ଜାତୀୟ

ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ସ୍ଥଗିତ ରହିଲା ପୱନ ଖେରାଙ୍କ ଆବେଦନ ଶୁଣାଣି

ନୂଆଦିଲ୍ଲୀ,୧୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତାଙ୍କ ପିତାଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ମାମଲାରେ କଂଗ୍ରେସ ନେତା ପୱନ ଖେରାଙ୍କ ଅଡ଼ୁଆ ବଢ଼ିବାରେ ଲାଗିଛି। ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ମାର୍ଚ୍ଚ ୨୦ପର୍ଯ୍ୟନ୍ତ ସ୍ଥଗିତ ରହିଛି। ଶୁକ୍ରବାର ଖେରାଙ୍କ ଓକିଲ…

୭ରାଜ୍ୟରେ ପ୍ରତିଷ୍ଠା କରାଯିବ ଟେକ୍ସଟାଇଲ ପାର୍କ: ପ୍ରଧାନମନ୍ତ୍ରୀଙ୍କ ଘୋଷଣା

ନୂଆଦିଲ୍ଲୀ,୧୭।୩: ଦେଶର ୭ଟି ରାଜ୍ୟରେ ଟେକ୍ସଟାଇଲ ପାର୍କ ପ୍ରତିଷ୍ଠା କରାଯିବ ବୋଲି ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି। ସେ କହିଛନ୍ତି, ତାମିଲନାଡୁ, ତେଲେଙ୍ଗାନା, କନର୍ର୍ାଟକ, ମହାରାଷ୍ଟ୍ର, ଗୁଜରାଟ, ମଧ୍ୟପ୍ରଦେଶ ଏବଂ ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ମିତ୍ର ମେଗା ଟେକ୍ସଟାଇଲ ପାର୍କ…

୫ ଦିନରେ ମାତ୍ର ୯୭ ମିନିଟ ଚାଲିଛି ସଂସଦ

ନୂଆଦିଲ୍ଲୀ,୧୭।୩: ଶିଳ୍ପପତି ଗୌତମ ଅଦାନୀ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାଷଣକୁ ନେଇ ଜାରି ରହିଥିବା ହଟ୍ଟଗୋଳ ଯୋଗୁୁ ପଞ୍ଚମ ଦିନରେ ବି ସଂସଦ ଚାଲିପାରିନାହିଁ। ଉଭୟ ଲୋକ ସଭା ଏବଂ ରାଜ୍ୟ ସଭା ସୋମବାର ଅର୍ଥାତ୍‌ ମାର୍ଚ୍ଚ ୨୦…

ହାଇଦ୍ରାବାଦ ଅଗ୍ନିକାଣ୍ଡରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ: ମୃତକଙ୍କ ପରିବାରକୁ ୫ଲକ୍ଷ ସହାୟତା ରାଶି ଘୋଷଣା

ହାଇଦ୍ରାବାଦ,୧୭।୩: ହାଇଦ୍ରାବାଦ ସିକନ୍ଦରାବାଦରେ ଗୁରୁବାର ସନ୍ଧ୍ୟାରେ ଏକ ବହୁ ମହଲା କର୍ମସିଆଲ କମ୍ପ୍ଲେକ୍ସରେ ଅଗ୍ନିକାଣ୍ଡ ଘଟିଥିଲା। ଏହି ଦୁର୍ଘଟଣାରେ ୪ମହିଳାଙ୍କ ସମେତ ୬ଜଣଙ୍କର ଶ୍ୱାସରୁଦ୍ଧ ହୋଇ ମୃତ୍ୟୁ ଘଟିଛି। ଦୁର୍ଘଟଣା ସମୟରେ ହାଇଡ୍ରୋଲିକ କ୍ରେନ ସାହାଯ୍ୟରେ ୧୨ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର…

ଆତିଶୀଙ୍କୁ ମିଳିଲା ସିସୋଡିଆଙ୍କ ସରକାରୀ ବାସଭବନ

ନୂଆଦିଲ୍ଲୀ,୧୭।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଏଏପି ନେତା ମନୀଷ ସିସୋଡିଆଙ୍କୁ ଆଉ ଏକ ଝଟକା। ଶିକ୍ଷା, ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ ଦାୟିତ୍ୱରେ ଥିବା ଆତିଶୀଙ୍କୁ ଦିଲ୍ଲୀ ସରକାର ସିସୋଡିଆଙ୍କ ସରକାରୀ ବାସଭବନ ଦେଇଥିବା ସୂଚନା ମିଳିଛି।…

ପୁଣିଥରେ ଚମକାଇ ଦେଲେ ମାୟାବତୀ

ଲକ୍ଷ୍ନୌ,୧୭ ।୩: ଲୋକ ସଭା ଓ ଉତ୍ତର ପ୍ରଦେଶର ମ୍ୟୁନିସିପାଲ ନିର୍ବାଚନ ପୂର୍ବରୁ ବହୁଜନ ସମାଜ ପାର୍ଟି(ବିଏସପି) ସୁପ୍ରିମୋ ମାୟାବତୀ ତାଙ୍କର ଏକ ନିଷ୍ପତ୍ତିକୁ ନେଇ ସମସ୍ତଙ୍କୁ ଚମକାଇ ଦେଇଛନ୍ତି । ମାୟାବତୀ ଏକ ଟୁଇଟ କରି ଦଳରେ କରିଥିବା ପରିବର୍ତ୍ତନକୁ…

ସିସୋଡିଆଙ୍କ ବଢିଲା ଅଡୁଆ, ଆହୁରି ୫ ଦିନ ରିମାଣ୍ଡ ଅବଧି ବୃଦ୍ଧି

ନୂଆଦିଲ୍ଲୀ,୧୭।୩: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଡିଆଙ୍କ ରିମାଣ୍ଡକୁ ଆହୁରି ୫ ଦିନ ବୃଦ୍ଧି କରାଯାଇଛି। ପୂର୍ବରୁ ଇଡି ୭ ଦିନ ରିମାଣ୍ଡରେ ନେବାକୁ କୋର୍ଟରେ ଆବେଦନ କରିଥିଲା। ଅନ୍ୟପଟେ, ସିସୋଡିଆ ତାଙ୍କ ଫୋନ…

ରାହୁଲର ଅର୍ଥ ଆର’ ରୁ ରିଗ୍ରେଟଫୁଲ: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: ଭାଜପା ନେତା ତଥା କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଶୁକ୍ରବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଗୃହ ନିୟମର ଏକ ବୁକଲେଟ ଦେବା ପାଇଁ ମୁଁ ଆଣିଥିଲି। ଯେଉଁଥିରେ ତାଙ୍କର…

ସନ୍ଧ୍ୟାରେ ମମତାଙ୍କୁ ଭେଟିବେ ଅଖିଳେଶ, ୨୦୨୪ ପାଇଁ ପ୍ରସ୍ତୁତ କରିବେ ରଣନୀତି

କୋଲକାତା,୧୭।୩: ସମାଜବାଦୀ ପାର୍ଟିର ବାର୍ଷିକ ସମ୍ମିଳନୀ କୋଲକାତାରେ ଅନୁଷ୍ଠିତ ହେବାକୁ ଯାଉଛି। ତେବେ ଏହି ସମ୍ମିଳନୀରେ ସାମିଲ ହୋବକୁ ଏସ୍‌ପି ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର କକା ଶିବପାଲଙ୍କ ସହ କୋଲକାତାରେ ପହଞ୍ଚିଛନ୍ତି। ଏହି ସମ୍ମିଳନୀରେ ସେ ୨୦୨୪ ଲୋକ ସଭା…

କଂଗ୍ରେସକୁ ଗୋଟିଏ ବି ଭୋଟ ଦେବା ଉଚିତ୍‌ ନୁହେଁ: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ନିକଟରେ ଲଣ୍ଡନ ଗସ୍ତ କରିଥିଲେ। ସେଠାରେ କେମ୍ବ୍ରିଜ ବିଶ୍ୱବିଦ୍ୟାଳୟରେ ସେ ଭାରତ ବିଷୟରେ ଅନେକ କଥା କହିଥିଲେ। ରାହୁଲଙ୍କ ସେହି ବିବୃତ୍ତିକୁ ନେଇ ଭାଜପା ଦୃଢ ବିରୋଧ କରୁଛି। ଏହି ସମୟରେ କର୍ନାଟକର ହବଲିରେ…

ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ: ଆଗାମୀ ଲହରର ଆଶଙ୍କା କହିଲେ ଏକ୍ସପର୍ଟ

ନୂଆଦିଲ୍ଲ,୧୭।୩: ଭାରତରେ ଗତ କିଛି ଦିନରୁ କୋଭିଡ-୧୯ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଭାରତରେ ପ୍ରାୟ ଚାରିମାସ ପରେ ଗୁରୁବାର ୭୦୦ରୁ ଊର୍ଦ୍ଧ୍ୱ କରୋନା ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ବତ୍ତର୍ମାନ ଭାରତରେ ସକ୍ରିୟ ମାମଲା ସଂଖ୍ୟା ୪,୬୨୩କୁ…

ଗୃହ ସ୍ଥଗିତ ହେବା ପରେ ଗାନ୍ଧୀ ମୂର୍ତ୍ତି ତଳେ ଆଦାନୀ ପ୍ରସଙ୍ଗକୁ ନେଇ ଧାରଣାରେ ବସିଲେ ବିରୋଧୀ ନେତା

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିକୁ ନେଇ ଶୁକ୍ରବାର ଉଭୟ ଗୃହକାର୍ଯ୍ୟ ଚାଲିପାରିନାହିଁ। ଯାହା ପରେ ଲୋକ ସଭା ଏବଂ ରାଜ୍ୟ ସଭାକୁ ମାର୍ଚ୍ଚ ୨୦ ଯାଏ ସ୍ଥଗିତ ରଖାଯାଇଛି। ଏହି ସମୟରେ ବିରୋଧୀ ଦଳର ନେତାମାନେ ସଂସଦ ଭବନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?