ଜାତୀୟ

୨୦୨୩ରେ ବଢ଼ିବ ତାତି: ଆଇଏମଡି ପୂର୍ବାନୁମାନ…

ନୂଆଦିଲ୍ଲୀ,୧୪।୩ : ଏକ ଉଚ୍ଚ ସ୍ତରୀୟ ବୈଠକରେ ଭାରତ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର କହିଛି ଯେ ୨୦୨୩ରେ ସାଧାରଣ ଅପେକ୍ଷା ଅଧିକ ଗରମ ହେବ ବୋଲି ଆଶା କରାଯାଉଛି। ମାର୍ଚ୍ଚର ଶେଷ ସପ୍ତାହରେ ଗାଙ୍ଗେଟିକ ସମତଳ ଅଞ୍ଚଳ ଏବଂ ପୂର୍ବ…

ମୁଣ୍ଡ ଅବା ପିଠି ସ୍ପର୍ଶ କରିବା ନୁହେଁ ଯୌନ ନିର୍ଯାତନା: ହାଇକୋର୍ଟ…

ମୁମ୍ବାଇ,୧୪।୩ : ଅଧିକରୁ ଅଧିକ ଯୌନ ନିର୍ଯାତନା ମାମଲା ସାମ୍ନାକୁ ଆସୁଛି। ଏହି କାରଣରୁ ଦେଶରେ ଏଥିପାଇଁ ଆଇନ ପ୍ରଣୟନ କରାଯାଇଛି। କିନ୍ତୁ ଅନେକ ଥର ଏପରି ମାମଲା ଆସିଛି ଯେଉଁଠାରେ ଏହି ନିୟମଗୁଡ଼ିକର ଫାଇଦା ନିଆଯାଉଛି । ନିକଟରେ ଏପରି…

ଏମ୍‌ ଜଗନ୍ନାଥ-ତବଲେଶ ପାଣ୍ଡେ ହେଲେ ଏଲ୍‌ଆଇସିର ନୂଆ ଏମ୍‌ଡି 

ନୂଆଦିଲ୍ଲୀ,୧୪।୩: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି) ମଙ୍ଗଳବାର କମ୍ପାନୀର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ତବଲେଶ ପାଣ୍ଡେ ଏବଂ ଏମ୍‌ ଜଗନ୍ନାଥଙ୍କୁ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ପଦୋନ୍ନତି ଦେଇଛି। ଉଭୟଙ୍କ ନିଯୁକ୍ତି ଏପ୍ରିଲ ୧, ୨୦୨୩ଠାରୁ କାର୍ଯ୍ୟକାରୀ ହେବ। ପାଣ୍ଡେ ପରିଚାଳନା ନିର୍ଦ୍ଦେଶକ ବି…

ପ୍ରକାଶ ପାଇଲା ଏନଇଇଟି ପିଜି-୨୦୨୩ ଫଳ…

ନୂଆଦିଲ୍ଲୀ,୧୪।୩ : ଛାତ୍ରୀଛାତ୍ରମାନଙ୍କର ଦୀର୍ଘ ପ୍ରତୀକ୍ଷାକୁ ଶେଷ କରି ନ୍ୟାଶନାଲ ବୋର୍ଡ ଅଫ ଏକ୍ସାମ ଇନ୍‌ ମେଡିକାଲ ସାଇନ୍ସ (ଏନବିଇଏମଏସ) ମଙ୍ଗଳବାର ନିଜ ଅଧିକାରୀକ ସାଇଟରେଏନଇଇଟି ପିଜି ୨୦୨୩ ର ଫଳାଫଳ ପ୍ରକାଶ କରିଛି। ପ୍ରବେଶିକା ପରୀକ୍ଷା ଦେଇଥିବା ଛାତ୍ରୀଛାତ୍ରମାନେ ସେମାନଙ୍କର…

ଭୋପାଳ ଗ୍ୟାସ ପୀଡ଼ିତଙ୍କୁ ଝଟ୍‌କା: ଅତିରିକ୍ତ କ୍ଷତିପୂରଣ ଦାବିକୁ ଖାରଜ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୩ : ଦେଶର ଭୟାବହ ଭୋପାଳ ଗ୍ୟାସ ଦୁର୍ଘଟଣାକୁ ନେଇ ଏକ ବଡ ଖବର ଆସିଛି। ପୀଡିତାଙ୍କୁ ୟୁନିଅନ କାର୍ବାଇଡ କମ୍ପାନୀରୁ ୭୪୦୦ କୋଟି ଟଙ୍କା ଅତିରିକ୍ତ କ୍ଷତିପୂରଣ ଦାବି ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ କରାଯାଇଥିବା ଆବେଦନକୁ ସୁପ୍ରିମକୋର୍ଟ ଖାରଜ…

ନନ୍ଦିଗ୍ରାମ ଆନ୍ଦୋଳନ: ଶ୍ରେୟ ନେବାକୁ ଭାଜପା-ଟିଏମ୍‌ସି ପ୍ରତିଦ୍ୱନ୍ଦ୍ୱିତା…

କୋଲକାତା,୧୪।୩ : ମେଦିନୀପୁର ଜିଲାର ନନ୍ଦିଗ୍ରାମରେ ହୋଇଥିବା ଜମି ଅଧିଗ୍ରହଣ ବିରୋଧୀ ଆନ୍ଦୋଳନକୁ ୧୬ ବର୍ଷ ପୂରଣ ହୋଇଛି। ଶାସକ ତୃଣମୂଳ କଂଗ୍ରେସ ଏବଂ ବିରୋଧୀ ଭାଜପା ଏହି ଆନ୍ଦୋଳନର ଶ୍ରେୟ ନେବାକୁ ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ କରିଛନ୍ତି। ମଙ୍ଗଳବାର ଦିନ ଦୁଇ…

ମୋଦିଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ପଞ୍ଜାବର ୯ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୧୪।୩: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷାରେ ଏକ ବଡ଼ ଧରଣର ତ୍ରୁଟି ଦେଖାଦେଇଥିଲା। ଏହି ମାମଲାରେ ବର୍ତ୍ତମାନ ୯ଜଣ ପୋଲିସ କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିସ୍ତୃତ ଯାଞ୍ଚ ପରେ ଏହି ନିଷ୍ପତ୍ତି…

ଲଖିମପୁର ମାମଲାର ଶୁଣାଣି ମନ୍ଥର ନୁହେଁ: ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୩ : କେନ୍ଦ୍ର ମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କୁ ଲଖିମପୁର ଖେରୀର ଟିକୁନିଆ ହିଂସା ମାମଲାରେ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ମଙ୍ଗଳବାର ଶୁଣାଣି ବେଳେ କହିଛନ୍ତି ଯେ ଏହି ମାମଲାର ଶୁଣାଣି ମନ୍ଥର ନୁହେଁ। ଏଥିସହ…

ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ଓ୍ବାଇଏସ୍‌ ଶର୍ମିଳା ଗିରଫ

ନୂଆଦିଲ୍ଲୀ,୧୪।୩: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ଭଉଣୀ ତଥା ଓ୍ବାଇଏସ୍‌ଆର ତେଲେଙ୍ଗାନା ପାର୍ଟିର ମୁଖ୍ୟ ଓ୍ବାଇଏସ୍‌ ଶର୍ମିଳାଙ୍କୁ ଦିଲ୍ଲୀ ପୋଲିସ ଗିରଫ କରିଛି। ମଙ୍ଗଳବାର ତେଲେଙ୍ଗାନାର କେସିଆର ସରକାରଙ୍କ ବିରୋଧରେ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ତାଙ୍କୁ ଗିରଫ…

ଅତିକ ଅହମ୍ମଦଙ୍କ ସମର୍ଥକ ଫହାଦଙ୍କୁ ହାଇକୋର୍ଟରୁ ଝଟ୍‌କା

ଲକ୍ଷ୍ନୌ,୧୪।୩: ଜେଲ୍‌ରେ ବନ୍ଦୀ ଥିବା ମାଫିଆ ତଥା ବାହୁବଲୀ ବିଧାୟକ ଅତିିକ ଅହମ୍ମଦଙ୍କ ସମର୍ଥକ ଫହାଦ ଓରଫ ୱାସିୟର୍‌ ରେହମାନଙ୍କୁ ହାଇକୋର୍ଟରୁ ଏକ ବଡ଼ ଝଟ୍‌କା ଲାଗିଛି। ମଙ୍ଗଳବାର ଫହାଦଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଅପରାଧର ଗମ୍ଭୀରତାକୁ…

ପିଏଫ୍‌ଆଇ ମାମଲାରେ ପ୍ରଥମ ଚାର୍ଜଶିଟ ଦାଖଲ କଲା ଏନ୍‌ଆଇଏ

ନୂଆଦିଲ୍ଲୀ,୧୪।୩: ଜାତୀୟ ଅନୁସନ୍ଧାନ ଏଜେନ୍ସି (ଏନ୍‌ଆଇଏ) ରାଜସ୍ଥାନରେ ହିଂସାତ୍ମକ ଉଗ୍ରବାଦୀ କାର୍ଯ୍ୟକଳାପ ଏବଂ ପପୁଲାର୍‌ ଫ୍ରଣ୍ଟ ଅଫ୍‌ ଇଣ୍ଡିଆ (ପିଏଫ୍‌ଆଇ)ର ଏଜେଣ୍ଡା ସହ ଜଡିତ ଅନୁସନ୍ଧାନର ଏକ ପ୍ରମୁଖ ଅଂଶ ସମାପ୍ତ କରିବା ସହ ପ୍ରଥମ ଚାର୍ଜଶିଟ ଦାଖଲ କରିଛି। ଏନ୍‌ଆଇଏ…

ଆତ୍ମହତ୍ୟା କଲେ ଆଇଆଇଟି ମାଡ୍ରାସର ଜଣେ ଛାତ୍ର: ମାସକ ଭିତରେ ଦ୍ୱିତୀୟ ଘଟଣା

ଚେନ୍ନାଇ,୧୪।୩: ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି (ଆଇଆଇଟି) ମାଡ୍ରାସର ଆଉ ଜଣେ ଛାତ୍ର ମଙ୍ଗଳବାର ଆତ୍ମହତ୍ୟା କରିଛନ୍ତି। ମୃତକ ଛାତ୍ର ଜଣକ ପୁଷ୍ପକ ବୋଲି ଜଣାପଡ଼ଛି। ସେ ଆନ୍ଧ୍ରପ୍ରଦେଶର ବାସିନ୍ଦା ଏବଂ ସେ ବି.ଟେକ ତୃତୀୟ ବର୍ଷର ଛାତ୍ର। ତେବେ ମୃତ୍ୟୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?