଲ ସିବ୍ବଲ କହିଛନ୍ତି, ଯଦି…

ଅମ୍ରିତ୍‌ପାଲଙ୍କୁ ଆଶ୍ରୟ ଦେଇଥିବା ମହିଳା ଗିରଫ

ଚଣ୍ଡିଗଡ଼,୨୩ା୩: ପୋଲିସକୁ ଚକ୍‌ମା ଦେଇ ଫେରାର ଥିବା ଖଲିସ୍ତାନୀ ନେତା ଅମ୍ରିତ୍‌ପାଲ ସିଂ ରବିବାର ହରିୟାଣାରେ ରହିଥିଲେ। ସେ ତାଙ୍କର ଜଣେ ସହଯୋଗୀଙ୍କ ଘରେ ରହିବା ପରେ କେଉଁଆଡେ ଚାଲିଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ଏହି ଘଟଣାରେ ସମ୍ପୃକ୍ତ ବଲ୍‌ଜିତ କୌର(୨୮)…

ରାହୁଲ ଗାନ୍ଧୀଙ୍କୁ ସଂସଦରୁ ଦୂରେଇ ରଖିବା ପାଇଁ କରାଯାଉଛି ପ୍ରୟାସ: ଖାର୍ଗେ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କଂଗେସ ନେତା ରାହୁଲ ଗାନ୍ଧୀଙ୍କୁ କୋର୍ଟ ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୁହଁ ଖୋଲିଛନ୍ତି। ସେ କହିଛନ୍ତି,…

ଶିବସେନା ସଂସଦୀୟ ଦଳ ନେତା ହେଲେ ଗଜାନନ କୀର୍ତ୍ତିକାର

ନୂଆଦିଲ୍ଲୀ,୨୩ା୩: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବସେନା ସଞ୍ଜୟ ରାଉତଙ୍କୁ ସଂସଦୀୟ ଦଳ ନେତା ପଦରୁ ହଟାଇ ତାଙ୍କ ସ୍ଥାନରେ ଦଳର ଲୋକ ସଭା ସଦସ୍ୟ ଗଜାନନ କୀର୍ତ୍ତିକାରଙ୍କୁ ଏହାର ଦାୟିତ୍ୱ ଦେଇଛି। ଶିବସେନା ମୁଖ୍ୟ ଏକନାଥ ଏନେଇ ଲୋକ…

ହଟ୍ଟଗୋଳରୁ ରାଜ୍ୟ ସଭା ଦିନକ ପାଇଁ ମୁଲତବୀ

ନୂଆଦିଲ୍ଲୀ, ୨୩ା୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଣ୍ଡନରେ ଭାରତର ଗଣତନ୍ତ୍ରକୁ ନେଇ ଦେଇଥିବା ମନ୍ତବ୍ୟ ଏବଂ ଆଦାନୀ ଗ୍ରୁପ୍‌ ବିରୋଧରେ ଅଭିଯୋଗର ତଦନ୍ତ ଦାବି ନେଇ ସରକାରୀ ଏବଂ ବିରୋଧୀ ଦଳ ସଦସ୍ୟମାନଙ୍କ ମଧ୍ୟରେ ହଟ୍ଟଗୋଳ ଲାଗିରହିବାରୁ ଗୁରୁବାର ରାଜ୍ୟ…

ନବଜୋତ ସିଂ ସିଦ୍ଧୁଙ୍କ ସ୍ତ୍ରୀ କ୍ୟାନସରରେ ପୀଡିତ, ଟୁଇଟ୍‌ କରି ହେଲେ ଭାବବିହ୍ବଳ

ନୂଆଦିଲ୍ଲୀ,୨୩।୩: ରାଜନେତା ନବଜୋତ ସିଂ ସିଦ୍ଧୁଙ୍କ ସ୍ତ୍ରୀ ନବଜୋତ କୌର କ୍ୟାନସର ରୋଗରେ ପୀଡିତ ଅଛନ୍ତି। ଏନେଇ ନିଜେ ସିଦ୍ଧୁଙ୍କ ସ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଖବର ଶେୟାର କରି ଲେଖିଛନ୍ତି, ସେ (ନବଜୋତ ସିଂ ସିଦ୍ଧୁ) କୌଣସି ଅପରାଧ…

ଶୁକ୍ରବାର ବାରାଣାସୀ ଯିବେ ମୋଦି, ୧୭୫୦ କୋଟି ପ୍ରକଳ୍ପର କରିବେ ଶୁଭାରମ୍ଭ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୪ ତାରିଖ ଅର୍ଥାତ୍‌ ଶୁକ୍ରବାର ବାରାଣାସୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ କାଶୀକୁ ଅନେକ ଉପହାର ଦେବେ ବୋଲି ଜଣାପଡିଛି। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ ୧୭୫୦ କୋଟି ଟଙ୍କା…

ଏହି ରାଜ୍ୟରେ କରୋନାର ଏକ୍ସବିବି.୧.୧୬ ଭାରିଆଣ୍ଟ ମାମଲା ସବୁଠାରୁ ଅଧିକ

ନୂଆଦିଲ୍ଲୀ,୨୩।୩: ଦେଶରେ ପୁଣି ଥରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୧୩୦୦ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ୧୪୦ଦିନ ପରେ କୋଭିଡର ଦୈନିକ ମାମଲାରେ ସର୍ବାଧିକ। ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪,୪୬,୯୯,୪୧୮କୁ ବୃଦ୍ଧି ପାଇଥିବା…

ଅପମାନ କଲେ ହେବ କାର୍ଯ୍ୟାନୁଷ୍ଠାନ: ରାହୁଲ ଗାନ୍ଧୀଙ୍କୁ ନେଇ ଏଭଳି କହିଲେ ରବି ଶଙ୍କର

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟକୁ ନେଇ କଂଗେସ ନେତା ରାହୁଲ ଗାନ୍ଧୀଙ୍କୁ ସୁରଟ କୋର୍ଟ ଦୋଷୀ ସାବ୍ୟସ୍ତ କରିଛନ୍ତି। ତେବେ ଅପମାନ କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭାଜପା କହିଛି। ଦଳର ମୁଖପାତ୍ର ରବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?