ଜାତୀୟ

ଗଣତନ୍ତ୍ରକୁ ପରିହାସ ନ କରୁ କେନ୍ଦ୍ର

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀ ବିଧାନସଭାରେ ବଜେଟ ଉପସ୍ଥାପନ ହେବା ପୂର୍ବରୁ ସୋମବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଏହାକୁ ଅଟକାଇଦେଇଥିଲେ। ଯାହାକୁ ନେଇ ଏବେ ଜାତୀୟ ରାଜଧାନୀରେ ରାଜନୈତିକ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିିୱାଲ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ଗିରଫ ହେଲେ କନ୍ନଡ ଅଭିନେତା ଚେତନ କୁମାର

ମୁମ୍ବାଇ,୨୧।୩: କନ୍ନଡ ଚଳଚ୍ଚିତ୍ର ଅଭିନେତା ଚେତନ କୁମାର କିଛି ନା କିଛି ଖବରକୁ ନେଇ ଚର୍ଚ୍ଚାରେ ରୁହନ୍ତି। ଏହି ସମୟରେ ଚେତନ କୁମାରଙ୍କ ବିଷୟରେ ବଡ ଖବର ସାମ୍ନାକୁ ଆସିଛି। ହିନ୍ଦୁ ଧର୍ମ ବିରୋଧରେ ବିବାଦୀୟ ଟୁଇଟ୍‌ ପାଇଁ ଚେତନ କୁମାରଙ୍କୁ…

ବିହାର ଦ୍ୱାଦଶ ପରୀକ୍ଷା ଫଳ: ବିଜ୍ଞାନ-ବାଣିଜ୍ୟ-କଳାରେ ଛାତ୍ରୀ ଟପ୍ପର…

ପାଟନା,୨୧।୩ : ବିହାର ବୋର୍ଡ ଦ୍ୱାଦଶ ପରୀକ୍ଷା ଫଳ ୨୦୨୩ ଘୋଷଣା କରାଯାଇଛି। ପାଟନାରେ ଥିବା ବିଏସବି କାର୍ଯ୍ୟାଳୟରେ ଶିକ୍ଷା ମନ୍ତ୍ରୀ ଏହି ଫଳାଫଳ ଘୋଷଣା କରିଛନ୍ତି। ଫଳାଫଳ ବିହାର ସ୍କୁଲ ପରୀକ୍ଷା ବୋର୍ଡ (ବିଏସଇବି) ର ଅଫିସିଆଲ ୱେବସାଇଟରେ ଅପରାହ୍ନ…

ଦିଲ୍ଲୀ ବଜେଟ ୨୦୨୩: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦେଲା ମଞ୍ଜୁରୀ…

ନୂଆଦିଲ୍ଲୀ,୨୧।୩ : ମାର୍ଚ୍ଚ ୧୭ରୁ ଦିଲ୍ଲୀ ବିଧାନସଭାର ବଜେଟ ଅଧିବେଶନ ଚାଲିଛି। ଦିଲ୍ଲୀ କ୍ୟାବିନେଟ କିଛି ଦିନ ପୂର୍ବରୁ ବଜେଟ ତାରିଖ ବିଷୟରେ ନିଷ୍ପତ୍ତି ନେଇଥିଲା। ଦିଲ୍ଲୀ ସରକାର ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛନ୍ତି। କିନ୍ତୁ ବଜେଟ ଉପସ୍ଥାପନ କରିବାର ଗୋଟିଏ…

ନିର୍ବାଚନ ପୂର୍ବରୁ ପଦ୍ମ ଛାଡି ହାତ ଧରିବେ ବାବୁରାଓ

ବେଙ୍ଗାଲୁରୁ,୨୧।୩: କର୍ନାଟକ ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି (ଭାଜପା)ବିଧାନ ପରିଷଦ ସଦସ୍ୟ ବାବୁରାଓ ଚିଞ୍ଚନସୁର ଭାଜପା ଛାଡି କଂଗ୍ରେସରେ ଯୋଗଦେବାକୁ ନିଷ୍ପତ୍ତି ନେଇଛନ୍ତି। ସେ ମାର୍ଚ୍ଚ ୨୫ରେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହେବେ ବୋଲି ସୂଚନା ମିଳିଛି। ମାସକରେ…

କଂଗ୍ରେସକୁ ଦେଶ ଭକ୍ତି ଜ୍ଞାନ ଦେବା ବନ୍ଦ କରୁ ଭାଜପା: ପଓ୍ବନ ଖେରା

ନୂଆଦିଲ୍ଲୀ,୨୧।୨: ଲଣ୍ଡନରେ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଏବଂ ଭାଜପା ମୁହାଁମୁହିଁ ହୋଇଛନ୍ତି। ମଙ୍ଗଳବାର ଭାଜପା ଜାତୀୟ ମୁଖପାତ୍ର ସମ୍ବିତ ପାତ୍ରଙ୍କ ପରେ କଂଗ୍ରେସ ଏକ ଖବରଦାତା ସମ୍ମିଳନୀ କରି ପରସ୍ପରକୁ ଟାର୍ଗେଟ୍‌ କରିଛନ୍ତି। ସମ୍ବିତ ପାତ୍ର ପୂର୍ବରୁ…

ଆମ ପାଇଁ ଇଡି-ସିବିଆଇ, ମୋଦିଙ୍କ ‘ମେହୁଲ ଭାଇ’ଙ୍କୁ ଇଣ୍ଟରପୋଲରୁ ମୁକ୍ତି

ନୂଆଦିଲ୍ଲୀ,୨୧।୩: ଦେଶରେ ଯାଞ୍ଚ ଏଜେନ୍ସି ଗୋଟିଏ ପଟେ କଂଗ୍ରେସ, ଆମ ଆଦମୀ ପାର୍ଟି, ଟିଏମ୍‌ସି ସମେତ ବିରୋଧୀ ନେତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଅନ୍ୟପଟେ ଇଣ୍ଟରପୋଲ ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ(ପିଏନ୍‌ବି)ରୁ ୧୩ହଜାର କୋଟି ଟଙ୍କା ଠକେଇ ମାମଲାରେ ଅଭିଯୁକ୍ତ ପଳାତକ…

ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଲେ ଅଜିତ ଡୋଭାଲ

ନୂଆଦିଲ୍ଲୀ,୨୧।୩: ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପାଇଁ ସଂସଦରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ବର୍ତ୍ତମାନ ସଂସଦରେ ଉପସ୍ଥିତ ଅଛନ୍ତି। ଏଥିସହ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ଏବଂ…

‘ଭାଜପା ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ’

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୧।୩: ଭାଜପା ହେଉଛି ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ରାଜନୈତିକ ଦଳ। ଆମେରିକାର ଖବରକାଗଜ ‘ଦ ୱାଲ ଷ୍ଟ୍ରିଟ ଜର୍ଣ୍ଣାଲ’ର ଏକ ଓପିନିୟନ୍‌ ଆର୍ଟିକିଲ୍‌ରେ ଏହି ଦାବି କରାଯାଇଛି। ୱାଲ୍ଟର ରସେଲ ମିଡଙ୍କ ଦ୍ୱାରା ଲିଖିତ ଏହି ଆର୍ଟିକିଲରେ ଦର୍ଶାଯାଇଛି ଯେ,…

ସଲମାନଙ୍କ ସୁରକ୍ଷାକୁ ନେଇ ଆଲର୍ଟରେ ମୁମ୍ବାଇ ପୋଲିସ: ଅଭିନେତାଙ୍କ ଘର ବାହାରେ ପ୍ରଂଶସକଙ୍କୁ ବାରଣ

ମୁମ୍ବାଇ,୨୧।୩: ନିକଟରେ ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନ୍‌ଙ୍କୁ ଧମକପୂର୍ଣ୍ଣ ଏକ ଇମେଲ୍‌ ମିଳିଥିଲା। ଏହାପରେ ମୁମ୍ବାଇ ପୋଲିସ ଅଭିନେତାଙ୍କ ଘର ବାହାରେ ସୁରକ୍ଷାକୁ କଡ଼ାକଡ଼ି କରିଦେଇଛି। ଏଥିସହ ସତର୍କତା ଅବଲମ୍ବନ କରି ପୋଲିସ ସଲମାନଙ୍କ ପ୍ରଶଂସକଙ୍କୁ ମଧ୍ୟ ବାରଣ କରିଛି। ଅଭିନେତାଙ୍କୁ…

ଗତ ୨୪ ଘଣ୍ଟାରେ ୬୪୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୧।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୫ ନୂଆ କରୋନା ମାମଲା ଚିହ୍ନଟ…

ରାହୁଲଙ୍କୁ କ୍ଷମା ମାଗିବାକୁ ପଡ଼ିବ: ସମ୍ବିତ ପାତ୍ର

ନୂଆଦିଲ୍ଲୀ,୨୧।୩: ଲଣ୍ଡନରେ ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଭାରତରେ ବିବାଦ ଦେଖାଦେଇଛି। ନିଜ ମନ୍ତବ୍ୟ ପାଇଁ ରାହୁଲ କ୍ଷମା ମାଗନ୍ତୁ ବୋଲି ଭାଜପା ଦାବି କରୁଛି। ଭାଜପାର ଜାତୀୟ ମୁଖପାତ୍ର ସମ୍ବିତ ପାତ୍ର ଏକ ଖବରଦାତା ସମ୍ମିଳନୀ କରି ରାହୁଲଙ୍କ କ୍ଷମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?