ଜାତୀୟ

ନୂଆ ରାଜ୍ୟ ଗଠନ କରିବାର କୌଣସି ପ୍ରସ୍ତାବ ନାହିଁ: ଲୋକସଭାରେ ନିତ୍ୟାନନ୍ଦ ରାୟଙ୍କ ସୂଚନା…

ନୂଆଦିଲ୍ଲୀ,୧୪।୩ : କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକସଭାରେ କହିଛନ୍ତି ଯେ ଦେଶରେ ଏକ ନୂତନ ରାଜ୍ୟ ଗଠନ ସମ୍ପର୍କରେ କେନ୍ଦ୍ର ସହ କୌଣସି ପ୍ରସ୍ତାବ ଉପରେ ବିଚାର କରାଯାଉ ନାହିଁ। ବୁନ୍ଦେଲଖଣ୍ଡ ରାଜ୍ୟ ଗଠନ ପାଇଁ ସରକାର କୌଣସି…

ବିମାନ ପରେ ଏବେ ଟ୍ରେନରେ ସମାନ ଘଟଣା: ମହିଳା ଯାତ୍ରୀଙ୍କ ଉପରେ ପରିସ୍ରା କଲେ ଟିଟି

ନୂଆଦିଲ୍ଲୀ,୧୪।୩: ଯାତ୍ରୀଙ୍କ ଉପରେ ପରିସ୍ରା କରିବା ଘଟଣା ବନ୍ଦ ହେବାର ନାଁ ନେଉନାହିଁ। ନିକଟରେ ଏକ ବିମାନରେ ଏଭଳି ଘଟଣା ଘଟିଥିଲା। ଯାହାକୁ ନେଇ ଚର୍ଚ୍ଚା ମଧ୍ୟ ହୋଇଥିଲା। ବର୍ତ୍ତମାନ ଟ୍ରେନରେ ଏଭଳି ଏକ ଲଜ୍ଜାଜନକ ମାମଲା ସାମ୍ନାକୁ ଆସିଛି। ଯେଉଁଠାରେ…

ବିଧାନସଭାରେ ଭାଜପା-ସିପିଆଇ ବିଧାୟକ ମୁହାଁମୁହିଁ,ସ୍ଥିତି ସମ୍ଭାଳିଲେ ମାର୍ଶଲ…

ପାଟନା,୧୪।୩ : ମଙ୍ଗଳବାର ଦିନ ବିହାର ବିଧାନସଭାରେ ପ୍ରଶ୍ନ କାଳ ସମୟରେ ଭାଜପା ଏବଂ ସିପିଆଇ (ଏମଏଲ) ବିଧାୟକଙ୍କ ମଧ୍ୟରେ ଝଗଡା ହୋଇଥିଲା। ଉଭୟ ପକ୍ଷରୁ ବହୁ ଉତ୍ତେଜନା ଦେଖାଦେଇଥିଲା। ବିଧାୟକମାନେ ବାଚସ୍ପତିଙ୍କ ଆସନଠାରୁ ପରସ୍ପରର ଆସନ ଆଡକୁ ମାଡି ଆସିବା…

ଛପରାରେ ଆରଜେଡି ନେତାଙ୍କୁ ଅପହରଣ, ସ୍କର୍ପିଓରେ ଉଠାଇ ନେଲେ

ଛପରା,୧୪ ।୩: ବିହାରର ଛପରାରେ ମଙ୍ଗଳବାର ସକାଳେ ଆରଜେଡିର ଜଣେ ନେତାଙ୍କୁ କିଡନାପ କରାଯାଇଛି । କୁହାଯାଉଛି କି ଭୋର ୪ଟାରେ କେତେଜଣ ବଦମାସ ଅସ୍ତ୍ର ଦେଖାଇ ଆରଜେଡି ନେତାଙ୍କୁ ଅପହରଣ କରି ନେଇଛନ୍ତି । ପୋଲିସ ଏବେ ସମ୍ପୂର୍ଣ୍ଣ ଘଟଣାର…

ମଧ୍ୟପ୍ରଦେଶରେ ନିର୍ବାଚନୀ ବିଗୁଲ ଫୁଙ୍କିଲେ କେଜରିୱାଲ

ଭୋପାଳ,୧୪ ।୩: ଆମ ଆଦମୀ ପାର୍ଟି(ଏଏପିର) ରାଷ୍ଟ୍ରୀୟ ସଂଯୋଜକ ତଥା ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ମଧ୍ୟପ୍ରଦେଶ ନିର୍ବାଚନକୁ ନେଇ ବଡ ଘୋଷଣା କରିଛନ୍ତି । ସେ ମଙ୍ଗଳବାର ଭୋପାଳରେ କହିଛନ୍ତି ଆମ ଆଦମୀ ପାର୍ଟି ମଧ୍ୟପ୍ରଦେଶର ଆଗାମୀ ବିଧାନସଭା ନିର୍ବାଚନରେ…

ସକ୍ରିୟ ମାମଲା ୪ ହଜାର ମୁହାଁ…

ନୂଆଦିଲ୍ଲୀ, ୧୪।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ସେହିପରି ସକ୍ରିୟ…

ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି କଂଗ୍ରେସ: କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଅଭିଯୋଗ

ନୂଆଦିଲ୍ଲୀ,୧୪।୩: ଭାଜପା ଏମ୍‌ପି ତଥା କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂହ କଂଗ୍ରେସ ଉପରେ ଏକ ବଡ଼ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହତ୍ୟା କରିବାକୁ ଚାହୁଁଛି। ପଞ୍ଜାବରେ ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟିକୁ ଦର୍ଶାଇ ଗିରିରାଜ କହିଛନ୍ତି, କଂଗ୍ରେସ…

୩୦ ଲକ୍ଷ କି.ମି. ସାଇକେଲ ଚଳାଇ ଗିନିଜ୍‌ ରେକର୍ଡ

ଜୟପୁର,୧୪ା୩: ସାଇକେଲରେ ସର୍ବାଧିକ ପଥ ଅତିକ୍ରମ କରିଥିବା ରାଜସ୍ଥାନ ବାରମେରର ନରପତ୍‌ ସିଂ ରାଜପୁରୋହିତ ଗିନିଜ୍‌ ବୁକ୍‌ ଅଫ୍‌ ଓ୍ବାଲର୍‌ଡ ରେକର୍ଡରେ ସ୍ଥାନ ପାଇଛନ୍ତି। ରାଜପୁରୋହିତ ୨୦୧୯ ଜାନୁୟାରୀରେ ଜମ୍ମୁରୁ ନିଜର ସାଇକେଲ ଯାତ୍ରା ଆରମ୍ଭ କରି ୨୦୨୨ ଏପ୍ରିଲରେ ଜୟପୁରରେ…

ଗୁଜରାଟରେ ଏଚ୍‌୩ଏନ୍‌୨ ଭାଇରସରେ ମହିଳାଙ୍କ ମୃତ୍ୟୁ

ଅହମ୍ମଦାବାଦ,୧୪।୩: ଦେଶରେ ଏବେ ଚିନ୍ତା ବଢାଇଲାଣି ଏଚ୍‌୩ଏନ୍‌୨ ଇନ୍‌ଫ୍ଲଏଞ୍ଜା ଭାଇରସ। ଏହି ଭାଇରସରେ ଦେଶରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ଗୁଜରାଟର ଜଣେ ୫୮ ବର୍ଷ ବୟସ୍କା ମହିଳାଙ୍କ ମୃତ୍ୟୁ ଘଟିଛି। ସେ ଏଚ୍‌୩ଏନ୍‌୨ ଆକ୍ରାନ୍ତ ହୋଇ ଭଡୋଦରାସ୍ଥିତ ଏସ୍‌ଏସ୍‌ଜି ଡାକ୍ତରଖାନାରେ…

ପରଲୋକରେ ବରିଷ୍ଠ ସାମ୍ବାଦିକ ବେଦ ପ୍ରତାପ ବୈଦିକ

ନୂଆଦିଲ୍ଲୀ, ୧୪।୩: ବରିଷ୍ଠ ସାମ୍ବାଦିକ ବେଦ ପ୍ରତାପ ବୈଦିକଙ୍କ ପରଲୋକ ଘଟିଛି। ମଙ୍ଗଳବାର ଏକ ଘରୋଇ ଡାକ୍ତରଖାନାରେ ୭୮ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ବେଦ ପ୍ରତାପଙ୍କ ପିଏ ମୋହନ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,…

ସ୍ତ୍ରୀଙ୍କୁ ହତ୍ୟା କରିବା ପରେ ଅଫିସ ଯାଇଥିଲେ ସ୍ବାମୀ, କାମ ସାରି କଲେ ଆତ୍ମସମର୍ପଣ

ମୁମ୍ବାଇ,୧୪।୩: ମହାରାଷ୍ଟ୍ରରେ ଏକ ହତ୍ୟାକାଣ୍ଡର ଅଜବ ମାମଲା ସାମ୍ନାକୁ ଆସିଛି। ସୋମବାର ପାଲଘର ଜିଲାର ନାଲାସୋପାରାଠାରେ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ଗଳା କାଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସ୍ତ୍ରୀଙ୍କ ଚରିତ୍ର ଉପରେ ସନ୍ଦେହ କରି ସ୍ବାମୀ ଏଭଳି କାଣ୍ଡ…

ପୁଣି ବଢୁଛି କରୋନା ସଂକ୍ରମଣ: ଗତ ୨୪ ଘଣ୍ଟାରେ ୪୦୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦୨ ନୂଆ କରୋନା ମାମଲା ଚିହ୍ନଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?