ଜାତୀୟ

ଆଜି କ୍ୟାବିନେଟ ବୈଠକ, ମହଙ୍ଗା ଭତ୍ତା ଉପରେ ହୋଇପାରେ ନିଷ୍ପତ୍ତି

ନୂଆଦିଲ୍ଲୀ,୧୭।୩: କେନ୍ଦ୍ରୀୟ ସରକାରୀ କର୍ମଚାରୀଙ୍କୁ ବର୍ଷକୁ ଦୁଇଥର ମହଙ୍ଗା ଭତ୍ତା ଦିଆଯାଏ। ସରକାରୀ ନିୟମ ଅନୁଯାୟୀ ମହଙ୍ଗା ଭତ୍ତା ଜାନୁଆରୀ ପହିଲା ଏବଂ ଜୁଲାଇ ପହିଲାରେ ଦିଆଯାଏ। ସୂତ୍ରରୁ ପ୍ରକାଶ ଯେ, ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ ବୈଠକ କରିବାକୁ…

ଶୀତଳ ଭଣ୍ଡାରର ଛାତ ଭୁଶୁଡି ୮ ଜଣଙ୍କ ମୃତ୍ୟୁ

ଲକ୍ଷ୍ନୌ,୧୭।୩: ଉତ୍ତରପ୍ରଦେଶର ଚନ୍ଦୌସିରେ ଶୀତଳ ଭଣ୍ଡାରର ଛାତ ଭୁଶୁଡିବା ପରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ଏଥିସହ ୧୧ ଜଣଙ୍କୁ ଉଦ୍ଧାର କରାଯାଇଛି। ଏବେ ବି କେତେକ ଲୋକ ଫସି ରହିଥିବା ବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଥିବା ପୋଲିସ…

ତୁଷାରପାତରେ ଫସି ରହିଥିବା ୧୦୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ଉଦ୍ଧାର କଲା ସେନା

ଗ୍ୟାଙ୍ଗଟକ,୧୭।୩: ପ୍ରବଳ ତୁଷାରପାତ ପରେ ପୂର୍ବ ସିକ୍କିମର ଉପର ଅଞ୍ଚଳରେ ଫସି ରହିଥିବା ମହିଳା ଶିଶୁଙ୍କ ସମେତ ୧୦୦୦ରୁ ଅଧିକ ପର୍ଯ୍ୟଟକଙ୍କୁ ଭାରତୀୟ ସେନା ସ୍ଥାନାନ୍ତର କରିଛି। ସେ କହିଛନ୍ତି ଯେ ବୁଧବାର ଅପରାହ୍ନରେ ନାଥୁ ଲା, ସୋମଗୋ (ଚାଙ୍ଗୁ) ହ୍ରଦ…

ଦେଶରେ ଆଜି ୭୯୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୯୫ ନୂଆ କରୋନା ମାମଲା ଚିହ୍ନଟ…

କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକ, କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ହେବ ଆଲୋଚନା

ନୂଆଦିଲ୍ଲୀ,୧୭।୩: କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ବୈଠକ ଶୁକ୍ରବାର ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି। ଏହି ବୈଠକରେ କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଉପରେ ଆଲୋଚନା କରାଯିବ। ଏଥିସହ ପ୍ରାର୍ଥୀଙ୍କ ନାମର ପ୍ରଥମ ତାଲିକା ଉପରେ ମୋହର ଲାଗିପାରେ।…

ନିଜ ପାପ ପାଇଁ ରାହୁଲଙ୍କୁ କ୍ଷମା ମାଗିବାକୁ ପଡିବ: ନଡା

ନୂଆଦିଲ୍ଲୀ,୧୭।୩: ଭାଜପା ସଭାପତି ଜେପି ପଡା ଶୁକ୍ରବାର ପୁଣି କଂଗ୍ରେସ ଏବଂ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି। ଲଣ୍ଡନରେ ଦେଇଥିବା ଜାତୀୟ ବିରୋଧୀ ବିବୃତ୍ତିକୁ ନେଇ ରାହୁଲ ଗାନ୍ଧୀଙ୍କୁ ଦେଶ ତଥା ସଂସଦରେ କ୍ଷମା ମାଗିବାକୁ ପଡ଼ିବ ବୋଲି ସେ କହିଛନ୍ତି।…

ରାହୁଲ ଗାନ୍ଧୀଙ୍କ ଲୋକ ସଭା ସଦସ୍ୟତା ସମାପ୍ତ କରିବାକୁ ଭାଜପା ଏମ୍‌ପିଙ୍କ ଦାବି

ନୂଆଦିଲ୍ଲୀ,୧୭।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଲଣ୍ଡନରେ ଭାରତର ଗଣତନ୍ତ୍ର ଉପରେ ଦେଇଥିବା ବିବୃତ୍ତିକୁ ନେଇ ଜୋରଦାର ବିରୋଧ କରାଯାଉଛି। ଏପରିକି ସଂସଦରେ ରାହୁଲ ଗାନ୍ଧୀ କ୍ଷମା ମାଗିବାକୁ ଭାଜପା ଜିଦ୍‌ ଧରିଛି। ଏହି ସମୟରେ ଭାଜପା ସ୍ପଷ୍ଟ କରିଛି ଯେ…

ପରୀକ୍ଷା ଚାପରେ ଆତ୍ମହତ୍ୟା କଲେ ଦଶମ ଶ୍ରେଣୀ ଛାତ୍ର: ମୃତଦେହ ଝୁଲୁଥିବା ଦେଖି ଘର ମାଲିକଙ୍କ ହୃଦ୍‌ଘାତରେ ମୃତ୍ୟୁ

ଜୟପୁର,୧୭।୩: ରାଜସ୍ଥାନର ଧୋଲପୁର ଜିଲାର ଜଣେ ଦଶମ ଛାତ୍ର ପରୀକ୍ଷା ଚାପ ଯୋଗୁ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଛାତ୍ର ଜଣକ ଏକ ଭଡା ଘରେ ଫାଶୀ ଦେଇଥିଲେ। ମୃତଦେହ ଝୁଲୁଥିବାର ଦେଖି ଘର ମାଲିକଙ୍କ ହୃଦଘାତରେ ମୃତ୍ୟୁ ଘଟିଛି। ପୋଲିସ…

‘ଟାୱାର ଅଫ ଲଣ୍ଡନ’ରେ ପ୍ରଦର୍ଶନ ପାଇଁ ରଖାଯିବ ଭାରତର କୋହିନୂର ହୀରା

ନୂଆଦିଲ୍ଲୀ,୧୭ ।୩: ବ୍ରିଟେନ ମହାରାଣୀଙ୍କ ମୁକୁଟରେ ଲାଗିଥିବା କୋହିନୂର ହୀରା ପୁଣିଥରେ ଆସିଛି ଚର୍ଚ୍ଚାକୁ । ଗତବର୍ଷ ମହାରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକ ପରେ କୋହିନୂର ହୀରା ସହ ଜଡିତ ମୁକୁଟ କିଙ୍ଗ ଚାର୍ଲସ ତୃତୀୟଙ୍କ ପତ୍ନୀ କୁଇନ କଂସୋର୍ଟ କ୍ୟାମିଲାଙ୍କୁ…

ଫଡ୍‌ନବିସ୍‌ଙ୍କ ସ୍ତ୍ରୀଙ୍କୁ ବ୍ଲାକ୍‌ମେଲ୍‌: ଡିଜାଇନର୍‌ ଗିରଫ

ମୁମ୍ବାଇ ୧୭। ୩:ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ୍‌ଙ୍କ ସ୍ତ୍ରୀ ତଥା ବ୍ୟାଙ୍କର ଅମୃତା ଫଡ୍‌ନବିସ୍‌ଙ୍କୁ ମୁମ୍ବାଇର ଜଣେ ଡିଜାଇନର୍‌ ବ୍ଲାକ୍‌ମେଲ୍‌ କରିବା ନେଇ ଥାନାରେ ଅଭିଯୋଗ ହେବାପରେ ଗୁରୁବାର ଉକ୍ତ ଡିଜାଇନରଙ୍କୁ ପୋଲିସ ଗିରଫ କରିଛି। ଅନିକ୍ସା ନାମ୍ନୀ ଡିଜାଇନଙ୍କ ବିରୋଧରେ…

ମୋଦିଙ୍କୁ ନୋବେଲ ପୁରସ୍କାର ଗୁଜବ

ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ପାଇଁ ଅନବରତ ପ୍ରୟାସ କରୁଛନ୍ତି। ତେଣୁ ମୋଦି ନୋବେଲ ଶାନ୍ତି ପୁରସ୍କାର ପାଇବା ପାଇଁ ଦୃଢ଼ ଦାବିଦାର। ଏହି ପୁରସ୍କାର ଲାଗି ତାଙ୍କ ନାମ ବିଚାରକୁ ନିଆଯାଇପାରେ ବୋଲି ନରଓ୍ବେଜିଆନ୍‌ ନୋବେଲ…

ସାମ୍ବିଧାନିକ ପୀଠରେ ରାୟ ସଂରକ୍ଷିତ

ନୂଆଦିଲ୍ଲୀ, ୧୭ା୩(ପି.ଟି.):ମହାରାଷ୍ଟ୍ରରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ଗୋଷ୍ଠୀ ଏବଂ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀ ମଧ୍ୟରେ ବିବାଦରୁ ସୃଷ୍ଟ ରାଜନୈତିକ ସଙ୍କଟକୁ ନେଇ ସୁପ୍ରିମକୋର୍ଟରେ ଦାଏର ଏକାଧିକ ପିଟିଶନ ଉପରେ ସୁପ୍ରିମକୋର୍ଟ ଗୁରୁବାର ରାୟ ସଂରକ୍ଷିତ ରଖିଛନ୍ତି। ଭାରତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?